Convicção
A convicção cristã é firmeza de fé que não se abala diante da oposição. É a certeza interior que compele a proclamar a verdade com ousadia, independentemente das consequências.
Ousadia para falar
Recebereis poder e sereis minhas testemunhas. A convicção do Espírito nos equipa para proclamar com coragem e sem vergonha.
ମାତର୍ ସୁକଲ୍ ଆତ୍ମା ତମର୍ ଉପ୍ରେ ଉତର୍ଲେ, ତମେ ପୁରାପୁରୁନ୍ ବପୁ ଅଇସା ଆରି ଜିରୁସାଲମ୍, ଜିଉଦାର୍ ସବୁଟାନେ, ସମିରଣ୍ ଆରି ଜଗତର୍ ସାରାସାରି ଜାକ ମର୍ ନାଉଁ ଦାରି ସାକି ଅଇସା ।"
ବଡ୍ସବାର୍ ଲକ୍ମନ୍ ପିତର୍ ଆରି ଜଅନର୍ ସାଆସ୍ ଦେକି କାବା ଅଇଗାଲାଇ । ସେମନ୍ ପାଟ୍ସାଟ୍ ନ ପଡି ଅବ୍କା ଲକ୍ମନ୍ସେ ବଲି ଜାନିରଇଲାଇ । ଆରି ସେମନ୍ ଦୁଇ ଲକ୍ ଜିସୁର୍ ସଙ୍ଗ୍ ରଇଲାଇ ବଲି ଚିନିରଇଲାଇ ।
ପିତର୍ ଆରି ବିନ୍ ସିସ୍ମନ୍ କଇଲାଇ, "ଆମେ ତମର୍ ଆଦେସ୍ ମାନ୍ବା ବାଦୁଲେ ପର୍ମେସରର୍ ଆଦେସ୍ ମାନ୍ବୁ ।
ମର୍ପାଇ ମିସା ପାର୍ତନା କରା । ଜେନ୍ତିକି ମୁଇ କାତା ଅଇବାବେଲେ ପର୍ମେସର୍ ମକେ ଟିକ୍ ବାକିଅ ଦେଅ । ସେନ୍ତାର୍ କଲେ, ସୁବ୍ କବରର୍ ଲୁଚିରଇବା ବିସଇ ମୁଇ କାକେ ନ ଡରିକରି ଲକ୍ମନ୍କେ ଜାନାଇ ପାର୍ବି । ଏବେ ମୁଇ ବନ୍ଦି ଅଇ ରଇଲେ ମିସା କିରିସ୍ଟର୍ ସୁବ୍କବର୍ ଜାନାଇବାପାଇ ଗଟେକ୍ ରାଜାର୍ ଦୁତ୍ ପାରା ଅଇଲିଆଚି । ସୁବ୍କବର୍ ଟିକ୍ ସଙ୍ଗ୍, ନ ଡରିକରି ଜାନାଇବାକେ ପର୍ମେସର୍ ମକେ ବପୁ ଦେଅ ବଲି ପାର୍ତନା କରା ।
ସେ ସୁବ୍ କବର୍ଟାନେ ମର୍ ପୁରାପୁରୁନ୍ ଆସାଆଚେ, ସେଟା ସିଗ୍ ପର୍ତମେ ଜିଉଦି ଲକ୍ମନର୍ ପାଇ ଆରି ତାର୍ ପଚେ ବିସ୍ବାସ୍ କର୍ବା ଜିଉଦି ନଇଲା ଲକ୍ମନର୍ ପାଇ ପରମେସରର୍ ବଡ୍ ବପୁ ।
ପର୍ମେସର୍କେ ଚାଡିକରି ରଇବା ଏ କାରାପ୍ ଦୁନିଆଇ, ଲକ୍ମନ୍ ଜଦି ମର୍ ଲାଗି ଆରି ମର୍ କାତାର୍ ଲାଗି ଲାଜ୍ ଅଇବାଇ, ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମୁଇ ମିସା ମର୍ ବାବାର୍ ବେସି ଉଜଲ୍ ଆରି ଡାକ୍ପୁଟା ସଙ୍ଗ୍ ଆରି ସରଗର୍ ସୁକଲ୍ ଦୁତ୍ମନର୍ ସଙ୍ଗ୍ ଆଇଲାବେଲେ, ସେମନ୍କେ ମର୍ଲକ୍ମନ୍ ବଲି କଇବାକେ ମୁଇ ମିସା ଲାଜ୍ ଅଇବି ।"
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।
ତେବର୍ପାଇ ତିତସ୍, ତୁଇ କିରତେ ରଇବା ବିସ୍ବାସିମନ୍କେ, ମୁଇ ତକେ କଇରଇବା ସବୁ ବିସଇ ସିକାଇଦେସ୍ । ଏ ସବୁ ବିସଇ କର୍ବାକେ ସାର୍ଦା କରା ଆରି ନ କଲେ ସେମନ୍କେ ଜାଗ୍ରତ୍ କରା । ସେନ୍ତାରି କର୍ବାକେ ତର୍ ଅଦିକାର୍ ଆଚେ । ତୁଇ ସିକାଇଲା ବିସଇମନ୍ କେ ମିସା ନିଚ୍ ଇସାବେ ନ ନାମତ୍ ।
Firmeza e confiança
Não temas diante dos homens. A Palavra de Deus é fogo na boca do profeta e firmeza na vida do crente.
