Egoísmo
O egoísmo é o oposto do amor cristão. Jesus nos ensinou a negar a nós mesmos, tomar a cruz e segui-lo. A vida cristã é vida de entrega, serviço e generosidade.
Negar-se a si mesmo
Se alguém quer vir após mim, negue-se a si mesmo. O caminho de Cristo é o caminho da auto-entrega e do serviço.
ତାର୍ପଚେ ଜିସୁ ସିସ୍ମନ୍କେ ଆରି ଲକ୍ମନ୍କେ ତାର୍ଲଗେ ଡାକିକରି କଇଲାଇ "କେ ମର୍ ସିସ୍ ଅଇବାକେ ମନ୍ କଲାନି ବଇଲେ, ସେ ତାର୍ ନିଜର୍ ମନ୍ କଲାଟା ଚାଡିଦେଇକରି କୁର୍ସତେଇ ମର୍ବା ଲକ୍ମନ୍ ପାଇବା ଦୁକ୍ କସ୍ଟ ପାରା ଦୁକ୍ କସ୍ଟ ପାଇବାକେ, ତିଆର୍ ଅଇକରି ମର୍ସଙ୍ଗ୍ ଆଇବାର୍ ଆଚେ ।
ଆରି ପଚର୍ ମୁକିଅ ଆଦେସ୍ ଅଇଲାନି, ତମେ ନିଜ୍କେ ଆଲାଦ୍ କଲାପାରା ପଡିସାର୍ ଲକ୍କେ ମିସା ଆଲାଦ୍ କରା । ଏ ଦୁଇଟା ଆଦେସ୍ ଚାଡିକରି ଆରି କାଇ ମିସା ମୁକିଅ ଆଦେସ୍ ନାଇ" ବଲି କଇଲା ।
ପର୍ମେସରର୍ ପାଇ ବଁଚ୍ବାକେ ମକେ କିରିସଟର୍ ସଙ୍ଗ୍ କୁର୍ସେ ମରାଇଆଚେ । ଏବେ ମୁଇ ଜିଇକରି ରଇନାଇ । ମାତର୍ କିରିସ୍ଟ ମର୍ଟାନେ ଜିଇକରି ଆଚେ । ଏବେ ମର୍ ଗାଗଡ୍ ବିସ୍ବାସର୍ ଲାଗି ଜିବନ୍ ଆଚେ । ଜନ୍ଟା କି ପର୍ମେସରର୍ ପଅ ଜିସୁ କିରିସ୍ଟ ମକେ ଆଲାଦ୍ କରି ମର୍ପାଇ ସେ ନିଜେ ସର୍ପି ଅଇଲା । ତାକେ ବିସ୍ବାସ୍ କରି ମୁଇ ଜିଇଲି ଆଚି ।
ବିନ୍ ଲକ୍ମନର୍ ଟାନେଅନି ନିଜେ ବଡ୍ ଅଇବାକେ ଚେସ୍ଟା କରାନାଇ । ଅବ୍କା ବଡ୍ପନ୍ କାତା କଇବାକେ କାଇ ବିସଇ ମିସା କରାନାଇ । ତାର୍ ବାଦୁଲେ ନିଜ୍କେ ସାନ୍ କରା । ବିନ୍ ଲକର୍ ଟାନେଅନି, ନିଜେ ମୁଇ ବଡ୍ ବଲି ବାବାନାଇ ।
ମର୍ ନିଜର୍ ଜିବନ୍, ମର୍ ପାଇ, ମୁଇ ଇନ୍ କଲିନି । ପର୍ମେସରର୍ ଜିବନ୍ ଦୁକାଇଲା ବିସଇ ଆରି ମାପ୍ରୁ ଜିସୁ ଜନ୍ କାତା ଜାନାଇବାକେ ମକେ ଦାଇତ୍ ଦେଲାଆଚେ, ସେଟା ସାରାଇବି ଆରି ସୁବ୍ କବର୍ ଜାନାଇବାଟା ପୁରାପୁରୁନ୍ କର୍ବି । ଏତ୍କି ସେ ମୁଇ ମନ୍ କଲିନି ।
Viver para os outros
Ninguém busque o próprio interesse, mas o do próximo. O amor não busca os seus próprios interesses.
କେ ମିସା ଅବ୍କା ନିଜର୍ ପାଇ କାଇଟା ନିକ ଅଇସି ବଲି ଚିନ୍ତା ନ କରି, ନିଜର୍ ବାଇମନର୍ ମଙ୍ଗଲ୍ ବିସଇ ମିସା ଚିନ୍ତା କରା ।
ଆମେ ବାଇମନ୍କେ ଆଲାଦ୍ କଲେ ଦାପେ ରିସା ନ ଅଇ ଦୟା ଦେକାଇବୁ । ଆଁକାର୍ ନ ଅଇ, ବଡ୍ପନ୍ ନ ଅଇ ଲକ୍ମନ୍କେ ନିଜର୍ ତଲିଆ ନ ଦେକୁ । ଆମେ କାରାପ୍ ବେବାର୍ ନ କରୁ, ନିଜେ ପାଇବାକେ ମନ୍ ନ କରୁ । ଦାପେ ବିର୍ବିରା ନ ଅଉଁ ଆରି ଆଗେ କଲା ବୁଲ୍ କାମ୍ମନର୍ ଇସାବ୍ ନ କରୁ ।
ନିଜ୍କେ ମିସା ନାଡାଇ ନ ଉଆ । ଜେ ଜଦି ମୁଇ ଜଗତର୍ ଇସାବେ ଗିଆନ୍ ରଇବାଲକ୍ ବଲି ମନେ ମନେ ବାବ୍ସି, ତେବେ ସେ ସତ୍ ଗିଆନ୍ ପାଇବାକେ ଆଲେ, କାଇଟା ନାଜାନ୍ଲା ବକୁଆ ଲକର୍ପାରା ଅଇବାର୍ ଆଚେ ।
ମାତର୍ ଆମର୍ ବାଇବଇନିମନ୍କେ ସାର୍ଦା କରାଇବାକେ ଆରି ସେମନର୍ ବିସ୍ବାସ୍ ଡାଟ୍ କର୍ବାକେ ତାକର୍ ପାଇ ନିକ ବିସଇ କର୍ବାର୍ ଆଚେ ।
ଜନ୍ ଲକ୍ ଦୁକି ସୁକି ଲକ୍ମନ୍କେ ଦାନ୍ ଦେଇସି, ସେ ଲକ୍ ଆସିର୍ବାଦ୍ ପାଇସି, ଆରି ଜେ ବିନ୍ ଲକ୍କେ ପାନି ଚିଚ୍ସି, ସେ ନିଜେ ପାନି ଚିଚି ଅଇସି ।
ମୁର୍କ ଲକ୍ ବୁଦିର୍ କାତା ସୁନି ସାର୍ଦା ନ ଅଏ, ମାତର୍ ନିଜର୍ ମନର୍ କାତା କଇ ସାର୍ଦା ପାଇସି ।
ଜନ୍ ଜାଗାଇ ଲକ୍ମନର୍ ବିତ୍ରେ ଇଁସା, ଆରି ନିଜର ବିସଇସେ ଚିନ୍ତା କର୍ବାଟା ରଇଲେ, ସେ ଜାଗାଇ ଲାଗାଲାଗି ଆରି ସବୁ ରକାମର୍ କାରାପ୍ କାମ୍ ରଇସି ।