Evangelização
A evangelização é a missão suprema da Igreja. Jesus mandou: ide por todo o mundo e pregai o evangelho a toda criatura. O evangelho é poder de Deus para a salvação de todo aquele que crê.
A Grande Comissão
Ide, fazei discípulos de todas as nações. Jesus confiou a seus seguidores a missão de levar a boa notícia ao mundo inteiro.
ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ । ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।"
ଜିସୁ ସେମନ୍କେ କଇଲା, "ତମେ ଏ ଦୁନିଆର୍ ଗୁଲାଇବାଟେ ଜାଇକରି ସବୁ ଲକ୍ମନ୍କେ ମର୍ ନିମାନ୍ କାତା କୁଆ ।
ମାତର୍ ସୁକଲ୍ ଆତ୍ମା ତମର୍ ଉପ୍ରେ ଉତର୍ଲେ, ତମେ ପୁରାପୁରୁନ୍ ବପୁ ଅଇସା ଆରି ଜିରୁସାଲମ୍, ଜିଉଦାର୍ ସବୁଟାନେ, ସମିରଣ୍ ଆରି ଜଗତର୍ ସାରାସାରି ଜାକ ମର୍ ନାଉଁ ଦାରି ସାକି ଅଇସା ।"
ତମେ ଗୁଲାଇ ଜଗତର୍ ପାଇ ଉଜଲ୍ ପାରା । ଜନ୍ ଗଡ୍ ଡଙ୍ଗର୍ ଉପ୍ରେ ତିଆର୍ ଅଇଲାଆଚେ, ସେଟା କେବେ ମିସା ଲୁଚି ରଇ ନାପାରେ ।
ନୁନ୍ ଆରି ଉଜଲ୍
"ତମେ ସବୁ ମୁନୁସ୍ ଜାତିର୍ପାଇ ନୁନ୍ ପାରା । ମାତର୍ ନୁନ୍ ଜଦି ସୁଆଦ୍ ଆରାଇସି, ତେବେ ସେଟା କେନ୍ତି କରିଆ ଅଇସି ? ସେଟା ଆରି କାଇ କାମେ ନ ଆସେ, ତେବେ ତାକେ ବାଇରେ ପିଙ୍ଗି ଦେବାଇ ଆରି ସେଟା ଲକ୍ମନ୍ ମାଣ୍ଡି ପାକାଇବାଇ ।"
କେ ମିସା ବତି ଡସାଇକରି ଆଣ୍ଡିଡାବି ନ ସଙ୍ଗଅତ୍ । ସେଟା ବତିକୁଦ୍ରା ଉପ୍ରେ ସଙ୍ଗଇବାଇ ଆରି ଗରେ ରଇଲା ସବୁ ଲକ୍କେ ଉଜଲ୍ ଦେଇସି । ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ ।
ସେ ବେଲାଇ ଅନି ଜିସୁ କଇବାର୍ ଆରାମ୍ କରି ଜାନାଇବାର୍ ଦାର୍ଲା । ପାପ୍ କର୍ବାତେଇଅନି ମନ୍ ବଦ୍ଲାଆ, ସରଗ୍ ରାଇଜ୍ ଲଗେ କେଟ୍ଲା ।
O poder do evangelho
O evangelho é poder de Deus para a salvação. A fé vem pelo ouvir, e o ouvir pela Palavra de Cristo.
