Autocontrole
O autocontrole é fruto do Espírito e virtude indispensável. A graça de Deus nos ensina a renunciar à impiedade e a viver com sobriedade, domínio próprio e piedade no mundo presente.
Fruto e virtude
O domínio próprio é fruto do Espírito. Acrescentai ao conhecimento o autocontrole. A disciplina interior produz maturidade.
ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା, ଏ ସବୁର୍ ଚଲନ୍ ମାନ୍ବା ଲକ୍ ନିୟମର୍ ବିରୁଦେ କାଇଟା ନ କରେ ।
ତେବେ କିରିସ୍ଟକେ ବିସ୍ବାସ୍ କଲାର୍ ପାଇ ନିକ ଚଲାଚଲ୍ତି କର୍ବାକେ ଚେସ୍ଟା କରା । ଏଟାର୍ ସଙ୍ଗ୍, ଗିଆନ୍ ସଙ୍ଗ୍ ଜିଉନାକାଉନା କର୍ବାକେ, ଜିଉନାକାଉନା ସଙ୍ଗ୍ ନିଜେ ଜାଗ୍ରତ୍ ଅଇରଇବାକେ, ଜାଗ୍ରତ୍ ରଇକରି ମୁର୍ଚି ରଇବାକେ, ମୁର୍ଚିକରି ରଇ ପର୍ମେସର୍କେ ସାର୍ଦା କର୍ବା ଗୁନ୍ଚଲନ୍ କର୍ବାକେ, ଗୁନ୍ଚଲନ୍ସଙ୍ଗ୍ ବାଇବଇନିକେ ଆଲାଦ୍ କର୍ବାକେ, ବାଇବଇନିକେ ଆଲାଦ୍ କରି ସବୁଲକ୍କେ ଆଲାଦ୍ କର୍ବାକେ ଚେସ୍ଟା କରା ।
କାଇକେ ବଇଲେ ପରମେସର୍ ଗୁଲାଇ ମୁନୁସ୍ଜାତିକେ ପାପେଅନି ମୁକ୍ତି କର୍ବାକେ ତାର୍ ଦୟା ଦେକାଇଲା ଆଚେ । ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।
କାଇକେବଇଲେ ଜନ୍ ଆତ୍ମା ପର୍ମେସର୍ ଆମ୍କେ ଦେଲାଆଚେ, ସେଟା ଆମ୍କେ ଡର୍ବାକେ ନ ଦେଏ । ତାର୍ ବାଦୁଲେ ଆତ୍ମାଇ ବପୁ ଦେଇସି, ବିନ୍ ଲକ୍ମନ୍କେ ଆଲାଦ୍ କର୍ବାକେ ସିକାଇସି ଆରି ନିଜ୍କେ ଜାଗରତ୍ ରଇବାକେ ସିକାଇସି ।
ମୁଇ କସ୍ଟ ମୁର୍ଚିକରି ଗାଗଡ୍ ମେଲା ଚାଡିନାଇ । କାଇକେ ବଇଲେ ବିନ୍ ଲକ୍ମନର୍ ଲଗେ ସୁବ୍କବର୍ ଜାନାଇରଇଲେ ମିସା ମକେ ଜେନ୍ତିକି ନାଇବଲିକରି ନ କଅତ୍ ।
ଜେ ପାଲାଇବାଟାନେ ବାଗ୍ ନେଇସି, ସେ ଅବିଆସ୍ କରି, ତାର୍ ଗାଗଡ୍ ଡାଟ୍ କରିରଇସି । ଆରି ସେ ଦାପେ ନସିଜିବା ପୁରୁସ୍କାର୍ ମିଲାଇବାକେ ସେଟା କର୍ସି । ମାତର୍ ଆମେ, କେବେ ମିସା ନ ନସ୍ବା ପୁରୁସ୍କାର୍ ପାଇବାକେ, ସେଟା କଲୁନି ।
ଆମ୍କେ ପରିକା ଜାଇ ପରିକା ଆଇସି, ସେଟା ନୁଆ ବିସଇ ନଏଁ । କାଇକେବଇଲେ ସବୁବେଲେ ଏନ୍ତାରି ଲକ୍ମନ୍କେ ପରିକା ଆଇତେରଇସି । ମାତର୍ ପର୍ମେସର୍ ତାର୍ କାତାଇ ଡାଟ୍ ଆଚେ । ଆମ୍କେ ମୁର୍ଚି ନାପାର୍ଲା ପାରା ପରିକା ଅଇବାକେ ସେ ନ ଦେଏ । ପରିକା ଆଇବାବେଲେ ସେ ଆମ୍କେ ବପୁ ମିସା ଦେଇସି ଆରି ତେଇ ଅନି ରକିଆ ପାଇବା ବାଟ୍ ଦେକାଇସି ।
Dominar a si mesmo
Melhor é quem domina o seu espírito do que quem toma uma cidade. A cidade sem muros é quem não tem autocontrole.
