Esperança
A esperança cristã não é desejo vago — é certeza inabalável fundamentada nas promessas de Deus. Ela é âncora da alma, firme e segura, que penetra até o interior do véu.
Esperança viva
Bendito seja Deus que nos gerou de novo para uma esperança viva, mediante a ressurreição de Jesus Cristo.
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଜବର୍ ଅଇତେ ଦୟା କଲାର୍ପାଇ ଆମ୍କେ ନୁଆ ଜିବନ୍ ଦେଲା ଆଚେ । ଜିସୁକିରିସ୍ଟକେ ମଲାଟାନେଅନି ଉଟାଇକରି ଏନ୍ତାରି କରିଆଚେ । ଆମେ ମଲେ ମିସା ଆମ୍କେ ଉଟାଇସି ବଲିକରି ପୁରାପୁରୁନ୍ ଆସାଆଚେ ।
ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଜବର୍ ଅଇତେ ଦୟା କଲାର୍ପାଇ ଆମ୍କେ ନୁଆ ଜିବନ୍ ଦେଲା ଆଚେ । ଜିସୁକିରିସ୍ଟକେ ମଲାଟାନେଅନି ଉଟାଇକରି ଏନ୍ତାରି କରିଆଚେ । ଆମେ ମଲେ ମିସା ଆମ୍କେ ଉଟାଇସି ବଲିକରି ପୁରାପୁରୁନ୍ ଆସାଆଚେ ।
ମାତର୍ କିରିସ୍ଟକେ ମାପ୍ରୁବଲି ଡାକ୍ପୁଟା କରା ଆରି ସନ୍ମାନ୍ ଦିଆସ୍ । ବିସ୍ବାସି ଇସାବେ, ତମେ ଆସା କର୍ବା ବିସଇ କେ ମିସା ପାଚାର୍ଲେ, ସେମନ୍କେ ବାତାଇବାକେ ଜାଗ୍ରତ୍ ଅଇରୁଆ ।
ମାତର୍ କିରିସ୍ଟକେ ମାପ୍ରୁବଲି ଡାକ୍ପୁଟା କରା ଆରି ସନ୍ମାନ୍ ଦିଆସ୍ । ବିସ୍ବାସି ଇସାବେ, ତମେ ଆସା କର୍ବା ବିସଇ କେ ମିସା ପାଚାର୍ଲେ, ସେମନ୍କେ ବାତାଇବାକେ ଜାଗ୍ରତ୍ ଅଇରୁଆ ।
ଜେତ୍କି ଲକ୍ କିରିସ୍ଟର୍ ପାରା ଅଇବୁ ବଲି ଆସା କଲାସ୍ନି, ନିଜେ ପାପ୍ କାମ୍ ଚାଡି ସୁକଲ୍ ରଇବାର୍ ଆଚେ । ଜେନ୍ତାରିକି କିରିସ୍ଟ କେବେ ପାପ୍ ନ କରେ ।
Esperança que não decepciona
A esperança não decepciona, pois o amor de Deus é derramado em nossos corações pelo Espírito Santo.
ଏ ଆସା ଆମ୍କେ ମୁର୍ମୁରା ଅଇବାକେ ନ ଦେଏ, କାଇକେ ବଇଲେ ପରମେସର୍ ଆମ୍କେ ସୁକଲ୍ଆତ୍ମା ଦେଇ କରି ଆମର୍ ମନେ ତାର୍ ଆଲାଦ୍ ବର୍ତି କରିଦେଲାଆଚେ । ସୁକଲ୍ଆତ୍ମା ଆମର୍ ପାଇ ରଇବା ପର୍ମେସରର୍ ଦାନ୍ ।
ଏ ଆସା ଆମ୍କେ ମୁର୍ମୁରା ଅଇବାକେ ନ ଦେଏ, କାଇକେ ବଇଲେ ପରମେସର୍ ଆମ୍କେ ସୁକଲ୍ଆତ୍ମା ଦେଇ କରି ଆମର୍ ମନେ ତାର୍ ଆଲାଦ୍ ବର୍ତି କରିଦେଲାଆଚେ । ସୁକଲ୍ଆତ୍ମା ଆମର୍ ପାଇ ରଇବା ପର୍ମେସରର୍ ଦାନ୍ ।
ଏବେ ଆମେ ବିସ୍ବାସ୍ କଲାର୍ ପାଇ ପରମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇଅଇଲୁ ଆଚୁ ଆରି ମାପ୍ରୁ ଜିସୁ କିରିସ୍ଟର ଲାଗି ପରମେସର୍ ସଙ୍ଗ୍ ସାନ୍ତି ସଙ୍ଗ୍ ଆଚୁ । କାଇକେବଇଲେ ଆମେ ବିସ୍ବାସ୍ କଲାର୍ ପାଇସେ ତାର୍ ଜିବନ୍ ଦୁକାଇଲାଟାନେ ଆମ୍କେ ଆନି ଆଚେ । ଜନ୍ତେଇ କି ଏବେ ଆମେ ଆଚୁ । ଆମେ ବେସି ସାର୍ଦା ସଙ୍ଗ୍ ବଡ୍ପନର୍ କାତା କଇବୁ । କାଇକେବଇଲେ ପରମେସରର୍ ଡାକ୍ପୁଟାର୍ତେଇ ମିସ୍ବୁ ବଲି ଆମ୍କେ ଆସା ଆଚେ ।
ସବୁ ରକାମର୍ ଦୁକ୍ କସ୍ଟ ମୁର୍ଚି କରି ସାର୍ଦା ଅଇଲୁନି, କାଇକେବଇଲେ ତେରେପେତେ ନ ଅଇ କସ୍ଟ ମୁରଚ୍ଲେ, ମନେ ସାଆସ୍ ଆଇସି । ସାଆସ୍ ଦାରି ରଇଲେ ପରମେସର୍ ସାର୍ଦା ଅଇସି । ତାର୍ ସାର୍ଦାଇଅନି ଆସା ଆଇସି ।
କାଇକେବଇଲେ ଆସା କଲାକେସେ ଆମେ ମୁକ୍ତି ପାଇଆଚୁ । ମାତର୍ ଜାଇଟା ଡିସ୍ଲାନି ସେଟାର୍ ପାଇ ଆସାକର୍ବାଟା, ସେଟା ସତଇସେ ଆସା ରକ୍ବାଟା ନଏଁ । କେ କାଇ ଡିସ୍ବାଟାକେ ଆସା କର୍ସି କି ? ନାଇ, ନ କରେ । ମାତର୍ ଆମେ ଜଦି ନ ଡିସ୍ବା ବିସଇ ଆସାକର୍ବୁ, ତେବେ ଆମ୍କେ ସାଆସ୍ ସଙ୍ଗ୍ ଜାଗ୍ବାକେ ପଡ୍ସି ।
ମାତର୍ ଆମେ ଜଦି ନ ଡିସ୍ବା ବିସଇ ଆସାକର୍ବୁ, ତେବେ ଆମ୍କେ ସାଆସ୍ ସଙ୍ଗ୍ ଜାଗ୍ବାକେ ପଡ୍ସି ।
ଆମ୍କେ ରଇବା ଆସାର୍ ଲାଗି ଆମେ ସାର୍ଦା ଅଉଁ । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ରଉଁ । ସବୁବେଲା ପର୍ମେସର୍କେ ପାର୍ତନା କର୍ତେ ରଉଁ ।
ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
A fé é a certeza
A fé é a certeza do que se espera. Mantenhamos firme a confissão da esperança, pois fiel é o que prometeu.
