Alegria e felicidade
A alegria é fruto do Espírito e marca do cristão. Alegrai-vos sempre no Senhor! A Bíblia ensina que a alegria de Deus é nossa fortaleza — não depende de circunstâncias, mas da presença de Deus.
Alegrai-vos no Senhor
Alegrai-vos sempre no Senhor! Outra vez digo: alegrai-vos! Na presença de Deus há plenitude de alegria eterna.
ମାପ୍ରୁର୍ ସଙ୍ଗ୍ ମିସିରଇଲାର୍ପାଇ ସବୁବେଲେ ସାର୍ଦା ଅଇକରି ରୁଆ । ମୁଇ ଆରିତରେକ୍ କଇଲିନି ସାର୍ଦା ଅଇକରି ରୁଆ ।
ମାପ୍ରୁର୍ ସଙ୍ଗ୍ ମିସିରଇଲାର୍ପାଇ ସବୁବେଲେ ସାର୍ଦା ଅଇକରି ରୁଆ । ମୁଇ ଆରିତରେକ୍ କଇଲିନି ସାର୍ଦା ଅଇକରି ରୁଆ ।
Fruto do Espírito
O fruto do Espírito é amor, alegria, paz. A alegria do Senhor é nossa fortaleza — não depende do mundo.
ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା, ଏ ସବୁର୍ ଚଲନ୍ ମାନ୍ବା ଲକ୍ ନିୟମର୍ ବିରୁଦେ କାଇଟା ନ କରେ ।
ଆରି ନିଇମିଆ ସେମନ୍କେ କଇଲା, ନିଜର୍ ନିଜର୍ ବାଟେ ଜାଆ, ନିକ ଜିନିସ୍ କାଆ, ଆରି ସୁଆଦ୍ ଜିନିସ୍ କାଆ, ଆରି, ଜାର୍ପାଇ କାଇଟାମିସା ରାନ୍ଦା ଅଏ ନାଇ, ତାର୍ପାଇ କଣ୍ଡେକ୍ ପାଟାଆ; କାଇକେବଇଲେ ଆଜିର୍ ଦିନ୍ ଆମର୍ ମାପ୍ରୁର୍ ନାଉଁରେ ସୁକଲ୍ ଦିନ୍, ତମେ ଦୁକ୍ ଉଆନାଇ; ଜେନ୍ତାରି କି ସବୁବେଲର୍ ମାପ୍ରୁର୍ ବିସଇ ସାର୍ଦା ଆରି ବପୁ ଅଇସି ।

Alegria nas tribulações
Os que semeiam em lágrimas ceifarão com alegria. Tende por motivo de grande gozo quando caídes em diversas tentações.
ଏ ମର୍ ବାଇବଇନିମନ୍ ଜିବନ୍ ବିତାଇଲାବେଲେ ତମର୍ ବିସ୍ବାସ୍ ଡାଁଟ୍ ଆଚେ କି ନାଇ ବଲି, ଜେତ୍କି ଦୁକ୍ କସ୍ଟର୍ ପରିକା ଆଇଲେ, ଏଟା ଗଟେକ୍ ନିକ କରମର୍ ବିସଇ ବଲି ଏତାଆ । କାଇକେବଇଲେ, ଏନ୍ତାରି ଦୁକ୍ କସ୍ଟ ଆଇଲେ ତମର୍ ବିସ୍ବାସ୍ ପରିକାକରି ଡାଁଟ୍ ଆଚେବଲି ଦେକାଇସି । ଆରି ମୁରଚ୍ବାଟା ଅଦିକ୍ ଅଦିକ୍ ଅଇସି ବଲି ତମେ ଜାନିଆଚାସ୍ ।