ଜେ ଦାପ୍ରେ ରିସା ନ ଅଏ, ସେ ଜୁଇଦ୍ କାରିଆ ଟାନେଅନି ବଡ୍; ଆରି, ଜେ ନିଜର୍ ଆତ୍ମା ଉପ୍ରେ ସାସନ୍ କର୍ସି, ସେ ଦେସ୍ ଜିତ୍ଲା ଲକର୍ ଟାନେ ଅନି ନିମାନ୍ ।
ଜନ୍ ଲକ୍ ନିଜ୍କେ ସାମାଲି ନାପାରେ, ସେ ଲକ୍ ବାଙ୍ଗିଜାଇ ରଇବା ପାଚୁରି ନଇଲା ନଅଁର୍ ପାରା ।
ବୁଦି ନଇଲା ଲକ୍ ତାର୍ ସବୁ କିଚି ରିସା ଅଇ ବାର୍କରାଇସି; ମାତର୍ ଗିଆନି ଲକ୍ ସମାଲି କରି ରଇସି ।
ଉଜା ବାଟେ କି ଡେବ୍ରି ବାଟେ ଜାଆ ନାଇଁ, ଆରି ତମର୍ ପାଦ୍ କାରାପ୍ ତେଇ ଅନି ଦୁରିକେ ରଅ ।
ବୁଦି ନଇଲା ଲକ୍ ଦାପ୍ରେ ରିସା ଅଇସି; ମାତର୍ ଚତୁର୍ ଲକ୍ ଲାଜ୍କେ ଲୁଚାଇସି ।
ମରନ୍ ଆରି ଜିବନ୍ ଜିବର୍ ତଲିଆ ଲଗେ ରଇବାଇ; ଜନ୍ ଲକ୍ ତାକେ ନିମାନ୍ ସଙ୍ଗ୍ ଜାନ୍ବାଇ, ସେମନ୍ ତାର୍ ପଲ୍ ପାଇବାଇ ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କୁରାଇସି, ସେଟା ଜାନି ପାର୍ସା ।
ଏ ମର୍ ଆଲାଦର୍ ବାଇବଇନିମନ୍, ମନେ ରକିରୁଆ । ତମେ ଆଗ୍ତୁ ନିକକରି ସୁନା । ମାତର୍ ବାବିଚିନ୍ତିକରି କାତା କୁଆ । ଦାପ୍ରେ ରିସା ଉଆନାଇ ।
କାଇକେବଇଲେ ଆମେ ଜଗତର୍ ଲକ୍ମନର୍ ବିରୁଦେ ଜୁଇଦ୍ କରୁନାଇ । ମାତର୍ କାରାପ୍ ଆତ୍ମାମନ୍କେ, ଆନ୍ଦାରେ ରଇବା ଜଗତର୍ ସାସନ୍କାରିଆମନ୍କେ, ଆରି ସର୍ଗେ କାରାପ୍ ବପୁ ପାଇରଇବା ଆତ୍ମାମନର୍ ବିରୁଦେ ଜୁଇଦ୍ କଲୁନି ।
ତେବେ ଆସା, ଆମେ ବିନ୍ ଲକ୍ମନର୍ ପାରା ଗୁନି ଗୁନି କରି ନ ରଉଁ । ଚେତା ଅଇକରି ଜାଗ୍ରତ୍ସଙ୍ଗ୍ ରଉଁ ।
ଲକ୍ମନ୍ ତମ୍କେ ନାଡାଇ ନାପାରତ୍, ତମେ ଜାଗରତ୍ସଙ୍ଗ୍ ରଇବାର୍ ଆଚେ । ଜେନ୍ତାର୍କି ପର୍ମେସର୍କେ କର୍ବା ତମର୍ ସେବା କାମ୍ ବେକାର୍ ନ ଅ । ମାତର୍ ତମର୍ ସେବାକାମର୍ ପାଇ ପର୍ମେସର୍ ତମ୍କେ ପୁରାପୁରୁନ୍ ଅଇତେ ଇନାମ୍ ଦେଇସି ।