ସୁବ୍କବରର୍ ବପୁ
ସେ ସୁବ୍ କବର୍ଟାନେ ମର୍ ପୁରାପୁରୁନ୍ ଆସାଆଚେ, ସେଟା ସିଗ୍ ପର୍ତମେ ଜିଉଦି ଲକ୍ମନର୍ ପାଇ ଆରି ତାର୍ ପଚେ ବିସ୍ବାସ୍ କର୍ବା ଜିଉଦି ନଇଲା ଲକ୍ମନର୍ ପାଇ ପରମେସରର୍ ବଡ୍ ବପୁ ।
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
କାଇକେବଇଲେ କୁରୁସ୍ କାଟେ ମରିରଇବା ଜିସୁ କିରିସ୍ଟକେ ଚାଡି ଆରି ବିନ୍ ବିସଇ ତମ୍କେ ନ କଇ ବଲି ମୁଇ ଟିକ୍ କଲି ।
କିରିସ୍ଟ ଆରିତରେକ୍ ଉଟ୍ଲାଟା
ଏ ବାଇବଇନିମନ୍, ମୁଇ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇରଇଲି ସେଟା ତମ୍କେ ଏତାଇଦେବି ବଲି ମନ୍ କଲିନି । ସେଟା ତମେ ମାନି ରଇଲାସ୍ ଆରି ତେଇସେ ତମର୍ ବିସ୍ବାସ୍ ଡାଁଟ୍ ଆଚେ । ଜଦି ଏ ସୁସମାଚାର୍ ତମେ ଡାଟ୍ ସଙ୍ଗ୍ ଦାରିରଇସା, ତେବେ ଉଦାର୍ ପାଇସା, ନଇଲେ ତମେ ବେକାର୍ ବିସ୍ବାସି ଅଇ ଆଚାସ୍ ।
ଆମେ ତମର୍ଟାନେ ଜନ୍ ନିମାନ୍ କବର୍ ଜାନାଇଆଚୁ, ସେଟାର୍ଲାଗି ପର୍ମେସର୍ ତମ୍କେ ବାଚ୍ଲା ଆଚେ । ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଡାକ୍ପୁଟା ଅଇବା ଟାନେ ମିସାଇବାକେ ବାଚିଆଚେ ।
Testemunhar e proclamar
Estai sempre preparados para responder com mansidão a todo aquele que pedir razão da vossa esperança.
ମାତର୍ କିରିସ୍ଟକେ ମାପ୍ରୁବଲି ଡାକ୍ପୁଟା କରା ଆରି ସନ୍ମାନ୍ ଦିଆସ୍ । ବିସ୍ବାସି ଇସାବେ, ତମେ ଆସା କର୍ବା ବିସଇ କେ ମିସା ପାଚାର୍ଲେ, ସେମନ୍କେ ବାତାଇବାକେ ଜାଗ୍ରତ୍ ଅଇରୁଆ ।
ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।"
ତମେ ବେସି ପଲ୍ ଦାର୍ଲେ, ମର୍ ବାବା ଡାକ୍ପୁଟା ପାଇସି, ଆରି ଇତିଅନି ତମେ ମର୍ ସତ୍ ସିସ୍ମନ୍ ବଲି ଜାନ୍ବାଇ ।
କାଇକେ ବଇଲେ ମାପ୍ରୁ ଆମ୍କେ ଏ ଆଦେସ୍ ଦେଲା ଆଚେ ।"
ଆନ୍ଦାରେ ଉଜଲ୍ ଅଇଲାପାରା
ଜିଉଦି ନ ଅଇଲା ଲକ୍ମନ୍କେ ମର୍ ବିସଇ ଜାନାଇବାକେ ମୁଇ ତମ୍କେ ବାଚିଆଚି ।
ଜେନ୍ତାରି କି ମୁଇ ସେମନ୍କେ ରକିଆ କରି ପାର୍ବି ବଲି ଦୁନିଆର୍ ସବୁ ଲକ୍ମନ୍କେ ତମେ କଇପାରାସ୍ ।
ମର୍ ନିଜର୍ ଜିବନ୍, ମର୍ ପାଇ, ମୁଇ ଇନ୍ କଲିନି । ପର୍ମେସରର୍ ଜିବନ୍ ଦୁକାଇଲା ବିସଇ ଆରି ମାପ୍ରୁ ଜିସୁ ଜନ୍ କାତା ଜାନାଇବାକେ ମକେ ଦାଇତ୍ ଦେଲାଆଚେ, ସେଟା ସାରାଇବି ଆରି ସୁବ୍ କବର୍ ଜାନାଇବାଟା ପୁରାପୁରୁନ୍ କର୍ବି । ଏତ୍କି ସେ ମୁଇ ମନ୍ କଲିନି ।
