Batismo
O batismo é mandamento de Jesus e proclamação pública de fé. É símbolo de morte para o pecado, sepultamento com Cristo e ressurreição para uma vida nova no Espírito.
O mandamento de Jesus
Ide e fazei discípulos, batizando-os em nome do Pai, do Filho e do Espírito Santo. O batismo é porta de entrada na comunidade cristã.
ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ । ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।"
ଜିସୁ ସେମନର୍ ଲଗେ ଜାଇ କଇଲା, "ସରଗ୍ ଆରି ମଚ୍ପୁରର୍ ସବୁ ଅଦିକାର୍ ମକେ ଦିଆଅଇଲା ଆଚେ । ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ । ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।"
ସେଡ୍କିବେଲେ ଜିସୁ ଜଅନର୍ ଲଗେ ଡୁବନ୍ ନେବାକେ ଗାଲିଲି ଅନି ଜର୍ଦନ୍ ଗାଡେ ଆଇଲା,
ଜେ ଜେ ଏ ନିମାନ୍ କାତା ବିସ୍ବାସ୍ କରି ଡୁବନ୍ ନେବାଇ, ସେମନ୍ ପାପେଅନି ରକିଆ ପାଇବାଇ, ମାତର୍ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ ନ କରତ୍, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ।
ଜିସୁ ସେମନ୍କେ କଇଲା, "ତମେ ଏ ଦୁନିଆର୍ ଗୁଲାଇବାଟେ ଜାଇକରି ସବୁ ଲକ୍ମନ୍କେ ମର୍ ନିମାନ୍ କାତା କୁଆ । ଜେ ଜେ ଏ ନିମାନ୍ କାତା ବିସ୍ବାସ୍ କରି ଡୁବନ୍ ନେବାଇ, ସେମନ୍ ପାପେଅନି ରକିଆ ପାଇବାଇ, ମାତର୍ ଜେ ଜେ ଏ ନିମାନ୍ କାତା ବିସ୍ବାସ୍ ନ କରତ୍, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ।
ସେଡ୍କିବେଲେ ଜିସୁ ଗାଲିଲି ଜାଗାର୍ ନାଜରିତ୍ ଗଡେ ଅନି ଆସି ଜର୍ଦନ୍ ଗାଡେ ଡୁବନ୍ ଦେଉ ଜଅନର୍ ଟାନେ ଡୁବନ୍ ନେଲା । ସେ ପାନିତେଇ ଅନି ବାରଇ ଆଇବାବେଲେ, ସରଗ୍ ଉଗାଡି ଅଇ ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତ୍ରି ଆଇବାଟା ସେ ଦେକ୍ଲା ।
Morrer e ressuscitar
Fomos sepultados com Cristo pelo batismo na morte para que andemos em novidade de vida. O batismo é renascimento pelo Espírito.
