Fé
A fé é o fundamento da vida cristã. Sem fé é impossível agradar a Deus. Pela fé somos salvos, vivemos, vencemos o mundo e recebemos as promessas de Deus.
O que é a fé
A fé é a certeza daquilo que esperamos e a prova das coisas que não vemos. Ela é o alicerce de toda a vida espiritual.
ତେବେ ବିସ୍ବାସ୍ ଆଲେ କାଇଟା ? ଜନ୍ ବିସଇର୍ ପାଇ ଆମେ ଆସା କଲୁନି, ସେଟା ସିଦ୍ ଅଇସି ଆକା ବଲି ଆମର୍ ମନେ ଜାନ୍ବାଟା ଅଇଲାନି ବିସ୍ବାସ୍ । ଆରି ଜନ୍ଟା ଆମେ ଦେକି ନାପାରୁ, ସତଇସେ ଆଚେ ବଲି ଜାନ୍ବାଟା, ମିସା ବିସ୍ବାସ୍ ।

ତେବର୍ପାଇ ଜନ୍ ଲକ୍ମନ୍ ପର୍ମେସରର୍ ଲଗେ ଆଇବାକେ ମନ୍ କଲାଇନି, ପର୍ମେସର୍ ଆଚେ ବଲି ବିସ୍ବାସ୍ କର୍ବାର୍ ଆଚେ । ଜେତ୍କି ଲକ୍ମନ୍ ତାକେ କଜ୍ବାଇ, ସେ ସେମନର୍ ଆସା କଲାଟା ପୁରାପୁରୁନ୍ କର୍ସି ।

