Consolador
O Espírito Santo é o Consolador prometido por Jesus. Ele consola os aflitos, fortalece os fracos e nos assegura que nunca estaremos sós.
O Consolador prometido
Jesus prometeu: Eu rogarei ao Pai e Ele vos dará outro Consolador para que fique convosco para sempre.
ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି ।
ମୁଇ ଜେଡେବଲ୍ ଜିବି, ତମ୍କେ ଟୁରା ପିଲାମନର୍ ପାରା କରି ଚାଡି ନ ଜାଇ । ଆରିତରେକ୍ ତମର୍ ଲଗେ ବାଉଡି ଆଇବି ।
ମାତର୍ ପର୍ମେସର୍ ଜନ୍ ସାଇଜକାରିଆ ସୁକଲ୍ ଆତ୍ମାକେ ମର୍ ନାଉଁ ଦାରି ତମର୍ ଲଗେ ପାଟାଇସି, ସେ ତମ୍କେ ସବୁ ବିସଇ ସିକାଇଦେଇସି ଆରି ମୁଇ ଜନ୍ ଜନ୍ କାତା କଇଲିଆଚି ସେଟା ସବୁ ତମ୍କେ ଏତାଇ ଦେଇସି ।
ସତଇସେ ସାଇଜକାରିଆ ଆତ୍ମା ଆଇସି । ସେ ବାବାର୍ତେଇ ଅନି ଆସି, ପର୍ମେସରର୍ ସବୁ ବିସଇର୍ ସତ୍ ଦେକାଇଦେଇସି । ମୁଇ ତାକେ ବାବାର୍ତେଇଅନି, ତମର୍ ଲଗେ ପାଟାଇବି । ଆରି ସେ ମର୍ ବିସଇ ତମ୍କେ କଇସି ।
ମୁଇ ତମ୍କେ ସତ୍କାତା କଇଲିନି, ମୁଇ ଉଟିଜିବା ବିସଇ ତମର୍ ପାଇ ଗଟେକ୍ ମଙ୍ଗଲର୍ ବିସଇ ଅଇସି । କାଇକେ ବଇଲେ ମୁଇ ନ ଗାଲେ ସାଇଜକାରିଆ ତମର୍ଟାନେ ନ ଆସେ, ମୁଇ ଗାଲେ ତାକେ ତମର୍ଟାନେ ପାଟାଇଦେବି ।
Consolo divino
Bendito seja o Deus de toda consolação. Ele nos consola em toda tribulação e enxuga toda lágrima de nossos olhos.
ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । ସେ ଆମର୍ ଦୟାକାରିଆ ବାବା ଆରି ଜାର୍ ଟାନେଅନି କି ଆମ୍କେ ସବୁ ବିସଇର୍ ସାଇଜ ଆଇସି । ସେ ଆମ୍କେ ସବୁ ଦୁକ୍ କସ୍ଟ ଆଇଲେ ସାଇଜ କର୍ସି । ସେନ୍ତାରିସେ ବିନ୍ ବିନ୍ ରକାମର୍ କସ୍ଟ ପାଇତେରଇବା ଲକ୍ମନ୍କେ ଆମେ ଜେନ୍ତି ଦୁକ୍ ସାରାଇବୁ । ପର୍ମେସର୍ ଟାନେଅନି ଜନ୍ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍ ଲାଗି, ଆମେ ମିସା ବିନ୍ ଲକ୍କେ ସାଇଜ କର୍ବୁ ।
କାଇକେବଇଲେ ଜେନ୍ତିକି କିରିସ୍ଟର୍ତେଇ ମିସ୍ଲାର୍ପାଇ ଆମର୍ ଦୁକ୍, କସ୍ଟ ଅଦିକ୍ ଅଦିକ୍ ଅଇଆଚେ, ସେନ୍ତାରିସେ କିରିସ୍ଟର୍ ଲାଗି ଆମର୍ ଦୁକ୍ ସାରାଇବାଟା ମିସା ଅଦିକ୍ ଅଦିକ୍ ଅଇଲାନି ।
ପର୍ମେସର୍ସେ ଆମ୍କେ ମୁର୍ଚିରଇବାଟା ଆରି ସାର୍ଦା କରାଇବାଟା ଦେଇସି । ଆରି ଜିସୁକିରିସ୍ଟର୍ ବାଟେ ଇଣ୍ଡି କରି ସବୁର୍ ମନ୍ ଗଟେକ୍ ଅଇବାକେ ସାଇଜ କର ।
ସେମନ୍କେ କେବେ ବୁକ୍ ନ ଲାଗେ କି ସସ୍ ନ କରେ । ବେଲ୍ କି ଅଦିକ୍ ତପି ରଇବା ତାତି ସେମନ୍କେ ପଡାଇନାପାରେ । କାଇକେବଇଲେ ବସ୍ବା ଜାଗାର୍ ମଜାଇ ରଇବା ମେଣ୍ଡାପିଲା, ସେ ଲକ୍ମନର୍ ସେବାକାରିଆ ଅଇସି, ଆରି ଜିବନ୍ ରଇବା ଗାଡ୍ବାଟେ ସେ ଲକ୍ମନ୍କେ ବାଟ୍କାଡାଇ ନେଇସି । ଆରି ପର୍ମେସର୍ ସେ ଲକ୍ମନର୍ ଆକିର୍ ଆଁସୁ ପୁଚି ଦେଇସି ।
ଜେ ତମ୍କେ ସାନ୍ତନା ଦେଇସି, ସେ ଅଇଲାନି ମୁଇଁ, ମୁଇଁ ସେ; ମରନ୍ ଲଗେ ଅନି ବଞ୍ଚ୍ଲା ନର୍ ମୁନୁସ୍କେ ଆରି ଜେ ତାକେ ଗାଁସ୍ ରକାମ୍ କର୍ସି, ଏ ରକାମ୍ ନର୍ ଲକ୍କେ ଡରା ନାଇଁ,
ଦୁକେ ରଇବା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ପର୍ମେସର୍ ସେମନର୍ ଦୁକ୍ ସାରାଇସି ।