ତମେ ଜାନାସ୍, ଡୁବନ୍ ନେଲାକେ ଜିସୁକିରିସ୍ଟର୍ ସଙ୍ଗ୍ ମିସିକରି ଆମେ ତାର୍ ମରନେ ମିସା ମିସିଆଚୁ । ସେଟାର୍ପାଇଁ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ ।
ତମେ ଜାନାସ୍, ଡୁବନ୍ ନେଲାକେ ଜିସୁକିରିସ୍ଟର୍ ସଙ୍ଗ୍ ମିସିକରି ଆମେ ତାର୍ ମରନେ ମିସା ମିସିଆଚୁ ।
ନାଇ କେବେ ନାଇ । ପାପ୍ କର୍ବା ବିସଇତେଇ ଆମେ ମରିଗାଲୁଆଚୁ । ଆରି କେନ୍ତି ପାପ୍ କର୍ତେସେ ରଇବୁ ? ତମେ ଜାନାସ୍, ଡୁବନ୍ ନେଲାକେ ଜିସୁକିରିସ୍ଟର୍ ସଙ୍ଗ୍ ମିସିକରି ଆମେ ତାର୍ ମରନେ ମିସା ମିସିଆଚୁ । ସେଟାର୍ପାଇଁ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ ।
କାଇକେବଇଲେ ଆମେ ମରନେ ମିସି ତାର୍ ସଙ୍ଗ୍ ଗଟେକ୍ ଅଇଲୁ ଆଚୁ, ତାକେ ଆରିତରେକ୍ ଉଟ୍ବାତେଇ ମିସା, ତାର୍ ସଙ୍ଗ୍ ଗଟେକ୍ ଅଇକରି ରଇବୁ । ଆମେ ଜାନିଆଚୁ, କିରିସ୍ଟର୍ ସଙ୍ଗ୍ କୁର୍ସେ ଆମର୍ ପୁର୍ନା ଜିବନ୍ ମରିଗାଲାଆଚେ । ତେଇଅନି ଆମର୍ ପାପର୍ ଚଲାଚଲ୍ତି କୁରୁପ୍ନାସ୍ ଅଇଲା ଆଚେ ଆରି ଆମେ ପାପର୍ ଗତିଅନି ମୁକ୍ଲିଆଚୁ । କାଇକେବଇଲେ ମୁନୁସ୍ ମରିଗାଲେସେ, ପାପର୍ ବାନ୍ଦନେଅନି ରକିଆ ପାଇସି ।
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।
ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ । ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ ।
ଜିସୁ ତାକେ କଇଲା, "ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ ।
ଜିସୁ ତାକେ କଇଲା, "ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ ।
ପାପର୍ ଡଣ୍ଡେଅନି ସେ ଆମ୍କେ ମୁକ୍ଲାଇଲା । ଆମେ ଦରମ୍ କାମ୍ କଲାର୍ପାଇ ସେ ଆମ୍କେ ଏନ୍ତି କରେନାଇ । ମାତର୍ ସେ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାକେସେ । ସୁକଲ୍ ଆତ୍ମା ଦେଇକରି ସେ ଆମ୍କେ ରକିଆ କଲା । ଜେକି ଆମର୍ ସବୁ ପାପ୍ ଦଇକରି ନୁଆ ଜିବନ୍ ଦେଲା ।
ସେ ପାନି ଆମର୍ ଡୁବନ୍ ବିସଇ ଜାନାଇଲାନି । ତମେ ଡୁବନ୍ ନେଲାକେ ତମର୍ ଗାଗଡର୍ ମୁର୍କି ଦଇଅଇଲାର୍ ପାଇ ନଏଁ, ମାତର୍ ଗଟେକ୍ ନିକ ବିବେକ୍ ସଙ୍ଗ୍ ପର୍ମେସର୍କେ ଦେଇରଇଲା କାତାର୍ ଲାଗି ତମ୍କେ ମୁକ୍ତି କର୍ସି । ଜିସୁ କିରିସ୍ଟ ମଲାତେଇଅନି ଜିବନ୍ ଅଇକରି ଉଟ୍ଲାକେ ଏଟା ଅଇସି ।
Batismo e Espírito
Arrependei-vos e cada um seja batizado. O batismo no Espírito Santo é poder para vida e testemunho.
