Amor fraternal
O amor fraternal é marca dos discípulos de Cristo. Nisto conhecerão que sois meus discípulos: se tiverdes amor uns aos outros.
Amar uns aos outros
Este é o meu mandamento: que vos ameis uns aos outros como Eu vos amei. O amor fraternal é testemunho ao mundo.
ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ । ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।"
ମୁଇ ତମ୍କେ ଜେନ୍ତି ଆଲାଦ୍ କଲିଆଚି, ସମାନ୍ ସେନ୍ତି ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ରୁଆ । ଏଟାସେ ମର୍ ଆଦେସ୍ ।
ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।
ଏ କବର୍ ତମେ ଆଗ୍ତୁଅନି ସୁନିଆସିଆଚାସ୍ । ସେଟା ଅଇଲାନି, ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ ।
ଆମେ କିରିସ୍ଟ ବିସ୍ବାସି ବାଇବଇନିମନ୍କେ ଆଲାଦ୍ କର୍ବାର୍ ଲାଗି ଏଟା ଜାନ୍ଲୁନି । ଜେ ଆଲାଦ୍ ନ କରେ, ସେ ଏବେ ମିସା ମରନର୍ ସାସନର୍ ତଲେଆଚେ ।
ଏଟାର୍ଲାଗି ଆଲାଦ୍ କାଇଟା ଆମେ ଜାନ୍ଲୁନି । କିରିସ୍ଟ ଆମର୍ପାଇଁ ତାର୍ ନିଜର୍ ଜିବନ୍ ଦେଲା । ସେନ୍ତାରିସେ ଆମେମିସା ଆମର୍ ମିସିବିଡିରଇବା ବିସ୍ବାସି ବାଇବଇନି ମନର୍ଲାଗି ମର୍ବାକେ ତିଆର୍ ଅଇବାର୍ଆଚେ । ଜଦି କାକେମିସା ବଁଚ୍ବାକେ ତାର୍ ଲଡାକେ ଲାଗ୍ବାଟା ସବୁ ବିସଇଆଚେ, ଆରି ତାର୍ ବିସ୍ବାସି ବାଇକେ ଲଡାଆଚେ ବଲି ସେ ଜାନେ, ମାତର୍ ତାର୍ପାଇ ଜିବନ୍ ଦୁକାଏ ନାଇ, ସେ ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇନାପାରେ । ଆଲାଦର୍ ପିଲାମନ୍, ଆମର୍ ଆଲାଦ୍ ଅବ୍କା କୁଆବଲାଇ ରଇବାର୍ ନାଇ । ଆମେ ସତ୍ସଙ୍ଗ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ । ଜେନ୍ତାରିକି ପର୍ମେସର୍ ସତ୍ସଙ୍ଗ୍ ଆମ୍କେ ଆଲାଦ୍ କର୍ସି ।
ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କରାକରି ଅଉଁ । କାଇକେବଇଲେ ଆଲାଦ୍ କର୍ବାକେ ପର୍ମେସର୍ ଆମ୍କେ ସାଇଜ କର୍ସି । ଜେ ଜଦି ବିନ୍ ଲକ୍ମନ୍କେ ଆଲାଦ୍ କର୍ସି, ସେ ପର୍ମେସରର୍ ପିଲା ଆରି ପର୍ମେସର୍କେ ଜାନେ ।
ଏନ୍ତାରି ନଏଁଜେ, ଆମେ ପର୍ମେସର୍କେ ଆଲାଦ୍ କଲୁ, ମାତର୍ ସେ ଆମ୍କେ ଆଲାଦ୍ କଲା । ଆରି କୁରୁସ୍କାଟେ ମଲାର୍ପାଇ ଆମର୍ ଡଣ୍ଡ୍ ପାଇବାକେ ତାର୍ ପଅକେ ପାଟାଇଲା । ଏଟା ଅଇଲାନି ସତ୍ସଙ୍ଗ୍ ଆଲାଦ୍ କର୍ବାଟା ।
ଏ ମର୍ ଆଲାଦର୍ ମଇତର୍ମନ୍, ଜେନ୍ତିକି ପର୍ମେସର୍ ଆମ୍କେ ଏତେକ୍ ଆଲାଦ୍ କଲାର୍ପାଇ, ଆମେମିସା ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ସେନ୍ତାରି ଆଲାଦ୍ କର୍ବାର୍ ଆଚେ । କେ ମିସା ପର୍ମେସର୍କେ ଦେକତ୍ ନାଇତା । ମାତର୍ ଆମେ ଜଦି ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କଲେ, ପର୍ମେସର୍ ଆମର୍ ସଙ୍ଗ୍ ମିସିଆଚେ । ସେ ଆମର୍ଟାନେ ତାର୍ ଆଲାଦ୍ ସିଦ୍ କର୍ସି ।
ଜଦି କେ ମିସା ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇସି, ମାତର୍ ନିଜର୍ ବିସ୍ବାସି ବାଇବଇନିକେ ଗିନ୍ କର୍ସି, ସେନ୍ତାର୍ଆଲେ ସେ ମିଚ୍ କଇଲାନି । କାଇକେବଇଲେ ଦୁଇଟା ଆଁକିତେଇ ଡିସ୍ବା ବାଇବଇନିମନ୍କେ ଆଲାଦ୍ ନ କର୍ବା ଗଟେକ୍ ଲକ୍, ନ ଡିସ୍ବା ପର୍ମେସର୍କେ ଆଲାଦ୍ କରିନାପାରେ । ଆରି ସେ ଆମ୍କେ ଏ ଆଦେସ୍ ଦେଇ ତିଆର୍ଲାଆଚେ, ଜେ ପର୍ମେସର୍କେ ଆଲାଦ୍ କର୍ସି, ତାର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ମିସା ଆଲାଦ୍ କର୍ବାର୍ ଆଚେ ।
Expressões de amor fraternal
Amai-vos com afeição fraternal. O amor cobre multidão de pecados. Perseverai no amor fraterno.
ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
ନିଜର୍ ନିଜର୍ ବିତ୍ରେ ଆଲାଦ୍ କରାକରି ଅଇବାଟା ଚାଡି ଆରି କାଇ ବିସଇ କାର୍ ଲଗେ ମିସା ଉଦାର୍ ଉଆ ନାଇ । ଜେ ଏଟା ବିନ୍ ଲକର୍ପାଇ କର୍ସି, ସେ ନିୟମ୍ ମାନ୍ସି ।
ସାରାସାରି ତମର୍ ସବୁଲକର୍ ମନ୍ ଗଟେକ୍ ଅ । ଦୁକ୍ସୁକ୍ ବେଲେ ତମର୍ ତମର୍ ବିତ୍ରେ ମିସିବିଡି ରୁଆ । ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ସୁଆଲେ ରୁଆ ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ତମର୍ ତମର୍ ବିତ୍ରେ ଆଲାଦ୍ କରାକରି ଅଇବାଟା । କାଇକେବଇଲେ, ସେନ୍ତାରି ଆଲାଦ୍ କଲେ, ତମର୍ ତମର୍ ପାପ୍ ବିସଇ ଚିନ୍ତା ନ କରି ମୁର୍ଚିକରି କେମା ଦିଆଦିଇ ଅଇସା ।
ଏ କିରିସ୍ଟ ବିସ୍ବାସି ବାଇବଇନିମନ୍, ତମର୍ ଆଲାଦ୍ କର୍ବା ବିସଇ ଆମେ ଆରି ଅଦିକ୍ ଲେକ୍ବାର୍ ଦର୍କାର୍ ନାଇ । କାଇକେବଇଲେ ତମେ ପର୍ମେସର୍ଟାନେଅନି ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାଟା ସିକିଆଚାସ୍ ।
କିରିସ୍ଟଟାନେ ମିସିବିଡି ରଇବା ବିସ୍ବାସି ବାଇବଇନି ପାରା ଆଲାଦ୍ କରାକରି ଅଇ ରୁଆ । ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ । ବନ୍ଦି ଗରେ ରଇବା ଲକ୍ମନ୍କେ ତମେ ତାକର୍ ସଙ୍ଗ୍ ରଇଲାପାରା ଦୟା ଦେକାଆ । ଦୁକ୍କସ୍ଟ ଅଇରଇବା ଲକ୍ମନ୍କେ ନିଜେ ତାକର୍ପାରା ଦୁକ୍କସ୍ଟ ପାଇଲୁନି ବଲି ଏତାଆ ।
ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି ।
ଜିସୁ ତାକେ କଇଲା, "ତମର୍ ମାପ୍ରୁ, ପରମେସର୍କେ ପୁରାପୁରୁନ୍ ମନ୍ଦେଇ, ପୁରାପୁରୁନ୍ ଜିବନ୍ ଦେଇ, ପୁରାପୁରୁନ୍ ଚିନ୍ତା ସଙ୍ଗ୍ ତାକେ ମାନା ଆରି ଆଲାଦ୍ କରା । ଏଟା ଅଇଲାନି ସବୁର୍ଟାନେଅନି ଆଗତୁ ଆରି ମୁକିଅ ଆଦେସ୍ ।" ତାର୍ ପଚର୍ ମୁକିଅ ଆଦେସ୍ ଅଇଲାନି, ତମର୍ ଲଗର୍ ପାକର୍ ଗରର୍ ଲକ୍ମନ୍କେ ନିଜ୍କେ ଆଲାଦ୍ କଲା ପାରା ଆଲାଦ୍ କରା ।
ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ସାସ୍ତରେ ଲେକା ଅଇରଇଲାପାରା ପର୍ମେସରର୍ ରାଇଜର୍ ଏ ନିୟମ୍ ଜଦି ତମେ ମାନ୍ସା, ସେନ୍ତାର୍ ଆଲେ ଟିକ୍ କଲାସ୍ନି ।