Esperar no Senhor
Esperar no Senhor é ato de fé e confiança. A Bíblia promete que os que esperam em Deus renovam as forças, recebem direção e experimentam a fidelidade divina no tempo certo.
Renovar as forças
Os que esperam no Senhor renovam as forças. Sobem como águias, correm e não se cansam, caminham e não se fatigam.
ମାତର୍ ଜନ୍ ଲକ୍ମନ୍ ସବୁବେଲର୍ ମାପ୍ରୁକେ ଜାଗି ରଇବାଇ, ସେମନ୍ ନୁଆଁ ନୁଆଁ ବପୁ ପାଇବାଇ; ସେମନ୍ ଚଚନ୍ ଚଡଇ ପାରା ଉପ୍ରେ ଉଡ୍ତେ ଜିବାଇ; ସେମନ୍ ନ ତାକ୍ତେ ପାଲାଇବାଇ; ସେମନ୍ ନ ତାକ୍ତେ ଇଣ୍ଡ୍ବାଇ ।
ଆରି, ସେଟାର୍ ପାଇଁ ସବୁବେଲର୍ ମାପ୍ରୁ ତମର୍ ଉପ୍ରେ ଦୟା କର୍ବାକେ ଜାଗି ରଇସି, ଆରି ସେଟାର୍ ପାଇଁ ତମ୍କେ ଦୟା କର୍ବାକେ ସେ ଉପର୍କେ ଉଟ୍ସି; କାଇକେବଇଲେ ସବୁବେଲର୍ ମାପ୍ରୁ ନିଆଇ ବିଚାର୍ କର୍ବା ପର୍ମେସର୍ ଅଇସି; ଜନ୍ ଲକ୍ମନ୍ ସବୁବେଲର୍ ମାପ୍ରୁକେ ଜାଗ୍ବାଇ, ସେ ଲକର୍ ଜିବନ୍ କେଡେକ୍ ନିମାନ୍ ।
Espera paciente
Esperei com paciência no Senhor e Ele se inclinou para mim. Confie nele e descanse — Ele agirá no tempo certo.
Confiança e perseverança
Confie no Senhor de todo o coração. Sede pacientes na tribulação — o Senhor é fiel e cumprirá todas as suas promessas.
ତମେ ମନ୍ପରାନ୍ ଦେଇ ସବୁବେଲର୍ ମାପ୍ରୁର୍ ଲଗେ ବିସ୍ବାସ୍ କରା ଆରି ନିଜର୍ ବୁଦି ସଙ୍ଗ୍ କରା ନାଇଁ । ତମେ ଜେନେ ଗାଲେ ମିସା ତାକେ ମନେ ଏତାଆ; ତାର୍ପଚେ ସେ ତମର୍ ଇଣ୍ଡ୍ବା ବାଟ୍ ସଲକ୍ କର୍ସି ।