ସେଟାର୍ ପାଇ ମକେ କିରିସ୍ଟର୍ ଲାଗି ଜେତ୍କି ସବୁ ଗଟ୍ସି, ମୁଇ ସାର୍ଦା ଅଇ ରଇବି । ଜେନ୍ତିକି ମର୍ଗାଗଡ୍ ଦୁର୍ବଲ୍ ରଇଲେ ମିସା, ନିନ୍ଦା ପାଇଲେ ମିସା, ଦୁକ୍ କସ୍ଟ ଅଇରଇଲେ ମିସା, ଆରି ସାଦ୍ବାନ୍ଦ୍ ଅଇ ଦୁକ୍ କସ୍ଟ ପାଇଲେ ମିସା । କାଇକେବଇଲେ ଜେଡେବେଲେ ମୁଇ ଦୁର୍ବଲ୍ ଅଇଆଚି, ସେଡ୍କି ବେଲେ ମୁଇ ବପୁ ଅଇଆଚି ।
ଏବେ ତମେ ତାକେ ନ ଦେକିରଇଲେ ମିସା ଆଲାଦ୍ କଲାସ୍ନି ଆରି ବିସ୍ବାସ୍ କଲାସ୍ନି । ସେଟାର୍ପାଇଁ ତମର୍ ସାର୍ଦା ବେସି ବଡ୍ । ତମେ ବିସ୍ବାସ୍ କଲାର୍ପାଇ ତମ୍କେ ସର୍ଗେ ନ ସାର୍ବା ଜିବନ୍ ଆଚେ ।
ଏବେ ତମେ ତାକେ ନ ଦେକିରଇଲେ ମିସା ଆଲାଦ୍ କଲାସ୍ନି ଆରି ବିସ୍ବାସ୍ କଲାସ୍ନି । ସେଟାର୍ପାଇଁ ତମର୍ ସାର୍ଦା ବେସି ବଡ୍ । ତମେ ବିସ୍ବାସ୍ କଲାର୍ପାଇ ତମ୍କେ ସର୍ଗେ ନ ସାର୍ବା ଜିବନ୍ ଆଚେ ।
Alegria compartilhada
Alegrai-vos com os que se alegram. O Senhor fez coisas grandiosas por nós — alegrai-vos no Senhor e regozijai-vos.
ଆମ୍କେ ରଇବା ଆସାର୍ ଲାଗି ଆମେ ସାର୍ଦା ଅଉଁ । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ରଉଁ । ସବୁବେଲା ପର୍ମେସର୍କେ ପାର୍ତନା କର୍ତେ ରଉଁ ।
ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
ପରମେସରର୍ ରାଇଜର୍ ସାସନ୍ ଅବ୍କା ନ କାଇବା କାଦିପିଦିର୍ ନିଅମର୍ପାଇ ନାଇ । ମାତର୍ ତାର୍ ମୁଆଟେ ଦରମ୍ ବଲାଇଅଇବାଟା, ବିନ୍ ଲକ୍ମନର୍ ସଙ୍ଗ୍ ମିସି ସୁକ୍ସାନ୍ତିସଙ୍ଗ୍ ରଇବାଟା, ଆରି ସୁକଲ୍ଆତ୍ମା ଦେଇରଇବା ସାର୍ଦା ବିସଇ ଆଚେ ।
ପରମେସରର୍ ରାଇଜର୍ ସାସନ୍ ଅବ୍କା ନ କାଇବା କାଦିପିଦିର୍ ନିଅମର୍ପାଇ ନାଇ । ମାତର୍ ତାର୍ ମୁଆଟେ ଦରମ୍ ବଲାଇଅଇବାଟା, ବିନ୍ ଲକ୍ମନର୍ ସଙ୍ଗ୍ ମିସି ସୁକ୍ସାନ୍ତିସଙ୍ଗ୍ ରଇବାଟା, ଆରି ସୁକଲ୍ଆତ୍ମା ଦେଇରଇବା ସାର୍ଦା ବିସଇ ଆଚେ ।
ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
ସେଟା ସାର୍ଲାପଚେ ପରମେସର୍ ମନ୍ କଲେ ମୁଇ ତମର୍ ଲଗେ ଆଇବି । ଆରି ତମର୍ ସଙ୍ଗ୍ ସାର୍ଦାସଙ୍ଗ୍ କେତେଦିନ୍ ରଇକରି ମର୍ ମନେ ସାନ୍ତି ପାଇବି ।
ଦାନ୍ ଦେବାକେ ତମେ ଜେନ୍ତି କାତାବାର୍ତା ଅଇଆଚାସ୍, ସେନ୍ତାରି ଦେବାର୍ଆଚେ । ଦୁକ୍ ଅଇକରି ନାଇ କି କେ ବାଇଦ କଲାର୍ପାଇ ନାଇ । କାଇକେବଇଲେ ତମେ ସାର୍ଦା ସଙ୍ଗ୍ ଦେଲେ ପର୍ମେସର୍ ସେଟା ମନ୍ କର୍ସି ।
