O Espírito Santo
O Espírito Santo é a terceira pessoa da Trindade — Consolador, Mestre e Poder. Ele convence do pecado, guia em toda verdade, distribui dons e produz frutos na vida do cristão.
O Consolador prometido
Jesus prometeu enviar o Consolador — o Espírito da Verdade — que estaria para sempre com os discípulos e os guiaria em toda verdade.
ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି ।
ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି । ସେ ଅଇଲାନି ସତ୍ ଆତ୍ମା, ଜେକି ସତ୍ସଙ୍ଗ୍ ପର୍ମେସରର୍ ବିସଇ ଦେକାଇସି । ଏ ଦୁନିଆର୍ ଲକ୍ମନ୍ ତାକେ ନ ନାମତ୍, କାଇକେ ବଇଲେ ତାକେ ଦେକତ୍ ନାଇ କି ଜାନତ୍ ନାଇ । ମାତର୍ ତମେ ତାକେ ଜାନି ଆଚାସ୍ । କାଇକେ ବଇଲେ ସେ ତମର୍ ସଙ୍ଗ୍ ଆଚେ ଆରି ତମର୍ ମନ୍ ବିତ୍ରେ ରଇସି ।
ମୁଇ ଜେଡେବଲ୍ ଜିବି, ତମ୍କେ ଟୁରା ପିଲାମନର୍ ପାରା କରି ଚାଡି ନ ଜାଇ । ଆରିତରେକ୍ ତମର୍ ଲଗେ ବାଉଡି ଆଇବି । ଚନେକ୍ ଗାଲେ ଦୁନିଆ ଆରି ମକେ ଦେକିନାପାରେ । ମାତର୍ ତମେ ଦେକ୍ସା, କାଇକେ ବଇଲେ ମୁଇ ସବୁବେଲେ ଜିବନ୍ ରଇବି, ଆରି ତମେ ମିସା ଜିବନ୍ ରଇସା । ସେ ଦିନ୍ ଆଇଲେ ତମେ ଜାନ୍ସା, ମୁଇ ବାବାର୍ ଲଗେ, ତମେ ମର୍ ଲଗେ, ଆରି ମୁଇ ତମର୍ ଲଗେ ସବୁବେଲେ ରଇବି ।
"ଜେ ମର୍ ଆଦେସ୍ ମାନ୍ସି, ସେ ଆକା ମକେ ଆଲାଦ୍ କର୍ସି । ଜେ ମକେ ଆଲାଦ୍ କର୍ସି, ମର୍ ବାବା ତାକେ ଆଲାଦ୍ କର୍ସି । ମୁଇ ମିସା ତାକେ ଆଲାଦ୍ କରି ନିଜ୍କେ ତାର୍ଟାନେ ଦେକାଇଅଇବି ।"
ତାର୍ ପଚେ ଜିଉଦା, ଇସ୍କାରିୟତ୍ ଜିଉଦା ନଏଁ, କଇଲା "ଏ ମାପ୍ରୁ ଏଟା କେନ୍ତି ଅଇସି ? ତମେ ନିଜ୍କେ ଦୁନିଆଇ ଦେକାଇ ନ ଅଇ ଆମର୍ ଲଗେ କେନ୍ତି ଦେକାଇଅଇସା ?"