ପିତର୍ ସେମନ୍କେ କଇଲା, "ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ପିତର୍ ସେମନ୍କେ କଇଲା, "ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ତେଇ ପିତରର୍ କାତା ସୁନି ବେସି ଲକ୍ ବିସ୍ବାସ୍ କଲାଇ । ଆରି ସିସ୍ମନ୍ ସେମନ୍କେ ଡୁବନ୍ ଦେଲାଇ । ସେ ଦିନେ ତିନ୍ଅଜାର୍ ଲକ୍ମନ୍ ତାକର୍ ଦଲେ ମିସ୍ଲାଇ ।
ମାତର୍ ପିଲିପର୍ ଟାନେଅନି ପର୍ମେସରର୍ ରାଇଜ ଆରି ଜିସୁର୍ ବିସଇ ସୁନ୍ଲାଇ । ସୁନିକରି ତେଇର୍ ଲକ୍ମନ୍ ମାପ୍ରୁକେ ବିସ୍ବାସ୍ କଲାଇ । ଆରି ସେ ଜାଗାର୍ ବିସ୍ବାସ୍ କଲା ମନସ୍ ପିଲା ଆରି ମାଇଜିଟକିକେ ପିଲିପ୍ ଡୁବନ୍ ଦେଲା । ସିମନ୍ ନିଜେ ପିଲିପ୍ ଜାନାଇରଇବା ମାପ୍ରୁର୍ ବାକିଅ ସୁନି ବିସ୍ବାସ୍ କଲା । ଆରି ପିଲିପ୍ ତାକେ ଡୁବନ୍ ଦେଲା । ସେ ପିଲିପର୍ ସଙ୍ଗ୍ ସବୁଜାଗାଇ ଜିବାର୍ ଦାର୍ଲା । ପିଲିପ୍ କରିରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ଦେକିକରି ସେ କାବା ଅଇଜାଇତେରଇଲା ।
ସେମନ୍ ଜାଉ ଜାଉ ଗଟେକ୍ ବନ୍ଦ୍ ଲଗେ କେଟ୍ଲାଇ । ସେ ବାଣ୍ଡାର୍ଗରିଆ କଇଲା, "ଇତି ପାନି ଆଚେ, କାଇ ଅସୁବିଦା ନ ରଇଲେ ମକେ ଡୁବନ୍ ଦିଆ ।"
ସେ ଲକ୍ ରତ୍ ତେବାଇବାକେ ତିଆର୍ଲା । ପିଲିପ୍ ଆରି ସେ, ପାନି ବିତ୍ରେ ଗାଲାଇ ଆରି ପିଲିପ୍ ତାକେ ପାନିତେଇ ଡୁବନ୍ ଦେଲା । ସେମନ୍ ପାନିତେଇଅନି ବାରଇ ଆଇଲା ପଚେ, ମାପ୍ରୁର୍ ଆତ୍ମା ପିଲିପ୍କେ ଆରିଗଟେକ୍ ଜାଗାଇ ମାୟା କରି ଦେଲା, ସେ ଲକ୍ ପିଲିପ୍କେ ଆରି କେବେ ଦେକି ନାପାର୍ଲା, ମାତର୍ ସାର୍ଦାଇ ପୁରୁନ୍ ଅଇ ତାର୍ ବାଟେ ଉଟିଗାଲା ।
"ପର୍ମେସର୍ ଆମ୍କେ ଜେନ୍ତି ସୁକଲ୍ଆତ୍ମା ଦେଲାଆଚେ, ସେନ୍ତାରିସେ ଏ ଲକ୍ମନ୍କେ ମିସା ଦେଲାଆଚେ । ସେମନ୍କେ ଡୁବନ୍ ନ ନିଆ ବଲି କେ ମିସା ଅଟ୍କାଇପାର୍ସି କି ?" ସେଟାର୍ ପାଇ ପିତର୍ ସେମନ୍କେ ଜିସୁକିରିସ୍ଟର୍ ନାଉଁ ଦାରି ଡୁବନ୍ ଦେଲାପଚେ କର୍ନିଲିଅ ଆରି ତାର୍ ସଙ୍ଗ୍ ରଇବାଲକ୍ମନ୍ ତାକେ ଆରି କେତେ ଦିନ୍ ସେମନର୍ ସଙ୍ଗ୍ ରଇବାକେ ବାବୁଜିଆ କଲାଇ ।
"ପର୍ମେସର୍ ଆମ୍କେ ଜେନ୍ତି ସୁକଲ୍ଆତ୍ମା ଦେଲାଆଚେ, ସେନ୍ତାରିସେ ଏ ଲକ୍ମନ୍କେ ମିସା ଦେଲାଆଚେ । ସେମନ୍କେ ଡୁବନ୍ ନ ନିଆ ବଲି କେ ମିସା ଅଟ୍କାଇପାର୍ସି କି ?"
ପାଉଲ୍ କଇଲା, "ଜନ୍ ଲକ୍ମନ୍ ପାପେଅନି ବାଉଡି ରଇଲାଇ, ଜଅନର୍ ଡୁବନ୍ ସେମନର୍ ପାଇ ଟିକ୍ ରଇଲା । ମାତର୍ ତାର୍ପଚେ ଜେ ଆଇବାର୍ ରଇଲା, ଜନ୍ଟା କି, ଜିସୁ, ତାର୍ ଲଗେ ବିସ୍ବାସ୍ କର୍ବାକେ, ଜଅନ୍ ଇସ୍ରାଏଲ୍ ଲକ୍ମନ୍କେ କଇରଇଲା ।"
