Crianças
As crianças ocupam lugar especial no coração de Deus. A Bíblia instrui a educá-las, protegê-las e ensiná-las nos caminhos do Senhor desde cedo — formando gerações que temem a Deus.
Herança do Senhor
Os filhos são herança do Senhor. Eles são presentes de Deus — cada criança é um milagre e uma responsabilidade sagrada.
Instruir as crianças
Instrui a criança no caminho em que deve andar. A educação cristã é mandamento repetido através de toda a Escritura.
ପିଲାମନ୍କେ ନିମାନ୍ ବାଟେ ଜିବାକେ ସିକିଆ ଦିଆସ୍; ତେବର୍ ପାଇଁ ସେମନ୍ ବୁଡା ବୁଡି ଅଇଲେ ମିସା ପାସ୍ରି ନ ଜାଅତ୍ ।
ପିଲାମନ୍କେ ନିମାନ୍ ବାଟେ ଜିବାକେ ସିକିଆ ଦିଆସ୍; ତେବର୍ ପାଇଁ ସେମନ୍ ବୁଡା ବୁଡି ଅଇଲେ ମିସା ପାସ୍ରି ନ ଜାଅତ୍ ।
ପିଲାମନ୍କେ ନିମାନ୍ ବାଟେ ଜିବାକେ ସିକିଆ ଦିଆସ୍; ତେବର୍ ପାଇଁ ସେମନ୍ ବୁଡା ବୁଡି ଅଇଲେ ମିସା ପାସ୍ରି ନ ଜାଅତ୍ ।
ପିଲାମନର୍ ଲଗେ ଗିଆନ୍ କାତା ନ ରଏ ତେବର୍ ପାଇଁ ଡାଙ୍ଗ୍ ସଙ୍ଗେ ମାରି ସିକାଇଲେ ସେ କାରାପ୍ କାତାମନ୍ ଚାଡି ଦେଇସି ।
ପିଲାମନର୍ ଲଗେ ଗିଆନ୍ କାତା ନ ରଏ ତେବର୍ ପାଇଁ ଡାଙ୍ଗ୍ ସଙ୍ଗେ ମାରି ସିକାଇଲେ ସେ କାରାପ୍ କାତାମନ୍ ଚାଡି ଦେଇସି ।
ଜେ କି ଡାଙ୍ଗ୍ ସଙ୍ଗ୍ ମାର୍ବାକେ ଇଚା ନ କରେ, ସେ ତାର୍ ପିଲାଟକିକେ ଲାଡ୍ ମୁଆଁସ୍ କରେ ନାଇଁ; ମାତର୍ ଜେ କି ତାର୍ ପିଲାକେ ଲାଡ୍ କର୍ସି ସେ ସବୁବେଲେ ତାର୍ ପିଲାଟକିକେ ସାସ୍ତି ଦେଇସି ।
ବୁଦି ରଇଲା ପିଲା ତାର୍ ବାବାର୍ କାତାକେ ମାନ୍ସି; ମାତର୍ ବୁଦି ନଇଲା ପିଲା ବାବାର୍ କାତାକେ ନ ମାନେ ।
ଏ ମର୍ ପିଲା, ତୁଇ ମର୍ ସିକିଆକେ ପାସର୍ ନାଇଁ; ମାତର୍ ତମର୍ ମନ୍ ମର୍ ଆଦେସ୍ ସବୁ ପାଲନ୍ କର । କାଇକେବଇଲେ ସେ ଅନୁସାରେ ଆୟୁସ୍ ବଡ୍ସି ଆରି ସବୁ ଦିନର୍ ପାଇଁ ଜିବନର୍ ସାନ୍ତି ବଡ୍ସି ।
ଏ ମର୍ ପିଲା, ତୁଇ ମର୍ ସିକିଆକେ ପାସର୍ ନାଇଁ; ମାତର୍ ତମର୍ ମନ୍ ମର୍ ଆଦେସ୍ ସବୁ ପାଲନ୍ କର ।
କାଇକେବଇଲେ ବାବା ତାର୍ ଲାଡର୍ ପିଲାକେ, ଜେନ୍ତି ମାରିଦାରି କରି ଡରାଇସି ସେ ରକାମ୍ ସବୁବେଲର୍ ମାପ୍ରୁ ତାର୍ ଲାଡର୍ ପିଲାକେ ସାସନ୍ କର୍ସି ।
ବାବା ମକେ ସିକିଆ ଦେଇ କଇଲା, ତୁଇ ମର୍ କଇଲା କାତାକେ ସବୁବେଲେ ଏତାଆ, ଆରି ମର୍ ଆଦେସ୍ ସବୁ ପାଲନ୍ କରା, ତେବେ ତମେ ନିକ ସଙ୍ଗେ ଜିଇସା । ଗିଆନ୍ ଅର୍ଜନ୍ କରା, ନିକ ବିଚାର୍ କରା, ସେଟା ପାସର୍ ନାଇଁ, ଆରି, ମୁଇଁ କଇ ରଇବା ବାକିଅକେ ଅମାନିଆଁ କରା ନାଇଁ ।
Disciplinar com amor
A vara e a repreensão dão sabedoria. A disciplina produz o fruto pacífico da justiça nos que são exercitados por ela.