ତାର୍ ବାଦୁଲେ ଆମେ ଜେଡେବେଲେ ପର୍ମେସର୍କେ ସାର୍ଦା କରାଉଁ, ଆରି ଆମ୍କେ ଜେତ୍କି ଆଚେ ସେତ୍କି ସଙ୍ଗ୍ ସୁସ୍ତା ସଙ୍ଗ୍ ରଉଁ, ତେବେ ଆମେ ଜବର୍ ଅଇତେ ମିଲାଇଆଚୁ ।
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇଁ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
Jesus e a alegria
A minha alegria esteja em vós e a vossa alegria seja completa. Pedi e recebereis para que a vossa alegria seja plena.
"ଜେନ୍ତିକି ମର୍ ସାର୍ଦା ତମର୍ ଟାନେ ରଇକରି, ସେ ସାର୍ଦା ପୁରାପୁରୁନ୍ ଅଇବାକେ ତମ୍କେ ଏ ସବୁ କାତା କଇଲିଆଚି ।
"ଜେନ୍ତିକି ମର୍ ସାର୍ଦା ତମର୍ ଟାନେ ରଇକରି, ସେ ସାର୍ଦା ପୁରାପୁରୁନ୍ ଅଇବାକେ ତମ୍କେ ଏ ସବୁ କାତା କଇଲିଆଚି ।
ସେନ୍ତାରିସେ ତମ୍କେ ମିସା ଅଇସି । ଏବେ ତମେ ଦୁକ୍ଅଇ ଆଚାସ୍, ମାତର୍ ଆରି ତରେକ୍ ମୁଇ ତମ୍କେ ଦେକାଇଅଇବି, ତାର୍ ପଚେ ତମେ ବେସି ସାର୍ଦା ଅଇସା । ଆରି କେମିସା ତମର୍ ସାର୍ଦା ତମର୍ଟାନେଅନି ଚାଡାଇ ନେଇ ନାପାରତ୍ ।
ତମେ ଏବେ ଜାକ ମର୍ ନାଉଁ ଦାରି କାଇଟା ମିସା ମାଙ୍ଗାସ୍ ନାଇତା । ଏବେ ମାଙ୍ଗା, ତେବେ ତମ୍କେ ମିଲ୍ସି । ଆରି ତମର୍ ସାର୍ଦା ପୁରାପୁରୁନ୍ ଅଇସି ।"
ଆମର୍ ଆଁକି ଜିସୁର୍ଟାନେ ସଙ୍ଗଉ । ତାକେ ଆମେ ଆରାମେ ଅନି ସାରାସାରି ଜାକ ବିସ୍ବାସ୍ କରିଆଚୁ । ଜନ୍ ସାର୍ଦା ତାର୍ ମୁଆଟେ ସଙ୍ଗଇରଇଲା, ସେ ସାର୍ଦାର୍ଲାଗି ରଇବା ଦୁକ୍କସ୍ଟ ମୁର୍ଚି କରି ରଇଲା । ଆରି ତେଇ ମର୍ବା ଲାଜର୍ ବିସଇ ମନେ ଦାରେନାଇ । ପର୍ମେସର୍ ଆଜି ଜନ୍ ଜାଗାଇ ବସ୍ଲାଆଚେ, ତାର୍ ଉଜାବାଟେ ସେ ମିସା ବସ୍ଲାଆଚେ ।
ତେବର୍ପାଇ ଜନ୍ ଲକ୍ମନ୍ ପର୍ମେସରର୍ ଲଗେ ଆଇବାକେ ମନ୍ କଲାଇନି, ପର୍ମେସର୍ ଆଚେ ବଲି ବିସ୍ବାସ୍ କର୍ବାର୍ ଆଚେ । ଜେତ୍କି ଲକ୍ମନ୍ ତାକେ କଜ୍ବାଇ, ସେ ସେମନର୍ ଆସା କଲାଟା ପୁରାପୁରୁନ୍ କର୍ସି ।
Alegria eterna
Alegria eterna terão sobre suas cabeças. O Senhor reinará com alegria sobre o seu povo para todo o sempre.
