A carne
A carne representa a natureza pecaminosa que milita contra o Espírito. A Bíblia ensina que os que pertencem a Cristo crucificaram a carne com suas paixões e desejos.
Carne versus Espírito
Os que são segundo a carne inclinam-se para as coisas da carne. O nascido da carne é carne; o nascido do Espírito é Espírito.
ଜନ୍ ଲକ୍ମନ୍ ମୁନୁସର୍ ଚଲାଚଲ୍ତି ଇସାବେ ଜିଉନା କାଉନା କର୍ତେରଇବାଇ, ସେମନ୍ ନିଜର୍ ଗାଗଡର୍ ମନ୍ କର୍ବାଟା ଚିନ୍ତା କର୍ତେରଇବାଇ । ମାତର୍ ଜନ୍ ଲକ୍ମନ୍ ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ କାମ୍କର୍ବାଇ, ସେମନ୍ ସୁକଲ୍ଆତ୍ମା ଜନ୍ ବିସଇ କର୍ବାକେ ମନ୍ କୁରାଇସି, ସେଟା କର୍ବାଇ । ମୁନୁସର୍ ଚଲାଚଲ୍ତି ଇସାବେ ଗାଲେ ମରନର୍ ଦସା ଅଇସି, ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ ଗାଲେ ଜିବନ୍ ଆରି ସାନ୍ତି ମିଲ୍ସି । ଜଦି ଗଟେକ୍ ଲକ୍ ତାର୍ ଗାଗଡର୍ ମନ୍ କଲା ଇସାବେ ଚଲାଚଲ୍ତି କର୍ସି, ସେ ପରମେସରର୍ ବିରଦି ଅଇସି । କାଇକେ ବଇଲେ ସେ ପରମେସରର୍ ନିୟମ୍ ମାନେ ନାଇ, ସେ ସେଟା କର୍ବାକେ ନାପାରେ । ଜନ୍ ଲକ୍ମନ୍ ମୁନୁସର୍ ଚଲାଚଲ୍ତି ଇସାବେ କାମ୍ କଲାଇନି, ସେମନ୍ ପର୍ମେସର୍କେ ସାର୍ଦା କରିନାପାରତ୍ ।
ଜଦି ସତଇସେ ପରମେସରର୍ ସୁକଲ୍ଆତ୍ମା ତମର୍ ବିତ୍ରେ ଆଚେ, ତେବେ ତମେ ଆରି ମୁନୁସର୍ ଚାଲିଚଲନ୍ ପାରା ଜିଉନାକାଉନା କରିନାପାରାସ୍, ମାତର୍ ଜିବନେ ସୁକଲ୍ ଆତ୍ମାର୍ ଆଦେସ୍ ମାନ୍ସା । ଜାର୍ତେଇ କିରିସ୍ଟର୍ ଆତ୍ମା ନାଇ, ସେ କେବେ ମିସା ତାକର୍ ଲକ୍ ଅଇନାପାରେ ।
ତେବେ ଆମେ ଜେତ୍କି ଲକ୍ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଆଚୁ, ଆମର୍ପାଇଁ ଆରି ପର୍ମେସରର୍ ଡଣ୍ଡ୍ ନାଇ । ଜିସୁ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ ସୁକଲ୍ଆତ୍ମା ଆମ୍କେ ନୁଆ ଜିବନ୍ ଦେଲାଆଚେ । ତେଇଅନି, ପାପ୍ କଲେ ମର୍ବା ନିୟମେଅନି, ଆମ୍କେ ମୁକ୍ଲାଇ ଆଚେ । ସେ ଆମର୍ ଗୁନ୍ଚଲନ୍ ନିକ ନ ରଇଲାକେ, ମସା ଦେଇରଇବା ରିତିନିତି ମାନୁ ନାଇ । ତେଇ ନିୟମ୍ ସାଇଜ କରି ନାପାର୍ଲା । ମାତର୍ ସେଟା ପର୍ମେସର୍ କରିଆଚେ । ସେ ଆମର୍ ପାରା ପାପିମନର୍ ଗଟେକ୍ ଗାଗଡ୍ ଦାରାଇ ତାର୍ ପଅକେ ପାଟାଇଲା । ଆରି ସେ ଏନ୍ତାରିକରି ଆମର୍ ଉପ୍ରେ ରଇବା ପାପର୍ ସାସନ୍ କୁରୁପ୍ନାସ୍ କଲା । ଆମେ ଜେନ୍ତାରି କି ନିୟମର୍ ସବୁ ଆଦେସ୍ ମାନିକରି ରଇବୁ, ସେଟାର୍ ପାଇ ପର୍ମେସର୍ ଏନ୍ତି କଲାଆଚେ । ଆମେ ଏବେ ମୁନୁସର୍ ଚଲାଚଲ୍ତି ନ କରି ସୁକଲ୍ଆତ୍ମାର୍ ବାଟେ ଇଣ୍ଡ୍ଲେସେ ଏନ୍ତି କରିଅଇସି ।
କାଇକେବଇଲେ ସେନ୍ତି କଲେ, ତମେ ମର୍ସା ମାତର୍ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ନିଜର୍ ପାପ୍ଚଲନ୍ ନସ୍ଟ କରି ଆରି ପାପ୍ କାମ୍ ନ କରାସ୍, ତେବେସେ ତମେ ବଁଚ୍ସା । ଜନ୍ ଲକ୍ମନ୍ ପରମେସରର୍ ଆତ୍ମା ଇସାବେ ଚାଲ୍ଲାଇନି, ସେମନ୍ସେ ପରମେସରର୍ ପିଲାଟକି ।
ଏଟା ମର୍ ବିତ୍ରେ ଗଟେକ୍ କାମ୍କର୍ବା ନିୟମ୍ ବଲି ମନେ ଅଇଲାନି । ଜନ୍ଟା ନିକ, ସେଟା ମୁଇ କର୍ବାକେ ଗାଲାବେଲେ, ଅବ୍କା କାରାପ୍ ବିସଇସେ କଲିନି । ପରମେସରର୍ ନିୟମ୍ ନାମ୍ବାକେ ମୁଇ ବେସି ମନ୍ କଲିନି, ମାତର୍ ମର୍ ମନ୍ କଲା ବିରଦେ ମର୍ ଗାଗଡ୍ ତେବାଇବା ବିଦି ସବୁବେଲେ ଜୁଇଦ୍ କଲାନି । ମର୍ ଗାଗ୍ଡେ କାମ୍କର୍ତେ ରଇବା ସବୁ ପାପ୍ ମକେ ବନ୍ଦି କରି ସଙ୍ଗଇଲା ଆଚେ ।
ଜେତେଦିନ୍ ଜାକ ଆମେ ଗାଗଡ୍ ମନ୍ କଲା ଇସାବେ ବାନ୍ଦିଅଇରଇଲୁ, ନିୟମ୍ ଆମ୍କେ ନାଇ ବଲି କଇତେରଇଲା । ସେଟା ଆମର୍ ପାପ୍ ଅଦିକ୍ ଅଦିକ୍ କରାଇତେ ରଇଲା । ଆରି ଆମେ ମରନ୍ ବାଟେ ଜାଇତେରଇଲୁ ।
ଗଟେକ୍ ନର୍ ଲକ୍ ତାର୍ ନର୍ ମାଆ ବାବାର୍ତେଇଅନି ଜନମ୍ ଅଇସି । ମାତର୍ ସୁକଲ୍ ଆତ୍ମା ତାର୍ ଆତ୍ମାଇ ନୁଆ ଜିବନ୍ ଦେଇସି ।
ପର୍ମେସରର୍ ଆତ୍ମାସେ ଜିବନ୍ ଦେଇପାରେ । ମୁନୁସର୍ ବପୁ କାଇଟା କରିନାପାରେ । ପର୍ମେସରର୍ ଜିବନ୍ ଦେବା ଆତ୍ମା ତମେ ଜେନ୍ତାରିକି ଜାନି ପାର୍ସା ? ସେଟାର୍ପାଇଁ ମୁଇ ଏ କାତା କଇଲିଆଚି ।
Vencer a carne
Andai no Espírito e não cumprireis os desejos da carne. Os que são de Cristo crucificaram a carne com suas paixões.
ମର୍ କଇବା କାତା ଅଇଲାନି, କେନ୍ତି ଚଲାଚଲ୍ତି କର୍ବାର୍ ସେଟା ସୁକଲ୍ଆତ୍ମା ତମ୍କେ ସିକାଅ । ସେନ୍ତି ବଇଲେ, ତମେ ଆରି ଲକର୍ ଚଲନ୍ ଆରି ଲାଲ୍ସା ବାଟେ ନ ଜାଆସ୍ ।