ଏ ଜିରୁସାଲାମ୍ ଡଙ୍ଗର୍ ଉପ୍ରେ ସୁବ୍କବର୍ ଜାନାଇବା ମାଇଜି, ତମେ ଡେଙ୍ଗ୍ରେ ଜାଆ; ଏ ଜିରୁସାଲାମ୍ ତେଇ ସୁବ୍କବର୍ ଜାନାଇବା ମାଇଜି, ତୁଇ ବପୁ ସଙ୍ଗ୍ ଆଉଲି ଅ, ଆଉଲି ଅଇକରି କଅ, ଡର୍ ନାଇଁ; ଜିଉଦା ଦେସର୍ ନଅଁରର୍ ଲକ୍କେ କ, ଏଦେ ଦେକା, ତମର୍ ସବୁବେଲର୍ ମାପ୍ରୁ ପର୍ମେସର୍ !
ମୁଇ ଜେମ୍ନ୍ତାର୍ ତାକି ଜାଇ ରଇବା ଲକ୍କେ ବାକିଅ ସଙ୍ଗ୍ ସାନ୍ତି ଦେଇ ପାର୍ବି, ସେଟାର୍ପାଇଁ ମାପ୍ରୁ ମକେ ସିକିତ୍ ଲକର୍ ଜିବ୍ ଦେଇଆଚେ; ସେ ସବୁ ସାକାଲେ ଜାଗର୍ତା କୁରାଇସି, ସିକିତ୍ ଲକର୍ ପାରା ସୁନ୍ବାକେ ସେ ମର୍ କାନ୍କେ ଜାଗର୍ତା କୁରାଇସି ।
ତମର୍ ନଅରେ ରଇବା ବିସ୍ବାସ୍ ନ କର୍ବା ଲକ୍ମନ୍ ଦେକ୍ବା ଇସାବେ ତମର୍ ଚଲାଚଲ୍ତି ନିକ ରଇବାର୍ଆଚେ । ସେନ୍ତାରି ରଇଲେ ସେମନ୍ ତମର୍ ବିରୁଦେ ନିନ୍ଦା କାତା କଇଲେ ମିସା, ତମେ କରିରଇବା ନିକ କାମ୍ ଦେକିକରି ପର୍ମେସର୍ ବାଉଡିଆଇବା ଦିନେ ତାକେ ଡାକ୍ପୁଟା କର୍ବାଇ ।
ଲକ୍ମନ୍କେ ଡର୍ବାଟା ଗଟେକ୍ ପାନ୍ଦ୍ପାରା; ମାତର୍ ସବୁବେଲର୍ ମାପ୍ରୁକେ ଜେ ଆସା କରି ରଇସି, ସେ ରକିଆ ପାଇସି ।
ମାତର୍ ସବୁବେଲେ ଆମେ ପର୍ମେସରର୍ ମନ୍ କଲା ଇସାବେ ସେ କାତା କଇତେରଇବୁ । କାଇକେବଇଲେ ସେ ଆମ୍କେ ବାଚିକରି ସୁବ୍କବର୍ ଜାନାଇବା ଦାଇତ୍ ସର୍ପି ଦେଲାଆଚେ । ଲକ୍ମନ୍କେ ସାର୍ଦା କରାଇବାକେ ଆମର୍ ଆଦେସ୍ ନାଇ । ଜନ୍ ପର୍ମେସର୍ ଆମର୍ ମନ୍ ବିତ୍ରର୍ଟା ପରିକା କରି ଦେକିପାର୍ସି, ତାକେ ଆକା ସାର୍ଦା କର୍ବାକେ ଆମେ ଚେସ୍ଟା କଲୁନି ।
ତମେ ଗୁଲାଇ ଜଗତର୍ ପାଇ ଉଜଲ୍ ପାରା । ଜନ୍ ଗଡ୍ ଡଙ୍ଗର୍ ଉପ୍ରେ ତିଆର୍ ଅଇଲାଆଚେ, ସେଟା କେବେ ମିସା ଲୁଚି ରଇ ନାପାରେ । କେ ମିସା ବତି ଡସାଇକରି ଆଣ୍ଡିଡାବି ନ ସଙ୍ଗଅତ୍ । ସେଟା ବତିକୁଦ୍ରା ଉପ୍ରେ ସଙ୍ଗଇବାଇ ଆରି ଗରେ ରଇଲା ସବୁ ଲକ୍କେ ଉଜଲ୍ ଦେଇସି । ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ ।