Educação das crianças
A educação cristã dos filhos é responsabilidade sagrada dos pais. A Bíblia ensina a instruir, disciplinar e modelar a fé desde a tenra idade, formando gerações que temem ao Senhor.
Instruir nos caminhos de Deus
Instrui a criança no caminho em que deve andar. A educação bíblica molda o caráter e estabelece fundamentos para a vida.
ପିଲାମନ୍କେ ନିମାନ୍ ବାଟେ ଜିବାକେ ସିକିଆ ଦିଆସ୍; ତେବର୍ ପାଇଁ ସେମନ୍ ବୁଡା ବୁଡି ଅଇଲେ ମିସା ପାସ୍ରି ନ ଜାଅତ୍ ।
ପିଲାମନର୍ ଲଗେ ଗିଆନ୍ କାତା ନ ରଏ ତେବର୍ ପାଇଁ ଡାଙ୍ଗ୍ ସଙ୍ଗେ ମାରି ସିକାଇଲେ ସେ କାରାପ୍ କାତାମନ୍ ଚାଡି ଦେଇସି ।
ଗିଆନର୍ ଲାବ୍
ଏ ମର୍ ପିଲାମନ୍, ବାବାର୍ ସିକିଆକେ ମାନା ଆରି ନିମାନ୍ କାତା କଇବାଟାକେ ମନ୍ଦିଆନ୍ ଦିଆସ୍,
ଏ ମର୍ ପିଲା, ତର୍ ବାବାର୍ ସିକିଆକେ ସୁନ୍ ଆରି ତର୍ ଆୟାର୍ ସିକିଆକେ ଅମାନିଆଁ କର୍ ନାଇଁ । କାଇକେବଇଲେ ସେ ତର୍ ମୁଣ୍ଡେ ପିନ୍ଦ୍ବା ଆସିର୍ବାଦର୍ ମୁକୁଟ୍ ଆରି ଗାଲାଇ ପିନ୍ଦ୍ବା ମାଲି ପାରା ଅଇସି ।
ସେ ବାବିବିଚାରି କରି କାତା କଇସି; ସେ ସବୁବେଲେ ସୁଆଲ୍ ସୁତର୍ ସଙ୍ଗେ ସିକିଆ ଦେଇସି ।
Disciplina e amor
A vara e a repreensão dão sabedoria. A disciplina é expressão de amor que protege e forma o caráter dos filhos.
ନିମାନ୍ ବଚାର୍ ଆରି ଦିଆନ୍ ଦେବାଟା ଗାନ୍ ଦେସ; ମାତର୍ ପଲାକେ ତାର୍ ଇଚାରେ ଚାଡ ଦେଲେ ସେ ତାର୍ ଆୟାଏ ଲାଜ୍ ରାସ ।
ନିଜର୍ ପିଲାକେ ସାସ୍ତ ଦେଲେ, ସେ ତମ୍କେ ସାନ୍ତି ଦେସି; ଆରି, ସେ ତମର୍ ଜିବନ୍କେ ସୁକ୍ ଦେଇସି ।
ଜେ କି ଡାଙ୍ଗ୍ ସଙ୍ଗ୍ ମାର୍ବାକେ ଇଚା ନ କରେ, ସେ ତାର୍ ପିଲାଟକିକେ ଲାଡ୍ ମୁଆଁସ୍ କରେ ନାଇଁ; ମାତର୍ ଜେ କି ତାର୍ ପିଲାକେ ଲାଡ୍ କର୍ସି ସେ ସବୁବେଲେ ତାର୍ ପିଲାଟକିକେ ସାସ୍ତି ଦେଇସି ।
ପିଲାକେ ସାସ୍ତି ଦେବାକେ ଏଲା କରାନାଇଁ, ତମେ ତାକେ ଡାଙ୍ଗ୍ ସଙ୍ଗେ ମାର୍ଲେ ସେ ନ ମରେ । ତମେ ସିକାଇବାକେ ତାକେ ଡାଙ୍ଗ୍ ସଙ୍ଗେ ମାର୍ସା ଆରି ଏ ପାତାଲେ ଅନି ତାର୍ ଜିବନ୍କେ ରକିଆ କର୍ସା ।
ନିଜର୍ ପିଲାକେ ସାସନ୍ କରା, କାଇକେବଇଲେ ତାର୍ ଉପ୍ରେ ତମର୍ ଆସା ଆଚେ; ଆରି, ତମର୍ ମନ୍ ତାକେ ବିନାସ୍ କର୍ବାକେ ଇଚା ନ କର ।
ତେବର୍ପାଇ ତମର୍ ଦୁକ୍କସ୍ଟ ସବୁ ତମର୍ ବାବାର୍ତେଇଅନି ମିଲିରଇବା ଡଣ୍ଡ୍ ପାରା ବଲି ବାବ୍ବାର୍ ଆଚେ । ପର୍ମେସର୍ ତମ୍କେ ତାର୍ ପିଲା ଜିଲା ବଲି ଏଜ୍ଲାନି । ଏଟା ତମର୍ ଦୁକ୍କସ୍ଟ ପାଇବାତେଇଅନି ଜାନାପଡ୍ସି । କାଇକେବଇଲେ, ତାର୍ ପିଲାକେ ଡଣ୍ଡ୍ ନ ଦେଲା ବାବା କେ ଆଚେ ?
ଏ ପିଲାଟକିମନ୍, ତମର୍ ଆୟାବାବାର୍ କାତା ମାନିକରି ରୁଆ । ସେଟା ପର୍ମେସର୍କେ ସାର୍ଦା କୁରାଇସି ।
ଏ ଆୟା ବାବାମନ୍, ତମର୍ ପିଲାଟକିମନ୍କେ ସବୁବେଲେ ଲାଗିକରି ମନ୍ ବାଙ୍ଗାଆ ନାଇ ।
ଏ ବାବାମନ୍, ପିଲାମନ୍କେ ରିସା କରାଆ ନାଇ । ତାର୍ ବାଦୁଲେ ସେମନ୍କେ ମାପ୍ରୁର୍ ବାକିଅ ଇସାବେ ସିକାଇକରି ବଡାଆ ।
Ensinar pelas Escrituras
Desde a infância conheces as sagradas letras. As Escrituras formam, equipam e capacitam para toda boa obra.
ଆରି ତୁଇ ପିଲାବେଲେ ଅନି ସୁକଲ୍ ସାସ୍ତର୍ ଜାନିଆଚୁସ୍ । କିରିସ୍ଟ ଜିସୁକେ ବିସ୍ବାସ୍ କଲାର୍ ପାଇ ପର୍ମେସର୍ ତକେ ରକିଆ କର୍ସି ବଲି ତୁଇ ଜାନ୍ଲୁସ୍ନି ।
ମାତର୍ ତୁଇ ଜେତ୍କି ବିସଇ ସିକିଆଚୁସ୍, ଆରି ସେଟା ସବୁ ସତ୍ ବଲି ବିସ୍ବାସ୍ କରିଆଚୁସ୍, ସେଟା ସବୁ ଡାଟ୍ ସଙ୍ଗ୍ ଦାରି ର । କାଇକେବଇଲେ, ନିକ ସିକାଇବା ଲକ୍ମନର୍ ଟାନେଅନି ଏ ସବୁ ସିକିଆଚୁସ୍ । ଆରି ତୁଇ ପିଲାବେଲେ ଅନି ସୁକଲ୍ ସାସ୍ତର୍ ଜାନିଆଚୁସ୍ । କିରିସ୍ଟ ଜିସୁକେ ବିସ୍ବାସ୍ କଲାର୍ ପାଇ ପର୍ମେସର୍ ତକେ ରକିଆ କର୍ସି ବଲି ତୁଇ ଜାନ୍ଲୁସ୍ନି ।
Bênção e promessa
Os filhos são herança do Senhor. A educação cristã é investimento eterno que produz frutos em todas as gerações.
ମାତର୍ ଜିସୁ କଇଲା, "ସାନ୍ ପିଲାମନ୍କେ ମର୍ ଲଗେ ଆଇବାକେ ବାଟ୍ ଦିଆସ୍ । ସେମନ୍କେ ମନା କରା ନାଇ । କାଇକେ ବଇଲେ ଏମନ୍ ଆକା ସରଗ୍ ରାଇଜେ ରଇବା ଲକ୍ ।"
ତମେ ତମର୍ ବାବାକେ ଆରି ମାଆକେ ଆଲାଦ୍ କରା, ତାର୍ପଚେ ତମର୍ ସବୁବେଲର୍ ମାପ୍ରୁ ପର୍ମେସର୍ ଜନ୍ ଦେସ୍ ଦେଇସି, ସେ ଦେସେ ତମେ ବେସି ଦିନ୍ ଜିଇସା ।
କାଇକେବଇଲେ ମୁଇ ସସ୍ ଲାଗ୍ଲା ଲକ୍କେ ପାନି କୁଆଇବି ଆରି ସୁକ୍ଲା ବୁଇଁ ଉପ୍ରେ ପାନି ଡାଲ୍ବି; ମୁଇ ତମର୍ କୁଲ୍ ଉପ୍ରେ ନିଜର୍ ଆତ୍ମା ଆରି ତମର୍ ପିଲାମନର୍ ଉପ୍ରେ ନିଜର୍ ଆସିର୍ବାଦ୍ ଦେବି;
ଜେନ୍ତାରି କି ମୁଇ ଆଜି ତକେ ଆସିର୍ବାଦ୍ କଲିନି, ଏନ୍ତାରି ଜିବନ୍ ରଇଲା ଲକ୍ ତର୍ ଆସିର୍ବାଦ୍ କର୍ବାଇ; ବାବା ତାର୍ ପିଲାମନ୍କେ ସତ୍ କାତା କଇ ଜାଗର୍ତା କୁରାଇସି ।
ତମର୍ ପିଲାଟକିମନ୍ ସବୁବେଲର୍ ମାପ୍ରୁ ଲାଗି ସିକିତ୍ ଅଇବାଇ ଆରି ତମର୍ ପିଲାଟକି ମନ୍ ବେସି ସାନ୍ତି ଅଇବାଇ ।