ଗାଗଡର୍ କାମ୍ମନ୍ ତା ନିକ ସଙ୍ଗ୍ ଜାନା ପଡ୍ଲାନି, ବେସିଆ କାମ୍ କର୍ବାଟା, ସୁକଲ୍ ନଇଲାଟା, କାରାପ୍ ଇସାବେ ଦେକ୍ବାଟା, ପୁତ୍ଲାପୁଜା କର୍ବାଟା, ଜାଦୁବିଦିଆ କର୍ବାଟା, ଲାଗାଜଡା କରି ସତ୍ରୁ ଅଇବାଟା, ଆଁକାର୍ ଅଇବାଟା, ରିସା ଅଇବାଟା, କାମ୍ ଅଇଲାପଚେ ପାଚାରି ନ ଦେକ୍ବାଟା, ଦଲ୍ବିରଦି ଅଇବାଟା, କିରମାର୍ ଅଇବାଟା, ଇଁସାତଲା ଅଇବାଟା, ମାତୁଆଲ୍ ଅଇବାଟା, ମଜାମଜ୍ଲିସ୍ ଅଇବାଟା, ଏ ସବୁ କାମ୍ମନ୍ ମୁଇ ଆଗ୍ତୁ ଜେନ୍ତି ତମ୍କେ କଇରଇଲି, ସେଟାର୍ ପାଇ ଆରିତରେକ୍ କଇଦେଲିନି ଜେ, ଜନ୍ ଲକ୍ମନ୍ ଏନ୍ତାରି କାମ୍ କର୍ବାଇ, ସେମନ୍ ପରମେସରର୍ ରାଇଜେ ପୁର୍ବା ଅଦିକାର ପାଇ ନାପାରତ୍ ।
ଜନ୍ ଲକ୍ମନ୍ କିରିସ୍ଟ ଜିସୁର୍, ସେମନ୍ ତାକର୍ ଗାଗଡ୍କେ ତାର୍ ମନ୍ କର୍ବାଟା ଆରି ଆସା କର୍ବାଟା ସଙ୍ଗ୍ କୁର୍ସତେଇ ମରାଇ ଆଚତ୍ ।
ଏ ବାଇବଇନିମନ୍, ନିୟମର୍ ଡଣ୍ଡେଅନି ମୁକ୍ଲାଇ ଅଇବାକେ ପର୍ମେସର୍ ତମ୍କେ ଡାକ୍ଲାଆଚେ । ମାତର୍ ଜାଗ୍ରତ୍, ଏବେ ଆରି ଗାଗଡର୍ ମନ୍ କର୍ବାଟା ସବୁ ପୁରାପୁରୁନ୍ କରିଅଇସି ବଲି କୁଆନାଇ । ମାତର୍ ଆଲାଦେଅନି ଚଲାଚଲ୍ତି ଅଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସେବା କରା ।
ଜେ ନିଜର୍ ଗାଗଡର୍ ଗୁନ୍ଚଲନ୍ ଇସାବେ ବୁନ୍ସି, ସେ ଗାଗ୍ଡେଅନି ବାରଇବା ମରନର୍ କେତ୍ କାଟ୍ସି । ମାତର୍ ଜେ ଆତ୍ମାର୍ ଇସାବେ ବୁନ୍ସି, ସେ ଆତ୍ମାଇଅନି ବାରଇଲା ନ ସାର୍ବା ଜିବନ୍ପାରା କେତ୍ କାଟ୍ସି ।
ସେ କାରାପ୍ ଚଲାଚଲ୍ତି ତେଇ ଲକ୍ମନ୍ ଜାଇଟା ମନ୍ କର୍ବାଇ, ଲକ୍ମନ୍ ଦେକିକରି ଲାଲ୍ସା ଅଇବାଟା, ସବୁ ବିସଇ ରଇଲାର୍ପାଇ ବଡ୍ପନ୍ ଅଇବାଟା ଏ ସବୁ ରଇସି । ଏ ରକାମ୍ ଚଲାଚଲ୍ତି ଏ କାରାପ୍ ଜଗତର୍ ଲାଗି ଅଇଲାଆଚେ । ଆମର୍ ବାବା ପର୍ମେସର୍ ଏନ୍ତାରି କର୍ବାକେ ଆମ୍କେ ତିଆରେନାଇ ।
ତମେ କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ସୁନତ୍ ଅଇଲାପାରା ଅଇଆଚାସ୍ । ଜେନ୍ତିକି ତମର୍ ପାପର୍ ଗୁନ୍ଚଲନେ ଅନି ମୁକ୍ଲିଆଚାସ୍ । ଗାଗଡ୍ ଇସାବେ ସୁନତ୍ ଅଇଆଚାସ୍ ବଲି ମୁଇ କଇନାଇ, ମାତର୍ କିରିସ୍ଟସେ ତମର୍ ପାପର୍ ଗୁନ୍ଚଲନେଅନି ମୁକ୍ଲାଇଆଚେ ।
ଜେନ୍ତିକି ପରିକାର୍ ବେଲାଇ ନ ଆରିଜିବାକେ, ଜାଗିରଇ ପାର୍ତନା କରା । କାଇକେ ବଇଲେ ଆତ୍ମା କର୍ବି ବଲି ମନ୍ କଲାନି, ମାତର୍ ଗାଗଡ୍ ନିଚି ବଇଲାନି ।"
ଏ ବାଇବଇନିମନ୍, ମୁଇ କଇବା ଅରତ୍ ଅଇଲାନି ବନି ମାଉଁସ୍ ରଇବା ଗାଗଡ୍ ପର୍ମେସରର୍ ରାଇଜେ ମିସିନାପାରତ୍ । ଆରି ଜନ୍ ଗାଗଡ୍ ମର୍ବାଇ, ସେମନ୍କେ ନ ସାର୍ବା ଜିବନ୍ ଦେଇ ନଏଁ ।