Casal
O casal cristão é parceria abençoada por Deus. Juntos são mais fortes. O amor mutual, a paciência e a submissão ao Senhor são os pilares do casamento que honra a Deus.
Unidos em Cristo
Eu e minha casa serviremos ao Senhor. O vínculo perfeito é o amor que tudo suporta e tudo espera.
ଆମେ ବାଇମନ୍କେ ଆଲାଦ୍ କଲେ ଦାପେ ରିସା ନ ଅଇ ଦୟା ଦେକାଇବୁ । ଆଁକାର୍ ନ ଅଇ, ବଡ୍ପନ୍ ନ ଅଇ ଲକ୍ମନ୍କେ ନିଜର୍ ତଲିଆ ନ ଦେକୁ । ଆମେ କାରାପ୍ ବେବାର୍ ନ କରୁ, ନିଜେ ପାଇବାକେ ମନ୍ ନ କରୁ । ଦାପେ ବିର୍ବିରା ନ ଅଉଁ ଆରି ଆଗେ କଲା ବୁଲ୍ କାମ୍ମନର୍ ଇସାବ୍ ନ କରୁ । ଆମେ ଦରମ୍ ନଇଲାଟାକେ ଦେକି ସାର୍ଦା ନ ଅଉଁ, ମାତର୍ ସତ୍ ଟାନେ ସାର୍ଦା ଅଇବୁ । ସବୁ ବିସ୍ବାସ୍ କର୍ବୁ, ସବୁଟା ଆସାକର୍ବୁ, ସବୁବିସଇ ମୁରଚ୍ବାଟା ନ ଚାଡୁ ।
ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି । ତମେ ସବୁଲକ୍ ଗଟେକ୍ ଗାଗ୍ଡେ ରଇବା ବିନ୍ ବିନ୍ଟା ଅଇଲାର୍ ପାଇ, କର୍ବା ସବୁ କାମେ କିରିସ୍ଟ ତମ୍କେ ବାଟ୍ ଦେକାଅ । ସେ ତମ୍କେ ସାନ୍ତି ଦେଲା ଆଚେ । ତମେ ସାନ୍ତି ସଙ୍ଗ୍ ରଇବାକେ ସେ ତମ୍କେ ବାଚ୍ଲାଆଚେ । ଆରି ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
କିରିସ୍ଟର୍ ବାକିଅ ଦିଆନ୍କରି ଲାଗିରୁଆ । ତମର୍ ତମର୍ ବିତ୍ରେ ସିକିକରି ଜାଗ୍ରତ୍ ଅଇରୁଆ । ଏଟା ଗିଆନ୍ ସଙ୍ଗ୍ କରା । ଗିତ୍ ସଙ୍ଗିତା ବଇର୍ ଗିତ୍ମନ୍, ବିନ୍ ଗିତ୍ମନ୍ ଆରି ସୁକଲ୍ ଗିତ୍ମନ୍ କଇତେରୁଆ । ମନ୍ବିତ୍ରେ ଦନିଅବାଦ୍ କଇକରି ପର୍ମେସର୍କେ ଗିତ୍ କଇତେରୁଆ । ତମେ କାଇଟା ମିସା କଇଲେ କି କଲେ, ସେ ସବୁ ମାପ୍ରୁ ଜିସୁର୍ ନାଉଁଦାରି ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି ।
ଜାଗର୍ତା, କେ ମିସା କାର୍ଆଲେ ଅନିଆଇର୍ ବାଦୁଲେ ଅନିଆଇ ନ କରା । ତାର୍ ବାଦୁଲେ ନିଜର୍ ନିଜର୍ ବିତ୍ରେ ଆରି ସବୁଲକର୍ ପାଇ ସବୁବେଲେ ମଙ୍ଗଲ୍ କର୍ବାକେ ଚେସ୍ଟା କରା ।
ଆରି ସେମନ୍ ଅଲ୍ଗା ନ ଅଅତ୍, ମିସି ରଇବାଇ । ସେମନ୍ ଦୁଇଲକ୍ ଇସାବେ ନ ରଅତ୍ । ଜନ୍ ଲକ୍ମନ୍କେ ପର୍ମେସର୍ ଜଡିଆଚେ, ଲକ୍ମନ୍ ସେମନ୍କେ ବେଗ୍ଲାଇବାଟା ଟିକ୍ନାଇ ।"
ସେଟାର୍ପାଇଁ ପର୍ମେସର୍ ଜନ୍ ଦୁଇଲକ୍କେ ମିସାଇଆଚେ, କେ ମିସା ସେମନ୍କେ ବିନେ ନ ବେଗ୍ଲାଅତ୍ ।"
O projeto divino
Não é bom que o homem esteja só. Dois são melhores do que um — e o cordão de três dobras não se rompe facilmente.
