Aniversário de criança
Por Bíblia Online
O aniversário de uma criança é momento de celebrar o presente precioso que Deus deu. Cada criança é formada e conhecida por Deus desde antes de nascer.
ମୁଇଁ ତର୍ ବାବାର୍ ପିଲା ରଇଲି, ଆରି, ଆୟାର୍ ଆଁକି ତେଇ କଅଁଲା ଆରି ଲାଡର୍ ପିଲା ରଇଲି । ବାବା ମକେ ସିକିଆ ଦେଇ କଇଲା, ତୁଇ ମର୍ କଇଲା କାତାକେ ସବୁବେଲେ ଏତାଆ, ଆରି ମର୍ ଆଦେସ୍ ସବୁ ପାଲନ୍ କରା, ତେବେ ତମେ ନିକ ସଙ୍ଗେ ଜିଇସା ।
ମାପ୍ରୁର୍ ସଙ୍ଗ୍ ମିସିରଇଲାର୍ପାଇ ସବୁବେଲେ ସାର୍ଦା ଅଇକରି ରୁଆ । ମୁଇ ଆରିତରେକ୍ କଇଲିନି ସାର୍ଦା ଅଇକରି ରୁଆ ।
ଆରି ପିଲା ଦିନ୍କେ ଦିନ୍ ବଡିକରି ବପୁଅଇଲା, ଆରି ଗିଆନେ ପୁରାପୁରୁନ୍ ଅଇଲା । ତାକେ ପର୍ମେସରର୍ ଦୟା ରଇଲା ।
Seja o primeiro