Amor próprio
O amor próprio saudável reconhece o valor que Deus nos deu. Fomos criados à imagem de Deus, maravilhosamente formados. Aceitar-se é honrar o Criador.
ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ ।
"ପାଁଚ୍ଟା ଚେଟିଆ ଚଡଇ କାଇ ଅଲପ୍ ଡାବୁକେ ବିକା ନଅଏ କି ? ଏଲେ ମିସା ସେମନର୍ ବିତ୍ରେଅନି ଗଟେକ୍କେ ମିସା ପର୍ମେସର୍ ନ ପାସ୍ରେ । ମାତର୍ ତମର୍ ମୁଣ୍ଡର୍ ସବୁ ଚେଣ୍ଡି ମିସା ଏଜା ଅଇଲାଆଚେ । ଡରାନାଇ, ତମେମନ୍ କେତେକ୍ କେତେକ୍ ଚେଟିଆ ଚଡଇର୍ ଟାନେଅନି ମୁକିଅ ।"
ପରମେସର୍ ମକେ ଜିବନ୍ଦୁକାଇକରି ଅଦିକାର୍ ଦେଲାକେ ତମ୍କେ ସବୁ ଲକ୍କେ କଇଲିନି, । କେ ମିସା ମୁଇ ବିନ୍ ଲକର୍ଟାନେଅନି ବଡ୍ ବଲି ବାବାନାଇ । ପରମେସର୍ ତମ୍କେ ଜେତ୍କି ବିସ୍ବାସ୍ ଦେଲାଆଚେ, ସେତ୍କି ନିଜ୍କେ ବିଚାର୍ କରା ।