ନିମାନ୍ ବଚାର୍ ଆରି ଦିଆନ୍ ଦେବାଟା ଗାନ୍ ଦେସ; ମାତର୍ ପଲାକେ ତାର୍ ଇଚାରେ ଚାଡ ଦେଲେ ସେ ତାର୍ ଆୟାଏ ଲାଜ୍ ରାସ ।
ପିଲାକେ ସାସ୍ତି ଦେବାକେ ଏଲା କରାନାଇଁ, ତମେ ତାକେ ଡାଙ୍ଗ୍ ସଙ୍ଗେ ମାର୍ଲେ ସେ ନ ମରେ ।
ତମ୍କେ ଜନମ୍ ଦେଇ ରଇବା ଆୟାବାବାର୍ କାତାକେ ମାନା, ଆରି ଆୟାବାବା ବୁଡାବୁଡି ଅଇଲେ ସରି ସେମନ୍କେ ଅରିଆନ୍ କରାନାଇଁ । ସତ୍କେ ଗେନା, ସେଟାକେ ବିକା ନାଇଁ ଗିଆନ୍ ଆରି ନିମାନ୍ ସିକିଆ ଆରି ନିକ ବାବ୍ନାକେ ଗେନା ।
ଜନ୍ ପିଲା ତାର୍ ବାବାର୍ ଦନ୍ ନସ୍ଟ କର୍ସି, ଆରି ଆୟାକେ କେଦି ଦେଇସି, ସେ ଲାଜ୍ ଆରି ଅପ୍ମାନ୍ ଅଇସି।
ଜନ୍ କାକୁର୍ତି ଲକ୍ ନିଜେ ସିଦ୍ ଅଇବାକେ ଇଣ୍ଡ୍ସି, ସେ କୁଟିଆଲ୍ ଆରି ମୁର୍କ ଲକର୍ ଟାନେ ଅନି ନିମାନ୍ ।
ଜନ୍ ଲକ୍ ଦରମ୍ ସଙ୍ଗେ ଚାଲିଚଲନ୍ କର୍ସି, ସେଟା ଦେକି କରି ତାର୍ ପିଲାଟକି ମିସା ଆସିର୍ବାଦ୍ ପାଇବାଇ ।
ତମର୍ କାମ୍ ନିକ ଆରି ନିମାନ୍ ସଙ୍ଗେ କଲାସ୍ନି କି ନାଇଁ ଗଟେକ୍ ପିଲା ମିସା ନିଜର୍ କାମର୍ ଲାଗି ନିଜର୍ ପରିଚଇ ଦେଇସି ।
ମୁର୍କ ପିଲା ତାର୍ ବାବାର୍ ଦୁକ୍ ଆରି ତାର୍ ଆୟାର୍ ଦୁକର୍ କାରଣ୍ ଅଇସି ।
ପିଲାମନର୍ ପିଲାମନ୍ ଡକ୍ରା ଲକ୍ମନର୍ ମୁଣ୍ଡର୍ ମୁକୁଟ୍; ଆରି, ପିଲାମନର୍ ଡାକ୍ପୁଟା ଅଇଲାନି ସେମନର୍ ଆନିଦାଦିମନ୍ ।
ପିଲାମନର୍ ପିଲାମନ୍ ଡକ୍ରା ଲକ୍ମନର୍ ମୁଣ୍ଡର୍ ମୁକୁଟ୍; ଆରି, ପିଲାମନର୍ ଡାକ୍ପୁଟା ଅଇଲାନି ସେମନର୍ ଆନିଦାଦିମନ୍ ।
ବୁଦି ନ ରଇଲା ଲକ୍ ନିଜର୍ ବାବାର୍ କାତାକେ ନ ମାନେ; ମାତର୍ ଜେ ସିକିଆ ମାନ୍ସି, ସେ ଗିଆନ୍ ଅରଜ୍ସି ।
ବୁଦି ରଇଲା ପିଲା ନିଜର୍ ବାବାକେ ସାର୍ଦା କରାଇସି ; ମାତର୍ କାରାପ୍ ପିଲା ନିଜର୍ ଆୟାକେ ଦୁକ୍ ଦେଇସି।
ଜେ ନିଅମ୍ ମାନ୍ସି, ସେ ଗିଆନି ଲକ୍; ଆରି ଜେ କାଉରାମନର୍ ସଙ୍ଗେ ମଇତର୍ ଅଇସି, ସେ ନିଜର୍ ବାବାକେ ଲାଜ୍ କରାଇସି।
