Amor
O amor é o maior mandamento e a essência de Deus. Deus é amor. Nós amamos porque Ele nos amou primeiro. O amor cristão é sacrificial, incondicional e eterno — refletindo o coração do Pai.
Deus é amor
Deus é amor. Quem permanece no amor permanece em Deus. Nós amamos porque Ele nos amou primeiro — com amor eterno.
ପର୍ମେସର୍ ଆଲାଦ୍କାରିଆ
ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କରାକରି ଅଉଁ । କାଇକେବଇଲେ ଆଲାଦ୍ କର୍ବାକେ ପର୍ମେସର୍ ଆମ୍କେ ସାଇଜ କର୍ସି । ଜେ ଜଦି ବିନ୍ ଲକ୍ମନ୍କେ ଆଲାଦ୍ କର୍ସି, ସେ ପର୍ମେସରର୍ ପିଲା ଆରି ପର୍ମେସର୍କେ ଜାନେ । ଜେ ବିନ୍ ଲକ୍ମନ୍କେ ଆଲାଦ୍ ନ କରେ, ସେ ପର୍ମେସର୍କେ ନାଜାନେ । କାଇକେବଇଲେ ପର୍ମେସର୍ ସବୁବେଲେ ଆଲାଦ୍କାରିଆ ।
ପର୍ମେସର୍ ଆଲାଦ୍କାରିଆ
ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କରାକରି ଅଉଁ । କାଇକେବଇଲେ ଆଲାଦ୍ କର୍ବାକେ ପର୍ମେସର୍ ଆମ୍କେ ସାଇଜ କର୍ସି । ଜେ ଜଦି ବିନ୍ ଲକ୍ମନ୍କେ ଆଲାଦ୍ କର୍ସି, ସେ ପର୍ମେସରର୍ ପିଲା ଆରି ପର୍ମେସର୍କେ ଜାନେ ।
ଜେ ବିନ୍ ଲକ୍ମନ୍କେ ଆଲାଦ୍ ନ କରେ, ସେ ପର୍ମେସର୍କେ ନାଜାନେ । କାଇକେବଇଲେ ପର୍ମେସର୍ ସବୁବେଲେ ଆଲାଦ୍କାରିଆ ।
ପର୍ମେସର୍ ଜନ୍ ଆଲାଦ୍ ଆମର୍ପାଇଁ ଦେକାଇଆଚେ, ସେଟା ଆମେ ଜାନ୍ଲୁନି ଆରି ବିସ୍ବାସ୍ କଲୁନି ।
ସେ ସବୁବେଲେ ଲକ୍ମନ୍କେ ଆଲାଦ୍ କର୍ସି । ଜେତ୍କି ଲକ୍ ପର୍ମେସର୍କେ ଆରି ବିନ୍ ଲକ୍ମନ୍କେ ଆଲାଦ୍ କର୍ବାଇ, ସେମନ୍ ପର୍ମେସରର୍ ସଙ୍ଗ୍ ମିସିଆଚତ୍ । ଆରି ସେ ମିସା ତାକର୍ ସଙ୍ଗ୍ ଆଚେ । ପର୍ମେସର୍ ଆମ୍କେ ଦେଇ ବିନ୍ ଲକ୍ମନ୍କେ ଆଲାଦ୍ କର୍ବା କାମ୍ କଲାଆଚେ । ଜେନ୍ତିକି ସେ ସବୁକେ ବିଚାର୍ନା କର୍ବା ଦିନେ ଆମେ ଡରିକରି ନ ରଉଁ । କିରିସ୍ଟ ଏ ଜଗତେ ରଇଲାବେଲେ, ଜେନ୍ତି ଚଲାଚଲ୍ତି କର୍ତେରଇଲା, ସେନ୍ତାରିସେ ଆମେମିସା