ସବୁ ରକାମର୍ ଦୁକ୍ କସ୍ଟ ମୁର୍ଚି କରି ସାର୍ଦା ଅଇଲୁନି, କାଇକେବଇଲେ ତେରେପେତେ ନ ଅଇ କସ୍ଟ ମୁରଚ୍ଲେ, ମନେ ସାଆସ୍ ଆଇସି । ସାଆସ୍ ଦାରି ରଇଲେ ପରମେସର୍ ସାର୍ଦା ଅଇସି । ତାର୍ ସାର୍ଦାଇଅନି ଆସା ଆଇସି ।
ତାର୍ ବଡ୍ ବପୁସଙ୍ଗ୍ ନିଜେ ବପୁଅଇ ତମେ ସାର୍ଦାସଙ୍ଗ୍ ମୁର୍ଚିକରି ରଇପାର୍ସା ।
ଏ ମର୍ ବାଇବଇନିମନ୍, ମାପ୍ରୁ ଆରିତରେକ୍ ଆଇବାଜାକ ମୁର୍ଚିକରି ରୁଆ । ଚାସିମନର୍ ବିସଇ ଚିନ୍ତାକରିଦେକା, ତାକର୍ ଜମିଅନି ନିକ ପସଲ୍ ମିଲ୍ବା ଜାକ ସେମନ୍ ଜାଗିକରି ରଇବାଇ । ଜେନ୍ତିକି ମାଟିବିଜାଇବାକେ ପର୍ତୁମର୍ ବରିସା ଆରି ନିଙ୍ଗ୍ବାପାଚ୍ବା ବେଲର୍ ସାରାସାରି ବର୍ସାକେ ମୁର୍ଚିକରି ଜାଗି ରଇବାଇ । ସେ ରକାମ୍ ତମେମନ୍ ମିସା ମୁର୍ଚି ଜାଗିରୁଆ । ତମର୍ ମନ୍ ଡାଁଟ୍କରି ରୁଆ, କାଇକେବଇଲେ ମାପ୍ରୁ ଆଇବା ଦିନ୍ ଲଗେ କେଟିଆଇଲାନି ।
ସେମନ୍ ମୁର୍ଚିକରି ରଇଲାର୍ପାଇ ବଲି କେଡେକରମର୍ ଲକ୍ ବଲି କଇଲୁନି । ସେନ୍ତାରିସେ ଆୟୁବ୍ ବେସି ଦିନ୍ଜାକ ମୁର୍ଚିକରି ରଇଲାଟା ତମେ ସୁନି ଆଚାସ୍ । ସାରାସାରି ପଚେ ମାପ୍ରୁ ଜନ୍ରକାମ୍ ତାକେ ବାଉଡାଇଦେଲାଟା ଜାନିଆଚାସ୍ । କାଇକେ ବଇଲେ ଆମର୍ ମାପ୍ରୁ ଦୟାକର୍ସି ଆରି ପୁରାପୁରୁନ୍ କଲିକରମ୍ ଦେକ୍ବା ମାପ୍ରୁ ।
ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି । ତମେ ଆରିତରେକ୍ ଜନମ୍ ଅଇଲାସ୍କେ ଏନ୍ତାରି କଲାସ୍ନି । କେବେ ନ ମର୍ବା ବାବାମାଆର୍ ପିଲାମନର୍ ଇସାବେ । ତାର୍ ବାକିଅ ତମ୍କେ ନୁଆ ଜିବନ୍ ଦେଲାଆଚେ । ତାର୍ ବାକିଅ ସବୁଦିନର୍ପାଇ ରଇସି । ସାସ୍ତରେ ଲେକାଅଇଲାପାରା,
ଗୁଲାଇ ମୁନୁସ୍ ଜାତି ଗାଁସ୍ ପାରା ।
ତାକର୍ ବାନିମୁର୍ତି ଗାଁସର୍ ପୁଲ୍ପାରା ।
ଗାଁସ୍ ସୁକିଜାଇସି ଆରି ପୁଲ୍ ଜଡିଜାଇସି ।
ମାତର୍ ପର୍ମେସରର୍ ବାକିଅ ସବୁଦିନ୍ ପାଇ ରଇସି ।
ଏ ବାକିଅ ଅଇଲାନି ତମ୍କେ ଜାନାଇରଇବା ସୁବ୍କବର୍ ।
ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି ।