ଏ ମର୍ ପିଲା, ତର୍ ବାବାର୍ ସିକିଆକେ ସୁନ୍ ଆରି ତର୍ ଆୟାର୍ ସିକିଆକେ ଅମାନିଆଁ କର୍ ନାଇଁ । କାଇକେବଇଲେ ସେ ତର୍ ମୁଣ୍ଡେ ପିନ୍ଦ୍ବା ଆସିର୍ବାଦର୍ ମୁକୁଟ୍ ଆରି ଗାଲାଇ ପିନ୍ଦ୍ବା ମାଲି ପାରା ଅଇସି ।
ଏଟାର୍ପାଇଁ ଏ ମର୍ ପିଲାମନ୍, ମୁଇ କଇବା କାତା ସୁନା, ତେବେ ଜନ୍ ଲକ୍ମନ୍ ମର୍ ବାଟେ ଇଣ୍ଡ୍ବାଇ, ସେମନ୍ କେଡେ କରମର୍ ଲକ୍ । ସିକିଆକେ ସୁନି ଗିଆନ୍ ଉଆ; ଆରି, ସେଟାକେ ଅମାନିଆ କରା ନାଇଁ ।
Obediência e promessa
Filhos, obedecei a vossos pais no Senhor. Honra a teu pai e tua mãe para que viva muito tempo sobre a terra.
ଏ ମର୍ ପିଲାଟକିମନ୍, ତମେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଆୟା ବାବାର୍ କାତା ମାନିକରି ରୁଆ । ତମେ ଏନ୍ତାରି କର୍ବାର୍ ଆଚେଆକା । ଏନ୍ତାରି ଲେକା ଅଇଲାଆଚେ, ନିଜର୍ ଆୟା ବାବାକେ ସନ୍ମାନ୍ ଦିଆସ୍ । ଜେନ୍ତାରି କି ତମର୍ପାଇ ସବୁ ବିସଇ ମଙ୍ଗଲ୍ ରଇସି । ଆରି ତମେ ସାର୍ଦା ଅଇ ବେସି ଦିନ୍ ଜାକ ଏ ଜଗତେ ବଁଚିରଇସା । ଏଟା ଅଇଲାନି ପର୍ମେସରର୍ ପର୍ତୁମ୍ ଆଦେସ୍ ଜନ୍ଟା କି ସେ ଗଟେକ୍ ଦେଇରଇବା କାତା ମିସା ତେଇ ମିସାଇଆଚେ ।
ଏ ବାବାମନ୍, ପିଲାମନ୍କେ ରିସା କରାଆ ନାଇ । ତାର୍ ବାଦୁଲେ ସେମନ୍କେ ମାପ୍ରୁର୍ ବାକିଅ ଇସାବେ ସିକାଇକରି ବଡାଆ ।
ଏ ବାବାମନ୍, ପିଲାମନ୍କେ ରିସା କରାଆ ନାଇ । ତାର୍ ବାଦୁଲେ ସେମନ୍କେ ମାପ୍ରୁର୍ ବାକିଅ ଇସାବେ ସିକାଇକରି ବଡାଆ ।
ପର୍ମେସର୍କେ ବେସି ଆଲାଦ୍ କର୍ବା ତାର୍ ପିଲାମନ୍ ଅଇବାକେ, ତାର୍ପାରା ଅଇ ଗଟେକ୍ ଆଲାଦର୍ ଚଲାଚଲ୍ତି କରା ।
ଏ ପିଲାଟକିମନ୍, ତମର୍ ଆୟାବାବାର୍ କାତା ମାନିକରି ରୁଆ । ସେଟା ପର୍ମେସର୍କେ ସାର୍ଦା କୁରାଇସି ।
ଏ ଆୟା ବାବାମନ୍, ତମର୍ ପିଲାଟକିମନ୍କେ ସବୁବେଲେ ଲାଗିକରି ମନ୍ ବାଙ୍ଗାଆ ନାଇ ।
Crianças e o reino
Deixai vir a mim as crianças. Jesus honrou as crianças como modelo de fé e humildade para todo o seu povo.