ଜିସୁ ତାକେ କଇଲା, "ଜନ୍ ଲକ୍ ମକେ ଆଲାଦ୍ କର୍ସି ସେ ମୁଇ ସିକାଇବା ବାକିଅ ମାନ୍ସି । ସେନ୍ତି କଲେ ମର୍ ବାବା ପର୍ମେସର୍ ତାକେ ଆଲାଦ୍ କର୍ସି । ବାବା ଆରି ମୁଇ ଆସି ସେ ଲକର୍ ଟାନେ ରଇବୁ । ଜେ ମକେ ଆଲାଦ୍ ନ କରେ, ସେ ମର୍ ବାକିଅ ନ ମାନେ । ଆରି ମୁଇ କଇବା ଏ କାତା ସବୁ ମର୍ତେଇ ଅନି ନଏଁ, ମାତର୍ ମକେ ପାଟାଇଲା ମର୍ ବାବାର୍ ତେଇଅନି କଇଲିନି ।"
ମୁଇ ତମର୍ ଲଗେ ରଇକରିସେ ଏ ସବୁ କାତା କଇଲିନି । ମାତର୍ ପର୍ମେସର୍ ଜନ୍ ସାଇଜକାରିଆ ସୁକଲ୍ ଆତ୍ମାକେ ମର୍ ନାଉଁ ଦାରି ତମର୍ ଲଗେ ପାଟାଇସି, ସେ ତମ୍କେ ସବୁ ବିସଇ ସିକାଇଦେଇସି ଆରି ମୁଇ ଜନ୍ ଜନ୍ କାତା କଇଲିଆଚି ସେଟା ସବୁ ତମ୍କେ ଏତାଇ ଦେଇସି ।
ମାତର୍ ପର୍ମେସର୍ ଜନ୍ ସାଇଜକାରିଆ ସୁକଲ୍ ଆତ୍ମାକେ ମର୍ ନାଉଁ ଦାରି ତମର୍ ଲଗେ ପାଟାଇସି, ସେ ତମ୍କେ ସବୁ ବିସଇ ସିକାଇଦେଇସି ଆରି ମୁଇ ଜନ୍ ଜନ୍ କାତା କଇଲିଆଚି ସେଟା ସବୁ ତମ୍କେ ଏତାଇ ଦେଇସି ।
ମାତର୍ ପର୍ମେସର୍ ଜନ୍ ସାଇଜକାରିଆ ସୁକଲ୍ ଆତ୍ମାକେ ମର୍ ନାଉଁ ଦାରି ତମର୍ ଲଗେ ପାଟାଇସି, ସେ ତମ୍କେ ସବୁ ବିସଇ ସିକାଇଦେଇସି ଆରି ମୁଇ ଜନ୍ ଜନ୍ କାତା କଇଲିଆଚି ସେଟା ସବୁ ତମ୍କେ ଏତାଇ ଦେଇସି ।
ସତଇସେ ସାଇଜକାରିଆ ଆତ୍ମା ଆଇସି । ସେ ବାବାର୍ତେଇ ଅନି ଆସି, ପର୍ମେସରର୍ ସବୁ ବିସଇର୍ ସତ୍ ଦେକାଇଦେଇସି । ମୁଇ ତାକେ ବାବାର୍ତେଇଅନି, ତମର୍ ଲଗେ ପାଟାଇବି । ଆରି ସେ ମର୍ ବିସଇ ତମ୍କେ କଇସି ।
ମୁଇ ତମ୍କେ ସତ୍କାତା କଇଲିନି, ମୁଇ ଉଟିଜିବା ବିସଇ ତମର୍ ପାଇ ଗଟେକ୍ ମଙ୍ଗଲର୍ ବିସଇ ଅଇସି । କାଇକେ ବଇଲେ ମୁଇ ନ ଗାଲେ ସାଇଜକାରିଆ ତମର୍ଟାନେ ନ ଆସେ, ମୁଇ ଗାଲେ ତାକେ ତମର୍ଟାନେ ପାଟାଇଦେବି । ସେ ଆସିକରି ଦୁନିଆର୍ ଲକ୍ମନ୍କେ ପାପ୍, ଦରମ୍ ଆରି ନିଆଇ ବିସଇର୍ ସାକି ଦେଇସି ।
ଜିସୁ ତାକେ କଇଲା, "ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ ।
ଜିସୁ ତାକେ କଇଲା, "ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ । ଗଟେକ୍ ନର୍ ଲକ୍ ତାର୍ ନର୍ ମାଆ ବାବାର୍ତେଇଅନି ଜନମ୍ ଅଇସି । ମାତର୍ ସୁକଲ୍ ଆତ୍ମା ତାର୍ ଆତ୍ମାଇ ନୁଆ ଜିବନ୍ ଦେଇସି । ସେଟାର୍ପାଇଁ ମୁଇ ତକେ ଆରିତରେକ୍ ଜନମ୍ ଅଇବାକେ ଅଇସି ବଲି କଇବା ବିସଇ ସୁନି କାବାଅଇଜାଆ ନାଇ ।
ଏଲେମିସା ସେଡ୍କିବେଲା ଜାକ ଏ ଲକ୍ ସେ ଆକା ବଲି ମୁଇ ଜାନି ନ ରଇଲି । ମାତର୍ ପାନିତେଇ ଡୁବନ୍ ଦେବାକେ ପାଟାଇରଇଲା ପର୍ମେସର୍ ମକେ କଇରଇଲା, ଜେଡେବେଲା ଗଟେକ୍ ଲକର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ଆଇବାଟା ତୁଇ ଦେକ୍ସୁ, ସେସେ ଅଇଲାନି ତୁଇ କଜ୍ବା ଲକ୍ । ସେ ଲକ୍ ସୁକଲ୍ ଆତ୍ମାଇ ଡୁବନ୍ ଦେଇସି ।
O derramamento do Espírito
No Pentecostes, o Espírito desceu como fogo sobre os discípulos. Desde então, todos os que creem recebem o Espírito.
