Corpo de Cristo
A Igreja é o Corpo de Cristo — organismo vivo onde cada membro tem função única e indispensável. Cristo é a cabeça; nós somos seus membros.
Um corpo, muitos membros
Assim como o corpo é um e tem muitos membros, assim é Cristo. Nós somos o corpo de Cristo e individualmente seus membros.
ଗଟେକ୍ ଗାଗଡ୍ ମାତର୍ ବେସି ଆତ୍ଗଡ୍
ଜେନ୍ତିକି ବିନ୍ ବିନ୍ ବାଗ୍ ମିସିକରି ରଇଲେ ମିସା ଗାଗଡ୍ ଗଟେକ୍ସେ, ସେନ୍ତାରିସେ କିରିସ୍ଟ ଗଟେକ୍ ଗାଗଡ୍ ପାରା । ଜନ୍ତେଇ କି ବିନ୍ ବାଗ୍ ମିସିଆଚତ୍ ।
ଆମେ ଜେତ୍କି ଲକ୍ ବିସ୍ବାସି, କିରିସ୍ଟର୍ ଗାଗଡ୍ ସଙ୍ଗ୍ ସମାନ୍ କରିଅଇସି । ଆରି ତେଇ ଆମେ ଗଟେକ୍ ଗଟେକ୍ ବାଗ୍ ।
ତମର୍ ଗାଗଡ୍ କିରିସ୍ଟର୍ ଗାଗ୍ଡେ ମିସିକରି ଆଚେ, ଏଟା କାଇ ତମେ ନାଜାନାସ୍ କି ? ତେବେ ମୁଇ କାଇ କିରିସ୍ଟର୍ ଗାଗଡର୍ ଗଟେକ୍ ବାଗ୍ ନେଇକରି ବେସିଆର୍ ଗାଗ୍ଡେ ମିସାଇବି କି ? ନାଇ, ସେନ୍ତାରି କେବେ ମିସା ନ ଅ ।
ଆମ୍କେ ସବୁଲକ୍କେ ଗାଗ୍ଡେ ବିନ୍ ବିନ୍ ବାଗ୍ ଆଚେ । ସେ ଗାଗଡର୍ ବିନ୍ ବିନ୍ ବାଗର୍, ବିନ୍ ବିନ୍ କାମ୍ ଆଚେ । ସେନ୍ତାରିସେ ଆମେ ଜେତ୍କି ଲକ୍ କିରିସ୍ଟତେଇ ମିସ୍ଲୁଆଚୁ, ଆମେ ତାର୍ ଗାଗଡ୍ ଅଇଲୁଆଚୁ । ଗାଗଡର୍ ଆତ୍ ଗଡ୍ ପାରା ଆମେ ସବୁ ଲକ୍ ମିସିଆଚୁ ।
ଆମେ ସବୁ ବିସ୍ବାସି ବାଇବଇନିମନ୍ ଗଟେକ୍ ଗାଗଡ୍ ପାରା ଆରି ସବୁଲକ୍ ସମାନ୍ ଆତ୍ମା ମିଲାଇଆଚୁ । ସେନ୍ତାରିସେ ସମାନ୍ ଆସିର୍ବାଦ୍ ମିଲାଇବାକେ ସେ ଆମ୍କେ ଡାକ୍ଲାଆଚେ ।
କାଇକେବଇଲେ କିରିସ୍ଟ ତାର୍ ସବୁ ଲକ୍ମନ୍କେ ମିସାଇକରି ସଙ୍ଗଇ ଆଚେ । ଗଟେକ୍ ଗାଗଡର୍ ସନ୍ଦି ଜେନ୍ତିକି ସେ ଗାଗଡର୍ ସବୁ ବାଗ୍କେ ମିସାଇକରି ସଙ୍ଗଇସି, ସେନ୍ତାରିସେ ଗାଗଡର୍ ଗଟେକ୍ ଗଟେକ୍ ବାଗ୍ ନିଜର୍ ନିଜର୍ କାମ୍ କଲେ, ଗୁଲାଇ ଗାଗଡ୍ ବଡିକରି ବପୁ ଅଇସି ।
Cristo, a cabeça
Ele é a cabeça do corpo, que é a igreja. O corpo cresce e se edifica em amor quando cada parte faz o seu trabalho.
ମଣ୍ଡଲି ଅଇଲାନି ତାର୍ ଗାଗଡ୍ ଆରି ସେ ମଣ୍ଡଲିର୍ ମୁଣ୍ଡ୍ । ମୁଣ୍ଡ୍ ଗାଗଡ୍କେ ସାସନ୍ କଲାପାରା, ସେ ମଣ୍ଡଲିକେ ସାସନ୍ କଲାନି । ତାକେସେ ପର୍ମେସର୍ ମରନେଅନି ପର୍ତୁମ୍ ଉଟାଇରଇଲା । ଜେନ୍ତିକି କିରିସ୍ଟ ସବୁର୍ ଉପ୍ରେ ସାସନ୍ କର୍ସି ।
ମଣ୍ଡଲିତେଇ ପାଉଲର୍ କାମ୍
ଏବେ ମୁଇ ସାର୍ଦାଅଇଆଚି । କାଇକେବଇଲେ ଜେତ୍କି ଦୁକ୍କସ୍ଟ ମୁଇ ମୁର୍ଚିକରିଆଚି, ସେଟା ତମର୍ ନିକପାଇ । ତାର୍ ବାଦୁଲେ ରଇକରି ଜେତ୍କି ଦୁକ୍କସ୍ଟ ମକେ ମୁରଚ୍ବାକେ କିରିସ୍ଟ ମନ୍ କଲାନି, ସେଟା ସବୁ ସାର୍ଦାସଙ୍ଗ୍ କଲିନି । ତାର୍ ଗାଗଡ୍ ପାରା ରଇବା ତାର୍ ମଣ୍ଡଲିର୍ ନିକପାଇ ମୁଇ ସେଟା କଲିନି ।
ତମେ ସବୁଲକ୍ ଗଟେକ୍ ଗାଗ୍ଡେ ରଇବା ବିନ୍ ବିନ୍ଟା ଅଇଲାର୍ ପାଇ, କର୍ବା ସବୁ କାମେ କିରିସ୍ଟ ତମ୍କେ ବାଟ୍ ଦେକାଅ । ସେ ତମ୍କେ ସାନ୍ତି ଦେଲା ଆଚେ । ତମେ ସାନ୍ତି ସଙ୍ଗ୍ ରଇବାକେ ସେ ତମ୍କେ ବାଚ୍ଲାଆଚେ । ଆରି ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
କେ ମିସା କେବେ ନିଜର୍ ଗାଗଡ୍କେ ଗିନ୍ ନ କରେ । ମାତର୍ ତାର୍ପାଇ ଦୁଆପୁଚା କରି କାଦି କୁଆଇସି । ଜେନ୍ତାରି କି କିରିସ୍ଟ ତାର୍ ମଣ୍ଡଲିର୍ ପାଇ ଜତନ୍ କଲାନି । କାଇକେବଇଲେ ଆମେ ସବୁ ତାର୍ ଗାଗଡର୍ ବାଗ୍ ଅଇଆଚୁ ।