Dificuldades
As dificuldades são parte da vida, mas Deus é refúgio certo em todo tempo de angústia. A Bíblia promete que nenhuma adversidade pode separar os filhos de Deus do seu amor.
Deus é refúgio
Deus é nosso refúgio e fortaleza, socorro bem presente nas angústias. Nada poderá nos separar do amor de Cristo.
ସେନ୍ତାର୍ଆଲେ ତେବେ କେ ମିସା ଆମ୍କେ କିରିସ୍ଟର୍ ଆଲାଦେଅନି ବେଗ୍ଲାଇ ନାପାରତ୍ । ଦୁକେ ରଇଲେ ମିସା, କସ୍ଟ ପାଇକରି ରଇଲେ ମିସା, ନିନ୍ଦା ପାଇକରି ରଇଲେ ମିସା, କାକୁର୍ତି ଅଇକରି ରଇଲେ ମିସା, ବୁକେ ରଇଲେ ମିସା, ବିପଦେ ରଇଲେ ମିସା କି ମରାଇଲେ ମିସା ଏ ସବୁ ବେଗ୍ଲାଇ ନାପାରେ । ସାସ୍ତରେ ଲେକାଆଚେ,
"ତମର୍ଲାଗି ସବୁ ଦିନ୍ ଆମେ ମରନର୍ ମୁଆଟେ ଗାଲୁନି,
ପୁଜ୍ବାକେ ନେଲା ମେଣ୍ଡାପିଲା ପାରା ଆମେ ବାଚି ଅଇଲୁ ଆଚୁ ।"
ଜେ ଆମ୍କେ ଆଲାଦ୍ କଲାଇନି, ତାର୍ ସାଇଜ ସଙ୍ଗ୍ ଆମେ ଏ ସବୁର୍ ଉପ୍ରେ ଜିତି ଆଚୁ । ମୁଇ ସତଇସେ ଜାନ୍ଲିନି ଜେ, ପର୍ମେସର୍ ଜନ୍ ବଡ୍ ଆଲାଦ୍ ଆମ୍କେ ଦେକାଇଲାଆଚେ, ସେ ଆଲାଦେଅନି କାଇଟା ମିସା ଆମ୍କେ ବେଗ୍ଲାଇ ନାପାରେ । ଆମେ ମରିଗାଲେ କି ଜିବନ୍ ରଇଲେ, ସରଗର୍ ଦୁତ୍ ଅଅତ୍ କି ସାସନ୍କାରିଆମନ୍, କି କାଇ ବିନ୍ ବପୁ, କି ଏବେ ଜନ୍ଟା ଅଇଲାନି, ପଚ୍କେ ଜନ୍ଟା ଅଇସି, ଉପ୍ରର୍ ଦୁନିଆ କି ତଲର୍ ଦୁନିଆ, ଏ ଜଗତେ ତିଆର୍ ଅଇରଇବା କାଇ ବିସଇ ମିସା ପର୍ମେସରର୍ ବଡ୍ ଆଲାଦେ ଅନି ଆମ୍କେ ବେଗ୍ଲାଇ ନାପାରେ । ଆମର୍ ମାପ୍ରୁ ଜିସୁକିରିସ୍ଟକେ ଦେଲା ପରମେସରର୍ ସେ ବଡ୍ ଆଲାଦେ ଅନି, ଏ ସବୁ ବିସଇ ଆମ୍କେ ଦେକାଇଲା ଆଚେ । ଏଟା ମୁଇ ଜାନିଆଚି ।
Provisão nas dificuldades
O Senhor provê mesmo nos tempos mais difíceis. Ele sustentou Elias, protegeu Israel e cuida dos seus com fidelidade eterna.
କାଇକେବଇଲେ ମୁଇ ସସ୍ ଲାଗ୍ଲା ଲକ୍କେ ପାନି କୁଆଇବି ଆରି ସୁକ୍ଲା ବୁଇଁ ଉପ୍ରେ ପାନି ଡାଲ୍ବି; ମୁଇ ତମର୍ କୁଲ୍ ଉପ୍ରେ ନିଜର୍ ଆତ୍ମା ଆରି ତମର୍ ପିଲାମନର୍ ଉପ୍ରେ ନିଜର୍ ଆସିର୍ବାଦ୍ ଦେବି;
କାଇକେ ବଇଲେ ଗରିବ୍ ଲକ୍ମନ୍ ଆରି କାକୁର୍ତି ଲକ୍ମନର୍ ଡାଣ୍ଟ୍ ଡେଙ୍ଗ୍ ଗର୍, ଆରି ସେମନ୍ କାକୁର୍ତି ସଙ୍ଗେ ଆଚତ୍। ତୁଇ ସେମନ୍କେ ଡର୍ବା ତେଇ ଅନି ସାସ୍ ଦେସ୍ ଆରି ବେସି କାରାଟାନେ ରଇବା ଲକ୍ମନ୍କେ ସିତ୍ଲା ଦେସ୍। ଅମାନିଆଁ ବିରଦି ଲକ୍ମନ୍ ସିତ୍ ବେଲେ ମାରାମାରିକେ ଉଟ୍ବାଇ।
ଆରି, ମୁଇଁଦାନିଆର୍ ତାତିର୍ ପାଇ ବଲିକରି ରକିଆ ପାଇବା ଚାଇଁ ପାରା ଅଇସି ,ଆରି ପାନି ପବନର୍ ପାଇ ରକିଆ ପାଇବା ପାଇଁ ବଲିକରି ପାନି ନ ବିଜ୍ବା ଜାଗା ପାରା ଅଇବାକେ ଗଟେକ୍ ଗର୍ ଅଇସି।
ତମେ ପାନି ଲଗେ ଗାଲାବେଲେ ମୁଇ ତମ୍ର ସଙ୍ଗ ରଇବାଇ ଆରି ସମ୍ଦୁରେ ଗାଲା ବେଲେ ସେ ତମ୍କେ ବୁଡାଇ ନାପାରେ; ତୁମେ ଜଇତେଇ ଗାଲାବେଲେ ଜଇ ନ ଲାଗେ ଜଇଆଲା ତମ୍କେ କାଇଟା କରିନାପାରେ ।
Força nas provas
Em tudo somos atribulados, mas não esmagados. O Senhor é bom e é fortaleza no dia da angústia — Ele conhce os seus.