ଜନ୍ ଦିନେ ସେମନ୍ ପେନ୍ଟିକସ୍ଟ୍ ପରବ୍ ମାନ୍ତେରଇଲାଇ, ଜିସୁକେ ବିସ୍ବାସ୍ କର୍ବା ସବୁ ଲକ୍ମନ୍ ଗଟେକ୍ ଜାଗାଇ ରୁଣ୍ଡିରଇଲାଇ । ଅଟାତ୍ ଆକାସେଅନି ବେସି ପବନ୍ ଆଇଲାପାରା ଗଟେକ୍ ସବଦ୍ ଅଇଲା । ଆରି ଜନ୍ ଗରେ ସେମନ୍ ବସି ରଇଲାଇ, ସେଟା ସେ ସବଦେ ପୁରୁନ୍ ଅଇଲା । ତାର୍ପଚେ ସେମନ୍ ଦେକ୍ଲାଇ, କେତେଟା ଜଇଜିବ୍ ଉଦ୍ଲିକରି ବିଚି ଅଇଲା । ଆରି ତେଇ ରଇଲା ସବୁ ବିସ୍ବାସିମନ୍କେ ଚିଇଲା । ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
ଜଗତର୍ ବିନ୍ ବିନ୍ ଦେସେଅନି ଆସିରଇଲା ଜିଉଦି ଲକ୍ମନ୍ ସେଡ୍କିବେଲେ ଜିରୁସାଲମେ ରଇଲାଇ ।
ଅଟାତ୍ ଆକାସେଅନି ବେସି ପବନ୍ ଆଇଲାପାରା ଗଟେକ୍ ସବଦ୍ ଅଇଲା । ଆରି ଜନ୍ ଗରେ ସେମନ୍ ବସି ରଇଲାଇ, ସେଟା ସେ ସବଦେ ପୁରୁନ୍ ଅଇଲା । ତାର୍ପଚେ ସେମନ୍ ଦେକ୍ଲାଇ, କେତେଟା ଜଇଜିବ୍ ଉଦ୍ଲିକରି ବିଚି ଅଇଲା । ଆରି ତେଇ ରଇଲା ସବୁ ବିସ୍ବାସିମନ୍କେ ଚିଇଲା । ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
ତାର୍ପଚେ ସେମନ୍ ଦେକ୍ଲାଇ, କେତେଟା ଜଇଜିବ୍ ଉଦ୍ଲିକରି ବିଚି ଅଇଲା । ଆରି ତେଇ ରଇଲା ସବୁ ବିସ୍ବାସିମନ୍କେ ଚିଇଲା । ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
ପିତର୍ ସେମନ୍କେ କଇଲା, "ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ପିତର୍ ସେମନ୍କେ କଇଲା, "ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ମାତର୍ ସୁକଲ୍ ଆତ୍ମା ତମର୍ ଉପ୍ରେ ଉତର୍ଲେ, ତମେ ପୁରାପୁରୁନ୍ ବପୁ ଅଇସା ଆରି ଜିରୁସାଲମ୍, ଜିଉଦାର୍ ସବୁଟାନେ, ସମିରଣ୍ ଆରି ଜଗତର୍ ସାରାସାରି ଜାକ ମର୍ ନାଉଁ ଦାରି ସାକି ଅଇସା ।"
