Colheita
A colheita é princípio bíblico universal: colhemos o que semeamos. Quem semeia na fé e obediência colherá bênçãos abundantes do Senhor.
Semear e colher
Quem semeia no Espírito, do Espírito colherá vida eterna. Não nos cansemos de fazer o bem — ao tempo certo colheremos.
ଜେ ନିଜର୍ ଗାଗଡର୍ ଗୁନ୍ଚଲନ୍ ଇସାବେ ବୁନ୍ସି, ସେ ଗାଗ୍ଡେଅନି ବାରଇବା ମରନର୍ କେତ୍ କାଟ୍ସି । ମାତର୍ ଜେ ଆତ୍ମାର୍ ଇସାବେ ବୁନ୍ସି, ସେ ଆତ୍ମାଇଅନି ବାରଇଲା ନ ସାର୍ବା ଜିବନ୍ପାରା କେତ୍ କାଟ୍ସି ।
ପରମେସର୍ ନାଡାଇ ନ ଅଏ, ନିଜେ ନାଡାଇ ଉଆ ନାଇ । ଜେ ଜନ୍ଟା ବୁନିରଇସି, ସେ ସମାନ୍ଟା ଆକା କାଟ୍ସି ।
ସେଟାର୍ ପାଇ ଆମେ ନିକ କାମ୍ କରି ଲାଗି ରଇବୁ। କାଇକେ ବଇଲେ ନ ତାକ୍ଲେ ସେ ସମାନ୍ ବେଲାଇ ପସଲ୍ ପାଇବାର୍ ଅଇସି ।
ଆରି ପର୍ମେସର୍ ଜେ କି ବୁନ୍ବାକେ ବିଅନ୍ ଆରି କାଇବାକେ କାଦି ଦେଇସି, । ସେ ତମ୍କେ ଜେତ୍କି ବିଅନ୍ ଦର୍କାର୍ ସେତ୍କି ଦେଇସି । ଆରି ସେଟା ବଡିକରି ବେସି ପସଲ୍ ଅଇସି । କାଇକେବଇଲେ ତମେ ଜବର୍ ଦେଲାସ୍ନି ।
ଜନ୍ ଲକ୍ମନ୍ ସାନ୍ତିର୍ପାଇ କାମ୍ କର୍ବାଇ, ସାନ୍ତି ସଙ୍ଗ୍ ରଇକରି ଦରମର୍ ବିଅନ୍ ବୁନ୍ବାଇ, ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ, ନିକ କାମର୍ ଦାନ୍ କାଟ୍ବାଇ ।
ଜେଡେବେଲେ ଡଣ୍ଡ୍ ପାଇବୁ, ଆମେ ସାର୍ଦା ନ ଅଉଁ, ମାତର୍ ଦୁକ୍ ଅଇବୁ । ସେଟା ସତ୍, ମାତର୍ ସେ ଡଣ୍ଡ୍ ପାଇଲାତେଇଅନି କାଇକାଇଟା ସିକ୍ଲା ପଚେ, ସେଟା ନିକ ବଲି ବାବ୍ବୁ । କାଇକେବଇଲେ ସେଟା ଆମ୍କେ ସାନ୍ତିସଙ୍ଗ୍ ରଇବା ମନ୍ ଆରି ଗଟେକ୍ ଦରମ୍ ଚଲାଚଲ୍ତି କର୍ବାକେ ସାଇଜ କର୍ସି ।
Fidelidade na semeadura
Honra ao Senhor com as tuas primícias. O Senhor abrirá as janelas do céu e derramará bênção sem medida.
ତମେ ତମର୍ ଦନ୍ ଆରି ସବୁ ପର୍ତୁମ୍ ପଲ୍ଲା ପଲ୍ ସବୁବେଲର୍ ମାପ୍ରୁକେ ଦେଇ ଆଲାଦ୍ କରା ।
ଚଡଇମନ୍କେ ଦେକା, ସେମନ୍ ନ ବୁନତ୍ କି ନ କାଟତ୍, କି କଲ୍କିତେଇ ନ ସଙ୍ଗଅତ୍, ଅଇଲେ ମିସା ସରଗର୍ ବାବା ସେମନ୍କେ କାଇବାପାଇ ଜାଗାଇଲାନି । ତମେ କାଇ ସେମନର୍ତେଇଅନି ମୁକିଅ ନୁଆସ୍ କି ?