Alma
A alma é a parte mais íntima do ser humano — sede da vida, dos afetos e do encontro com Deus. A Bíblia convida a cuidar da alma com zelo e a aquietá-la diante do Senhor.
A alma diante de Deus
Bendize ao Senhor, ó minha alma! A alma suspira por Deus como a corça suspira pelas águas — com sede de eternidade.
Cuidar da alma
Que aproveita ao homem ganhar o mundo inteiro e perder a sua alma? Buscar a Deus de toda alma é o caminho da vida.
ଜଦି ଗଟେକ୍ ଲକ୍, ଗୁଲାଇ ଜଗତ୍ ଜିତିକରି ନିଜର୍ ଜିବନ୍ ଆରାଇଦେଇସି ବଇଲେ ସେଟା କାଇ ଲାବ୍ ? ଜିବନ୍ ବାଉଡାଇ ପାଇବାକେ ଆଲେ ସେ କାଇଟା ମିସା ଦେଇ ନାପାରେ ।
ଜିସୁ ତାକେ କଇଲା, "ତମର୍ ମାପ୍ରୁ, ପରମେସର୍କେ ପୁରାପୁରୁନ୍ ମନ୍ଦେଇ, ପୁରାପୁରୁନ୍ ଜିବନ୍ ଦେଇ, ପୁରାପୁରୁନ୍ ଚିନ୍ତା ସଙ୍ଗ୍ ତାକେ ମାନା ଆରି ଆଲାଦ୍ କରା ।
ଜନ୍ଲକ୍ମନ୍ ତମର୍ ଗାଗଡ୍ ନସ୍ଟ କର୍ବାଇ ମାତର୍ ତମର୍ ଆତ୍ମାକେ କାଇଟା କରିନାପାରତ୍ ସେମନ୍କେ ଡରାନାଇ । ମାତର୍ ଜନ୍ ପର୍ମେସର୍ ତମର୍ ଗାଗଡ୍ ଆରି ଆତ୍ମାକେ ନରକ୍ କୁଣ୍ଡେ ପିଙ୍ଗ୍ସି, ତାକେ ଡରା ।
ମନ୍କେ ସାର୍ଦା ଲାଗ୍ଲା କାତା ମୁଁଉଁ ଚିକନ୍ ପାରା, ସେଟା ମନ୍କେ ସୁଆଦ୍ ଲାଗ୍ସି, ଗାଗଡ୍କେ ନିମାନ୍ ।
ଏ ମର୍ ଆଲାଦର୍ ମଇତର୍, ତମେ ଗାଗଡ୍ ଇସାବେ ବପୁ ଉଆ ଆରି ତମର୍ ସବୁ କାମ୍ ନିକ ଅ ବଲି ମୁଇ ପାର୍ତନା କଲିନି । ଜେନ୍ତାରିକି ମୁଇ ଜାନି, ତମେ ଆତ୍ମାଇ ମିସା ନିକସେ ଆଚାସ୍ ।