ମାତର୍ ସୁକଲ୍ ଆତ୍ମା ତମର୍ ଉପ୍ରେ ଉତର୍ଲେ, ତମେ ପୁରାପୁରୁନ୍ ବପୁ ଅଇସା ଆରି ଜିରୁସାଲମ୍, ଜିଉଦାର୍ ସବୁଟାନେ, ସମିରଣ୍ ଆରି ଜଗତର୍ ସାରାସାରି ଜାକ ମର୍ ନାଉଁ ଦାରି ସାକି ଅଇସା ।"
ସେମନ୍ ପାର୍ତନା କରିସାରାଇଲା ପଚେ ଜନ୍ ଜାଗାଇ ରୁଣ୍ଡିରଇଲାଇ, ସେଟା ଚୁଲ୍ବୁଲିଗାଲା । ସେମନ୍ ସବୁ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲା । ଆରି ନ ଡର୍ତେ ପର୍ମେସରର୍ କାତା ଜାନାଇବାର୍ ଦାର୍ଲାଇ ।
ସେମନ୍ ପାର୍ତନା କରିସାରାଇଲା ପଚେ ଜନ୍ ଜାଗାଇ ରୁଣ୍ଡିରଇଲାଇ, ସେଟା ଚୁଲ୍ବୁଲିଗାଲା । ସେମନ୍ ସବୁ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲା । ଆରି ନ ଡର୍ତେ ପର୍ମେସରର୍ କାତା ଜାନାଇବାର୍ ଦାର୍ଲାଇ ।
ଆମେ ଏ ସବୁ ବିସଇର୍ ସାକି ଆଚୁ । ଆରି ଜନ୍ ସୁକଲ୍ ଆତ୍ମାକେ ପର୍ମେସର୍ ତାକର୍ ଆଗିଆଁକାରିମନ୍କେ ଦାନ୍କଲାଆଚେ, ସେ ମିସା ଏଟାର୍ ସାକି ।"
ସେମନ୍ ମାପ୍ରୁର୍ ସେବା ଆରି ଉପାସ୍ କଲାବେଲେ, ସୁକଲ୍ ଆତ୍ମା ସେମନ୍କେ କଇଲା, "ମୁଇ ଜନ୍ କାମ୍ପାଇ ସାଉଲ୍ ଆରି ବର୍ନବାକେ ଡାକ୍ଲି ଆଚି, ସେଟାର୍ ପାଇ ସେମନ୍କେ ଅଲ୍ଗା କରା ।"
ଏଟା ସୁନି ସେମନ୍ ମାପ୍ରୁ ଜିସୁର୍ ନାଉଁ ଦାରି ଡୁବନ୍ ନେଲାଇ । ପାଉଲ୍ ସେମନର୍ ଉପ୍ରେ ଆତ୍ ଚିଇଲା ଆରି ସୁକଲ୍ ଆତ୍ମା ତାକର୍ଟାନେ ଉତର୍ଲା । ସେମନ୍ ବିନ୍ ବିନ୍ ବାସାଇ କାତା କଇଲାଇ ଆରି ପରମେସରର୍ ସୁବ୍ କବର୍ ଜାନାଇଲାଇ ।
Dons do Espírito
A cada um é concedida a manifestação do Espírito para o bem de todos. Os dons são diversos, mas o Espírito é o mesmo.