ଚଲାଚଲ୍ତି କରୁ । ଆରି ଆମେ ଡରିକରି ନ ରଉଁ । ଜେ ପର୍ମେସର୍କେ ଆଲାଦ୍ କର୍ସି, ସେ ତାକେ ନ ଡରେ । ତାର୍ ଆଲାଦ୍ ଆମର୍ ବିତ୍ରେ କାମ୍ କର୍ସି, ଆମେ ତାକେ ଡରିନଏଁ । ସେ ସେମନ୍କେ ଡଣ୍ଡ୍ ଦେଇସି ବଲି ଲକ୍ମନ୍ ତାକେ ଡର୍ଲାଇନି । ଜଦି କେ ମିସା ପର୍ମେସର୍କେ ଡର୍ସି, ତାର୍ ଆଲାଦ୍ ସେ ଲକର୍ଟାନେ କାମ୍ କରେନାଇ ବଲି ଜାନାପଡ୍ସି ।
ପର୍ମେସର୍ ଜନ୍ ଆଲାଦ୍ ଆମର୍ପାଇଁ ଦେକାଇଆଚେ, ସେଟା ଆମେ ଜାନ୍ଲୁନି ଆରି ବିସ୍ବାସ୍ କଲୁନି ।
ସେ ସବୁବେଲେ ଲକ୍ମନ୍କେ ଆଲାଦ୍ କର୍ସି । ଜେତ୍କି ଲକ୍ ପର୍ମେସର୍କେ ଆରି ବିନ୍ ଲକ୍ମନ୍କେ ଆଲାଦ୍ କର୍ବାଇ, ସେମନ୍ ପର୍ମେସରର୍ ସଙ୍ଗ୍ ମିସିଆଚତ୍ । ଆରି ସେ ମିସା ତାକର୍ ସଙ୍ଗ୍ ଆଚେ ।
ଆମେ ତାକେ ଆଲାଦ୍ କର୍ବା ଆଗ୍ତୁ ପର୍ମେସର୍ ଆମ୍କେ ଆଲାଦ୍ କଲା । ସେଟାର୍ପାଇଁ ଆମେ ତାକେ ଆଲାଦ୍ କଲୁନି ।
ଆମେ ତାକେ ଆଲାଦ୍ କର୍ବା ଆଗ୍ତୁ ପର୍ମେସର୍ ଆମ୍କେ ଆଲାଦ୍ କଲା । ସେଟାର୍ପାଇଁ ଆମେ ତାକେ ଆଲାଦ୍ କଲୁନି । ଜଦି କେ ମିସା ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇସି, ମାତର୍ ନିଜର୍ ବିସ୍ବାସି ବାଇବଇନିକେ ଗିନ୍ କର୍ସି, ସେନ୍ତାର୍ଆଲେ ସେ ମିଚ୍ କଇଲାନି । କାଇକେବଇଲେ ଦୁଇଟା ଆଁକିତେଇ ଡିସ୍ବା ବାଇବଇନିମନ୍କେ ଆଲାଦ୍ ନ କର୍ବା ଗଟେକ୍ ଲକ୍, ନ ଡିସ୍ବା ପର୍ମେସର୍କେ ଆଲାଦ୍ କରିନାପାରେ ।
ଏ ମର୍ ଆଲାଦର୍ ମଇତର୍ମନ୍, ଜେନ୍ତିକି ପର୍ମେସର୍ ଆମ୍କେ ଏତେକ୍ ଆଲାଦ୍ କଲାର୍ପାଇ, ଆମେମିସା ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ସେନ୍ତାରି ଆଲାଦ୍ କର୍ବାର୍ ଆଚେ ।
କେ ମିସା ପର୍ମେସର୍କେ ଦେକତ୍ ନାଇତା । ମାତର୍ ଆମେ ଜଦି ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କଲେ, ପର୍ମେସର୍ ଆମର୍ ସଙ୍ଗ୍ ମିସିଆଚେ । ସେ ଆମର୍ଟାନେ ତାର୍ ଆଲାଦ୍ ସିଦ୍ କର୍ସି ।
ଆରି ସେ ଆମ୍କେ ଏ ଆଦେସ୍ ଦେଇ ତିଆର୍ଲାଆଚେ, ଜେ ପର୍ମେସର୍କେ ଆଲାଦ୍ କର୍ସି, ତାର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ମିସା ଆଲାଦ୍ କର୍ବାର୍ ଆଚେ ।
