O Espírito Santo
O Espírito Santo é a terceira pessoa da Trindade — Consolador, Mestre e Poder. Ele convence do pecado, guia em toda verdade, distribui dons e produz frutos na vida do cristão.
O Consolador prometido
Jesus prometeu enviar o Consolador — o Espírito da Verdade — que estaria para sempre com os discípulos e os guiaria em toda verdade.
ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,
ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ। ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି। ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ। ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ। ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।" ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା। ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର। ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି। କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି। ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;
ଯୀଶୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ।
ଯୀଶୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିପାରେ ନାହିଁ। ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା। ‘ତୁମ୍ଭମାନଙ୍କୁ ଅବଶ୍ୟ ପୁନର୍ବାର ଜନ୍ମିବାକୁ ହେବ’ ବୋଲି ମୁଁ ଯେ ତୁମ୍ଭକୁ କହିଲି, ଏଥିରେ ଚମତ୍କୃତ ହୁଅ ନାହିଁ।
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।
O derramamento do Espírito
No Pentecostes, o Espírito desceu como fogo sobre os discípulos. Desde então, todos os que creem recebem o Espírito.
ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ। ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା। ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ। ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।
ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା। ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା। ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ "ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ "ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।"
କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।"
ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ, ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
Dons do Espírito
A cada um é concedida a manifestação do Espírito para o bem de todos. Os dons são diversos, mas o Espírito é o mesmo.
କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ। କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ, ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି, ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ। କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ "ଯୀଶୁ ଅଭିଶପ୍ତ" ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ "ଯୀଶୁ ପ୍ରଭୁ" ବୋଲି କହିପାରେ ନାହିଁ।
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ।
Fruto do Espírito
O fruto do Espírito é amor, alegria, paz, paciência, bondade, fidelidade, mansidão e domínio próprio.
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
Não entristeçais o Espírito
Não entristeçais o Espírito Santo de Deus. Não apaguem o Espírito — antes, enchei-vos dele continuamente.
ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।
ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ
ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।
ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।
ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।
O Espírito nos capacita
O Espírito intercede por nós, batiza e capacita para o serviço. Ele é poder para a missão e conforto na aflição.
ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!
କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର, ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।
କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ। ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।
ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ। କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।"
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।"
ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।
ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
"ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ,
ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା
ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି,
ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ
ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି,
ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
"ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ,
ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା
ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି,
ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ
ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି,
ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,
ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।"
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!"