ମାତର୍ ସବୁ ଲକର୍ ମଙ୍ଗଲ୍ ପୁରାପୁରୁନ୍ ଅଇବାକେ ବିନ୍ ବିନ୍ ଲକର୍ ବିତ୍ରେ ସୁକଲ୍ ଆତ୍ମାର୍ ବପୁ ବିନ୍ ବିନ୍ ଇସାବେ ଜାନାପଡ୍ସି । ସୁକଲ୍ ଆତ୍ମା କାକେ କାକେ ବୁଦିର୍ ବାକିଅ କଇବାକେ ଦେଇସି, ଆରି କାକେ କାକେ ଗିଆନର୍ ବାକିଅ ଦେଇସି । ସେ ଗଟେକ୍ ସୁକଲ୍ ଆତ୍ମାସେ କାକେ କାକେ ବିସ୍ବାସ୍ ଦେଇସି ଆରି କାକେ କାକେ ନିକ ଅଇବା ବପୁର୍ ଦାନ୍ ଦେଇସି । କାକେ କାକେ କାବାଅଇଜିବା କାମ୍ କରିପାର୍ବା ବପୁ, କାକେ କାକେ ପର୍ମେସର୍ ଜାନାଇଲା କାତା କଇବା ବପୁ, କେତେ ଲକ୍କେ ଆତ୍ମା ଦେଇରଇବା ଦାନ୍ ଚିନ୍ବା ବପୁ, ଆରି କେତେକ୍ ଲକ୍କେ ସେ ନାଜାନି ରଇବା ବିନ୍ ବିନ୍ ବାସାଇ କାତା କଇବା ବପୁ, ଆରି କେତେକ୍ ଲକ୍କେ ସେ ବାସାର୍ ଅରତ୍ ବୁଜାଇବା ବପୁ ଦେଇରଇସି । ମାତର୍ ଏ ସବୁଜାକ ବପୁ ଗଟେକ୍ ଆତ୍ମାସେ କରି ରଇସି । ସେ ନିଜର୍ ମନ୍ କଲା ଇସାବେ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ ବିସଇର୍ ଦାନ୍ ଦେଇରଇସି ।
ସେଟାର୍ପାଇଁ ମୁଇ ଏବେ ତମ୍କେ କଇଲିନି, ଜନ୍ ଲକ୍ ସୁକଲ୍ ଆତ୍ମାର୍ ଚାଲ୍ନା ପାଇଲାଆଚେ, ସେ ଜିସୁକେ ଅବିସାପ୍ ଦେଇ ନାପାରେ । ଆରି ଜନ୍ ଲକ୍ ତାର୍ ଆତ୍ମା ପାଏନାଇ, ସେ ଜିସୁ ପର୍ମେସର୍ ବଲି କଇନାପାରେ ।
ମନେ ରଅ, ତମର୍ ଗାଗଡ୍ ସୁକଲ୍ ଆତ୍ମା ରଇବା ମନ୍ଦିର୍, ଜନ୍ ଆତ୍ମା ତମର୍ ବିତ୍ରେ ବାସା ଅଇଲାଆଚେ, ସେଟା ପର୍ମେସରର୍ ଟାନେଅନି ମିଲାଇ ଆଚାସ୍ । ତମେ ନିଜେ, ନିଜର୍ ନୁଆସ୍ ମାତର୍ ପର୍ମେସରର୍ । କାଇକେବଇଲେ ପର୍ମେସର୍ ତମ୍କେ ଜବର୍ ଦାମ୍ ଦେଇକରି ଗେନିଆଚେ, ସେଟାର୍ ପାଇ ତମର୍ ଗାଗ୍ଡର୍ କାମ୍ ସଙ୍ଗ୍ ପର୍ମେସରର୍ ମଇମା କରା ।
ତମେ ନିକ ସଙ୍ଗ୍ ଜାନିଆଚାସ୍, ତମେ ଅଇଲାସ୍ନି ପର୍ମେସରର୍ ମନ୍ଦିର୍ । ଆରି ତାର୍ ଆତ୍ମା ତମର୍ ଗାଗଡ୍ ବିତ୍ରେ ବାସାଅଇଆଚେ ।
ମୁନୁସ୍ କର୍ବା ଚିନ୍ତା ସବୁ ତାର୍ ବିତ୍ରେ ରଇବା ଆତ୍ମାକେ ଚାଡ୍ଲେ ଆରି କେ ମିସା ନାଜାନତ୍ । ସେନ୍ତିସେ ପର୍ମେସରର୍ ସବୁ ଚିନ୍ତା କଲାଟା ତାର୍ ଆତ୍ମାକେ ଚାଡିଦେଲେ ଆରି କେ ମିସା ନାଜାନତ୍ ।
Fruto do Espírito
O fruto do Espírito é amor, alegria, paz, paciência, bondade, fidelidade, mansidão e domínio próprio.
ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା, ଏ ସବୁର୍ ଚଲନ୍ ମାନ୍ବା ଲକ୍ ନିୟମର୍ ବିରୁଦେ କାଇଟା ନ କରେ ।
ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା,
ଏ ଆସା ଆମ୍କେ ମୁର୍ମୁରା ଅଇବାକେ ନ ଦେଏ, କାଇକେ ବଇଲେ ପରମେସର୍ ଆମ୍କେ ସୁକଲ୍ଆତ୍ମା ଦେଇ କରି ଆମର୍ ମନେ ତାର୍ ଆଲାଦ୍ ବର୍ତି କରିଦେଲାଆଚେ । ସୁକଲ୍ଆତ୍ମା ଆମର୍ ପାଇ ରଇବା ପର୍ମେସରର୍ ଦାନ୍ ।
ପରମେସରର୍ ରାଇଜର୍ ସାସନ୍ ଅବ୍କା ନ କାଇବା କାଦିପିଦିର୍ ନିଅମର୍ପାଇ ନାଇ । ମାତର୍ ତାର୍ ମୁଆଟେ ଦରମ୍ ବଲାଇଅଇବାଟା, ବିନ୍ ଲକ୍ମନର୍ ସଙ୍ଗ୍ ମିସି ସୁକ୍ସାନ୍ତିସଙ୍ଗ୍ ରଇବାଟା, ଆରି ସୁକଲ୍ଆତ୍ମା ଦେଇରଇବା ସାର୍ଦା ବିସଇ ଆଚେ ।
ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
Não entristeçais o Espírito
Não entristeçais o Espírito Santo de Deus. Não apaguem o Espírito — antes, enchei-vos dele continuamente.
ପର୍ମେସରର୍ ସୁକଲ୍ ଆତ୍ମାକେ ଦୁକ୍ ଦିଆସ୍ ନାଇ । ତାକେ ମୁକଲ୍ବା ଦିନ ଜାକ ଗଟେକ୍ ଚିନ୍ ଇସାବେ ସେ ତମ୍କେ ଦେଲାଆଚେ ।
ପର୍ମେସରର୍ ସୁକଲ୍ ଆତ୍ମାକେ ଦୁକ୍ ଦିଆସ୍ ନାଇ । ତାକେ ମୁକଲ୍ବା ଦିନ ଜାକ ଗଟେକ୍ ଚିନ୍ ଇସାବେ ସେ ତମ୍କେ ଦେଲାଆଚେ ।
ମଦ୍ ପେଣ୍ଡମ୍ କାଇ ମାତା ନାଇ । କାଇକେବଇଲେ ସେଟା ତମ୍କେ ଡିଲା ଚାଡ୍ବା ଗରୁଗାଇର୍ ପାରା ଚଲାଚଲ୍ତି କର୍ବାକେ ଡାକିନେଇସି । ତାର୍ବାଦୁଲେ ସୁକଲ୍ଆତ୍ମା ବାନ୍ଦିନେବାକେ ସର୍ପିଉଆ ।
ଆମେ ତାର୍ଟା ବଲି ଜାନ୍ବାକେ ସେ ଆମ୍କେ ତାର୍ ଚିନ୍ ମାର୍ଲା ଆଚେ ଆରି ସୁକଲ୍ଆତ୍ମା ଆମର୍ ବିତ୍ରେ ଦାନ୍ କଲା ଆଚେ । ପର୍ମେସର୍ ଆମର୍ପାଇଁ ଜେତ୍କି ବିସଇ ସଙ୍ଗଇଆଚେ, ସେ ଆତ୍ମାର୍ ଲାଗି ଆମେ ସେଟା ସବୁ ପାଇବୁ ବଲି ଜାନ୍ଲୁନି ।
ଏ ଚିଟିତେଇ ମାପ୍ରୁ ବଲି କଇବାଟା ଅଇଲାନି ଆତ୍ମା ଆରି ମାପ୍ରୁର୍ ଆତ୍ମା ଜନ୍ତି ମିସା ରଇଲେ, ତେଇ ଆମେ ମୁକ୍ଲି କରି ଆଚୁ ।
ଏ ଚିଟିତେଇ ମାପ୍ରୁ ବଲି କଇବାଟା ଅଇଲାନି ଆତ୍ମା ଆରି ମାପ୍ରୁର୍ ଆତ୍ମା ଜନ୍ତି ମିସା ରଇଲେ, ତେଇ ଆମେ ମୁକ୍ଲି କରି ଆଚୁ ।
O Espírito nos capacita
O Espírito intercede por nós, batiza e capacita para o serviço. Ele é poder para a missão e conforto na aflição.
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।
ମାତର୍ ତମେ ମର୍ ଆଲାଦର୍ ମଇତର୍ମନ୍, ଆମର୍ ବେସି ସୁକଲ୍ ରଇବା ବିସ୍ବାସେ ନିଜେ ଡାଟ୍ ଅଇତେରୁଆ । ସୁକଲ୍ଆତ୍ମାର୍ ସାଇଜ ନେଇ ପାର୍ତନା କର୍ତେରୁଆ । ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଦିନ୍କେ ଜାଗ୍ତେରୁଆ ଆରି ପର୍ମେସରର୍ ଆଲାଦେ ବଡିଆସା । ସେନ୍ତାର୍ଆଲେ ତମେ ତାର୍ସଙ୍ଗ୍ କାଲ୍କାଲ୍ ଜୁଗ୍ଜୁଗ୍ ରଇସା । କାଇକେବଇଲେ ସେ ଆମ୍କେ ଦୟା ଦେକାଇଲା ଆଚେ ।
କାଇକେବଇଲେ, ସେମନ୍ କେବେମିସା ନିଜର୍ତେଇଅନି କାଇ ବବିସତ୍ କାତା କଅତ୍ ନାଇ । ମାତର୍ ପର୍ମେସର୍ଟାନେଅନି ଆଇଲା କାତା ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ କଇରଇଲାଇ ।
ସେ ଏନ୍ତି ଉପାଇ ପାଁଚ୍ଲା ବେଲେ, ଜସେପ୍କେ ଗଟେକ୍ ପର୍ମେସରର୍ ଦୁତ୍ ସପ୍ନେ ଦେକାଇ ଅଇ କଇଲା, ଏ ଦାଉଦର୍ ନାତିର୍ ତିତି ଜସେପ୍, ଡର୍ନାଇ । ମରିୟମ୍କେ ମାଇଜି କରି ସଙ୍ଗଅ । କାଇକେବଇଲେ ସୁକଲ୍ ଆତ୍ମାଇ ଅନି ସେ ଗାଗ୍ଡେ ଅଇଲାଆଚେ ।
ତମର୍ ବିଚାର୍ନା ଅଇବାବେଲେ ‘କାଇଟା କଇବି, କେନ୍ତି କଇବି’ ବଲି ଚିନ୍ତା କରି ତେରେପେତେ ନ ଉଆ । ଟିକ୍ ସେବେଲାଇ ସେଟା ତମ୍କେ ଜାନାଇ ଦିଆଅଇସି । କାଇକେ ବଇଲେ ତମେ ନିଜେ କାଇଟା କଇବାକେ ନ ପଡେ । ବାବା ପର୍ମେସର୍ ସୁକଲ୍ ଆତ୍ମାଇ ତମର୍ ଟଣ୍ଡେଅନି କାତା କଇସି ।"
କାଲି ସେତ୍କି ନଏଁ, ମୁଇ ତମ୍କେ ସତ୍ କଇଲିନି, ଜେଡେବେଲେ ମିସା ଏ ଜଗତେ ତମେ ଦୁଇ ଲକ୍ ଜନ୍ ବିସଇ ନେଇକରି ଗଟେକ୍ ମନ୍ ଅଇକରି ପାର୍ତନା କଲେ, ମର୍ ସରଗର୍ ବାବା ତମେ ମାଙ୍ଗ୍ଲାଟା ପୁରୁନ୍ କର୍ସି । କାଇକେ ବଇଲେ ଜନ୍ତି ଦୁଇ କି ତିନ୍ ଲକ୍ ରୁଣ୍ଡିକରି ମର୍ ନାଉଁ ଦାର୍ବାଇ, ତେଇ ମୁଇ ଆଚି ।"
ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ । ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।"
