Deus nunca falha
Deus nunca falha. Nenhuma de suas promessas vem ao chão. O que Ele prometeu, Ele cumprirá. A fidelidade de Deus é o fundamento inabalável da nossa fé.
Promessas cumpridas
Nenhuma boa palavra falhou de todas as promessas que Deus fez. Ele é fiel e verdadeiro em tudo o que diz.
Fidelidade eterna
A Palavra do Senhor permanece para sempre. A tua palavra é muito pura e o teu servo a ama profundamente.
ତମେ ଆକାସ୍ ବାଦଲ୍ ଉପ୍ରେ ଦେକା ଆରି ତଲେ ରଇବା ବୁଇଁକେ ଦେକା, କାଇକେବଇଲେ ଆକାସ୍ ମଣ୍ଡଲ୍ ଦୁଆଁ ପାରା ଉଡି ଜାଇସି ଆରି ବୁଇଁ ସବୁ ବସ୍ତର୍ ରକାମ୍ ଜିରି ଜାଇସି, ଆରି ତେଇ ବାସା ଅଇଲା ଲକ୍ମନ୍ ମଚି ରକାମ୍ ମରି ଜିବାଇ; ମାତର୍ ମର୍ ମୁକ୍ତି ସବୁଦିନର୍ ପାଇଁ ରଇସି ଆରି ମର୍ ଦରମର୍ ଜୁଗ୍ ନ ସାରେ ।
Segurança em Deus
Todas as promessas de Deus são sim e amém em Cristo. Fiel é Aquele que prometeu — Ele jamais nos decepcionará.
ତାର୍ଲାଗି ପର୍ମେସର୍ ଉଁ ବଲି, କଇରଇବାଟା, ସବୁଜାକ ପୁରାପୁରୁନ୍ କର୍ସି । ସେଟାର୍ପାଇଁ ଜିସୁକିରିସ୍ଟକେ ଆମେ ଆମେନ୍ ବଲି, କଇବାଟା ପର୍ମେସରର୍ ମଇମା ପାଇ ଅଇସି । ତମ୍କେ ଆରି ଆମ୍କେ ଜିସୁକିରିସ୍ଟତେଇ ମିସିରଇବାକେ ଆଇବା ଡାଟ୍ ବିସ୍ବାସ୍ ଆନ୍ବାଟା, ପର୍ମେସର୍ ସେ । ଆରି ସେ ଆମ୍କେ ବାଚ୍ଲା ଆଚେ । ଆମେ ତାର୍ଟା ବଲି ଜାନ୍ବାକେ ସେ ଆମ୍କେ ତାର୍ ଚିନ୍ ମାର୍ଲା ଆଚେ ଆରି ସୁକଲ୍ଆତ୍ମା ଆମର୍ ବିତ୍ରେ ଦାନ୍ କଲା ଆଚେ । ପର୍ମେସର୍ ଆମର୍ପାଇଁ ଜେତ୍କି ବିସଇ ସଙ୍ଗଇଆଚେ, ସେ ଆତ୍ମାର୍ ଲାଗି ଆମେ ସେଟା ସବୁ ପାଇବୁ ବଲି ଜାନ୍ଲୁନି ।
ଆମର୍ ଜନ୍ ଆସା ଉଁ, ବଲି ମାନିଆଇଲୁନି, ତାକେ ଡାଁଟ୍ କରୁ । ଆମେ ଅଇସି କି ନଏଁ ଆଲେ, ବଲି ନ ବାବୁ । କାଇକେବଇଲେ ପର୍ମେସର୍ ଜନ୍ ସପତ୍ କଲାଆଚେ, ସେଟା ସେ କର୍ସି ଆକା ।
ତମେ ମିସା ଜେଡେବେଲେ ମୁକ୍ତି ପାଇବା,ଏ ସୁବ୍ କବରର୍ ସତ୍ କାତା ସୁନ୍ଲାସ୍, ସେ ବେଲେଅନି ପର୍ମେସରର୍ ଲକ୍ ଅଇଆଚାସ୍ । ତମେ କିରିସ୍ଟକେ ବିସ୍ବାସ୍ କଲାକେ, ପର୍ମେସର୍ ସେ ଦେଇରଇବା କାତା ଇସାବେ ସୁକଲ୍ ଆତ୍ମା ଦାନ୍ କରିଆଚେ । ଆରି ସେ ତମ୍କେ ଚିନ୍ କଲାଆଚେ । ପର୍ମେସର୍ ତାର୍ ଲକ୍ମନ୍କେ ଜେତ୍କି ବିସଇ ଦାନ୍ କର୍ବାକେ କାତା ଦେଲାଆଚେ, ସେ ସବୁଜାକ ଆମେ ମିଲାଇପାରୁ । ସୁକଲ୍ଆତ୍ମା ଆମର୍ବାଟେ ଟିଆଅଇସି । ପର୍ମେସର୍ ତାର୍ ଲକ୍ମନ୍କେ ପୁରାପୁରୁନ୍ ନିଜେ ମନ୍କରି ମୁକ୍ତି ଦେଇସି । ଏଟା ସତ୍ ବଲିକରି, ଆସା ପର୍ମେସର୍କେ ମଇମା କରୁ !
ଜନ୍ ଲକ୍ମନ୍ ପରିକା ଆଇଲେ ମିସା ମୁର୍ଚି କରି ରଇବାଇ, ସେମନ୍ କେଡେକ୍ ନିକ କରମର୍ ଲକ୍ । କାଇକେବଇଲେ ସେ ସବୁ ପରିକାଇ ସେମନ୍ ଡାଁଟ୍ ସଙ୍ଗ୍ ଟିଆଅଇଲାପଚେ, ପୁରୁସ୍କାର୍ ପାଇବାଇ । ପର୍ମେସର୍ ତାର୍ ନିଜର୍ ଲକ୍ମନ୍କେ ଜନ୍ ଜିବନର୍ ମୁକୁଟ୍ ଦେବାକେ ସପତ୍ କଲାଆଚେ, ସେମନ୍ ସେଟା ପୁରୁସ୍କାର୍ ଇସାବେ ମିଲାଇବାଇ ।