ତମେ ସେ ଦେସର୍ ଲକ୍ମନ୍କେ ବେସିକରି ସେମନର୍ ସାର୍ଦା ଅଦିକ୍ କରି ଆଚାସ୍; ସେମନ୍ ଦାନ୍ ମାଣ୍ଡିଆ କାଟ୍ବା ତେଇ ସାର୍ଦା କର୍ବାଇ, ଜିନିସ୍ ଚରାଇ ଆନ୍ଲା ବେଲର୍ ପାରା ସାର୍ଦା ଅଇବାଇ,
ଏ ସିଅନ୍ ଦେସେ ବାସା ଅଇରଇବା ଲକ୍ମନ୍ , ତମେ ଆଉଲି ଅଇକରି ସାରାଦା କରା; କାଇକେ ବଇଲେ ଜନ୍ ଲକ୍ ଇସ୍ରାଏଲ୍ ଦେସର୍ ଦରମ୍ କାରିଆ, ସେ ତମର୍ ବିତ୍ରେ ଅନି ବେସି ବଡ୍ଲକ୍।
ଆରି, ସବୁବେଲର୍ ମାପ୍ରୁର୍ ଦରମ୍ ଲକ୍ମନ୍ ଜିରୁ ସାଲାମେ ଆଇବାଇ ଆରି ଗିତ୍ ଗାଇଗାଇ କରି ସିନଇ ପର୍ବତେ କେଟ୍ବାଇ ଆରି ସବୁବେଲର୍ ସାର୍ଦା ସେମନର୍ ମନେ ରଇଜାଇସି, ଆରି ଦୁକ୍ ଆରି କସ୍ଟ ଦୁର୍ ଅଇସି ।
ମୁଇଁ ସବୁବେଲର୍ ମାପ୍ରୁର୍ ଲଗେ ବେସି ସାର୍ଦା କର୍ବି; ମର୍ ମନ୍ପରାନ୍ ମର୍ ପର୍ମେସରର୍ ଲଗେ ସାର୍ଦା ଅଇସି, କାଇକେ ବଇଲେ ବିବା ଦାଙ୍ଗ୍ଡା ଜେନ୍ତିକି ସାଜ୍ବାଜ୍ ଅଇସି, ଆରି କନିଆ ଦାଙ୍ଗ୍ଡା ଜେନ୍ତିକି ନିଜ୍କେ ବିବା ଅଇବାବେଲେ ସଜାଇ ଅଇସି, ସେ ରକାମ୍ ସେ ଉଦାର୍ କର୍ବା ବସ୍ତର୍ ସଙ୍ଗ୍ ମକେ ପିନ୍ଦାଇ ଆଚେ ଆରି ସୁକଲ୍ ରାଜ୍ ବସ୍ତର୍ ମକେ ଡାବାଇ ଆଚେ ।

ତମେ ତମର୍ ବାଟେ ଇଣ୍ଡା, ସାଇସାର୍ଦା ସଙ୍ଗେ କାଆପିଆ ଆରି ଚନେକ୍ ସାର୍ଦାର୍ ପାଇଁ ବଲିକରି ଅଙ୍ଗୁର୍ ରସ୍ କାଇଲାସ୍ନି ମାତର୍ ତମର୍ ଚାଲିଚଲନ୍କେ ପର୍ମେସର୍ ଜାନି ସାର୍ଲାବେ ।
ଦରମ୍ ଲକର୍ ଆସା ସାଇସାର୍ଦା ଅଇସି, ମାତର୍ ଦୁସ୍ଟ ଲକର୍ ଆସା ବାଙ୍ଗି ଜାଇସି ।
ନିଜର୍ ଟଣ୍ଡେ ଅନି ଉତର୍ ଦେଲେ ଲକ୍ମନ୍କେ ସାର୍ଦା ଲାଗ୍ସି, ମାତର୍ ଦର୍କାର୍କେ ଆଇବା ବେଲେ କାତା କଇବାଟା କେତେକ୍ ନିମାନ୍ !
