Dívidas
As dívidas podem escravizar, mas a Bíblia nos ensina princípios de sabedoria financeira: não se endividar imprudentemente, pagar o que se deve e confiar em Deus como provedor.
O devedor é servo do credor
O rico domina sobre o pobre, e o que toma emprestado é servo do que empresta. A Bíblia convida à liberdade financeira.
ସାଉକାର୍ ଲକ୍ ଗରିବ୍ ଲକ୍କେ ସାସନ୍ କର୍ସି, ଆରି ରୁନି ଅଇକରି ତାର୍ ଲଗେ ଗତି କଟ୍ସି ।
ଜଦି ଗଟେକ୍ ଲକ୍କେ ଉପ୍କାର୍ କର୍ବା ସକ୍ତି ତମର୍ ଆତେ ରଇଲେ, ଦାନ୍ କର୍ବା ଲକ୍ମନ୍କେ ମନା କରା ନାଇଁ ।
ଲନ୍ଦ୍ପନ୍ଦ୍ କରି ଅରଜ୍ଲା ଦନ୍ ସଁପତି ନସ୍ଟ ଅଇ ଜାଇସି, ମାତର୍ ନିଜେ କସ୍ଟ କରି କାମାଇଲା ଦନ୍ ଅଦିକ୍ ଅଇସି ।
"କେ ମିସା ଗଟେକ୍ ଲକ୍ ଦୁଇଟା ସାଉକାରର୍ ସେବାକରି ନାପାରେ । ସେ ଗଟେକ୍ ଲକ୍କେ ମାନ୍ସି ଆରି ଗଟେକ୍ ଲକ୍କେ ଗିନ୍ କର୍ସି । ନଇଲେ ଗଟେକ୍ ଲକ୍କେ ବିସ୍ବାସ୍ କର୍ସି ଆରି ଗଟେକ୍ ଲକ୍କେ ବିସ୍ବାସ୍ ନ କରେ । ତମେ ଏକାତର୍ ପର୍ମେସର୍କେ ଆରି ଡାବୁକାସୁକେ ସେବାକରି ନାପାରାସ୍ ।"
Princípios financeiros
Pagai a todos o que lhes é devido. Deus promete que o justo não será desamparado e que a bênção virá sobre os obedientes.
ସେଟାର୍ ପାଇ ସେମନ୍ ଜେତ୍କି ପାଇବାର୍ ଆଚେ ସେଟା ସେମନ୍କେ ଦେଇଦିଆସ୍ । ତମେ ସିସ୍ତୁ କି ଅଡି ଜାଇଟା ଦେବାର୍ ଆଚେ, ସେଟା ବାନ୍ଦିଦିଆସ୍ ଆରି ସେମନ୍କେ ନାମିକରି ସନ୍ମାନ୍ କରା ।
ନିଜର୍ ନିଜର୍ ବିତ୍ରେ ଆଲାଦ୍ କରାକରି ଅଇବାଟା ଚାଡି ଆରି କାଇ ବିସଇ କାର୍ ଲଗେ ମିସା ଉଦାର୍ ଉଆ ନାଇ । ଜେ ଏଟା ବିନ୍ ଲକର୍ପାଇ କର୍ସି, ସେ ନିୟମ୍ ମାନ୍ସି ।
ତମେ ଜଦି ଗଟେକ୍ ବଡ୍ ଗର୍ ବାନ୍ଦ୍ବାକେ ମନ୍ କଲାସ୍ନି ବଇଲେ, ବାନ୍ଦ୍ବା ଆଗ୍ତୁ କେତେକ୍ କର୍ଚ ଅଇସି ସେଟା ବସି କରି ଇସାବ୍ କର୍ସା । ଆରି ସେ ଗରର୍ ସବୁ କାମ୍ କରିସାରାଇବାକେ ତମର୍ ଲଗେ ସେତ୍କି ଡାବୁ ଆଚେକି ନାଇ ବଲି ଇସାବ୍ କରିଦେକ୍ସା ।
ଜେ ତମ୍କେ ମାଙ୍ଗ୍ସି, ତାକେ ଦିଆସ୍ । ଆରି ଜେ ତମର୍ ଦନ୍ ସଁମ୍ପତି ଉଦାର୍ ନେଇସି, ତାର୍ଟାନେଅନି ସେଟା ଆରିତରେକ୍ ମାଙ୍ଗାନାଇ ।
ଆମର୍ ବିରଦେ ଦସ୍ କରିରଇବା ଲକ୍ମନ୍କେ
ଆମେ ଜେନ୍ତାର୍ କେମା କଲୁନି, ସେନ୍ତାରି ଆମର୍ ସବୁ ଦସ୍ କେମା କରା ।
Contentamento
Seja o vosso viver sem ganância, contentando-vos com o que tendes. O Senhor é suficiente — não nos desamparará.
ଡାବୁ ଆସା ଅଇକରି ତାର୍ପଚେ ପାଲାଆ ନାଇ । କାଇକେବଇଲେ ପର୍ମେସର୍ କଇଲାଆଚେ, "ମୁଇ ତମ୍କେ କେବେ ନ ପାସ୍ରି କି ନ ଚାଡି ।"