10 versículos inspiradores para compartilhar no dia da mulher e homenageá-las
O Dia Internacional da Mulher é uma data especial para reconhecer o valor, a força e a sabedoria das mulheres. A Bíblia é repleta de versículos que exaltam o papel feminino e destacam sua importância na sociedade e na fé.
Separamos 10 versículos para inspirar e homenagear as mulheres neste dia tão significativo.
1. Provérbios 31:25
ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ;
ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
2. Provérbios 31:30
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର;
ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
3. Juízes 4:4
ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।
4. Salmos 46:5
ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ।
ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
5. Gênesis 1:27
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
6. Lucas 1:45
ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।
7. 1 Pedro 3:3-4
ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।
8. Provérbios 14:1
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ;
ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।
9. Cantares de Salomão 4:7
ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ;
ତୁମ୍ଭଠାରେ କୌଣସି ଖୁଣ ନାହିଁ।
10. Êxodo 15:20
ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।
Estes versículos mostram a importância e o papel especial que Deus deu às mulheres. Compartilhe com aquelas que fazem diferença na sua vida e abençoe-as com essas palavras de fé e encorajamento.
Se esse conteúdo te ajudou, compartilhe a Palavra de Deus com seus amigos e familiares.