ତାର୍ପଚେ ସବୁବେଲର୍ ମାପ୍ରୁ ପର୍ମେସର୍ କଇଲା, ନର୍ଲକ୍ ଏକ୍ଲା ରଇବାଟା ଟିକ୍ ନାଇ, ମୁଇ ତାର୍ ପାଇଁ ସବୁବେଲେ ରଇ ଜିଇବା କାଇବାକେ ଗଟେକ୍ ମାଇଜି ଟକି ତିଆର୍ କର୍ବି ।
ସେଟାର୍ ପାଇଁ ମୁନୁସ୍ ନିଜର୍ ଆୟା ବାବାକେ ଚାଡି କରି ନିଜର୍ ମାଇଜିର୍ ଲଗେ ବାନ୍ଦିଅଇ କରି ରଇସି, ଆରି ସେମନ୍ ଗଟେକ୍ ଅଇ ରଇବାଇ ।
ସେଟାର୍ ପାଇଁ ମୁନୁସ୍ ନିଜର୍ ଆୟା ବାବାକେ ଚାଡି କରି ନିଜର୍ ମାଇଜିର୍ ଲଗେ ବାନ୍ଦିଅଇ କରି ରଇସି, ଆରି ସେମନ୍ ଗଟେକ୍ ଅଇ ରଇବାଇ । ଆଦମ୍ ଆରି ତାର୍ ମାଇଜି, ଦୁଇଲକ୍ ନାଙ୍ଗ୍ଲା ନାଙ୍ଗ୍ଲି ଅଇ ରଇଲେ ମିସା ସେମନ୍ ଲାଜ୍ ନ ଅଇତେ ରଇଲାଇ।
ତାର୍ପଚେ ପର୍ମେସର୍ କଇଲା, ମର୍ ନିଜର୍ ବାନିମୁର୍ତି ପାରା ଆରି ନିଜର୍ ପାରା କରି ଗଟେକ୍ ନର୍କେ ତିଆର୍ କର୍ବି। ସେମନ୍ ପାନି ତେଇ ଜିଇବା ମାଚ୍ ମନ୍କେ ଆରି ଉଡି ବୁଲ୍ବା ଚଡଇ ମନ୍କେ ଆରି ପସୁମନ୍କେ ଆରି ସବୁ ପୁର୍ତିବିର୍ ବୁଏଁ ପେଟ୍ ସଙ୍ଗ୍ ରାଙ୍ଗ୍ବା ଜିବ୍ଜନ୍ତୁ ସବୁକେ ସାସନ୍ କର୍ସି। ସବୁ ଦିନର୍ ପର୍ମେସର୍ ନିଜର୍ ବାନିମୁର୍ତି ସଙ୍ଗ୍ ନର୍ ଜାତିକେ ତିଆର୍ କଲା, ପର୍ମେସର୍ ତାର୍ ନିଜର୍ ବାନି ମୁର୍ତି ପାରା ତାକେ ମୁନୁସ୍ ଆରି ମାଇଜି କରି ପର୍ମେସର୍ ସେମନ୍କେ ତିଆର୍ କଲା । ଆରି ପର୍ମେସର୍ ସେମନ୍କେ ଆସିର୍ବାଦ୍ କଲା; ଆରି, ପର୍ମେସର୍ ସେମନ୍କେ କଇଲା, ତମର୍ ଜାତିକୁଲ୍ ବେସି ଅଅତ୍, ଆରି ପୁର୍ତିବିସାରା ପୁରାପୁରୁନ୍ ଅଇକରି ବାସା ଅଅତ୍, ଆରି ପାନିଲଗେ ରଇବା ମାଚ୍ ମନ୍କେ ଆରି ଉଡିବୁଲ୍ବା ଚଡଇ ମନ୍କେ ଆରି ପେଟ୍ ସଙ୍ଗ୍ ରାଙ୍ଗ୍ବା ଜିବ୍ଜନ୍ତୁମନର୍ ଉପ୍ରେ ସାସନ୍ କରା ।
ତମେ ବେସି ଲକ୍ ଉଆ ଆରି ବେସି ବଁସ୍ ଉଆ ଆରି ପୁର୍ତିବି ତେଇ ପୁରାପୁରୁନ୍ ଉଆ,
ଗଟେକ୍ଲକର୍ ତେଇଅନି ଦୁଇଲକ୍ ନିକ, କାଇକେବଇଲେ ସେମନ୍ ନିଜର୍ ନିଜର୍ କସ୍ଟ କଲା ପଲ୍, ପାଇବାଇ।
Amor conjugal
Maridos, amai vossas mulheres. A mulher virtuosa é achada de Deus. Cresçam juntos em graça e verdade.
ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା ।
ସେନ୍ତାରିସେ ମୁନୁସ୍ମନ୍ ନିଜର୍ ଗାଗଡ୍କେ ଜତନ୍ କରି ଆଲାଦ୍ କଲାପାରା ନିଜର୍ ମାଇଜିମନ୍କେ ସେନ୍ତାରି କରା । ଜେ ନିଜର୍ ମାଇଜିକେ ଆଲାଦ୍ କର୍ସି, ସେ ନିଜ୍କେ ମିସା ଆଲାଦ୍ କର୍ସି । କେ ମିସା କେବେ ନିଜର୍ ଗାଗଡ୍କେ ଗିନ୍ ନ କରେ । ମାତର୍ ତାର୍ପାଇ ଦୁଆପୁଚା କରି କାଦି କୁଆଇସି । ଜେନ୍ତାରି କି କିରିସ୍ଟ ତାର୍ ମଣ୍ଡଲିର୍ ପାଇ ଜତନ୍ କଲାନି ।
ଏଟାର୍ପାଇ ଦରମ୍ ସାସ୍ତରେ ଲେକାଅଇଆଚେ ମୁନୁସ୍ ତାର୍ ନିଜର୍ ଆୟା ବାବାକେ ଚାଡି ନିଜର୍ ମାଇଜିର୍ ସଙ୍ଗ୍ ମିସି ଜାଇସି । ଆରି ସେ ଦୁଇଲକ୍ ମିସି ଗଟେକ୍ ଅଇବାଇ ।
ସବୁ ରକାମର୍ କୁଟ୍ କାତା ଚିନ୍ତା କର୍ବାଟା, ରିସା ଅଇବାଟା,କିରଜାଟି କର୍ବାଟା, ନିନ୍ଦା କାତା କଇବାଟା, ଇଁସା ତଲା ଅଇବାଟା, ଏ ସବୁଜାକ ତମର୍ଟାନେ ଅନି ଦୁରିକେ ସଙ୍ଗୁଆ । ତାର୍ ବାଦୁଲେ ତମର୍ ତମର୍ ବିତ୍ରେ ମାନାମାନି ଅଇକରି ଆଲାଦ୍ ସଙ୍ଗ୍ ଦରମ୍ ଅଇ ରୁଆ । ଜେନ୍ତିକି କିରିସ୍ଟର୍ ଲାଗି ପର୍ମେସର୍ ତମ୍କେ କେମା କରିଦେଲା ଆଚେ । ତମେମନ୍ ମିସା ସେ ରକାମ୍ ନିଜର୍ ନିଜର୍ ବିତ୍ରେ କେମା କରାକରି ଉଆ ।
ତମର୍ ବିତ୍ରେ ମିଚ୍ କଇବାଟା ଚାଡିଦିଆସ୍, ନିଜର୍ ନିଜର୍ ବିତ୍ରେ ସତ୍ କୁଆକୁଇ ଉଆ । କାଇକେବଇଲେ ଆମେ ସବୁଲକ୍ ଗଟେକ୍ ଗାଗଡର୍ ବିନ୍ ବିନ୍ ବାଗ୍ ଅଇଲୁଆଚୁ । ଜେଡେବେଲେ ରିସା ଆଇଲେ, ସେଡେବେଲେ ପାପ୍କରା ନାଇ । ବେଲ୍ ନ ବୁଡ୍ତେ ତମର୍ ରିସା ଚାଡି ଦିଆସ୍ । ତମ୍କେ ପାପ୍ କରାଇବା ସଇତାନ୍କେ ଜାଗା ଦିଆସ୍ନାଇ । ଜେ ଚରାଇତେ ରଇଲା, ସେ ଆରି ନ ଚର୍ ଅଅ । ମାତର୍ ନିଜେ ତାର୍ ଜିଉନା କାଉନାର୍ ପାଇ କାଇଆଲେ ନିକ କାମ୍ କର । ସେନ୍ତାର୍ଆଲେ ଅର୍କିତ୍ ଲକ୍ମନ୍କେ ଦେବାକେ ତାର୍ଟାନେ କାଇଟା ମିସା ରଇସି । ଜନ୍ କାତା ବିନ୍ଲକ୍ମନ୍କେ ଲଡାକେ ନ ଆସେ, ସେନ୍ତାରି କାତା ତମର୍ ଟଣ୍ଡେ ଅନି ନ ବାରଅ । ତାର୍ବାଦୁଲେ ସେମନ୍କେ ସାର୍ଦା କରାଇ ବପୁ ଆଇବା କାତା କୁଆ । ଜେନ୍ତାରିକି ସୁନ୍ବା ଲକ୍ମନ୍ ତାକର୍ ଲଡାକେ ଆଇବା ବେଲାଇ ସେଟା ସୁନିକରି ସାର୍ଦା ଅଇବାଇ । ପର୍ମେସରର୍ ସୁକଲ୍ ଆତ୍ମାକେ ଦୁକ୍ ଦିଆସ୍ ନାଇ । ତାକେ ମୁକଲ୍ବା ଦିନ ଜାକ ଗଟେକ୍ ଚିନ୍ ଇସାବେ ସେ ତମ୍କେ ଦେଲାଆଚେ । ସବୁ ରକାମର୍ କୁଟ୍ କାତା ଚିନ୍ତା କର୍ବାଟା, ରିସା ଅଇବାଟା,କିରଜାଟି କର୍ବାଟା, ନିନ୍ଦା କାତା କଇବାଟା, ଇଁସା ତଲା ଅଇବାଟା, ଏ ସବୁଜାକ ତମର୍ଟାନେ ଅନି ଦୁରିକେ ସଙ୍ଗୁଆ । ତାର୍ ବାଦୁଲେ ତମର୍ ତମର୍ ବିତ୍ରେ ମାନାମାନି ଅଇକରି ଆଲାଦ୍ ସଙ୍ଗ୍ ଦରମ୍ ଅଇ ରୁଆ । ଜେନ୍ତିକି କିରିସ୍ଟର୍ ଲାଗି ପର୍ମେସର୍ ତମ୍କେ କେମା କରିଦେଲା ଆଚେ । ତମେମନ୍ ମିସା ସେ ରକାମ୍ ନିଜର୍ ନିଜର୍ ବିତ୍ରେ କେମା କରାକରି ଉଆ ।
ଜନ୍ ଲକ୍ ମାଇଁଜି ପାଇସି, ସେ ନିମାନ୍ ଜିନିସ୍ ପାଇସି ଆରି ସବୁବେଲର୍ ମାପ୍ରୁର୍ ଲଗେ ଅନି ଆସିର୍ବାଦ୍ ପାଇସି ।
ବିନ୍ ଲକ୍ମନର୍ ଟାନେଅନି ନିଜେ ବଡ୍ ଅଇବାକେ ଚେସ୍ଟା କରାନାଇ । ଅବ୍କା ବଡ୍ପନ୍ କାତା କଇବାକେ କାଇ ବିସଇ ମିସା କରାନାଇ । ତାର୍ ବାଦୁଲେ ନିଜ୍କେ ସାନ୍ କରା । ବିନ୍ ଲକର୍ ଟାନେଅନି, ନିଜେ ମୁଇ ବଡ୍ ବଲି ବାବାନାଇ । ମର୍ ନିଜର୍ପାଇ କାଇଟାକଲେ ଅଦିକ୍ ନିକ ରଇସି ବଲି ଅବ୍କା ସେଟାସେ ବାବି ବାବି ରୁଆନାଇ । ବିନ୍ ଲକର୍ପାଇ ଜନ୍ ବିସଇ ନିକ ରଇସି, ସେଟାମିସା ଏତାଇରୁଆ ।
ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ । ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ । ସେଟାର୍ ପାଇ ଜିଉଦି ଆରି ଜିଉଦିନଇଲା ଲକ୍, ଗେନାଅଇଲା ଗତିଦାଙ୍ଗ୍ଡାଦାଙ୍ଗ୍ଡି କି ମୁକ୍ଲାଇଲା ଲକ୍, ମୁନୁସ୍ କି ମାଇଜି ବିତ୍ରେ, କାଇଟା ମିସା ବିନ୍ ନାଇ । ଆମେ ସବୁ ଲକ୍ ଜିସୁର୍ ସଙ୍ଗ୍ ମିସିକରି ଗଟେକ୍ ଅଇଆଚୁ ।
ବିବା ଅଇବାଟା ସବୁଲକ୍ ନିକ ବଲି ମାନତ୍ । ସବୁ ମାଇଜିମନସ୍ ମନ୍ ଗଟେକ୍ ମାଇଜି ଆରି ଗଟେକ୍ ମନସ୍ ଅଇକରି ସତ୍ସଙ୍ଗ୍ ରଇବାର୍ଆଚେ । ଜନ୍ ଲକ୍ମନ୍ ବେସିଆ କାମ୍ କରି ରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।
ତମେ ବିସ୍ବାସ୍ ନ କର୍ବା ଲକ୍ମନର୍ ସଙ୍ଗ୍ ମିସିକରି କାମ୍ କରାନାଇ । ସେ କାମ୍ କେବେମିସା ନ ଅଏ । କାଇକେବଇଲେ ସତ୍ ଆରି ମିଚ୍ ମିସାଇ ନ ଅଏ । ଉଜଲ୍ ଆରି ଆନ୍ଦାର୍ ନ ମିସତ୍ ।
ମାତର୍ ଆମେ ବିସ୍ବାସିମନର୍ପାଇ ମାଇଜି ନଇତେ ମୁନୁସ୍ ରଇ ନାପାରେ କି ମୁନୁସ୍ ନଇତେ ମାଇଜି ରଇ ନାପାରେ ।