7 ensinamentos de Jesus para uma vida plena
Jesus nos deixou ensinamentos que transformam vidas e podemos acompanhar diversos momentos em que isso foi mostrado na Bíblia. Veja a seguir 7 ensinamentos Cristo que podem trazer paz e plenitude espiritual.
Lista de ensinamentos:
1. Mateus 22:37-39
ସେ ତାହାଙ୍କୁ କହିଲେ, "‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’
2. Mateus 18:21-22
କ୍ଷମା ନ ଦେବା ଦାସର ଦୃଷ୍ଟାନ୍ତ
ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, "ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
3. Mateus 5:44
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
4. Mateus 7:1
ଅନ୍ୟର ବିଚାର ନ କରିବା
ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।
5. Mateus 6:33
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
6. Mateus 23:12
ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।"
7. João 14:1
ଯୀଶୁ ହିଁ ପଥ, ସତ୍ୟ ଓ ଜୀବନ
"ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।
Esses versículos te ajudaram? Então compartilhe esses ensinamentos de Jesus com seus amigos e ajude a espalhar a palavra de Cristo.
Deus abençoe!