ଏଟା ସୁନି ସେମନ୍ ମାପ୍ରୁ ଜିସୁର୍ ନାଉଁ ଦାରି ଡୁବନ୍ ନେଲାଇ । ପାଉଲ୍ ସେମନର୍ ଉପ୍ରେ ଆତ୍ ଚିଇଲା ଆରି ସୁକଲ୍ ଆତ୍ମା ତାକର୍ଟାନେ ଉତର୍ଲା । ସେମନ୍ ବିନ୍ ବିନ୍ ବାସାଇ କାତା କଇଲାଇ ଆରି ପରମେସରର୍ ସୁବ୍ କବର୍ ଜାନାଇଲାଇ ।
ଏଟା ସୁନି ସେମନ୍ ମାପ୍ରୁ ଜିସୁର୍ ନାଉଁ ଦାରି ଡୁବନ୍ ନେଲାଇ ।
ପାଉଲ୍ ସେମନର୍ ଉପ୍ରେ ଆତ୍ ଚିଇଲା ଆରି ସୁକଲ୍ ଆତ୍ମା ତାକର୍ଟାନେ ଉତର୍ଲା । ସେମନ୍ ବିନ୍ ବିନ୍ ବାସାଇ କାତା କଇଲାଇ ଆରି ପରମେସରର୍ ସୁବ୍ କବର୍ ଜାନାଇଲାଇ ।
ଆରି କାଇକେ ଅଲ୍ସମ୍ କଲୁସ୍ନି ? ଉଟ୍, ଡୁବନ୍ ନେ, ଆରି ତାକେ ପାର୍ତନା କରି ତର୍ ସବୁ ପାପେଅନି ପରିଚଲ୍ ଅ ।"
କାଇକେବଇଲେ ଜଅନ୍ ପାନିତେଇ ଡୁବନ୍ ଦେଇରଇଲା, ମାତର୍ କେତେ ଦିନ୍ ବିତ୍ରେ ପର୍ମେସର୍ ତମ୍କେ ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।"
ମାତର୍ ସୁକଲ୍ ଆତ୍ମା ତମର୍ ଉପ୍ରେ ଉତର୍ଲେ, ତମେ ପୁରାପୁରୁନ୍ ବପୁ ଅଇସା ଆରି ଜିରୁସାଲମ୍, ଜିଉଦାର୍ ସବୁଟାନେ, ସମିରଣ୍ ଆରି ଜଗତର୍ ସାରାସାରି ଜାକ ମର୍ ନାଉଁ ଦାରି ସାକି ଅଇସା ।"
ସେମନ୍ ପାର୍ତନା କରିସାରାଇଲା ପଚେ ଜନ୍ ଜାଗାଇ ରୁଣ୍ଡିରଇଲାଇ, ସେଟା ଚୁଲ୍ବୁଲିଗାଲା । ସେମନ୍ ସବୁ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲା । ଆରି ନ ଡର୍ତେ ପର୍ମେସରର୍ କାତା ଜାନାଇବାର୍ ଦାର୍ଲାଇ ।
ସବୁଲକ୍ ଡୁବନ୍ ନେଲା ପଚେ ଜିସୁ ମିସା ଡୁବନ୍ ନେଲା । ଆରି ପାର୍ତନା କର୍ବାବେଲେ, ଏଦେ ଦେକା ! ବାଦଲ୍ ଉଗାଡିଅଇଗାଲା, ଆରି ସୁକଲ୍ ଆତ୍ମା ପରୁଆର୍ ଗାଗଡ୍ ଦାରି ଉତ୍ରି ଆସି, ଜିସୁର୍ ଉପ୍ରେ ବସ୍ଲା । ସର୍ଗେଅନି ଗଟେକ୍ ଏନ୍ତାରି ସବଦ୍ ଆଇଲା, "ତୁଇସେ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ଅଇଲିନି ।"
ତେବେ ତମେ କରାପ୍ ଲକ୍ ଅଇଲେ ମିସା, ନିଜର୍ ନିଜର୍ ପିଲାମନ୍କେ ନିକ ନିକ ବିସଇ ଦେବାର୍ ଜାନାସ୍ । ତେବେ ଜନ୍ ବାବା ସର୍ଗେଅନି ଦାନ୍ କଲାନି, ସେ ଜାନେ, ସେ ତାକେ ମାଙ୍ଗ୍ବା ଲକ୍କେ କେତେକ୍ ଅଦିକ୍ ସୁକଲ୍ ଆତ୍ମା ଦେଇସି !"
Um batismo
Em um Espírito fomos todos batizados em um só corpo. O batismo é um só, assim como um só é o Senhor e uma só é a fé.
