Criação
A criação revela a glória de Deus. Céus, terra, mares e tudo o que existe testemunham o poder criador. No princípio Deus criou — e tudo era muito bom.
No princípio
No princípio criou Deus os céus e a terra. O Espírito de Deus pairava sobre as águas. E Deus disse: haja luz.
ପର୍ତୁମେ ପର୍ମେସର୍ ସରଗ୍ ଆରି ପୁର୍ତିବି ତିଆର୍ କଲା। ପୁର୍ତିବିତେଇ କାଇଟା ମିସା ନ ରଇଲା, ଆରି ବେସି ପାନି ରଇକରି ଆନ୍ଦାର୍ ରଇଲା, ଆରି ପର୍ମେସର୍ର୍ ଆତ୍ମା ପାନି ଉପ୍ରେ ଚାରିବେଟ୍ତି ଉପ୍କି ବୁଲ୍ତେ ରଇଲା,
ତାର୍ପଚେ ପର୍ମେସର୍ କଇଲା, ମର୍ ନିଜର୍ ବାନିମୁର୍ତି ପାରା ଆରି ନିଜର୍ ପାରା କରି ଗଟେକ୍ ନର୍କେ ତିଆର୍ କର୍ବି। ସେମନ୍ ପାନି ତେଇ ଜିଇବା ମାଚ୍ ମନ୍କେ ଆରି ଉଡି ବୁଲ୍ବା ଚଡଇ ମନ୍କେ ଆରି ପସୁମନ୍କେ ଆରି ସବୁ ପୁର୍ତିବିର୍ ବୁଏଁ ପେଟ୍ ସଙ୍ଗ୍ ରାଙ୍ଗ୍ବା ଜିବ୍ଜନ୍ତୁ ସବୁକେ ସାସନ୍ କର୍ସି।
ସବୁ ଦିନର୍ ପର୍ମେସର୍ ନିଜର୍ ବାନିମୁର୍ତି ସଙ୍ଗ୍ ନର୍ ଜାତିକେ ତିଆର୍ କଲା, ପର୍ମେସର୍ ତାର୍ ନିଜର୍ ବାନି ମୁର୍ତି ପାରା ତାକେ ମୁନୁସ୍ ଆରି ମାଇଜି କରି ପର୍ମେସର୍ ସେମନ୍କେ ତିଆର୍ କଲା ।
ଆରି ପର୍ମେସର୍ ସାତ୍ ନମର୍ ଦିନ୍କେ ଆସିର୍ବାଦ୍ କରି ସୁକଲ୍ କଲା, କାଇକେ ବଇଲେ ସେ ଦିନ୍ ପର୍ମେସର୍ ନିଜେ ତିଆର୍ କଲା ସବୁ ରକାମର୍ କାମ୍ ତେଇ ଅନି ପୁଣ୍ଡ୍ଲା ।
ତାର୍ପଚେ ସବୁବେଲର୍ ମାପ୍ରୁ ପର୍ମେସର୍ କଇଲା, ନର୍ଲକ୍ ଏକ୍ଲା ରଇବାଟା ଟିକ୍ ନାଇ, ମୁଇ ତାର୍ ପାଇଁ ସବୁବେଲେ ରଇ ଜିଇବା କାଇବାକେ ଗଟେକ୍ ମାଇଜି ଟକି ତିଆର୍ କର୍ବି ।
O poder criador
Pela palavra do Senhor foram feitos os céus. Tudo foi criado por Ele e para Ele — o visível e o invisível.
Criador e Sustentador
O Deus eterno não se cansa nem se fatiga. Dele, por Ele e para Ele são todas as coisas — a Ele seja a glória.
ତୁଇ କାଇ ନାଜାନୁସ୍? କି ତୁଇ ସୁନୁସ୍ ନାଇଁ? ପୁର୍ତିବିର୍ ସର୍ତେ ତିଆର୍ କଲା ଲକ୍ ମୁଇ ସାରାସାରି ଜାକ ରଇବି; ସବୁବେଲର୍ ମାପ୍ରୁ ପର୍ମେସର୍ କେବେ ମିସା ନ ତାକେ, କି ନ ପୁଣ୍ଡେ, କି କେବେ ମିସା ତାର୍ ଗିଆନର୍ କାତା, କେ ମିସା ବୁଜି ନାପାରତ୍ ।
ଜେ ସୁସ୍ଟି କାରିଆ ସଙ୍ଗେ ବିରଦ୍ କର୍ସି, ସେ ଅବିସାପ୍ ପାଇବା ଲକ୍! ପୁର୍ତିବିର୍ ଜିକ୍ରା ତେଇ ଅନି କଣ୍ଡେକ୍ ଜିକ୍ରା ମାତର୍! ମାଟି କାଇ ତାର୍ କୁମାର୍କେ କଇସି, ତମେ କାଇଟା ତିଆର୍ କଲାସ୍ନି? ଆରି ତମର୍ କାମ୍ କାଇଟା, ତାର୍ ଆତ୍ ନାଇଁ?
