Deus é amor
Deus é amor — esta é a declaração mais profunda da Bíblia sobre a natureza divina. Tudo que Deus faz nasce do amor. Quem permanece no amor permanece em Deus.
A natureza de Deus
Deus é amor. Quem permanece no amor, permanece em Deus e Deus nele. Ele nos amou primeiro com amor eterno.
ଇସ୍ୱର୍ ଲାଡ୍କାରି
ଏ ଲାଡାର୍ ବାୟ୍ବେଣିମଃନ୍ ଆସା ଅଃମିମଃନ୍ ଏକ୍ଆରେକ୍ ଲାଡ୍ କଃରୁଆଁ, ବଃଲେକ୍ ଲାଡ୍ ଇସ୍ୱରାର୍ ତଃୟ୍ହୁଣି ଜଃଲମ୍, ଆର୍ ଜୁୟ୍ଲକ୍ ଲାଡ୍ କଃରେଦ୍, ସେ ଇସ୍ୱରାର୍ ତଃୟ୍ହୁଣି ଜଃଲମ୍ ଆର୍ ସେ ଇସ୍ୱର୍କେ ଜାଣେଦ୍ । ଜେ ଏକ୍ଆରେକ୍କେ ଲାଡ୍ ନଃକେରେ, ସେ ଇସ୍ୱର୍କେ ନଃଜାଣେ, କାୟଃତାକ୍ବଃଲେକ୍ ଇସ୍ୱର୍ ତ ଲାଡ୍କାରି
ଅଃମିମଃନ୍ ଜେ, ଇସ୍ୱର୍କେ ଲାଡ୍ କଃଲୁ ସେରି ନଃୟ୍, ମଃତର୍ ସେ ଅଃମିମଃନ୍କେ ଲାଡ୍ କଃଲା, ଆରେକ୍ ଅଃହ୍ଣାର୍ ହୟ୍ସିକେ ଅଃମିମଃନାର୍ ହାହ୍ ବୟ୍ନେଉଁକେ ହଃଟାୟ୍ଲା ଇତି ଇସ୍ୱରାର୍ ଲାଡ୍ ଜାଣାହଃଳୁଲି ।
ଜେ ଜିସୁକେ ଇସ୍ୱରାର୍ ହୟିସି ବଃଲି ମାନେଦ୍ ଇସ୍ୱର୍ ତାର୍ ତଃୟ୍ ଆଚେ ଆର୍ ସେ ଇସ୍ୱରାର୍ ତଃୟ୍ ଆଚେ । ଆରେକ୍ ଅଃମିମଃନାର୍ ଗିନେ ଇସ୍ୱରାର୍ ଜୁୟି ଲାଡ୍ ଆଚେ, ସେରି ଅଃମିମଃନ୍ ଜାଣି ଆଚୁ, ଆର୍ ବିସ୍ୱାସ୍ କଃରି ଆଚୁ । ଇସ୍ୱର୍ ତ ଲାଡ୍; ଜେ ଲାଳେ ରଃୟ୍ଦ୍ ସେ ଇସ୍ୱରାର୍ ତଃୟ୍ ରଃୟ୍ଦ୍ ଆର୍ ଇସ୍ୱର୍ ତାର୍ ତଃୟ୍ ରଃୟ୍ଦ୍ ।
ଇସ୍ୱର୍ ହଃର୍ତୁମ୍ ଅଃମିମଃନ୍କେ ଲାଡ୍ କଃଲାକ୍ ଅଃମିମଃନ୍ କଃଲୁ ।
ବଃଲେକ୍ ଇସ୍ୱର୍ ଜଃଗତ୍କେ ଅଃତେକ୍ ଲାଡ୍ କଃଲା ଜେ ସେ ଅଃହ୍ଣାର୍ ଗଟେକ୍ ବଃଲି ହୟ୍ସିକ୍ ଦାନ୍ ଦିଲା, ଜଃନ୍କଃରି ଜେହେଁ ତାକେ ବିସ୍ୱାସ୍ କଃରେଦ୍ ସେ ନଃସ୍ଟ୍ ନୟ୍ ସେ ଅଃମ୍ବର୍ ଜିବନ୍ ହାୟ୍ଦ୍ ।
O amor de Deus revelado
Deus prova o seu amor em que Cristo morreu por nós quando ainda éramos pecadores. Seu amor é compassivo e eterno.
ମଃତର୍ ଅଃମିମଃନ୍ ହାହି ରିଲା ବଃଳ୍ ହେଁ କ୍ରିସ୍ଟ ଜେ ଅଃମାର୍ ଗିନେ ମଃଲା, ସେତାକ୍ ଇସ୍ୱର୍ ଅଃମାର୍ ଗିନେ ଅଃହ୍ଣାର୍ ଲାଡ୍ ଦଃକାୟ୍ ଆଚେ ।
ମଃତର୍ ଅଃମିମଃନ୍ ହାହେ ମଃରି ରିଲେକ୍ ହେଁ ଦଃୟାକାରି ଇସ୍ୱର୍, ସେ ଅଃମିମଃନ୍କେ ଜୁୟି ବଃଡ୍ ଲାଡାର୍ ଗିନେ ଦଃୟା କଃଲା, ସେତାର୍ ଗିନେ ଅଃମିମଃନ୍କେ କ୍ରିସ୍ଟର୍ ସଃଙ୍ଗ୍ ଜିବନ୍ ହାଳାୟ୍ ଆଚେ, ଦଃୟାର୍ ଗିନେ ତୁମିମଃନ୍ ମୁକ୍ତି ହାୟ୍ଁ ଆଚାସ୍ ।
ସଃରାସଃରି ବଃଳ୍, ଏ ବାୟ୍ବେଣିମଃନ୍, ସଃର୍ଦା କଃରା, ସଃବୁ ବିସୟେ ଜୟଃଗ୍ ଅଃଉଆ, ଗ୍ୟାନ୍ ଦଃରା, ଗଟେକ୍ ମଃନ୍ ଅଃଉଆ, ସୁସ୍ତାୟ୍ ବାସା କଃରା, ଆର୍ ଲାଡ୍ ଆର୍ ସୁସ୍ତାର୍ ଇସ୍ୱର୍ ତୁମିମଃନାର୍ ସଃଙ୍ଗେ ରଃୟ୍ଦ୍ ।