ତେବେ ବିସ୍ବାସ୍ ଆଲେ କାଇଟା ? ଜନ୍ ବିସଇର୍ ପାଇ ଆମେ ଆସା କଲୁନି, ସେଟା ସିଦ୍ ଅଇସି ଆକା ବଲି ଆମର୍ ମନେ ଜାନ୍ବାଟା ଅଇଲାନି ବିସ୍ବାସ୍ । ଆରି ଜନ୍ଟା ଆମେ ଦେକି ନାପାରୁ, ସତଇସେ ଆଚେ ବଲି ଜାନ୍ବାଟା, ମିସା ବିସ୍ବାସ୍ ।
ତେବେ ବିସ୍ବାସ୍ ଆଲେ କାଇଟା ? ଜନ୍ ବିସଇର୍ ପାଇ ଆମେ ଆସା କଲୁନି, ସେଟା ସିଦ୍ ଅଇସି ଆକା ବଲି ଆମର୍ ମନେ ଜାନ୍ବାଟା ଅଇଲାନି ବିସ୍ବାସ୍ । ଆରି ଜନ୍ଟା ଆମେ ଦେକି ନାପାରୁ, ସତଇସେ ଆଚେ ବଲି ଜାନ୍ବାଟା, ମିସା ବିସ୍ବାସ୍ ।
ଆମର୍ ଜନ୍ ଆସା ଉଁ, ବଲି ମାନିଆଇଲୁନି, ତାକେ ଡାଁଟ୍ କରୁ । ଆମେ ଅଇସି କି ନଏଁ ଆଲେ, ବଲି ନ ବାବୁ । କାଇକେବଇଲେ ପର୍ମେସର୍ ଜନ୍ ସପତ୍ କଲାଆଚେ, ସେଟା ସେ କର୍ସି ଆକା ।
ଆମର୍ ଜନ୍ ଆସା ଉଁ, ବଲି ମାନିଆଇଲୁନି, ତାକେ ଡାଁଟ୍ କରୁ । ଆମେ ଅଇସି କି ନଏଁ ଆଲେ, ବଲି ନ ବାବୁ । କାଇକେବଇଲେ ପର୍ମେସର୍ ଜନ୍ ସପତ୍ କଲାଆଚେ, ସେଟା ସେ କର୍ସି ଆକା ।
ଆମେ ସବୁ ବିସ୍ବାସି ବାଇବଇନିମନ୍ ଗଟେକ୍ ଗାଗଡ୍ ପାରା ଆରି ସବୁଲକ୍ ସମାନ୍ ଆତ୍ମା ମିଲାଇଆଚୁ । ସେନ୍ତାରିସେ ସମାନ୍ ଆସିର୍ବାଦ୍ ମିଲାଇବାକେ ସେ ଆମ୍କେ ଡାକ୍ଲାଆଚେ ।
ମୁଇ ପାର୍ତନା କଲିନି, ଜେନ୍ତାରିକି ତାର୍ ଉଜଲ୍ ଦେକ୍ବାକେ ତମର୍ ଆତ୍ମାର୍ ଆଁକି ଡିସ । ଜେନ୍ତିକି ଜନ୍ ଆସା ନେଇକରି ତମେ ତାର୍ ଲଗେ ଆସି ଆଚାସ୍, ସେଟା ଜାନିପାରାସ୍ ।
ଜିଉଦି ନ ଅଇଲା ଲକ୍ମନର୍ ପାଇ ସେ ଟିକ୍ କରିରଇବା ମଇମାସଙ୍ଗର୍ ଜଜ୍ନା ତାର୍ ଲକ୍ମନ୍କେ ଜାନାଇବାକେ ପର୍ମେସର୍ ଟିକ୍କଲା । ସେ ଲୁଚିରଇବା ବିସଇ ଅଇଲାନି, ଜିଉଦି ନଇଲା ଲକ୍ମନର୍ଟାନେମିସା କିରିସ୍ଟ ରଇସି । ଆରି ସେ କାତା ଦେଇରଇବା ସବୁ ରକାମର୍ ମଇମା ତମେମିସା ପାଇସା ବଲି ଜାନିରୁଆ ।
କାଇକେବଇଲେ ମାପ୍ରୁ ଜିସୁକିରିସ୍ଟର୍ ତେଇ ରଇବା ତମର୍ ବିସ୍ବାସ୍ ଆରି ପର୍ମେସରର୍ ଲକ୍ମନର୍ ପାଇ ରଇବା ତମର୍ ଆଲାଦର୍ ବିସଇ ଆମେ ସୁନିଆଚୁ । ତମେ ପର୍ତୁମ୍ ସୁବ୍ କବରର୍ ବିସଇ ସୁନ୍ଲାବେଲେ, ସୁବ୍କବରେ ରଇବା ଆସାକର୍ବା ବିସଇ ଜାନିରଇଲାସ୍ । ତେବର୍ପାଇ ତମେ ବିସ୍ବାସ୍ କରି ପର୍ମେସରର୍ ଲକ୍ମନ୍କେ ଆଲାଦ୍ କର୍ତେ ରଇଲାସ୍ । ତମର୍ପାଇ ସର୍ଗେ ତିଆର୍ ଅଇରଇବା ପୁରୁସ୍କାର୍ ଆସାକରି ଏନ୍ତାରି କଲାସ୍ ।
Esperança e confiança
Eu sei os planos que tenho para vocês — planos de paz e esperança. Deus é a fonte de toda esperança.
Esperança eterna
Somos salvos na esperança. Aquele que prometeu é fiel. A esperança está guardada nos céus para os que creem.
ପର୍ମେସର୍ ଆମ୍କେ ତାର୍ ପିଲାଟକି କର୍ବାକେ ଏନ୍ତାରି କଲା ଆଚେ । ତାର୍ସଙ୍ଗ୍ କାଲ୍କାଲ୍ ଜୁଗ୍ଜୁଗ୍ ବଁଚ୍ବାକେ ଆମେ ଆସା କର୍ବାର୍ ଅଇସି । ଆମର୍ପାଇଁ ରଇବା ତାର୍ ବଡ୍ ଦୟାର୍ଲାଗି, ତାର୍ ମୁଆଟେ ଦସି ଇସାବେ ନ ଦେକେ । ପର୍ମେସର୍ ଆମ୍କେ କାଇ ଦସ୍ ନ କଲା ଲକ୍ବଲି ଜାନାଇଆଚେ ।
ଆମେ ପର୍ମେସର୍କେ ବିସ୍ବାସ୍ କଲାର୍ପାଇ କସ୍ଟ ଅଇ କାମ୍ କରି ଏଟା ଆସା କଲୁନି । ସେ ସତଇସେ ବଁଚିଆଚେ । ସେ ଗୁଲାଇ ମନସ୍ ଜାତିର୍ ଉଦାର୍କାରିଆ, ଜେତ୍କି ସବୁ ତାକେ ବିସ୍ବାସ୍ କଲାଇନି, ତାକର୍ପାଇ ଅଦିକ୍ ।
ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି ଆରି ତାର୍ ଚାରିବେଟ୍ତି ରଇବା ଉଜ୍ଲେ କେ ଆସିନାପାରତ୍ । ବଁଚି ରଇବାକେ ମିସା ତାକେ ଦେକତ୍ ନାଇ ଆରି କେବେ ମିସା ଦେକିନାପାରତ୍ । ଲକ୍ମନ୍ ତାକେ ଡାକ୍ପୁଟା କର୍ବାଇ ଆରି ତାର୍ଟାନେ ସବୁବେଲେ ବେସି ବପୁ ରଇସି । ଆମେନ୍ ।
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇଁ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
ତମେ ବିସ୍ବାସ୍ କରି କେନ୍ତି ଚଲାଚଲ୍ତି କଲାସ୍ନି ଆରି ତମର୍ ତମର୍ ବିତ୍ରେ ରଇବା ଆଲାଦର୍ ଲାଗି, ମିସିବିଡି କେନ୍ତି ସାଇଜ କରାକରି ଅଇଲାସ୍ନି ଆରି ମାପ୍ରୁ ଜିସୁ କିରିସ୍ଟ ଟାନେ ତମର୍ ବିସ୍ବାସ୍ କେନ୍ତି ଡାଟ୍ ଅଇଆଚାସ୍ ।
ଏ ବାଇବଇନିମନ୍, ଆସା ନ କର୍ବା ବିନ୍ ଲକ୍ମନର୍ ପାରା ଦୁକ୍ ଚିନ୍ତା ଅଇ ରୁଆନାଇ । ଏଟାର୍ପାଇ ତମେ ମରିଜାଇରଇବା ଲକ୍ମନର୍ ବିସଇ ଜାନିରୁଆ । କାଇକେବଇଲେ ଜିସୁ ମରିକରି ଆରିତରେକ୍ ଉଟିଆଚେ ବଲିକରି ଆମେ ବିସ୍ବାସ୍ କଲୁନି । ତେବେ ଆମେ ଡାଟ୍ ସଙ୍ଗ୍ ଜାନି ଆଚୁ କି, ଜନ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କରି ମରିଆଚତ୍, ସେ ଆରିତରେକ୍ ଆଇଲେ ପର୍ମେସର୍ ତାର୍ ସଙ୍ଗ୍ ସେମନ୍କେ ଦାରିଜାଇସି ।
ଆମ୍କେ ଏ ଆସା ରଇଲାକେ, ଆମେ ବେସି ସାଆସ୍ ସଙ୍ଗ୍ ଆଚୁ ।
ସାରାସାରି ତିନ୍ଟା ବିସଇ ଆଚେ, ପର୍ମେସର୍ ଟାନେ ବିସ୍ବାସ୍ କର୍ବାଟା, ସେ କାତା କଇଲାଟା ଆସା କର୍ବାଟା, ଆରି ବାଇମନର୍ ପାଇ ରଇବା ଆମର୍ ଆଲାଦ୍ । ଏ ତିନ୍ଟା ବିତ୍ରେଅନି ବାଇମନ୍କେ ଆଲାଦ୍ କର୍ବାଟା ସବୁର୍ଟାନେଅନି ମୁକିଅ ବିସଇ ।
Expressões de esperança
Vinde a mim todos os que estais cansados. A esperança adia a dor e floresce na presença do Senhor.
"ବେସି ବଜ୍ ବଇକରି ତାକ୍ଲା ଲକ୍ମନ୍, ମର୍ ଲଗେ ଆସା । ମୁଇ ତମ୍କେ ପୁଣ୍ଡାଇବି ।
ସବୁବେଲର୍ ମାପ୍ରୁ ପର୍ମେସରର୍ ଆତ୍ମା ମର୍ ଲଗେ ବାସା ଅଇସି; କାଇକେ ବଇଲେ ଦରମ୍ ଲକ୍ମନର୍ ଲଗେ ସୁବ୍କବରର୍ କାତା ଜାନାଇବାକେ ସବୁବେଲର୍ ମାପ୍ରୁ ମକେ ଅବିସେକ୍ କରି ଆଚେ; ଦୁର୍ବଲ୍ ଅଇ ରଇବା ଲକ୍ମନ୍କେ ସଗତ୍ କର୍ବାକେ, ବନ୍ଦି ଲକ୍ମନର୍ ମୁକ୍ତି ଆରି ଜଇଲେ କାନାଇ ରଇଲା ଲକ୍ମନର୍ ପାଇଁ ବନ୍ଦି ଲଗେ ଅନି ମୁକ୍ଲାଇବା କାତା ଜାନାଇବାକେ;
ମାତର୍ ଜନ୍ ଲକ୍ମନ୍ ସବୁବେଲର୍ ମାପ୍ରୁକେ ଜାଗି ରଇବାଇ, ସେମନ୍ ନୁଆଁ ନୁଆଁ ବପୁ ପାଇବାଇ; ସେମନ୍ ଚଚନ୍ ଚଡଇ ପାରା ଉପ୍ରେ ଉଡ୍ତେ ଜିବାଇ; ସେମନ୍ ନ ତାକ୍ତେ ପାଲାଇବାଇ; ସେମନ୍ ନ ତାକ୍ତେ ଇଣ୍ଡ୍ବାଇ ।
ଆସା କଲାଟା ଅଲ୍ସମ୍ ଅଇଲେ ବେସି କସ୍ଟ ଲାଗ୍ସି; ମାତର୍ ଆସା କଲାଟା ପୁରାପୁରୁନ୍ ଅଇଲେ ଜିବନ୍ ରଇଲା ଗଚ୍ ପାରା ଲାଗ୍ସି ।
ଆସା କଲାଟା ଅଲ୍ସମ୍ ଅଇଲେ ବେସି କସ୍ଟ ଲାଗ୍ସି; ମାତର୍ ଆସା କଲାଟା ପୁରାପୁରୁନ୍ ଅଇଲେ ଜିବନ୍ ରଇଲା ଗଚ୍ ପାରା ଲାଗ୍ସି ।
Firmeza na esperança
Esperai no Senhor! O cavalo é vaidade para a segurança, mas o Senhor guarda os que nele esperam.