"ମାପ୍ରୁର୍ ଆତ୍ମା ମର୍ ସଙ୍ଗ୍ ଆଚେ,
ତେବର୍ପାଇ ନଇଲା ମଇଲା ଲକ୍ମନର୍ଟାନେ ସୁବ୍ କବର୍ ଜାନାଇବାକେ, ପର୍ମେସର୍ ମକେ ବାଚିକରି ପାଟାଇଲା,
ବନ୍ଦି ଗରେ ରଇବା ଲକ୍ମନ୍କେ ମୁକ୍ଲାଇବାକେ,
କାଣା ଲକ୍ମନ୍କେ ଦେକାଇବା ବିସଇ ଜାନାଇବାକେ ଆରି
ଦୁକର୍ ଲକ୍ମନ୍କେ ମୁକ୍ଲାଇବାକେ,
ଜିସୁ ସେମନ୍କେ କଇଲା, "ମୁଇ ତମ୍କେ ସତ୍ କାତା କଇଲିନି, ଜେ ମର୍ ସଙ୍ଗ୍ ଆଇବାକେ ଆରି ପର୍ମେସରର୍ ନିମାନ୍ କାତା ଜାନାଇବାକେ ଗର୍ ଦୁଆର୍, ବାଇ ବଇନି, ମା ବାବା, ପିଲାଟକି ଆରି ଜମିବାଡି ଚାଡିକରି ଆଚେ, ସେ ସତ୍ସେ, ନିଜର୍ ଚାଡିରଇଲା ସବୁ ବିସଇତେଇଅନି ସଏ ବାଗ୍ ଅଦିକ୍ ଏ ଜୁଗେ ପାଇସି । ଗର୍ ଦୁଆର୍, ବାଇ ବଇନି, ମାଆ ବାବା, ପିଲାଟକି ଆରି ଜମିବାଡି ଏ ସବୁ ଦିନ୍ସୁ ଅଦିକ୍ ପାଇସି ଆରି ତାର୍ ସଙ୍ଗ୍ ଗେଞ୍ଜ୍ନା ମିସା ପାଇସି । ମାତର୍ ଆଇବା ଜୁଗେ ପର୍ମେସରର୍ ରାଇଜେ, ସେ ନ ସାର୍ବା ଜିବନ୍ ପାଇସି ।
ମାତର୍ କେ ନିଜର୍ ଜିବନ୍ ରକିଆ କର୍ବାକେ ମନ୍ କର୍ସି, ସେ ସେଟା ଆରାଇସି, ମାତର୍ ଜେ ମର୍ ଲାଗି ଆରି ସୁବ୍କବର୍ ଜାନାଇବାକେ ତାର୍ ଜିବନ ଆରାଇସି ବଇଲେ, ସେ ତାର୍ ଜିବନ୍ ରକିଆ କର୍ସି ।
Fazer conhecer
Dai graças ao Senhor, invocai o seu nome, fazei conhecidas as suas obras entre os povos.
ଆରି, ସେ ଦିନେ ତମେ କଇସା, ସବୁବେଲର୍ ମାପ୍ରୁକେ ଦନିଅବାଦ୍ କରା ବଲିକରି, ଆରି ତାର୍ ନାଉଁ ଦାରିକରି ପାର୍ତନା କରା, ଲକ୍ମନର୍ ମୁଆଟେ ତାର୍ କାବା ଅଇଜିବା କାମ୍କେ ଜାନାଆ, ତାର୍ ନାଉଁ ବଡ୍ ବଲିକରି ଡାକ୍ପୁଟା କରା।
ଜିଉଦି ନ ଅଇଲା ଲକ୍ମନର୍ ପାଇ ସେ ଟିକ୍ କରିରଇବା ମଇମାସଙ୍ଗର୍ ଜଜ୍ନା ତାର୍ ଲକ୍ମନ୍କେ ଜାନାଇବାକେ ପର୍ମେସର୍ ଟିକ୍କଲା । ସେ ଲୁଚିରଇବା ବିସଇ ଅଇଲାନି, ଜିଉଦି ନଇଲା ଲକ୍ମନର୍ଟାନେମିସା କିରିସ୍ଟ ରଇସି । ଆରି ସେ କାତା ଦେଇରଇବା ସବୁ ରକାମର୍ ମଇମା ତମେମିସା ପାଇସା ବଲି ଜାନିରୁଆ ।
ସତ୍ ଦରମର୍ କାତା
ମାତର୍ ତିତସ୍ ତୁଇ ବିସ୍ବାସିମନ୍କେ ଜନ୍ ବିସଇ ସିକାଇଲୁସ୍ନି ସେଟା ଜିସୁକିରିସ୍ଟର୍ ସତ୍ ସିକିଆ ଇସାବେସେ ସିକା ।