ମାତର୍ ଜିସୁ କଇଲା, "ସାନ୍ ପିଲାମନ୍କେ ମର୍ ଲଗେ ଆଇବାକେ ବାଟ୍ ଦିଆସ୍ । ସେମନ୍କେ ମନା କରା ନାଇ । କାଇକେ ବଇଲେ ଏମନ୍ ଆକା ସରଗ୍ ରାଇଜେ ରଇବା ଲକ୍ ।"
ମାତର୍ ଜିସୁ କଇଲା, "ସାନ୍ ପିଲାମନ୍କେ ମର୍ ଲଗେ ଆଇବାକେ ବାଟ୍ ଦିଆସ୍ । ସେମନ୍କେ ମନା କରା ନାଇ । କାଇକେ ବଇଲେ ଏମନ୍ ଆକା ସରଗ୍ ରାଇଜେ ରଇବା ଲକ୍ ।"
ସେ ବେଲେ ସିସ୍ମନ୍ ଜିସୁକେ ପାଚାର୍ଲାଇ, "ସରଗ୍ ରାଇଜେ ସବୁର୍ଟାନେଅନି କେ ବଡ୍ ?" ଜିସୁ ଗଟେକ୍ ସାନ୍ ପିଲାକେ ଡାକି ସେମନର୍ ଲଗେ ଟିଆକରାଇ କଇଲା, "ମୁଇ ତମ୍କେ ସତ୍ କଇଲିନି, ତମର୍ ମନ୍ ବାଦ୍ଲାଇ ସାନ୍ ପିଲାମନର୍ ପାରା ନ ଅଇଲେ ସରଗ୍ ରାଇଜେ କେବେ ପୁରି ନାପାରାସ୍ । ଜେ ନିଜ୍କେ ସୁଆଲ୍ କରି ସାନ୍ ପିଲାପାରା ଅଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ବଡ୍,
"ମୁଇ ତମ୍କେ ସତ୍ କଇଲିନି, ତମର୍ ମନ୍ ବାଦ୍ଲାଇ ସାନ୍ ପିଲାମନର୍ ପାରା ନ ଅଇଲେ ସରଗ୍ ରାଇଜେ କେବେ ପୁରି ନାପାରାସ୍ । ଜେ ନିଜ୍କେ ସୁଆଲ୍ କରି ସାନ୍ ପିଲାପାରା ଅଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ବଡ୍, ଆରି, ଜେକି ମର୍ ନାଉଁ ଦାରି ଏ ସାନ୍ ପିଲାକେ ନାମ୍ସି, ସେ ମକେ ମିସା ନାମ୍ସି ।"
ଏ ସାନ୍ ପିଲାମନର୍ ବିତ୍ରେ ଅନି ଗଟେକ୍କେ ମିସା ଇନ୍କରା ନାଇ । ମୁଇ ତମ୍କେ କଇଲିନି, ଏ ମନର୍ ଜତନ୍ ନେଇତେ ରଇବା ସରଗର୍ ଦୁତ୍ମନ୍ ସବୁ ବେଲା ମର୍ ବାବାର୍ ଲଗେ ଆଚତ୍ ।
ଜିସୁ ସେବେଲାଇ ପାର୍ତନା କରି କଇଲା, "ଏ ବାବା, ତମେ ସରଗ୍ ଆରି ମଚ୍ପୁରର୍ ମାପ୍ରୁ । ଏ ସବୁ ବିସଇ ସିକ୍ଲା ଲକ୍ ଆରି ଗିଆନି ରଇବା ଲକର୍ତେଇଅନି ଲୁଚାଇ ସଙ୍ଗଇ, ନସିକ୍ଲା ଲକ୍ମନର୍ ତେଇ ଜାନାଇ ଆଚୁସ୍ ବଲି ମୁଇ ତମ୍କେ ଦନିଅବାଦ୍ ଦେଲିନି ।
ସାନ୍ତିର୍ ପାଇ କାମ୍ କର୍ବା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସେମନ୍ ପର୍ମେସରର୍ ପିଲାଟକି ବଲି ନାମାଇ ଅଇବାଇ ।
ଗଟେକ୍ ଦିନ୍ କେତେକ୍ ଲକ୍ମନ୍ ତାକର୍ ପିଲାଟକିମନ୍କେ ଜିସୁ ଆତ୍ ସଙ୍ଗଇ ଆସିର୍ବାଦ୍ କର ବଲି ତାର୍ଲଗେ ଆନ୍ଲାଇ । ମାତର୍ ତାର୍ ସିସ୍ମନ୍ ଲକ୍ମନ୍କେ, ଦମ୍କାଲାଇ । ଜିସୁ ଏଟା ଦେକି ବେସି ରିସାଅଇ ସିସ୍ମନ୍କେ କଇଲା, "ସାନ୍ ପିଲାମନ୍କେ ମର୍ ଲଗେ ଆଇବାକେ ବାଟ୍ ଦିଆସ୍, ସେମନ୍କେ ମନା କରାନାଇ । କାଇକେବଇଲେ ପର୍ମେସରର୍ ରାଇଜ୍ ଏନ୍ତି ପିଲାଟକିମନର୍ ପାରା ରଇବା ଲକ୍ମନର୍ ପାଇସେ ।
