Coração puro
Bem-aventurados os puros de coração, porque verão a Deus. A pureza de coração é alvo, privilégio e busca constante do cristão que deseja contemplar a face do Senhor.
Coração puro
Bem-aventurados os puros de coração. A pureza interior precede toda transformação externa e abre os olhos para ver a Deus.
ମନ୍ ବିତ୍ରେ ନିର୍ମଲ୍ ରଇଲା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସେମନ୍କେ ପର୍ମେସରର୍ ଦର୍ସନ୍ ମିଲ୍ସି ।
Purificar-se
Todo o que tem essa esperança em Cristo se purifica. O amor procede de coração puro, boa consciência e fé sincera.
ଜେତ୍କି ଲକ୍ କିରିସ୍ଟର୍ ପାରା ଅଇବୁ ବଲି ଆସା କଲାସ୍ନି, ନିଜେ ପାପ୍ କାମ୍ ଚାଡି ସୁକଲ୍ ରଇବାର୍ ଆଚେ । ଜେନ୍ତାରିକି କିରିସ୍ଟ କେବେ ପାପ୍ ନ କରେ ।
ଏ ମର୍ ଆଲାଦର୍ ମଇତର୍ମନ୍, ଏବେ ଆମେ ପର୍ମେସରର୍ ପିଲାଜିଲା ଅଇଆଚୁ । ପଚ୍କେ ଆମେ କେନ୍ତାର୍ ଅଇରଇବୁ ବଲି ଏବେଜାକ ନାଜାନୁ । ମାତର୍ ଜେଡେବେଲେ କିରିସ୍ଟ ଏଜଗତେ ବାଉଡି ଆଇସି, ସେବେଲେ ସେ ଜେନ୍ତାରି ଆଚେ, ସେନ୍ତାରି ତାକେ ଆମେ ଦେକ୍ବୁ । ଆମେ ମିସା ତାର୍ପାରା ଅଇଜିବୁ । ଏଟା ସତ୍ । ଜେତ୍କି ଲକ୍ କିରିସ୍ଟର୍ ପାରା ଅଇବୁ ବଲି ଆସା କଲାସ୍ନି, ନିଜେ ପାପ୍ କାମ୍ ଚାଡି ସୁକଲ୍ ରଇବାର୍ ଆଚେ । ଜେନ୍ତାରିକି କିରିସ୍ଟ କେବେ ପାପ୍ ନ କରେ ।
ତମେ ଏନ୍ତାରିଟା ତିଆରା ଜେନ୍ତାରିକି, ସେମନ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାଇ । ଜନ୍ ଲକ୍ମନ୍କେ ସତ୍ ବିସ୍ବାସ୍ ଆରି ସୁକଲ୍ ଜିବନ୍, କାଇ କପଟ୍ ନ ରଇବା ମନ୍ ଆଚେ, ସେମନ୍ସେ ଏଟା କରିପାର୍ବାଇ ।
ମାତର୍ ଦାଙ୍ଗ୍ଡା ବଇସେ ରଇବା ଗାଗଡର୍ ମନ୍କର୍ବାଟାନେଅନି ତୁଇ ଦୁରିକେ ର । ଟିକ୍ ବିସଇ କର୍ବାକେ ଚେସ୍ଟା କର୍ । ବିସ୍ବାସେ ଡାଁଟ୍ ରଅ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ଆରି ତାକର୍ ସଙ୍ଗ୍ ସାନ୍ତିସଙ୍ଗ୍ ର । ମନ୍କେ ସୁକଲ୍ କରି ଜେତ୍କି ସବୁଲକ୍ ମାପ୍ରୁକେ ପୁଜା କଲାଇନି, ସେମନର୍ ସଙ୍ଗ୍ ଏ ସବୁଜାକ କର୍ ।
ମୁଇ ତମର୍ପାଇ ଏନ୍ତାରି ପାର୍ତନା କଲିନି, ଜେନ୍ତାରିକି ତମେ ଆଲାଦ୍ କର୍ବାଟାନେ ଅଦିକ୍ ଅଦିକ୍ ବଡ୍ସା । ପର୍ମେସର୍ ଜେନ୍ତାରି ଆଚେ, ସେ ବିସଇ ତମେ ଅଦିକ୍ ଅଦିକ୍ ଜାନ୍ସା ବଲି ମୁଇ ପାର୍ତନା କଲିନି । ଆରି ଜେଡେବଲ୍ ମିସା କନ୍ଟା ସତ୍ କନ୍ଟା ବୁଲ୍ ସେଟା ଜାନିପାର୍ସା । ସେନ୍ତାର୍ଆଲେ ଟିକ୍ ବିସଇ କନ୍ଟା ବଲି ବାଚିକରି କରିପାର୍ସା । ଆରି ଏବେଅନି କିରିସ୍ଟ ବାଉଡି ଆଇବାଜାକ ସବୁ ପାପେଅନି ମୁକ୍ଲିକରି କାଇ ଦସ୍ ନ ଅଇକରି ରଇପାର୍ସା । ଜେନ୍ତାରିକି ଗଟେକ୍ ପଲ୍ ଦେବା ଗଚ୍ ପଲ୍ ଦେଇସି, ସେନ୍ତାରିସେ ତମେ ମିସା ଜିସୁକିରିସ୍ଟର୍ ବପୁ ସଙ୍ଗ୍ ଦରମ୍ କାମର୍ ପଲ୍ ଦେଇସା । ଏଟା ପର୍ମେସର୍କେ ଡାକ୍ପୁଟା ଆରି ମଇମା କର୍ସି ।
ମୁର୍ମୁରା ଆରି କିରଜାଟି ନ ଅଇକରି ସବୁ ଲକ୍ଜାକ କାମ୍ କରା । ଏନ୍ତାରିକଲେ, ତମେ କାରାପ୍ କାମ୍ କଲାସ୍ନି ବଲି ବିନ୍ଲକ୍ କାଇ ଦସ୍ ନ ଦାରତ୍ ଆରି ତମେ ସୁକଲ୍ ଅଇସା । ପାପ୍କରି କାରାପ୍ କାମ୍ କର୍ବା ଲକ୍ମନର୍ ମଜାଇ ପର୍ମେସରର୍ ସିଦ୍ ପିଲାଟକି ଇସାବେ ତମେ ରଇସା । ତାକର୍ ବିତ୍ରେ ଆନ୍ଦାର୍ ଜଗତେ ଉଜଲ୍ ଜଟକ୍ଲା ପାରା ତମର୍ ଚଲାଚଲ୍ତି ଡିସ୍ସି । ନ ସାର୍ବା ଜିବନର୍ କବର୍ ସବୁ ଲକ୍କେ ଜାନାଆ । ଏନ୍ତାରିକଲେ, କିରିସ୍ଟ ବାଅଡ୍ବା ଦିନେ ମୁଇ ତମର୍ ବିସଇର୍ ଲାଗି ବଡ୍ପନ୍ ଅଇବି । ତମର୍ ବିତ୍ରେ ଆବଡ୍ ଅଇକରି କରିରଇବା କାମ୍ ଚୁଚାଇ ଅଏ ନାଇ ବଲି ସେ ଦିନେ ଡିସ୍ସି ।
ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।
ନର୍ଲକର୍ ସବୁ ବାଟ୍ ନିଜର୍ ଆଁକି ତେଇ ନିକ; ମାତର୍ ସବୁବେଲର୍ ମାପ୍ରୁ ଆତ୍ମାକେ ବିଚାର୍ କର୍ସି ।