ଏଟାର୍ଲାଗି ଆଲାଦ୍ କାଇଟା ଆମେ ଜାନ୍ଲୁନି । କିରିସ୍ଟ ଆମର୍ପାଇଁ ତାର୍ ନିଜର୍ ଜିବନ୍ ଦେଲା । ସେନ୍ତାରିସେ ଆମେମିସା ଆମର୍ ମିସିବିଡିରଇବା ବିସ୍ବାସି ବାଇବଇନି ମନର୍ଲାଗି ମର୍ବାକେ ତିଆର୍ ଅଇବାର୍ଆଚେ । ଜଦି କାକେମିସା ବଁଚ୍ବାକେ ତାର୍ ଲଡାକେ ଲାଗ୍ବାଟା ସବୁ ବିସଇଆଚେ, ଆରି ତାର୍ ବିସ୍ବାସି ବାଇକେ ଲଡାଆଚେ ବଲି ସେ ଜାନେ, ମାତର୍ ତାର୍ପାଇ ଜିବନ୍ ଦୁକାଏ ନାଇ, ସେ ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇନାପାରେ । ଆଲାଦର୍ ପିଲାମନ୍, ଆମର୍ ଆଲାଦ୍ ଅବ୍କା କୁଆବଲାଇ ରଇବାର୍ ନାଇ । ଆମେ ସତ୍ସଙ୍ଗ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ । ଜେନ୍ତାରିକି ପର୍ମେସର୍ ସତ୍ସଙ୍ଗ୍ ଆମ୍କେ ଆଲାଦ୍ କର୍ସି ।

ଆମେ କିରିସ୍ଟ ବିସ୍ବାସି ବାଇବଇନିମନ୍କେ ଆଲାଦ୍ କର୍ବାର୍ ଲାଗି ଏଟା ଜାନ୍ଲୁନି । ଜେ ଆଲାଦ୍ ନ କରେ, ସେ ଏବେ ମିସା ମରନର୍ ସାସନର୍ ତଲେଆଚେ ।
ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରା
ଏ କବର୍ ତମେ ଆଗ୍ତୁଅନି ସୁନିଆସିଆଚାସ୍ । ସେଟା ଅଇଲାନି, ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ ।
ପର୍ମେସରର୍ ପିଲାଟକିମନ୍
ଅଲପ୍ ବାବିଦେକାପନି, ବାବା ପର୍ମେସର୍ ଆମ୍କେ କେଡେକ୍ ଆଲାଦ୍ କଲାନି । ତାର୍ ଏତେକ୍ ଆଲାଦର୍ ଲାଗି ଆମେ ତାର୍ ପିଲାଜିଲା ବଲାଇ ଅଇଲୁନି । ଆରି ସତଇସେ ଆମେ ତାର୍ ଅଇଆଚୁ ବଲି ଏ ଜଗତର୍ ଲକ୍ ବୁଜତ୍ନାଇ । କାଇକେବଇଲେ ଆମର୍ ବାବା ପର୍ମେସର୍କେ ସେମନ୍ ନାଜାନତ୍ ।
ଆମେ ଜଦି ସତଇସେ ପର୍ମେସର୍କେ ଆଲାଦ୍ କଲେ, ତାର୍ ଆଦେସ୍ ସବୁ ମାନ୍ବୁ । ସେ ଆମ୍କେ ତିଆର୍ଲା ବିସଇ ମାନ୍ବାକେ ଆମ୍କେ ଆବଡ୍ ନ ଲାଗେ ।
Amor de Deus
Deus prova o seu amor em que Cristo morreu por nós. Deus amou o mundo de tal maneira que deu o seu Filho unigênito.
ମାତର୍ ଆମେ ପାପି ରଇଲାବେଲେ ଜିସୁ ଆମର୍ ପାଇ ନିଜର୍ ଜିବନ୍ ସର୍ପିଦେଲା । ଇତିଅନି ପରମେସର୍ ଆମ୍କେ କେତେକ୍ ଆଲାଦ୍ କଲାନି, ସେଟା ଜାନାପଡିଆଚେ ।
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।
ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।
ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।
ମର୍ ବାବା ଜେନ୍ତି ମକେ ଆଲାଦ୍ କଲା ଆଚେ, ସେନ୍ତି ମୁଇ ମିସା ତମ୍କେ ଆଲାଦ୍ କଲିନି । ମର୍ ଆଲାଦେ ତବିର୍ ଅଇରୁଆ । ମୁଇ ଜେନ୍ତି ମର୍ ବାବାର୍ ଆଦେସ୍ ମାନିକରି ତବିର୍ ଅଇଆଚି । ସେନ୍ତି ତମେ ମର୍ ଆଦେସ୍ ମାନ୍ସା ବଇଲେ ମର୍ ଆଲାଦେ ତବିର୍ ଅଇକରି ରଇସା ।"
ମୁଇ ତମ୍କେ ଜେନ୍ତି ଆଲାଦ୍ କଲିଆଚି, ସମାନ୍ ସେନ୍ତି ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ରୁଆ । ଏଟାସେ ମର୍ ଆଦେସ୍ ।
ସୁକଲ୍ ଆତ୍ମାର୍ ଦାନର୍ ସପତ୍
ତମେ ଜଦି ମକେ ଆଲାଦ୍ କର୍ସା, ମର୍ ଆଦେସ୍ ମିସା ମାନ୍ସା ।
"ଜେ ମର୍ ଆଦେସ୍ ମାନ୍ସି, ସେ ଆକା ମକେ ଆଲାଦ୍ କର୍ସି । ଜେ ମକେ ଆଲାଦ୍ କର୍ସି, ମର୍ ବାବା ତାକେ ଆଲାଦ୍ କର୍ସି । ମୁଇ ମିସା ତାକେ ଆଲାଦ୍ କରି ନିଜ୍କେ ତାର୍ଟାନେ ଦେକାଇଅଇବି ।"
ତାର୍ ପଚେ ଜିଉଦା, ଇସ୍କାରିୟତ୍ ଜିଉଦା ନଏଁ, କଇଲା "ଏ ମାପ୍ରୁ ଏଟା କେନ୍ତି ଅଇସି ? ତମେ ନିଜ୍କେ ଦୁନିଆଇ ଦେକାଇ ନ ଅଇ ଆମର୍ ଲଗେ କେନ୍ତି ଦେକାଇଅଇସା ?"
ଜିସୁ ତାକେ କଇଲା, "ଜନ୍ ଲକ୍ ମକେ ଆଲାଦ୍ କର୍ସି ସେ ମୁଇ ସିକାଇବା ବାକିଅ ମାନ୍ସି । ସେନ୍ତି କଲେ ମର୍ ବାବା ପର୍ମେସର୍ ତାକେ ଆଲାଦ୍ କର୍ସି । ବାବା ଆରି ମୁଇ ଆସି ସେ ଲକର୍ ଟାନେ ରଇବୁ । ଜେ ମକେ ଆଲାଦ୍ ନ କରେ, ସେ ମର୍ ବାକିଅ ନ ମାନେ । ଆରି ମୁଇ କଇବା ଏ କାତା ସବୁ ମର୍ତେଇ ଅନି ନଏଁ, ମାତର୍ ମକେ ପାଟାଇଲା ମର୍ ବାବାର୍ ତେଇଅନି କଇଲିନି ।"
ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ । ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।"
O maior mandamento
Amarás ao Senhor de todo o coração e ao próximo como a ti mesmo. Estes são os maiores mandamentos — neles se resume toda a lei.