"ସେଡିକିବେଲେ ସରଗ୍ ରାଇଜେ କେଟ୍ବା ବାଟ୍ ଏନ୍ତି ଅଇସି । ଦସ୍ଟା ଦାଙ୍ଗ୍ଡିମନ୍ ସବୁ ଲକ୍ ଗଟେକ୍ ଗଟେକ୍ ବତି ଦାରି ବାଟେ, ବର୍ ଦାଙ୍ଗ୍ଡାକେ ଜାଗ୍ବାର୍ ଜାଇରଇଲାଇ । ସେମନର୍ ବିତ୍ରେଅନି ପାଁଚ୍ଟା ଦାଙ୍ଗ୍ଡି ଚତୁର୍ ରଇଲାଇ, ଆରି ପାଁଚ୍ଟା ଦାଙ୍ଗ୍ଡି ବକୁଆ ରଇଲାଇ । ବକୁଆ ରଇଲା ଦାଙ୍ଗ୍ଡିମନ୍ ଅଦିକ୍ ଚିକନ୍ ନେଇ ନ ରଇଲାଇ । ମାତର୍ ଚତୁର୍ ରଇବା ଦାଙ୍ଗ୍ଡିମନ୍ ନିଜର୍ ନିଜର୍ ବତି ଟାନେ ରଇବାଟା ଚାଡି ଆରି କାଁଚେ ମିସା ଚିକନ୍ ବର୍ତି କରି ନେଇରଲାଇ । ବର୍ ଦାଙ୍ଗ୍ଡା ଆଇବାଟା ଅଲ୍ସମ୍ ଅଇଲାକେ ଦାଙ୍ଗ୍ଡିମନ୍ ଜୁମ୍ରି ଜୁମ୍ରି କରି ସଇଦେଲାଇ ।"
ମଜା ରାତିବେଲାଇ ଆଉଲି ସୁନି ଅଇଲା, "ଏଦେ ଦେକା ! ବର୍ ଦାଙ୍ଗ୍ଡା ଆଇଲାବେ ! ଆସା ସେମନ୍କେ ଡାକିଆନୁ !" ଦାଙ୍ଗ୍ଡିମନ୍ ଉଟିକରି ନିଜର୍ ନିଜର୍ ବତିମନ୍ ସାଜାଡ୍ଲାଇ । ସେଡ୍କି ବେଲେ ବକୁଆ ଦାଙ୍ଗ୍ଡିମନ୍ ଚତୁର୍ ରଇଲା ଦାଙ୍ଗ୍ଡିମନ୍କେ କଇଲାଇ "ଆମ୍କେ କଣ୍ଡେକ୍ ଚିକନ୍ ଦିଆ । ଆମର୍ ବତି ଲିବିଗାଲାନି ।" ଚତୁର୍ ଦାଙ୍ଗ୍ଡିମନ୍ କଇଲାଇ, "ତମ୍କେ ଦେଲେସରି ଆମର୍ ପାଇ ଚିକନ୍ ନ ଅଏ । ତମେ ଦୁକାନେ ଜାଇ ନିଜର୍ ନିଜର୍ ପାଇ ଚିକନ୍ ଗେନିଆନା ।" ସେଟାର୍ପାଇଁ ବୁଦି ନଇଲା ଦାଙ୍ଗ୍ଡିମନ୍ ଚିକନ୍ ଗେନ୍ବାକେ ବାରଇଲାଇ । ସେମନ୍ ଗାଲା, ପଚେ ବର୍ ଦାଙ୍ଗ୍ଡା ଆସି କେଟ୍ଲା । ଜାଗ୍ରତ୍ ଅଇରଇଲା ପାଁଚ୍ଟା ଚତୁର୍ ଦାଙ୍ଗ୍ଡିମନ୍ ତାକର୍ ସଙ୍ଗ୍ ବିବା ବଜିତେଇ ଗାଲା ପଚେ କାପାଟ୍ ଡାବିଅଇଗାଲା । ସେ ବୁଦି ନ ରଇଲା ଦାଙ୍ଗ୍ଡିମନ୍ ପଚେ ସେ ଜାଗାଇ ଆଇଲାଇ, ଏ ମାପ୍ରୁ, ଏ ମାପ୍ରୁ କାପାଟ୍ ଉଗାଡା, ଆମେ ବିତ୍ରେ ଜିବୁ ବଲି ସେମନ୍ ଆଉଲି ଅଇଲାଇ । ବର୍ଦାଙ୍ଗ୍ଡା କଇଲା, "ମୁଇ ସତ୍ କଇଲିନି, ତମେ କେ, ମୁଇ ନାଜାନି ।" କାତା କଇବାଟା ସାରାଇ, କରି ଜିସୁ କଇଲା, "ଜାଗ୍ରତ୍ ଅଇ ରୁଆ । ସେ ଦିନ୍ କି ବେଲା କେ ମିସା ନାଜାନାସ୍ ।"