ତାର୍ପଚେ ଜିସୁ ଗଟେକ୍ ସାନ୍ଟା ପିଲାକେ ନେଇକରି ସେମନର୍ ମୁଆଟେ ଟିଆ କରାଇ ସେମନ୍କେ କଇଲା, "କେ କେ ମର୍ ଲାଗି ଏନ୍ତାରି ଗଟେକ୍ ସାନ୍ଟା ପିଲାକେ ନାମ୍ବାଇ, ସେମନ୍ ମକେ ନାମ୍ଲାଇନି, ଆରି କେ କେ ମକେ ନାମ୍ଲାଇନି, ସେମନ୍ ମକେ ନାଇ, ମାତର୍ ମକେ ପାଟାଇରଇବା ମର୍ ବାବାକେ ନାମ୍ଲାଇନି ।"
ଜିସୁ, ଗିଆନେ, ଗାଗ୍ଡେ, ପର୍ମେସର୍ ଆରି ଲକ୍ମନର୍ ଦୟାଇ ବଡିଆଇଲା ।
ସେମନ୍ କାଇଲା ପଚେ ଜିସୁ ସିମନ୍ ପିତର୍କେ କଇଲା, "ଜଅନର୍ ପଅ ସିମନ୍, ତୁଇକାଇ ଏମନର୍ତେଇଅନି ମକେ ଅଦିକ୍ ଆଲାଦ୍ କଲୁସ୍ନି କି ?" ପିତର୍ କଇଲା,
"ଉଁ ମାପ୍ରୁ ମୁଇ ଆଲାଦ୍ କଲିନି ବଲି ତୁଇ ଜାନିଆଚୁସ୍ ।"
ଜିସୁ ତାକେ "ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି ଜତନ୍ କର୍ ।" ବଲି କଇଲା ।
Identidade e crescimento
Somos filhos de Deus pelo Espírito de adoção. Crescer em Cristo é amadurecer em fé, obediência e amor ao próximo.
ମାତର୍ ଜେ ଜେ ତାକେ ନାମ୍ଲାଇ, ଆରି ତାକେ ବିସ୍ବାସ୍ କଲାଇ, ସେ ଲକ୍ମନ୍କେ ପର୍ମେସରର୍ ପିଲାଜିଲା ଅଇଜିବାକେ ସେ ଅଦିକାର୍ ଦେଲା ।
ଜନ୍ ଲକ୍ମନ୍ ପରମେସରର୍ ଆତ୍ମା ଇସାବେ ଚାଲ୍ଲାଇନି, ସେମନ୍ସେ ପରମେସରର୍ ପିଲାଟକି ।
କାଇକେବଇଲେ ପରମେସର୍ ଦେଲା ଆତ୍ମା, ତମ୍କେ ଗତିଦାଙ୍ଗ୍ଡା ଅଇବା ତେଇଅନି ମୁକ୍ଲାଇଲା ଆଚେ । ତମେ ଆରି ଡର୍ବାର୍ ଲଡା ନାଇ । ମାତର୍ ସୁକଲ୍ଆତ୍ମା ତମ୍କେ ପରମେସରର୍ ପିଲାଟକି କରିଆଚେ । ତାର୍ ବପୁ ଏତାଇକରି ଏବେ ଆମେ ପରମେସର୍କେ "ବାବା, ମର୍ ବାବା !" ବଲି ଡାକ୍ଲୁନି ।
ପରମେସରର୍ ଆତ୍ମା ଆମର୍ ବିତ୍ରର୍ ଆତ୍ମା ସଙ୍ଗ୍ କଁଟ୍ ମିସାଇ ଆମ୍କେ ତାର୍ ପିଲାଟକି ବଲି ଜାନାଇଲାନି ।
ପର୍ମେସର୍ ତିଆର୍କଲା ସବୁଜାକ ଜାଗର୍ତା ସଙ୍ଗ୍ ସେ ଦିନ୍କେ ଜାଗି ଆଚତ୍ । ସେବେଲାଇ ପରମେସର୍ ତାର୍ ସତ୍ ପିଲାଟକିମନ୍ କେ, ବଲି ଦେକାଇସି ।
ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ । ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ ।
ଅଲପ୍ ବାବିଦେକାପନି, ବାବା ପର୍ମେସର୍ ଆମ୍କେ କେଡେକ୍ ଆଲାଦ୍ କଲାନି । ତାର୍ ଏତେକ୍ ଆଲାଦର୍ ଲାଗି ଆମେ ତାର୍ ପିଲାଜିଲା ବଲାଇ ଅଇଲୁନି । ଆରି ସତଇସେ ଆମେ ତାର୍ ଅଇଆଚୁ ବଲି ଏ ଜଗତର୍ ଲକ୍ ବୁଜତ୍ନାଇ । କାଇକେବଇଲେ ଆମର୍ ବାବା ପର୍ମେସର୍କେ ସେମନ୍ ନାଜାନତ୍ ।
ଏ ମର୍ ଆଲାଦର୍ ମଇତର୍ମନ୍, ଏବେ ଆମେ ପର୍ମେସରର୍ ପିଲାଜିଲା ଅଇଆଚୁ । ପଚ୍କେ ଆମେ କେନ୍ତାର୍ ଅଇରଇବୁ ବଲି ଏବେଜାକ ନାଜାନୁ । ମାତର୍ ଜେଡେବେଲେ କିରିସ୍ଟ ଏଜଗତେ ବାଉଡି ଆଇସି, ସେବେଲେ ସେ ଜେନ୍ତାରି ଆଚେ, ସେନ୍ତାରି ତାକେ ଆମେ ଦେକ୍ବୁ । ଆମେ ମିସା ତାର୍ପାରା ଅଇଜିବୁ । ଏଟା ସତ୍ । ଜେତ୍କି ଲକ୍ କିରିସ୍ଟର୍ ପାରା ଅଇବୁ ବଲି ଆସା କଲାସ୍ନି, ନିଜେ ପାପ୍ କାମ୍ ଚାଡି ସୁକଲ୍ ରଇବାର୍ ଆଚେ । ଜେନ୍ତାରିକି କିରିସ୍ଟ କେବେ ପାପ୍ ନ କରେ ।
ଏ ଆଲାଦର୍ ପିଲାମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ କିରିସ୍ଟର୍ ଲାଗି ତମର୍ ପାପ୍ କେମା ଅଇଲାଆଚେ ।
ଏ ମର୍ ଆଲାଦର୍ ପିଲାଟକିମନ୍, ମିଚ୍ ପୁତ୍ଲାମନର୍ ଟାନେଅନି ଦୁରିକେ ରୁଆ ।
ନିଜର୍ କୁଟୁମ୍କେ ନିକକରି ଚାଲାଇତେରଇବାର୍ ଆଚେ । ଆରି ତାର୍ ପିଲାଟକିମନ୍କେ ସେ ତିଆର୍ଲାଟା ମାନ୍ବାକେ ବାଦିଅ କରାଇବା ସିକିଆ ଦେଇରଇବାର୍ ଆଚେ ।
କେ ଜଦି, ତାର୍ ନିଜର୍ ଲକ୍ମନ୍କେ କି କୁଟୁମର୍ ଲକ୍ମନ୍କେ ଲଡାକେ ରଇବା ବିସଇ ନ ଦେଲେ, ସେ ଜନ୍ଟା ବିସ୍ବାସ୍ କଲିନି ବଲି କଇସି, ସେ ସତଇସେ ସେଟା ବିସ୍ବାସ୍ କରେନାଇ । ସେ ବିସ୍ବାସ୍ ନ କରିରଇବା ଲକର୍ଟାନେଅନି ଅଦିକ୍ ଇନ୍ ।
ପର୍ମେସରର୍ ସାସ୍ତରେ ଲେକା ଅଇଲାଟା ତମେ ପାସ୍ରିଗାଲାସ୍ କି ? ସେ ତାର୍ ପିଲାଜିଲାମନ୍କେ ମନ୍ ସାର୍ଦା କରାଇ ଏନ୍ତାରି କଇରଇଲା । ସେ କଇଲା,
ମର୍ ପଅ ମାପ୍ରୁର୍ ସାସନ୍ କର୍ବାଟା ଏଲା କର୍ବାର୍ ନାଇ ।
ସେ ତମ୍କେ ଡଣ୍ଡ୍ ଦେବାବେଲେ ଆସା ଚାଡ୍ବାର୍ ନାଇ ।
କାଇକେବଇଲେ ମାପ୍ରୁ ଜେତ୍କି ଲକ୍କେ ଆଲାଦ୍ କର୍ସି, ସେତ୍କି ଲକ୍କେ ସେ ସାସନ୍ କର୍ସି ।
ଆରି ଜେତ୍କି ଲକ୍କେ ତାର୍ ପିଲାଜିଲା ବଲି ଏଜିଆଚେ
