O Deus do impossível
Deus é o Deus do impossível. Para Ele não há nada difícil demais. O que parece impossível aos olhos humanos é perfeitamente possível para o Criador do universo.
Nada é impossível
Para Deus nada é impossível. Ele faz infinitamente mais do que podemos pedir ou imaginar — esse é o nosso Deus.
ଜିସୁ ସେମନର୍ ବାଟେ ଦିରେକରି ଦେକି କଇଲା, "ମୁନୁସ୍ମନର୍ଟାନେ ଏଟା ଅଇନାପାରେ, ମାତର୍ ପର୍ମେସରର୍ ଟାନେ ସବୁଟା ଅଇପାର୍ସି ।"
ଜିସୁ ସେମନ୍କେ ଦେକିକରି କଇଲା, "ଏ ବିସଇ ଲକ୍ମନର୍ ଟାନେ ଅଇନାପାରେ, ମାତର୍ ପର୍ମେସରର୍ ଟାନେ ସବୁଟା ଅଇପାର୍ସି ।"
ଜିସୁ କଇଲା, "ପର୍ମେସରର୍ ଟାନେ ନାପାର୍ଲା ବିସଇ କାଇଟା ନାଇ ।"
ମରିୟମ୍ ଦୁତ୍କେ କଇଲା, "ଏଟା କେନ୍ତି ଅଇସି ? ମୁଇତା ମୁନୁସ୍କେ ନାଜାନି !" ଦୁତ୍ ତାକେ କଇଲା, "ସୁକଲ୍ ଆତ୍ମା ଆସି ତକେ ଡାବି ଅଇସି, ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ବପୁ ତକେ ଗୁଡିଆଇ ଅଇସି, ତେବର୍ପାଇ ଜେ ଜାତ୍ ଅଇସି, ସେ ସୁକଲ୍ ପର୍ମେସରର୍ ପଅ ବଲି ଡାକ୍ପୁଟା ଅଇସି ।"
ଆରି ଦେକ୍, ତର୍ ଲାଗାର୍ ଲିତାର୍ ଏଲିସାବେତ୍ ମିସା ଡକ୍ରି ବେଲେ ଗାଗ୍ଡେ ଆଚେ, ଜାକେ ଲକ୍ମନ୍ ବାଞ୍ଜି ବଲି କଇତେରଇଲାଇ । ତାକେ ଏବେ ଚ ମାସ୍ ଅଇଲାନି । କାଇକେବଇଲେ ପର୍ମେସରର୍ଟାନେ କାଇଟା ମିସା ନ ଅଇବା କାମ୍ ନାଇ, ବଲି କଇଲା ।
ତେଇ ମରିୟମ୍ କଇଲା, "ଦେକା, ମୁଇ ଗଟେକ୍ ମାପ୍ରୁର୍ ଦାସି, ତମେ କଇବା ଇସାବେ ମକେ ଅ ।" ତାର୍ପଚେ ଦୁତ୍ ତାର୍ଟାନେଅନି ଉଟିଗାଲା ।
ସେଡ୍କିବେଲେ ସବୁବେଲର୍ ମାପ୍ରୁ ଅବ୍ରାଆମ୍କେ କଇଲା, ମକେ ଡକ୍ରି ବେଲେ ସତ୍ସେ ପିଲା ଜନମ୍ ଅଇସି କି ବଲିକରି, ଏନ୍ତାର୍ ବାବି ସାରା କାଇକେ ଆଁସ୍ଲା ? ସବୁବେଲର୍ ମାପ୍ରୁର୍ ଲଗେ କାଇକାମ୍ ମିସା କସ୍ଟ ନାଇ ? ଆଇବା ବରସ୍ ଆରି ତରେକ୍ ଆଇଲେ, ସେ ବେଲେ ଆମେ ବାଉଡି ଆଇବୁ, ସେବେଲେ ସାରାର୍ କଲେ ପିଲା ରଇସି ।
Fé no impossível
Se tiverdes fé como um grão de mostarda... Os impossíveis de Deus são convites ao exercício da fé audaciosa.
ଜିସୁ ସେମନ୍କେ କଇଲା, "ତମର୍ ବିସ୍ବାସ୍ ବେସି ଦୁର୍ବଲ୍ । ମୁଇ ତମ୍କେ ସତ୍ କଇଲିନି, ଜଦି ଗଟେକ୍ ସର୍ସୁ ମୁଞ୍ଜି ଏତ୍କି ତମର୍ ବିସ୍ବାସ୍ ରଇଲେ, ଏ ଡଙ୍ଗର୍, ଇତିଅନି ତେଇ ଗୁଚି ଜିବାକେ କଇଲେ, ସେଟା ଗୁଚି ଜାଇସି । ବିସ୍ବାସର୍ ଲାଗି ତମେ ସବୁ ବିସଇ କରିପାରାସ୍ ।"
ଜିସୁ ତାକେ କଇଲା, "କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।"
ସେଟାର୍ପାଇଁ ମୁଇ ତମ୍କେ କଇଲିନି, ତମେ ପାର୍ତନାଇ ଜନ୍ଟା ମିଲ୍ସି ବଲି ବିସ୍ବାସ୍ କରି ମାଙ୍ଗ୍ଲେ, ସେଟା ତମ୍କେ ମିଲ୍ସି ।
ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ । ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ ।