Simplicidade do Evangelho
A simplicidade do evangelho é sua força. Deus escolheu as coisas loucas do mundo para confundir os sábios. O poder está na mensagem da cruz, não na eloquência humana.
କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ, ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ, ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।
କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କରିନାହାଁନ୍ତି, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କରିଅଛନ୍ତି; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ କ୍ରୁଶରେ ଖ୍ରୀଷ୍ଟଙ୍କ ମୃତ୍ୟୁ ବ୍ୟର୍ଥ ହୁଏ।
ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।