ଆମେ ସବୁ ରକାମର୍ ଦୁକ୍କସ୍ଟ ଅଇକରି ଗାଲୁନି, ଏଲେ ମିସା କସ୍ଟ ପାଉ ନାଇ । କେବେ କେବେ କାଇଟା କର୍ବୁ ବଲି ଗିଆନ୍ ନ ରଇଲା ଲକର୍ପାରା ଅଇଲୁନି, ଅଇଲେମିସା ମନ୍ଦୁକ୍ କରୁ ନାଇ । ସତ୍ରୁମନର୍ ଟାନେଅନି ଉଡା ସୁନି ସୁନି ରଇଲୁ, ଏଲେମିସା ମାପ୍ରୁ ଆମ୍କେ ଚାଡେ ନାଇ । ଆମର୍ ଗାଗ୍ଡେ କେତେକ୍ କେତେକ୍ ମାଡ୍ ଅଇଲା । ଅଇଲେ ମିସା ମାପ୍ରୁ ଆମ୍କେ ବିନାସ୍ ଅଇବାକେ ଦେଏନାଇ ।
ଜିସୁ ସେମନ୍କେ କଇଲା, "ଏ ବିସ୍ବାସେ ଡାଟ୍ ନ ରଇଲା ଲକ୍ମନ୍, ତମେ କାଇକେ ଏତେକ୍ ଡରିଗାଲାସ୍ନି ?" ଜିସୁ ବାଉପବନ୍କେ ଆରି ଲଅଡିକେ ଦମ୍କାଇଲା । ତେବର୍ପାଇ ବାଉପବନ୍ ଆରି ଲଅଡି ତବିର୍ ଅଇଗାଲା ।
ଏଟା ଦେକି ସିସ୍ମନ୍ ବେସି କାବାଅଇଜାଇ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, "ଏ କେନ୍ତାର୍ ଲକ୍ ଜେ ବାଉପବନ୍ ଆରି ଲଅଡି ମିସା ଆର୍ କାତା ମାନ୍ଲାଇନି ।"
ଆଜି ପଦାଇ ରଇଲା ଗାଁସ୍ କାଲିକେ ନ ମିସା ରଏ । କାଟିକରି ଜଇଟାନେ ପଡାଇଦେବାଇ । ଏଲେମିସା ତାକେ ପର୍ମେସର୍ ଏନ୍ତି ସୁନ୍ଦର୍ ବେସ୍ ଦେଇସି, ତେବେ ଏ ଅଲପ୍ ବିସ୍ବାସିମନ୍, ସେ ବାଇଦରେ ତମ୍କେ ଅଦିକ୍ ନିମାନ୍ ବସ୍ତର୍ ନ ଦେଏ କି ? ଦେଇସିସେ ।
ଏଟାର୍ ପାଇ କାଇଟା କାଇବି ? ଆରି କାଇଟା ପିଇବି ? ଆରି କାଇଟା ଅଡ୍ବି ବଲି ଚିନ୍ତା କରାନାଇ ।
ପର୍ମେସର୍ ତାର୍ପାଇ ତିଆର୍ କରି ସଙ୍ଗଇରଇବା ମରୁବୁଇଁ ବାଟେ ସେ ମାଇଜି ପାଲାଇଲା । ତେଇ ��,������ ଦିନ୍ ଜାକ ତାକେ ଜତନ୍ ନିଆଅଇସି ।
ଦେକା, ମୁଇ ତମ୍କେ ସାଁପ୍ ଆରି ବିସ୍କାକ୍ଡା ଉପ୍ରେ ଇଣ୍ଡ୍ବାକେ ବପୁ ଦେଲିଆଚି, ଆରି ସତ୍ରୁର୍ ଉପ୍ରେ ରଇବା ବପୁ ମିସା ଦେଲିଆଚି । ତମ୍କେ କେ ମିସା କାଇଟା କରିନାପାରତ୍ ।