ଜିସୁ ତାକେ କଇଲା, "ତମର୍ ମାପ୍ରୁ, ପରମେସର୍କେ ପୁରାପୁରୁନ୍ ମନ୍ଦେଇ, ପୁରାପୁରୁନ୍ ଜିବନ୍ ଦେଇ, ପୁରାପୁରୁନ୍ ଚିନ୍ତା ସଙ୍ଗ୍ ତାକେ ମାନା ଆରି ଆଲାଦ୍ କରା । ଏଟା ଅଇଲାନି ସବୁର୍ଟାନେଅନି ଆଗତୁ ଆରି ମୁକିଅ ଆଦେସ୍ ।" ତାର୍ ପଚର୍ ମୁକିଅ ଆଦେସ୍ ଅଇଲାନି, ତମର୍ ଲଗର୍ ପାକର୍ ଗରର୍ ଲକ୍ମନ୍କେ ନିଜ୍କେ ଆଲାଦ୍ କଲା ପାରା ଆଲାଦ୍ କରା ।
ଜିସୁ ତାକେ କଇଲା, "ତମର୍ ମାପ୍ରୁ, ପରମେସର୍କେ ପୁରାପୁରୁନ୍ ମନ୍ଦେଇ, ପୁରାପୁରୁନ୍ ଜିବନ୍ ଦେଇ, ପୁରାପୁରୁନ୍ ଚିନ୍ତା ସଙ୍ଗ୍ ତାକେ ମାନା ଆରି ଆଲାଦ୍ କରା । ଏଟା ଅଇଲାନି ସବୁର୍ଟାନେଅନି ଆଗତୁ ଆରି ମୁକିଅ ଆଦେସ୍ ।" ତାର୍ ପଚର୍ ମୁକିଅ ଆଦେସ୍ ଅଇଲାନି, ତମର୍ ଲଗର୍ ପାକର୍ ଗରର୍ ଲକ୍ମନ୍କେ ନିଜ୍କେ ଆଲାଦ୍ କଲା ପାରା ଆଲାଦ୍ କରା । ଏ ଦୁଇଟା ଆଦେସ୍ ଆକା ମସା କରିରଇବା ସବୁ ରିତିନିତି ଆରି ବବିସତ୍ବକ୍ତାମନର୍ ସିକିଆ ଜାନାଇଲାନି ।
ପଚେ, ମୁଇ ସେମନ୍କେ କଇବି, ମୁଇ ତମ୍କେ ସତ୍କଇଲିନି, ଏ ମର୍ ବାଇମନର୍ ବିତ୍ରେ ସବୁର୍ଟାନେଅନି ଗଟେକ୍ ସାନ୍ ଲକର୍ ପାଇ, ଜାଇଟା ସବୁ କରିଆଚାସ୍, ସେଟା ମର୍ ପାଇ କରିଆଚାସ୍ ।
"ତମର୍ ପାଇ ବିନ୍ ଲକ୍ମନ୍ ଜାଇଟା କରତ୍ ବଲି ମନ୍ କଲାସ୍ନି, ସେନ୍ତାରି ତମେ ବିନ୍ ଲକର୍ ପାଇ କରା । ଏଟା ଅଇଲାନି ମସା ଦେଇରଇବା ନିୟମ୍ ଆରି ବବିସତ୍ବକ୍ତାମନର୍ ସିକିଆର୍ ଅରତ୍ ।"
ମାତର୍ ମୁଇ ତମ୍କେ କଇଲିନି, ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ ତମ୍କେ କସ୍ଟ ଦେଲାଇନି, ତାକର୍ପାଇ ପାର୍ତନା କରା ।
ତମେ ତମର୍ ପୁରାପୁରୁନ୍ ମନ୍ ସଙ୍ଗ୍, ପୁରାପୁରୁନ୍ ଆତ୍ମା ସଙ୍ଗ୍, ପୁରାପୁରୁନ୍ ଚିନ୍ତାର୍ ସଙ୍ଗ୍ ଆରି ପୁରାପୁରୁନ୍ ବପୁସଙ୍ଗ୍ ତାକେ ଆଲାଦ୍ କର୍ବାର୍ ଆଚେ । ଆରି ପଚର୍ ମୁକିଅ ଆଦେସ୍ ଅଇଲାନି, ତମେ ନିଜ୍କେ ଆଲାଦ୍ କଲାପାରା ପଡିସାର୍ ଲକ୍କେ ମିସା ଆଲାଦ୍ କରା । ଏ ଦୁଇଟା ଆଦେସ୍ ଚାଡିକରି ଆରି କାଇ ମିସା ମୁକିଅ ଆଦେସ୍ ନାଇ" ବଲି କଇଲା ।
O amor que não falha
O amor é paciente, é benigno. Tudo sofre, tudo crê, tudo espera, tudo suporta. O amor jamais acaba.