ତିଆର୍ ଅଇଲା ସବୁ ବିସଇ ସେ ସେ ଚାଲାଇଲାନି । ଆରି ସବୁ ବିସଇ ତାର୍ପାଇସେ । ପର୍ମେସର୍, କାଲେ କାଲେ ଜୁଗେ ଜୁଗେ, ତାର୍ ଡାକ୍ପୁଟା ଅ । ଆମେନ୍ !
ପରମେସର୍ ଜଗତ୍ ତିଆର୍ କଲାତେଇଅନି, ତାର୍ ନ ଦେକାଇଅଇବା ଗୁନ୍ ଅଇଲାନି, ତାର୍ କାବାଅଇଜିବା କାମ୍ ଆରି ନ ସାର୍ବା ବପୁ । ସେ ତିଆର୍ କଲା ବିସଇତେଇ ସେଟା ଦେକିଅଇଲାନି । ସେଟାର୍ ପାଇ ସେମନ୍ ନାଜାନୁବଲି କଇନାପାରତ୍ ।
ପର୍ମେସର୍ ତିଆର୍କଲା ସବୁଜାକ ଜାଗର୍ତା ସଙ୍ଗ୍ ସେ ଦିନ୍କେ ଜାଗି ଆଚତ୍ । ସେବେଲାଇ ପରମେସର୍ ତାର୍ ସତ୍ ପିଲାଟକିମନ୍ କେ, ବଲି ଦେକାଇସି ।
Nova criação
Se alguém está em Cristo, nova criatura é. O Criador faz novas todas as coisas — na natureza e na redenção.
ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
ପର୍ମେସର୍ସେ ଆମ୍କେ ତିଆର୍ କଲା ଆଚେ । ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ନିକ କାମ୍ କର୍ବାକେ ସେ ଆମ୍କେ ନୁଆ କଲା ଆଚେ । ଏଟା ଆଗ୍ତୁଆନି ସେ ଆମର୍ ପାଇ ମନ୍ କରି ରଇଲା ।
ତାର୍ ସତ୍ ବାକିଅ ଆମ୍କେ ଜାନାଇକରି ତାର୍ତେଇଅନି ଆମ୍କେ ଜିବନ୍ ଦେବାକେ ସେ ମନ୍ କଲା । ଜେତ୍କି ସବୁ ବିସଇ ସେ ତିଆର୍କଲା ମିସା ଆମେ ଅବ୍କା ତାର୍ପାଇସେ ଅଇବାକେ ସେ ମନ୍ କଲା ।
କାଇକେବଇଲେ ସବୁ ଗର୍ ମେସ୍ତୁରିସେ ତିଆର୍ କର୍ସି । ମାତର୍ ପର୍ମେସର୍ ସବୁ ବିସଇ ତିଆର୍ କଲାଆଚେ ।
ଏ ବିସଇ କେକି ଗଟେକ୍ ଲକ୍ କଇଲା ଆଚେ,
"ତାର୍ ଲଗେ ଆକା ଆମର୍ ଜିବନର୍ କୁଚିକାଡି ଆଚେ ।"
ତମର୍ ବିତ୍ରେଅନି କେତେଲକ୍ କଇଆଚତ୍, ଆମେ ମିସା ତାର୍ ପିଲାଜିଲା ।
ଜଗତେ ରଇବା ସବୁ ଜିବନ୍ ରଇବାଟାମନ୍ ଜେନ୍ତାରି କି ସର୍ଗେ ରଇବା ସବୁଜାକ, ଜଗତେରଇବା ସବୁଜାକ, ପାତାଲେ ରଇବା ସବୁଜାକ ଆରି ସମ୍ଦୁରେ ରଇବାଟାମନ୍ ଗିତ୍ ଗାଇତେରଇଲାଇ । ଜେ ବସ୍ବା ଜାଗାଇ ବସିଆଚେ ଆରି ମେଣ୍ଡାପିଲାକେ ଆରାଦନା, ଡାକ୍ପୁଟା, ମଇମା, ଆରି ବପୁ କାଲ୍ କାଲ୍ ଜୁଗ୍ ଜୁଗ୍ ଅ ।