କାଇକେବଇଲେ ଆମେ ସବୁ ଜିଉଦି ଅଇଲେ କି ଜିଉଦି ନ ଅଇଲେ ମିସା, ଗତିଦାଙ୍ଗ୍ଡା ଅଇଲେ କି ନିଜର୍ ଇସାବେ ଚଲାଚଲ୍ତି କଲେ ମିସା ପର୍ମେସରର୍ ସେ ସମାନ୍ ଗଟେକ୍ ଆତ୍ମାର୍ ଲାଗି, ଗଟେକ୍ ଗାଗଡ୍ ଅଇବାକେ ଡୁବନ୍ ନେଇଆଚୁ । ଆରି ଏ ସମାନ୍ ସୁକଲ୍ ଆତ୍ମା ପାଇଆଚୁ ।
କାଇକେବଇଲେ ଆମେ ସବୁ ଜିଉଦି ଅଇଲେ କି ଜିଉଦି ନ ଅଇଲେ ମିସା, ଗତିଦାଙ୍ଗ୍ଡା ଅଇଲେ କି ନିଜର୍ ଇସାବେ ଚଲାଚଲ୍ତି କଲେ ମିସା ପର୍ମେସରର୍ ସେ ସମାନ୍ ଗଟେକ୍ ଆତ୍ମାର୍ ଲାଗି, ଗଟେକ୍ ଗାଗଡ୍ ଅଇବାକେ ଡୁବନ୍ ନେଇଆଚୁ । ଆରି ଏ ସମାନ୍ ସୁକଲ୍ ଆତ୍ମା ପାଇଆଚୁ ।
କିରିସ୍ଟକେ ମୁକା ମୁକା କରି ବାଗ୍ ବାଗ୍ କଲାପାରା ଦଲ୍ ଅଇଆଚାସ୍ । ମୁଇ ପାଉଲ୍, ତମର୍ ପାଇ କୁର୍ସେ ମରିରଇଲି କି ? କି ତମେ ପାଉଲର୍ ନାଉଁ ଦାରି ଡୁବନ୍ ନେଇରଇଲାସ୍ ?
ସେଟାର୍ପାଇଁ କିରିସ୍ପ ଆରି ଗାଅକେ ଚାଡ୍ଲେ ତମର୍ ବିତ୍ରେ ଆରି କାକେ ମିସା ଡୁବନ୍ ଦେଇ ନାଇ ବଲି ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି । ତମେ ମର୍ ନାଉଁ ଦାରି ଡୁବନ୍ ନେଇଆଚାସ୍ ବଲି କେଡେବେଲେ କେ ମିସା କଇଦେବାଇ । ଉଁ ତିପାନ୍କେ ଆରି ତାର୍ କୁଟୁମର୍ ଲକ୍କେ ମିସା ଡୁବନ୍ ଦେଇରଇଲି । ଆରି କାକେ ଡୁବନ୍ ଦେଲିଆଚି କି ନାଇ ବଲି ମକେ ଏତ୍ ଆସେ ନାଇ । କାଇକେବଇଲେ କିରିସ୍ଟ ମକେ ଡୁବନ୍ ଦେବାକେ ପାଟାଏ ନାଇ, ନିମାନ୍ କବର୍ ଜାନାଇବାକେ ପାଟାଇଲା ଆଚେ । ଜଦି ଲକ୍ମନର୍ ଗିଆନ୍ ଇସାବେ ସେଟା ମୁଇ କର୍ତି, ସେନ୍ତାର୍ ଆଲେ କିରିସ୍ଟର୍ କୁର୍ସର୍ କବରର୍ ବପୁ ଉନା ଅଇତା ।
ଏଲେମିସା ସେଡ୍କିବେଲା ଜାକ ଏ ଲକ୍ ସେ ଆକା ବଲି ମୁଇ ଜାନି ନ ରଇଲି । ମାତର୍ ପାନିତେଇ ଡୁବନ୍ ଦେବାକେ ପାଟାଇରଇଲା ପର୍ମେସର୍ ମକେ କଇରଇଲା, ଜେଡେବେଲା ଗଟେକ୍ ଲକର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ଆଇବାଟା ତୁଇ ଦେକ୍ସୁ, ସେସେ ଅଇଲାନି ତୁଇ କଜ୍ବା ଲକ୍ । ସେ ଲକ୍ ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।
ଏଲେମିସା ସେଡ୍କିବେଲା ଜାକ ଏ ଲକ୍ ସେ ଆକା ବଲି ମୁଇ ଜାନି ନ ରଇଲି । ମାତର୍ ପାନିତେଇ ଡୁବନ୍ ଦେବାକେ ପାଟାଇରଇଲା ପର୍ମେସର୍ ମକେ କଇରଇଲା, ଜେଡେବେଲା ଗଟେକ୍ ଲକର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ଆଇବାଟା ତୁଇ ଦେକ୍ସୁ, ସେସେ ଅଇଲାନି ତୁଇ କଜ୍ବା ଲକ୍ । ସେ ଲକ୍ ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।