ଆମେ ବାଇମନ୍କେ ଆଲାଦ୍ କଲେ ଦାପେ ରିସା ନ ଅଇ ଦୟା ଦେକାଇବୁ । ଆଁକାର୍ ନ ଅଇ, ବଡ୍ପନ୍ ନ ଅଇ ଲକ୍ମନ୍କେ ନିଜର୍ ତଲିଆ ନ ଦେକୁ । ଆମେ କାରାପ୍ ବେବାର୍ ନ କରୁ, ନିଜେ ପାଇବାକେ ମନ୍ ନ କରୁ । ଦାପେ ବିର୍ବିରା ନ ଅଉଁ ଆରି ଆଗେ କଲା ବୁଲ୍ କାମ୍ମନର୍ ଇସାବ୍ ନ କରୁ ।
ଆମେ ବାଇମନ୍କେ ଆଲାଦ୍ କଲେ ଦାପେ ରିସା ନ ଅଇ ଦୟା ଦେକାଇବୁ । ଆଁକାର୍ ନ ଅଇ, ବଡ୍ପନ୍ ନ ଅଇ ଲକ୍ମନ୍କେ ନିଜର୍ ତଲିଆ ନ ଦେକୁ । ଆମେ କାରାପ୍ ବେବାର୍ ନ କରୁ, ନିଜେ ପାଇବାକେ ମନ୍ ନ କରୁ । ଦାପେ ବିର୍ବିରା ନ ଅଉଁ ଆରି ଆଗେ କଲା ବୁଲ୍ କାମ୍ମନର୍ ଇସାବ୍ ନ କରୁ । ଆମେ ଦରମ୍ ନଇଲାଟାକେ ଦେକି ସାର୍ଦା ନ ଅଉଁ, ମାତର୍ ସତ୍ ଟାନେ ସାର୍ଦା ଅଇବୁ । ସବୁ ବିସ୍ବାସ୍ କର୍ବୁ, ସବୁଟା ଆସାକର୍ବୁ, ସବୁବିସଇ ମୁରଚ୍ବାଟା ନ ଚାଡୁ ।
ସାରାସାରି ତିନ୍ଟା ବିସଇ ଆଚେ, ପର୍ମେସର୍ ଟାନେ ବିସ୍ବାସ୍ କର୍ବାଟା, ସେ କାତା କଇଲାଟା ଆସା କର୍ବାଟା, ଆରି ବାଇମନର୍ ପାଇ ରଇବା ଆମର୍ ଆଲାଦ୍ । ଏ ତିନ୍ଟା ବିତ୍ରେଅନି ବାଇମନ୍କେ ଆଲାଦ୍ କର୍ବାଟା ସବୁର୍ଟାନେଅନି ମୁକିଅ ବିସଇ ।

ସେନ୍ତାରି ମକେ ମାପ୍ରୁର୍ ବାକିଅ ବୁଜାଇବା ବପୁ ରଇଲେ ମିସା, କି ମୁଇ ସବୁ ବିସଇ ଜାନିରଇଲେ ମିସା, ଟିକି ନିକି ବିସଇ ବୁଜିରଇଲେ ମିସା ଆରି ମର୍ ବିସ୍ବାସ୍ ଏଡେକ୍ ଡାଟ୍ ଆଚେ ଜେ, ଡଙ୍ଗର୍ ଉଟ୍କାଇବା ପାରା ମର୍ ଡାଁଟର୍ ବିସ୍ବାସ୍ ରଇଲେ ମିସା ବାଇମନର୍ ପାଇ ଆଲାଦ୍ ନାଇ ବଇଲେ ମୁଇ ଚୁଚାଇସେ ।
ଜେନ୍ତାରି କି ସାସ୍ତରେ ଲେକା ଆଚେ,
ଜନ୍ଟାକି କାର୍ ଆଁକି କେବେ ଦେକେନାଇ,
କାର୍ କାନ୍ କେବେ ସୁନେ ନାଇ ଆରି କେ ମିସା କେବେ ବାବି ନ ରଅତ୍, ସେ ସବୁ ବିସଇ,
ପର୍ମେସର୍ ଜନ୍ ଲକ୍ମନ୍କେ ଆଲାଦ୍ କଲାନି,
ତାକର୍ପାଇ ତିଆର୍ କଲାଆଚେ ।
ତମେ କର୍ବା ସବୁ କାମ୍ ଆଲାଦେ ସାରାଇବାର୍ ଆଚେ ।
ତମେ କର୍ବା ସବୁ କାମ୍ ଆଲାଦେ ସାରାଇବାର୍ ଆଚେ ।
Amor inseparável
Nada poderá nos separar do amor de Deus. Nem morte, nem vida, nem anjos — absolutamente nada.