ନିଜର୍ ଟଣ୍ଡେ ଅନି ଉତର୍ ଦେଲେ ଲକ୍ମନ୍କେ ସାର୍ଦା ଲାଗ୍ସି, ମାତର୍ ଦର୍କାର୍କେ ଆଇବା ବେଲେ କାତା କଇବାଟା କେତେକ୍ ନିମାନ୍ !
ଦରମ୍ ରଇଲା ପିଲାର୍ ଆୟାବାବା ବେସି ସାର୍ଦା ଅଇବାଇ, ଆରି ଗିଆନ୍ ପିଲାର୍ ଆୟାବାବା ତାର୍ ପାଇଁ ବଲିକରି ବେସି ସାର୍ଦା ଅଇବାଇ ।
ସବୁବେଲେ ସାର୍ଦାଅଇ ରୁଆ । ସବୁବେଲେ ପାର୍ତନା କରା । ସବୁ ସୁକ୍ ଦୁକ୍ ବେଲେ ମାପ୍ରୁକେ ଦନିଅବାଦ୍ ଦିଆସ୍ । କାଇକେବଇଲେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି ଜିଉନା କାଉନା କଲାସ୍ନି ବଲି ପର୍ମେସର୍ ତମର୍ଟାନେ ଅନି ମାଙ୍ଗ୍ଲାନି ।
ସେନ୍ତାରି ମୁଇ ତମ୍କେ କଇଲିନି, ‘ଆମେ ପାପି ଲକ୍ମନ୍ ନଉଁ’ ବଲି ବାବ୍ତେରଇବା ନବେ ନଅଟା ଦରମ୍ ଲକ୍ମନ୍ ରଇଲେମିସା ଗଟେକ୍ ପାପି ଲକ୍ ନିଜେ ‘ମୁଇ ଗଟେକ୍ ପାପି’ ବଲି ଏତାଇସି । ପଚେ ମନ୍ବାଦ୍ଲାଇ କରି ପର୍ମେସରର୍ ଲଗେ ଆଇସି । ସେ ନବେ ନଅଟା ଦରମ୍ ଲକ୍ମନର୍ତେଇ ଅନି ଏ ଗଟେକ୍ ଲକର୍ ପାଇ ସର୍ଗେ ଅଦିକ୍ ସାର୍ଦା କର୍ବାଇ ।"
"ଦିନେକ୍ ଗଟେକ୍ ଲକ୍ ଜମିଟାନେ କୁନି ନେଉନେଉ ତପିଅଇରଇଲା ଦନ୍ ମିଲାଇଲା । ସେଟା ସେ ଗୁଡାଇପାକାଇଲା ଆରି ସାର୍ଦା ସଙ୍ଗ୍ ନିଜର୍ ସବୁ ଦନ୍ ବିକି ଦେଇ, ସେ ଜମି ଗେନ୍ଲା । ସରଗ୍ ରାଇଜ୍ ମିସା ଏନ୍ତାରି ତପିଅଇରଇବା ଦନ୍ ପାରା ।"