Arrependimento
O arrependimento é a porta da graça. A Bíblia declara que Deus não deseja a morte do ímpio, mas que se converta e viva. Arrependei-vos, pois o Reino dos Céus está próximo.
Chamado ao arrependimento
Arrependei-vos, porque o Reino dos Céus está próximo. Quem se arrepende e confessa encontra restauração e perdão.
ସେ ବେଲାଇ ଅନି ଜିସୁ କଇବାର୍ ଆରାମ୍ କରି ଜାନାଇବାର୍ ଦାର୍ଲା । ପାପ୍ କର୍ବାତେଇଅନି ମନ୍ ବଦ୍ଲାଆ, ସରଗ୍ ରାଇଜ୍ ଲଗେ କେଟ୍ଲା ।
ତେବର୍ ପାଇ, ଜଦି ପାପ୍ କାମ୍ କର୍ବାଟା ଚାଡିଆଚାସ୍, ସେନ୍ତାର୍ଆଲେ ନିକ କାମ୍ କରି ଦେକାଆ ।
ସାସ୍ତରେ ଲେକାଅଇଆଚେ, ମୁଇ ପସୁ ପୁଜ୍ବା ବିରୁଟାନେଅନି, ଲକ୍ମନ୍କେ ଦୟା ଦେକାଇବାଟା ମନ୍ କଲିନି। ଏ କାତାର୍ ଅରତ୍ କାଇଟା ? ଜାଇକରି ବୁଜ୍ବାକେ ଚେସ୍ଟା କରା । ମୁଇ ଦରମ୍ ଲକ୍ମନ୍କେ ଡାକ୍ବାକେ ଆସି ନାଇ, ପାପିମନ୍କେ ଡାକ୍ବାର୍ ଆସିଆଚି ।"
"ସମାନ୍ ବେଲା ଆଇଲା, ପର୍ମେସରର୍ ରାଇଜ୍ ଲଗେ କେଟ୍ଲା ଆଚେ । ତମେ ପାପେ ଅନି ମନ୍ ବାଉଡାଇକରି ନିମାନ୍ କାତାଇ ବିସ୍ବାସ୍ କରା ।"
ମୁଇ ତମ୍କେ କଇଲିନି, ଜେଡେବେଲେ ଜାକ ପାପେଅନି ମନ୍ ନ ବାଦ୍ଲାଆସ୍, ତମେ ସବୁ ଲକ୍ ସେନ୍ତାରି କୁରୁପ୍ନାସ୍ ଅଇଜାଇସା ।
ମୁଇ ଦରମ୍ ଲକ୍ବଲି ନିଜ୍କେ ବାବ୍ବା ଲକ୍ମନର୍ ପାଇ ଆସିନାଇ, ମାତର୍ ପାପି ଲକ୍ମନ୍କେ ପାପେଅନି ମନ୍ ବାଦ୍ଲାଇବାକେ ଆଇଲିଆଚି ।"
ପିତର୍ ସେମନ୍କେ କଇଲା, "ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ସେନ୍ତିଆଲେ ତମେ ମନ୍ବାଦ୍ଲାଇ କରି ପରମେସରର୍ ବାଟେ ବାଉଡି ଆସା । ତେବେ ସେ ତମର୍ ପାପ୍ କେମା କର୍ସି ।"
ଲକ୍ମନ୍ ପରମେସର୍କେ ଜାନି ନ ରଇଲା ବେଲେ, ସେ ଦସ୍ ଦାରି ନ ରଇଲା, ମାତର୍ ଏବେ ସବୁ ଜାଗାର୍ ସବୁ ଲକ୍ମନ୍କେ, ସେମନର୍ ପାପ୍ ବାଟେଅନି ବାଅଡ୍ବାକେ ଆଦେସ୍ ଦେଲାନି ।
A graça do arrependimento
Os que eu amo, eu repreendo e disciplino. Arrepende-te! Deus não quer que nenhum se perca — mas que todos cheguem ao arrependimento.
ମୁଇ ଜେତ୍କି ଲକ୍କେ ଆଲାଦ୍ କଲିନି, ସେ ଲକ୍ମନ୍କେ ଦମ୍କାଇ କରି ଡଣ୍ଡ୍ ଦେଲିନି । ତେବର୍ପାଇ ତମର୍ ପାପେଅନି ବାଉଡା । ଜେନ୍ତାରି କି ସତ୍ ବାବେ ମର୍ବାଟେ ଆଇସା ।
ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି ।
ଜେ ନିଜର୍ ପାପ୍କେ ମନ୍ବିତ୍ରେ ଲୁଚାଇସି, ସେ କେମା ନ ପାଏ; ମାତର୍ ଜନ ଲକ୍ ମାନିକରି ଚାଡ୍ସି, ସେ ଦୟା ପାଇସି ।
ମୁଇଁ କଇବା କାତା ସୁନି ମନ୍ ବାଉଡାଆ; ଦେକା, ମୁଇଁ ତମର୍ ଉପ୍ରେ ମର୍ ଆତ୍ମା ଡାଲିଦେବି, ମର୍ ବାକିଅ ସବୁ ତମ୍କେ ଜାନାଇବି ।
Confissão e restauração
Se confessarmos, Ele é fiel e justo. Há alegria no céu por um pecador que se arrepende — o arrependimento abre o caminho da vida.
ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
ସେନ୍ତାରି ମୁଇ ତମ୍କେ କଇଲିନି, ‘ଆମେ ପାପି ଲକ୍ମନ୍ ନଉଁ’ ବଲି ବାବ୍ତେରଇବା ନବେ ନଅଟା ଦରମ୍ ଲକ୍ମନ୍ ରଇଲେମିସା ଗଟେକ୍ ପାପି ଲକ୍ ନିଜେ ‘ମୁଇ ଗଟେକ୍ ପାପି’ ବଲି ଏତାଇସି । ପଚେ ମନ୍ବାଦ୍ଲାଇ କରି ପର୍ମେସରର୍ ଲଗେ ଆଇସି । ସେ ନବେ ନଅଟା ଦରମ୍ ଲକ୍ମନର୍ତେଇ ଅନି ଏ ଗଟେକ୍ ଲକର୍ ପାଇ ସର୍ଗେ ଅଦିକ୍ ସାର୍ଦା କର୍ବାଇ ।"
ମୁଇ ତମ୍କେ କଇଲିନି, ସେନ୍ତିସେ ଗଟେକ୍ ପାପି ଲକ୍ ମାପ୍ରୁର୍ତେଇ ମନ୍ବାଦ୍ଲାଇସି ବଇଲେ, ପର୍ମେସରର୍ ଦୁତ୍ମନ୍ ବେସି ସାର୍ଦା କର୍ବାଇ ।"
ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।