ମୁଇ ସତଇସେ ଜାନ୍ଲିନି ଜେ, ପର୍ମେସର୍ ଜନ୍ ବଡ୍ ଆଲାଦ୍ ଆମ୍କେ ଦେକାଇଲାଆଚେ, ସେ ଆଲାଦେଅନି କାଇଟା ମିସା ଆମ୍କେ ବେଗ୍ଲାଇ ନାପାରେ । ଆମେ ମରିଗାଲେ କି ଜିବନ୍ ରଇଲେ, ସରଗର୍ ଦୁତ୍ ଅଅତ୍ କି ସାସନ୍କାରିଆମନ୍, କି କାଇ ବିନ୍ ବପୁ, କି ଏବେ ଜନ୍ଟା ଅଇଲାନି, ପଚ୍କେ ଜନ୍ଟା ଅଇସି, ଉପ୍ରର୍ ଦୁନିଆ କି ତଲର୍ ଦୁନିଆ, ଏ ଜଗତେ ତିଆର୍ ଅଇରଇବା କାଇ ବିସଇ ମିସା ପର୍ମେସରର୍ ବଡ୍ ଆଲାଦେ ଅନି ଆମ୍କେ ବେଗ୍ଲାଇ ନାପାରେ । ଆମର୍ ମାପ୍ରୁ ଜିସୁକିରିସ୍ଟକେ ଦେଲା ପରମେସରର୍ ସେ ବଡ୍ ଆଲାଦେ ଅନି, ଏ ସବୁ ବିସଇ ଆମ୍କେ ଦେକାଇଲା ଆଚେ । ଏଟା ମୁଇ ଜାନିଆଚି ।

ବିନ୍ ଲକ୍ମନ୍କେ ଆଲାଦ୍ କର୍ବାର୍ ଆଲେ କାଇ କପଟ୍ ରଇବାର୍ ନାଇ । କାରାପ୍ ଚଲାଚଲ୍ତି ଗିନ୍ କରି, ସତ୍ ଚଲାଚଲ୍ତି ଚାଡ୍ବାର୍ ନାଇ ।

ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
ନିଜର୍ ନିଜର୍ ବିତ୍ରେ ଆଲାଦ୍
ନିଜର୍ ନିଜର୍ ବିତ୍ରେ ଆଲାଦ୍ କରାକରି ଅଇବାଟା ଚାଡି ଆରି କାଇ ବିସଇ କାର୍ ଲଗେ ମିସା ଉଦାର୍ ଉଆ ନାଇ । ଜେ ଏଟା ବିନ୍ ଲକର୍ପାଇ କର୍ସି, ସେ ନିୟମ୍ ମାନ୍ସି ।
Viver no amor
Revesti-vos de amor, que é vínculo da perfeição. O amor cobre multidão de pecados e edifica a comunidade.
ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି ।
ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ । ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି ।
ମୁଇ ପାର୍ତନା କଲିନି ଜେନ୍ତିକି ସେ ତାର୍ ନ ସାର୍ବା ମଇମାଇଅନି, ତାର୍ ଆତ୍ମା ତମ୍କେ ବପୁ ଦେଇସି, ଜେନ୍ତିକି ତମର୍ ମନ୍ ଡାଟ୍ ଅଇସି । ମୁଇ ପାର୍ତନା କଲିନି, ଜେନ୍ତିକି ତମର୍ ବିସ୍ବାସର୍ ଲାଗି, କିରିସ୍ଟ ତମର୍ ବିତ୍ରେ ବାସା ଅଇସି । ଆରି, ତମେ ପର୍ମେସର୍କେ ଆରି ବିନ୍ ଲକ୍କେ ଆଲାଦ୍ କଲାଟାନେଅନି, ବୁଏଁ ଜାଇତେରଇବା ଗଚର୍ ଚେର୍ପାରା ଆରି କୁନାଦି ଉପ୍ରେ ତିଆର୍ ଅଇଲା ଗର୍ ପାରା ଡାଟ୍ ଅଇସା ।
ତମେ ଲକ୍ମନର୍ ସଙ୍ଗ୍ ମିସାବିଡା ଅଇଲାବେଲେ, ପୁରାପୁରୁନ୍ ଦରମ୍ ଅଇ ସୁଆଲେ ରୁଆ । ତମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାର୍ପାଇ ସାଆସ୍ ଅଇ, ମୁର୍ଚିକରି ରୁଆ ।
ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା । କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା ।
