Cura
A cura é promessa e poder de Deus. Jesus curou toda enfermidade e todo mal. As Escrituras declaram que pelas suas pisaduras fomos sarados — cura do corpo, da alma e do espírito.
Pelas suas pisaduras
Ele foi ferido pelas nossas transgressões e moído pelas nossas iniquidades. Pelas suas pisaduras fomos sarados.
ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ;
ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ;
ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି।
ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ;
ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
Jesus, o curador
Jesus percorreu cidades e aldeias curando toda doença. Ele deu autoridade aos discípulos para curar enfermos.
ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।
କିନ୍ତୁ ଯୀଶୁ ତାହା ଶୁଣି କହିଲେ, "ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।
ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ,
ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
"ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ,
ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା
ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି,
ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ
ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି,
ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
ପୁଣି, ସେ ସେମାନଙ୍କୁ ଦେଖି କହିଲେ, "ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।" ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।
ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ। ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, "ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।" ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା। କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।
କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, "ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ? ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?"
ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, "ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।"
ତହିଁରେ ଯୀଶୁ ତାହାକୁ କହିଲେ, "ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।"
ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।
ଯୀଶୁ ତାହାକୁ କହିଲେ, "ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।" ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।
ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।"
ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ।
Eu sou o Senhor que te sara
Eu sou o Senhor que te sara. Ele perdoa todas as iniquidades e sara todas as enfermidades — com bondade e misericórdia.
"ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।"

ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି;
ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି;
ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି
ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି
ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି,
ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।
ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି,
ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।
ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।
ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି;
ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି;
ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ;
ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
ଧାର୍ମିକର ବିପଦ ଅନେକ;
ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
Cura e restauração
Eu te restaurarei e sararei as tuas feridas, diz o Senhor. A oração da fé salvará o enfermo e o Senhor o levantará.
କାରଣ ସଦାପ୍ରଭୁ କହନ୍ତି,
ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା
ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା;
କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି,
ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।
ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି,
ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି;
କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।

ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ। ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ। ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। ଆଉ, ସେ ମୋତେ କହିଅଛନ୍ତି, "ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।" ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।
ଯଥା, "ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।

Promessas e esperança
O Senhor dá forças aos cansados. O sol da justiça se levantará com salvação nas suas asas.
ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
ଆନନ୍ଦିତ ହୃଦୟ ଉତ୍ତମ ଔଷଧ;
ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।