ସେ ସବୁ ଲକ୍କେ ଡଣ୍ଡ୍ ଦେଇସି ।
ତେବର୍ପାଇ ତମର୍ ଦୁକ୍କସ୍ଟ ସବୁ ତମର୍ ବାବାର୍ତେଇଅନି ମିଲିରଇବା ଡଣ୍ଡ୍ ପାରା ବଲି ବାବ୍ବାର୍ ଆଚେ । ପର୍ମେସର୍ ତମ୍କେ ତାର୍ ପିଲା ଜିଲା ବଲି ଏଜ୍ଲାନି । ଏଟା ତମର୍ ଦୁକ୍କସ୍ଟ ପାଇବାତେଇଅନି ଜାନାପଡ୍ସି । କାଇକେବଇଲେ, ତାର୍ ପିଲାକେ ଡଣ୍ଡ୍ ନ ଦେଲା ବାବା କେ ଆଚେ ? ତେବର୍ପାଇ ତାର୍ ସବୁ ପିଲାଜିଲାପାରା ପର୍ମେସର୍ ଜଦି ତମ୍କେ ଡଣ୍ଡ୍ ନ ଦେଏ, ତାର୍ ଅରତ୍ ଅଇଲାନି ସତଇସେ ତମେ ତାର୍ ପିଲାଜିଲା ନୁଆସ୍, ମାତର୍ ଉପ୍କା ପିଲାଜିଲା । ଆମ୍କେ ଜନମ୍ ଦେଲା ବାବାମନ୍ ଡଣ୍ଡ୍ ଦେଇରଇଲାଇ ଆରି ସେଟାର୍ପାଇଁ ଆମେ ସେମନ୍କେ ମାନିଅ କର୍ତେରଇଲୁ । ସେନ୍ତାର୍ଆଲେ ସର୍ଗେ ରଇବା ଆମର୍ ବାବାକେ ଆମେ କେତେକ୍ ଅଦିକ୍ ନିଜ୍କେ ସର୍ପିଅଇ ବଁଚ୍ବୁ ?
ଜେଡେବେଲେ ଡଣ୍ଡ୍ ପାଇବୁ, ଆମେ ସାର୍ଦା ନ ଅଉଁ, ମାତର୍ ଦୁକ୍ ଅଇବୁ । ସେଟା ସତ୍, ମାତର୍ ସେ ଡଣ୍ଡ୍ ପାଇଲାତେଇଅନି କାଇକାଇଟା ସିକ୍ଲା ପଚେ, ସେଟା ନିକ ବଲି ବାବ୍ବୁ । କାଇକେବଇଲେ ସେଟା ଆମ୍କେ ସାନ୍ତିସଙ୍ଗ୍ ରଇବା ମନ୍ ଆରି ଗଟେକ୍ ଦରମ୍ ଚଲାଚଲ୍ତି କର୍ବାକେ ସାଇଜ କର୍ସି ।
ସେମନ୍ କଇଲାଇ, "ମାପ୍ରୁ ଜିସୁକେ ବିସ୍ବାସ୍ କଲେ, ତୁଇ ଆରି ତମର୍ କୁଟୁମର୍ ସବୁ, ମୁକ୍ତି ପାଇସା ।"
ମାତର୍ ଦାଙ୍ଗ୍ଡା ବଇସେ ରଇବା ଗାଗଡର୍ ମନ୍କର୍ବାଟାନେଅନି ତୁଇ ଦୁରିକେ ର । ଟିକ୍ ବିସଇ କର୍ବାକେ ଚେସ୍ଟା କର୍ । ବିସ୍ବାସେ ଡାଁଟ୍ ରଅ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ଆରି ତାକର୍ ସଙ୍ଗ୍ ସାନ୍ତିସଙ୍ଗ୍ ର । ମନ୍କେ ସୁକଲ୍ କରି ଜେତ୍କି ସବୁଲକ୍ ମାପ୍ରୁକେ ପୁଜା କଲାଇନି, ସେମନର୍ ସଙ୍ଗ୍ ଏ ସବୁଜାକ କର୍ ।
ଜେତ୍କି ଲକ୍ମନ୍ ବିନ୍ ଲକ୍ମନ୍କେ ସିକାଇବାକେ ଅଦିକାର୍ ପାଇଆଚତ୍, ଏନ୍ତାରି ଲକ୍ମନ୍କେ ସବୁ ବିସଇ ସର୍ପିଦେସ୍ । କେତେକ୍ କେତେକ୍ ସାକିମନର୍ ମୁଆଟେ ତୁଇ ମର୍ଟାନେଅନି ଜନ୍ ସାକି ସୁନିଆଚୁସ୍, ସେନ୍ତାରି ଲକ୍ମନ୍କେ ସେ ସବୁଜାକ ସର୍ପିଦେସ୍ ।
Transmitir a fé
Contaremos à geração vindoura os louvores do Senhor. O legado de fé é o maior presente que damos aos nossos filhos.