ସେମନ୍ ତମ୍କେ ବନ୍ଦିକରି ବିଚାର୍ କର୍ବା ବେଲେ ତେଇ କାଇଟା କଇବୁ ବଲିକରି ଆଗ୍ତୁ ଚିନ୍ତା କରାନାଇ । ତମେ କାଇଟା କଇବାର୍ ଆଚେ, ସେ କାତା ପର୍ମେସର୍ ତମ୍କେ ସମାନ୍ ବେଲାଇ ଦେଇସି । କାଇକେବଇଲେ ସେ ବେଲାଇ ତମେ ନିଜେ ନ କୁଆସ୍ ମାତର୍ ସୁକଲ୍ଆତ୍ମା ତମର୍ଟାନେଅନି କାତା କଇସି ।
ସବୁଲକ୍ ଡୁବନ୍ ନେଲା ପଚେ ଜିସୁ ମିସା ଡୁବନ୍ ନେଲା । ଆରି ପାର୍ତନା କର୍ବାବେଲେ, ଏଦେ ଦେକା ! ବାଦଲ୍ ଉଗାଡିଅଇଗାଲା, ଆରି ସୁକଲ୍ ଆତ୍ମା ପରୁଆର୍ ଗାଗଡ୍ ଦାରି ଉତ୍ରି ଆସି, ଜିସୁର୍ ଉପ୍ରେ ବସ୍ଲା । ସର୍ଗେଅନି ଗଟେକ୍ ଏନ୍ତାରି ସବଦ୍ ଆଇଲା, "ତୁଇସେ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ଅଇଲିନି ।"
"ମାପ୍ରୁର୍ ଆତ୍ମା ମର୍ ସଙ୍ଗ୍ ଆଚେ,
ତେବର୍ପାଇ ନଇଲା ମଇଲା ଲକ୍ମନର୍ଟାନେ ସୁବ୍ କବର୍ ଜାନାଇବାକେ, ପର୍ମେସର୍ ମକେ ବାଚିକରି ପାଟାଇଲା,
ବନ୍ଦି ଗରେ ରଇବା ଲକ୍ମନ୍କେ ମୁକ୍ଲାଇବାକେ,
କାଣା ଲକ୍ମନ୍କେ ଦେକାଇବା ବିସଇ ଜାନାଇବାକେ ଆରି
ଦୁକର୍ ଲକ୍ମନ୍କେ ମୁକ୍ଲାଇବାକେ,
"ମାପ୍ରୁର୍ ଆତ୍ମା ମର୍ ସଙ୍ଗ୍ ଆଚେ,
ତେବର୍ପାଇ ନଇଲା ମଇଲା ଲକ୍ମନର୍ଟାନେ ସୁବ୍ କବର୍ ଜାନାଇବାକେ, ପର୍ମେସର୍ ମକେ ବାଚିକରି ପାଟାଇଲା,
ବନ୍ଦି ଗରେ ରଇବା ଲକ୍ମନ୍କେ ମୁକ୍ଲାଇବାକେ,
କାଣା ଲକ୍ମନ୍କେ ଦେକାଇବା ବିସଇ ଜାନାଇବାକେ ଆରି
ଦୁକର୍ ଲକ୍ମନ୍କେ ମୁକ୍ଲାଇବାକେ,
ଆରି ମାପ୍ରୁ ତାର୍ ଲକ୍ମନ୍କେ ରକିଆ କର୍ବା ବେଲା ଆସିଆଚେ, ବଲି ଜାନାଇବାକେ
ସେ ମକେ ପାଟାଇଆଚେ ।"
ତେବେ ତମେ କରାପ୍ ଲକ୍ ଅଇଲେ ମିସା, ନିଜର୍ ନିଜର୍ ପିଲାମନ୍କେ ନିକ ନିକ ବିସଇ ଦେବାର୍ ଜାନାସ୍ । ତେବେ ଜନ୍ ବାବା ସର୍ଗେଅନି ଦାନ୍ କଲାନି, ସେ ଜାନେ, ସେ ତାକେ ମାଙ୍ଗ୍ବା ଲକ୍କେ କେତେକ୍ ଅଦିକ୍ ସୁକଲ୍ ଆତ୍ମା ଦେଇସି !"