Confiança
A confiança em Deus é âncora da alma em tempos de tempestade. Quem confia no Senhor não será abalado — porque o Deus fiel sustenta, protege e guia os que nele esperam.
Confiança inabalável
Tudo posso naquele que me fortalece. O meu Deus suprirá toda necessidade. Quem confia não será confundido.
ଏ ସବୁ ଗଟ୍ନା ଆଇଲେ ମିସା ମୁଇ ମୁର୍ଚିକରି ରଇବାକେ ସିକ୍ଲିଆଚି । କାଇକେବଇଲେ, କିରିସ୍ଟ ମକେ ବପୁ ଦେଲାନି ।
ଜିସୁକିରିସ୍ଟ କରି ରଇବା କାମର୍ ଲାଗି, ବେସି ରଇବା ତାର୍ ଦନ୍ସଁପତି ଟାନେଅନି ସେ ତକେ ଲଡାକେ ଆଇବା ସବୁ ବିସଇ ଦେଇସି ।
ପର୍ମେସର୍ ଜେକି ତମର୍ ମନ୍ ବିତ୍ରେ କାମ୍ କର୍ବାକେ ଆରାମ୍କରିଆଚେ, ଜିସୁକିରିସ୍ଟ ବାଉଡିଆଇବା ଜାକ, ସେଟା କରି ସାରାଇସି ।
ଏ ସବୁର୍ତେଇଅନି ଆରି କାଇଟା କଇବାର୍ ଅଇସି ? ଜଦି ପରମେସର୍ ଆମର୍ ବାଟେ ଆଚେ, ତେବେ କେ ଆମର୍ ବିରଦି ଅଇପାର୍ସି ?
ଉପ୍ରର୍ ଦୁନିଆ କି ତଲର୍ ଦୁନିଆ, ଏ ଜଗତେ ତିଆର୍ ଅଇରଇବା କାଇ ବିସଇ ମିସା ପର୍ମେସରର୍ ବଡ୍ ଆଲାଦେ ଅନି ଆମ୍କେ ବେଗ୍ଲାଇ ନାପାରେ । ଆମର୍ ମାପ୍ରୁ ଜିସୁକିରିସ୍ଟକେ ଦେଲା ପରମେସରର୍ ସେ ବଡ୍ ଆଲାଦେ ଅନି, ଏ ସବୁ ବିସଇ ଆମ୍କେ ଦେକାଇଲା ଆଚେ । ଏଟା ମୁଇ ଜାନିଆଚି ।
Fundamento de confiança
Deus não é homem para que minta. Todas as suas promessas são firmes. Confiar em Deus é segurança absoluta.
ଡାବୁ ଆସା ଅଇକରି ତାର୍ପଚେ ପାଲାଆ ନାଇ । କାଇକେବଇଲେ ପର୍ମେସର୍ କଇଲାଆଚେ, "ମୁଇ ତମ୍କେ କେବେ ନ ପାସ୍ରି କି ନ ଚାଡି ।"
ତେବର୍ପାଇ ଆମେ ସାସ୍ ଦାରି କଇପାର୍ବୁ
ପର୍ମେସର୍ ଆକା ମକେ ସାଇଜ କର୍ସି,
ମୁଇ କେବେ ନ ଡରି
ଲକ୍ମନ୍ ମକେ କାଇଟା କରି ନାପାରତ୍ ।
ତୁଇ ମର୍ଟାନେଅନି ସତ୍ ସିକିଆ ସୁନିଆଚୁସ୍ । ସେନ୍ତାରିସେ ଚଲାଚଲ୍ତି କର୍ । ଜିସୁକିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ଏଟା ବିସ୍ବାସ୍ ଆରି ଆଲାଦ୍ ସଙ୍ଗ୍ କର୍ ।
ଏ ମର୍ ଆଲାଦର୍ ପ । ଜିସୁକିରିସ୍ଟ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାର୍ ପାଇ ଡାଟ୍ଅଇ ର ।
ତମେ ମନ୍ପରାନ୍ ଦେଇ ସବୁବେଲର୍ ମାପ୍ରୁର୍ ଲଗେ ବିସ୍ବାସ୍ କରା ଆରି ନିଜର୍ ବୁଦି ସଙ୍ଗ୍ କରା ନାଇଁ । ତମେ ଜେନେ ଗାଲେ ମିସା ତାକେ ମନେ ଏତାଆ; ତାର୍ପଚେ ସେ ତମର୍ ଇଣ୍ଡ୍ବା ବାଟ୍ ସଲକ୍ କର୍ସି ।
ତମେ ମନ୍ପରାନ୍ ଦେଇ ସବୁବେଲର୍ ମାପ୍ରୁର୍ ଲଗେ ବିସ୍ବାସ୍ କରା ଆରି ନିଜର୍ ବୁଦି ସଙ୍ଗ୍ କରା ନାଇଁ । ତମେ ଜେନେ ଗାଲେ ମିସା ତାକେ ମନେ ଏତାଆ; ତାର୍ପଚେ ସେ ତମର୍ ଇଣ୍ଡ୍ବା ବାଟ୍ ସଲକ୍ କର୍ସି ।
ସବୁବେଲର୍ ମାପ୍ରୁକେ ତମର୍ କାମ୍ ସର୍ପି ଦିଆସ୍, ତାର୍ପଚେ ତମର୍ ସବୁ ଜଜ୍ନାକେ ସପଲ୍ କର୍ସି ।
ଜନ୍ ଲକ୍ ପର୍ମେସରର୍ ବାକିଅକେ ମନ୍ଦିଆନ୍ ଦେଇସି, ସେ ଆସିର୍ବାଦ୍ ପାଇସି, ଆରି ସବୁବେଲର୍ ମାପ୍ରୁର୍ ଲଗେ ଜେ ଆସା କର୍ସି, ସେ କରମର୍ ଲକ୍ ।
ଲକ୍ମନ୍କେ ଡର୍ବାଟା ଗଟେକ୍ ପାନ୍ଦ୍ପାରା; ମାତର୍ ସବୁବେଲର୍ ମାପ୍ରୁକେ ଜେ ଆସା କରି ରଇସି, ସେ ରକିଆ ପାଇସି ।
Confiar em todas as coisas
Não pertenço ao mundo — minha cidadania é do céu. A confiança cristã repousa na fidelidade de Deus, não nas circunstâncias.
ଏ ଜଗତର୍ ବିସଇ ନ ବାବିକରି ସରଗର୍ ବିସଇ ଚିନ୍ତାକରା ।
ଜିସୁ ତାକେ କଇଲା, "କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।"
ଜିସୁ କଇଲା, "ପର୍ମେସରର୍ ଟାନେ ନାପାର୍ଲା ବିସଇ କାଇଟା ନାଇ ।"
ଚଡଇମନ୍କେ ଦେକା, ସେମନ୍ ନ ବୁନତ୍ କି ନ କାଟତ୍, କି କଲ୍କିତେଇ ନ ସଙ୍ଗଅତ୍, ଅଇଲେ ମିସା ସରଗର୍ ବାବା ସେମନ୍କେ କାଇବାପାଇ ଜାଗାଇଲାନି । ତମେ କାଇ ସେମନର୍ତେଇଅନି ମୁକିଅ ନୁଆସ୍ କି ?
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇଁ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।"
ତମେ ପାନି ଲଗେ ଗାଲାବେଲେ ମୁଇ ତମ୍ର ସଙ୍ଗ ରଇବାଇ ଆରି ସମ୍ଦୁରେ ଗାଲା ବେଲେ ସେ ତମ୍କେ ବୁଡାଇ ନାପାରେ; ତୁମେ ଜଇତେଇ ଗାଲାବେଲେ ଜଇ ନ ଲାଗେ ଜଇଆଲା ତମ୍କେ କାଇଟା କରିନାପାରେ ।
ପର୍ମେସର୍କେ ପାର୍ତନା କର୍ବାବେଲେ ଆମେ ଡରିକରି ରଉନାଇ । କାଇକେବଇଲେ ତାର୍ ମନ୍ କଲା ଇସାବେ ଆମେ କାଇଟା ମାଙ୍ଗ୍ଲେ ମିସା ସେ ଆମ୍କେ ଦେଇସି ।
ପର୍ମେସର୍କେ ପାର୍ତନା କର୍ବାବେଲେ ଆମେ ଡରିକରି ରଉନାଇ । କାଇକେବଇଲେ ତାର୍ ମନ୍ କଲା ଇସାବେ ଆମେ କାଇଟା ମାଙ୍ଗ୍ଲେ ମିସା ସେ ଆମ୍କେ ଦେଇସି ।
ପର୍ମେସର୍ ଜନ୍ ଆଲାଦ୍ ଆମର୍ପାଇଁ ଦେକାଇଆଚେ, ସେଟା ଆମେ ଜାନ୍ଲୁନି ଆରି ବିସ୍ବାସ୍ କଲୁନି ।
ସେ ସବୁବେଲେ ଲକ୍ମନ୍କେ ଆଲାଦ୍ କର୍ସି । ଜେତ୍କି ଲକ୍ ପର୍ମେସର୍କେ ଆରି ବିନ୍ ଲକ୍ମନ୍କେ ଆଲାଦ୍ କର୍ବାଇ, ସେମନ୍ ପର୍ମେସରର୍ ସଙ୍ଗ୍ ମିସିଆଚତ୍ । ଆରି ସେ ମିସା ତାକର୍ ସଙ୍ଗ୍ ଆଚେ ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।
Esperar com confiança
O Senhor está perto de todos os que o invocam. Na espera confiante encontramos descanso e direção divina.
ତମେ ସାରାସାରିଜାକ ମୁର୍ଚିକରି ରଇଲେ, କାଇ ବିସଇଟାନେ ମିସା ଉନା ନ ଅଇକରି ପୁରାପୁରୁନ୍ ସିଦ୍ ଅଇସା ।
ମାତର୍ ସେ ଅଇସି କି ନ ଅଏ ବଲିକରି ନ ବାବି, ବିସ୍ବାସର୍ ସଙ୍ଗ୍ ପାର୍ତନା କର୍ବାର୍ଆଚେ । କାଇକେ ବଇଲେ ଜେ ଅଇସି କି ନ ଅଏ ବଲିକରି ବାବ୍ସି, ସେ ପବନ୍ସଙ୍ଗ୍ ଇଣ୍ଡ୍ତେ ରଇବା ସମ୍ଦୁରର୍ ଉଲ୍କା ପାନି ପାରା ଗଟେକ୍ ଲକ୍ ।
ଏ ଜଗତେ ରଇବା ଆମର୍ ଜିବନ୍, ପର୍ମେସର୍ଟାନେ ବିସ୍ବାସ୍ କରି ରଇଲୁନି । କାଇକେବଇଲେ ଜନ୍ ଜାଗାଇ ଆମେ ବାସା ଅଇବାକେ ଗାଲୁନି, ସେ ଜାଗା ଏବେଜାକ ଆମେ ଦେକୁ ନାଇତା ।