Aniversario de casamento
O aniversário de casamento celebra a fidelidade de Deus na jornada do casal. Cada ano juntos é testemunho da graça divina que sustenta o amor na vida a dois.
ଇତାକ୍ ସେମଃନ୍ ଆର୍ ବିନ୍ ନଃଉତି, ମଃତର୍ ଗଟେକ୍ ଅଃଉତି; ବଃଲେକ୍ ଜାୟ୍ରି ଇସ୍ୱର୍ ମିସାୟ୍ ଆଚେ, ମାନାୟ୍ ସେରି ଅଃଲ୍ଗା ଅଃଲ୍ଗା ନଃକେର ।"
ଲାଡ୍ ଦୁକ୍ ସଃମ୍ବାଳ୍ତାର୍, ଲାଡ୍ ଉହ୍କାର୍ କଃର୍ତାର୍ । ଡାରା ନଃକେରେ, ଗଃର୍ବ୍ ନଃକେରେ, ଅଃକାର୍ ନଃକେରେ ମଃନେ ଲାଡ୍ ରିଲାର୍ ଗିନେ ରିସା ଜାତ୍ ନୟ୍, ନିଜେ ଲାବ୍ ହାଉଁକେ ଉପାୟ୍ ନଃକଜେ କାକ୍ରି ନୟ୍, ଉହ୍କାର୍ ହାୟ୍ଁ ନଃରିଲେକ୍ ହେଁ ମଃନେ ବେର୍ ନଃଦେରେ । ଅଃଦଃର୍ମେ ସଃର୍ଦା ନଃକେରେ ମଃତର୍ ସଃତ୍ ତଃୟ୍ ସଃର୍ଦା କଃରେଦ୍, ଲବଦ୍ ସଃବୁ ସଃମ୍ବାଳେଦ୍, ସଃବୁ ସଃତ୍ କଃରେଦ୍, ସଃବୁ ଆସା କଃରେଦ୍, ସଃବୁ କଃତାୟ୍ ସାସ୍ଦଃରି ରଃୟ୍ଦ୍ ।
କ୍ରିସ୍ଟର୍ତଃୟ୍ ଆସିର୍ବାଦ୍
ଜିସୁ କ୍ରିସ୍ଟର୍ ସଃଙ୍ଗ୍ ମିସ୍ଲାକେ ତୁମିମଃନ୍କେ ଦିଆ ଅୟ୍ଲାର୍ ଇସ୍ୱରାର୍ ଜୁୟି ଦଃୟା ଆୟ୍ଲି, ସେତାର୍ ଗିନେ ମୁୟ୍ଁ ସଃବୁବଃଳ୍ ତୁମିମଃନ୍କାର୍ କଃତାୟ୍ ଇସ୍ୱର୍କେ ଦନ୍ୟବାଦ୍ ଦେଉଁଲେ,
ଆର୍ ଇ ଗୁଣ୍ ଉହ୍ରେ ଲାଡ୍କେ ହୁଙ୍ଗ୍ରା, ଇରି ସଃବୁ ସିଦ୍ କଃରି ଗଟେକ୍ କଃରେଦ୍ ।
ପାଉଲାର୍ ପାର୍ତନା
ମୁୟ୍ ତୁମିମଃନ୍କେ ଜଃତି ତର୍ ଏତାୟ୍ନ୍ଦ୍, ସଃତି ତର୍ ମର୍ ଇସ୍ୱର୍କେ ଦନ୍ୟବାଦ୍ ଦେଉଁଲେ ।