ମୁଇ ତମର୍ପାଇ ଏନ୍ତାରି ପାର୍ତନା କଲିନି, ଜେନ୍ତାରିକି ତମେ ଆଲାଦ୍ କର୍ବାଟାନେ ଅଦିକ୍ ଅଦିକ୍ ବଡ୍ସା । ପର୍ମେସର୍ ଜେନ୍ତାରି ଆଚେ, ସେ ବିସଇ ତମେ ଅଦିକ୍ ଅଦିକ୍ ଜାନ୍ସା ବଲି ମୁଇ ପାର୍ତନା କଲିନି । ଆରି ଜେଡେବଲ୍ ମିସା କନ୍ଟା ସତ୍ କନ୍ଟା ବୁଲ୍ ସେଟା ଜାନିପାର୍ସା । ସେନ୍ତାର୍ଆଲେ ଟିକ୍ ବିସଇ କନ୍ଟା ବଲି ବାଚିକରି କରିପାର୍ସା । ଆରି ଏବେଅନି କିରିସ୍ଟ ବାଉଡି ଆଇବାଜାକ ସବୁ ପାପେଅନି ମୁକ୍ଲିକରି କାଇ ଦସ୍ ନ ଅଇକରି ରଇପାର୍ସା । ଜେନ୍ତାରିକି ଗଟେକ୍ ପଲ୍ ଦେବା ଗଚ୍ ପଲ୍ ଦେଇସି, ସେନ୍ତାରିସେ ତମେ ମିସା ଜିସୁକିରିସ୍ଟର୍ ବପୁ ସଙ୍ଗ୍ ଦରମ୍ କାମର୍ ପଲ୍ ଦେଇସା । ଏଟା ପର୍ମେସର୍କେ ଡାକ୍ପୁଟା ଆରି ମଇମା କର୍ସି ।
କାଇକେ ବଇଲେ ସବୁ ନିୟମ୍ ଏ ଗଟେକ୍ ବାକିଅତେଇ ସିଦ୍ ଅଇସି, ତମେ ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍କେ ଆଲାଦ୍ କରା ।
ଆରି ମାପ୍ରୁ ତମର୍ ମନ୍କେ ପର୍ମେସରର୍ ଆଲାଦ୍ ଆରି କିରିସ୍ଟର୍ ସାଆସ୍ ବାଟେ ଜିବାକେ ସାଇଜ କର ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ତମର୍ ତମର୍ ବିତ୍ରେ ଆଲାଦ୍ କରାକରି ଅଇବାଟା । କାଇକେବଇଲେ, ସେନ୍ତାରି ଆଲାଦ୍ କଲେ, ତମର୍ ତମର୍ ପାପ୍ ବିସଇ ଚିନ୍ତା ନ କରି ମୁର୍ଚିକରି କେମା ଦିଆଦିଇ ଅଇସା ।

Expressões de amor
O amor há de ser eterno como o grande Rei. Como a esmeralda reluz, assim brilha o amor que vem de Deus.
ଇଁଙ୍ଗ୍ସା ଲାଗାଜାଟି କରାଇସି, ମାତର୍ ଆଲାଦ୍ ସବୁ ଅଦରମ୍କେ ଡାବାଇ ଦେଇସି ।
ଦୟା ଆରି ସତ୍ ତମ୍କେ ଚାଡି ନ ଦେଅ; ନିଜର୍ କଁଟେ ମିସ୍ତେ ବାନ୍ଦା ଆରି ନିଜର୍ ମନର୍ ପାଟା ଲଗେ ଲେକା । ସେନ୍ତି କଲେ, ତମେ ପର୍ମେସରର୍ ଆରି ନର୍ଲକର୍ ଆଁକି ଲଗେ ଅନି ଆସିର୍ବାଦ୍ ପାଇସା ଆରି ନିମାନ୍ ବିଚାର୍ କର୍ସା ।
ତମେ ମର୍ ମୁଆଟେ ବେସି ନିମାନ୍ ଲକ୍ ଆରି ବେସି ବପୁ ଅଇ ଆଚୁସ୍ ଆରି ମୁଇ ତକେ ଆଲାଦ୍ କଲିନି; ସେଟାର୍ପାଇଁ ମୁଇ ତମର୍ ବାଦୁଲେ ନର୍ମନ୍କେ ଆରି ତମର୍ ପରାନ୍ ବାଦୁଲେ ସର୍ତେ କୁଟୁମ୍କେ ଦେବି।
ମାତର୍ ତମର୍ ସତ୍ରୁମନ୍କେ ଆଲାଦ୍ କରା । ଆରି ସେମନର୍ ମଙ୍ଗଲ୍ କରା । ରୁନ୍ ବାନ୍ଦ ବଲି ଆସା ନ କରି, ରୁନ୍ ଦିଆସ୍ । ସେନ୍ତାର୍କଲେ ତମର୍ ପୁରୁସ୍କାର୍ ଅଦିକ୍ ଅଇସି । ଆରି ତମେ ପର୍ମେସରର୍ ପ ଅଇସା । କାଇକେବଇଲେ ସେ ନ ମାନ୍ବା ଲକର୍ ଆରି କରାପ୍ ଲକର୍ ମିସା ଦୟାକାରିଆ ।