ତମର୍ ପିଲାଟକିମନ୍ ସବୁବେଲର୍ ମାପ୍ରୁ ଲାଗି ସିକିତ୍ ଅଇବାଇ ଆରି ତମର୍ ପିଲାଟକି ମନ୍ ବେସି ସାନ୍ତି ଅଇବାଇ ।
ତମର୍ ପିଲାଟକିମନ୍ ସବୁବେଲର୍ ମାପ୍ରୁ ଲାଗି ସିକିତ୍ ଅଇବାଇ ଆରି ତମର୍ ପିଲାଟକି ମନ୍ ବେସି ସାନ୍ତି ଅଇବାଇ ।
ଜେନ୍ତାରି କି ମୁଇ ଆଜି ତକେ ଆସିର୍ବାଦ୍ କଲିନି, ଏନ୍ତାରି ଜିବନ୍ ରଇଲା ଲକ୍ ତର୍ ଆସିର୍ବାଦ୍ କର୍ବାଇ; ବାବା ତାର୍ ପିଲାମନ୍କେ ସତ୍ କାତା କଇ ଜାଗର୍ତା କୁରାଇସି ।
ତାର୍ପଚେ ସବୁବେଲର୍ ମାପ୍ରୁ କଇଲାନି, ମାଇଜି ଟକିମନ୍ ନିଜର୍ ଜନମ୍ ଦେଇ ରଇଲା ପିଲା ଜିଲା ମନ୍କେ ଜତନ୍ ନ କରି ନିଜର୍ ଦୁଦ୍ କାଇବା କଁଲା ପିଲାମନ୍କେ ପାସ୍ରି ମିସା ଜାଇ ପାରତ୍ ? ଉଁ, ଏମନ୍ ପାସ୍ରି ମିସା ଜାଇ ପାରତ୍ , ଅଇଲେ ମିସା ମୁଇଁ ତମ୍କେ ନ ପାସ୍ରି । ଦେକା, ଆମେ ଆମର୍ ଆତର୍ ପାପୁଲି ଟାନେ ତମର୍ ବାନିମୁର୍ତିକେ ଲେକି ଆଚି; ତମର୍ ଚାରି ବେଟ୍ତି ପାଚୁରି ପାରା ଜାଗିକରି ଆଚି।
ତାର୍ପଚେ ମୁଇ ଦେକ୍ଲି ଆରି ଉଟି କୁଲିନ ଜାତିର୍ ଲକ୍କେ ଆରି ମୁକିଆମନ୍କେ ଆରି ଅଲ୍ଗା ଲକ୍ମନ୍କେ କଇଲି; ତମେ ସେମନର୍ ବିସଇରେ ଡରାନାଇ; ମାପ୍ରୁକେ ଏତାଆ, ସେ ଡାକ୍ପୁଟା ଆରି ଡରାନାଇ; ଆରି ତମେ ନିଜର୍ ନିଜର୍ ବାଇମନ୍, ଆରି ବଇନିମନ୍, ନିଜର୍ ନିଜର୍ ମାଇଁଜିମନ୍ ଆରି ଗରର୍ ପାଇ ଜୁଇଦ୍ କରା ।
ମର୍ ପିଲାମନ୍ ସତ୍ ଇସାବେ ଚଲାଚଲ୍ତି କଲାଇନି ବଲି ସୁନ୍ଲାତେଇଅନି ଆରି କାଇ ବିସଇ ମକେ ସାର୍ଦା ନ କରାଏ ।
ମର୍ ପିଲାମନ୍ ସତ୍ ଇସାବେ ଚଲାଚଲ୍ତି କଲାଇନି ବଲି ସୁନ୍ଲାତେଇଅନି ଆରି କାଇ ବିସଇ ମକେ ସାର୍ଦା ନ କରାଏ ।