ତାର୍ ବିସ୍ବାସର୍ ଲାଗି ଅବ୍ରାଆମ୍ ବେସି ଡକ୍ରା ରଇଲା ମିସା ଆରି ତାର୍ ମାଇଜି ସାଆରା ବାଞ୍ଜି ରଇଲେ ମିସା, ବାବା ଅଇଲା । ପର୍ମେସର୍ କାତା ଦେଇରଇଲାଟା ସିଦ୍ କର୍ସିଆକା ବଲି ସେ ଜାନିରଇଲା ।
ମର୍ ଜେତ୍କି ଦରମ୍ ଲକ୍ ଆଚତ୍,
ସେମନ୍ ବିସ୍ବାସ୍ କରି ବଁଚ୍ବାଇ
ମାତର୍ ଜେ ଜଦି ପଚ୍କେ ବାଅଡ୍ଲେ
ମୁଇ ତାର୍ଟାନେ ସାର୍ଦା ନ ଅଇ ।
ଆମର୍ ଆଁକି ଜିସୁର୍ଟାନେ ସଙ୍ଗଉ । ତାକେ ଆମେ ଆରାମେ ଅନି ସାରାସାରି ଜାକ ବିସ୍ବାସ୍ କରିଆଚୁ । ଜନ୍ ସାର୍ଦା ତାର୍ ମୁଆଟେ ସଙ୍ଗଇରଇଲା, ସେ ସାର୍ଦାର୍ଲାଗି ରଇବା ଦୁକ୍କସ୍ଟ ମୁର୍ଚି କରି ରଇଲା । ଆରି ତେଇ ମର୍ବା ଲାଜର୍ ବିସଇ ମନେ ଦାରେନାଇ । ପର୍ମେସର୍ ଆଜି ଜନ୍ ଜାଗାଇ ବସ୍ଲାଆଚେ, ତାର୍ ଉଜାବାଟେ ସେ ମିସା ବସ୍ଲାଆଚେ ।
Salvos pela fé
Pela graça sois salvos, mediante a fé. O justo viverá pela fé — essa é a declaração central do evangelho.
କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇଲାର୍ପାଇ, ତମେ ମୁକ୍ତି ପାଇ ଆଚୁସ୍, ସେଟା ତମେ ବିସ୍ବାସ୍ କଲାର୍ ଲାଗି,। ତମେ କରିରଇବା କାଇ ନିକ କାମର୍ ଲାଗି ନାଇ, ସେଟା ପର୍ମେସରର୍ ଦାନ୍ । ଜେନ୍ତିକି ଏ ବିସଇନେଇ କେ ମିସା ନିଜେ ବଡ୍ପନ୍ ଅଇ ନାପାରେ ।
ଏ ସବୁର୍ ଉପ୍ରେ ବିସ୍ବାସର୍ ତେବାଇବା ଡାଲ୍ ଦାରିରୁଆ । ଏ ଡାଲ୍ସଙ୍ଗ୍ ସଇତାନ୍ ତମର୍ ମୁଆଟେ ବିନ୍ଦ୍ବା ଜଇର୍ କାଣ୍ଡ୍ ଅଟ୍କାଇ ପାର୍ସା ।
ଏ ସବୁର୍ ଉପ୍ରେ ବିସ୍ବାସର୍ ତେବାଇବା ଡାଲ୍ ଦାରିରୁଆ । ଏ ଡାଲ୍ସଙ୍ଗ୍ ସଇତାନ୍ ତମର୍ ମୁଆଟେ ବିନ୍ଦ୍ବା ଜଇର୍ କାଣ୍ଡ୍ ଅଟ୍କାଇ ପାର୍ସା ।
ମୁଇ ପାର୍ତନା କଲିନି ଜେନ୍ତିକି ସେ ତାର୍ ନ ସାର୍ବା ମଇମାଇଅନି, ତାର୍ ଆତ୍ମା ତମ୍କେ ବପୁ ଦେଇସି, ଜେନ୍ତିକି ତମର୍ ମନ୍ ଡାଟ୍ ଅଇସି । ମୁଇ ପାର୍ତନା କଲିନି, ଜେନ୍ତିକି ତମର୍ ବିସ୍ବାସର୍ ଲାଗି, କିରିସ୍ଟ ତମର୍ ବିତ୍ରେ ବାସା ଅଇସି । ଆରି, ତମେ ପର୍ମେସର୍କେ ଆରି ବିନ୍ ଲକ୍କେ ଆଲାଦ୍ କଲାଟାନେଅନି, ବୁଏଁ ଜାଇତେରଇବା ଗଚର୍ ଚେର୍ପାରା ଆରି କୁନାଦି ଉପ୍ରେ ତିଆର୍ ଅଇଲା ଗର୍ ପାରା ଡାଟ୍ ଅଇସା ।
ଲକ୍ମନ୍ ପରମେସରର୍ ଲଗେ କେନ୍ତି ଦରମ୍ ଲକ୍ ବଲାଇ ଅଇ ପାର୍ବାଇ, ତାର୍ ଉପାଇ ତେଇ ଦେକାଇ ଦିଆଅଇଲା ଆଚେ । ଆରାମେ ଅନି ସାରାସାରିଜାକ ମୁକ୍ତି ପାଇବା ଗଟେକ୍ ମାତର୍ ଉପାଇ ଅଇଲାନି, ବିସ୍ବାସ୍ । ସାସ୍ତରର୍ ବାକିଅ ଇସାବେ "ଜେ ବିସ୍ବାସ୍ କରି ପରମେସରର୍ ମୁଆଟେ ଦରମ୍ ବଲାଇ ଅଇସି, ସେ ବଁଚ୍ସି ।"
ଏବେ ଆମେ ବିସ୍ବାସ୍ କଲାର୍ ପାଇ ପରମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇଅଇଲୁ ଆଚୁ ଆରି ମାପ୍ରୁ ଜିସୁ କିରିସ୍ଟର ଲାଗି ପରମେସର୍ ସଙ୍ଗ୍ ସାନ୍ତି ସଙ୍ଗ୍ ଆଚୁ ।
ମାତର୍ ଜେ ନିଜର୍ ଉପ୍ରେ ଆସା ନ କରି, ପରମେସରର୍ତେଇ ବିସ୍ବାସ୍ କର୍ସି, ତାର୍ ବିସ୍ବାସର୍ ଲାଗି, ଅପ୍ରାଦର୍ ଦସ୍ ନ ଦାରି ଚାଡିଦେବା ପରମେସର୍, ତାକେ ଦରମ୍ଲକ୍ ଇସାବେ ଡାକ୍ସି ।
ଆମର୍ ବିସ୍ବାସର୍ ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ ବଲି ଏଜ୍ଲାନି । ଆରି ଟଣ୍ଡେ ଉଁ ବଲି ମାନିଆଇଲୁନିଜେ ଆମେ ମୁକ୍ତି ପାଇଆଚୁ ।
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
ଜଦି କେତେକ୍ ଲକ୍ କିରିସ୍ଟକେ ବିସ୍ବାସ୍ କଲାଇନି, ମାତର୍ ତାକର୍ ବିସ୍ବାସ୍ ଡାଁଟ୍ନାଇ, ସେମନ୍କେ ମିସା ଡାକି ମିସାଆ । ମାତର୍ ସେମନର୍ ଚିନ୍ତା କର୍ବାଟା ତମର୍ପାରା ନ ରଇଲେ, ତାକର୍ ସଙ୍ଗ୍ ଦଦାପେଲା ଉଆ ନାଇ ।
ଜଦି ଗଟେକ୍ ଲକ୍ ତାର୍ କାଇବାଟା ଟିକ୍ କି ନାଇ ବଲି ବାବ୍ଲାନି, ଆରି ମନ୍କେ ନ ଲାଗ୍ବା କାଦି କାଇସି, ସେନ୍ତାର୍ଆଲେ ସେ, ପର୍ମେସରର୍ ବିରୁଦେ ପାପ୍କଲାନି । କାଇକେବଇଲେ ସେ ନିଜର୍ ବିବେକ୍କେ ମାନେନାଇ । ଜନ୍ଟା ନିକ ନଏଁ ବଲି ଆମେ ବିସ୍ବାସ୍ କଲୁନି, ଆରି ସେଟାସେ କରିଆଇଲୁନି, ସେନ୍ତାର୍ଆଲେ ଆମେ ପାପ୍କଲୁନି ।
ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
Fé que vence
Esta é a vitória que venceu o mundo: a nossa fé. A fé remove montanhas e abre caminhos impossíveis.
କାଇକେବଇଲେ ପର୍ମେସରର୍ ସବୁ ପିଲା ଏ ଜଗତର୍ କାରାପ୍ ଚଲାଚଲ୍ତି ନିଚିକରି ଜିତିପାର୍ସି । ଆମର୍ ବିସ୍ବାସର୍ ଲାଗି ଆମେ ଜଗତ୍କେ ଜିତିଅଇସି ।

ଜିସୁ ତାକେ କଇଲା, "କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।"
ଜିସୁ ତାକେ କଇଲା, "କାଇକେ ଜଦି ପାରୁସ୍ ବଇଲେ ନିମାନ୍ କର୍ ବଲିକରି କଇଲୁସ୍ନି ? କାଇକେବଇଲେ ପର୍ମେସର୍କେ ବିସ୍ବାସ୍ କର୍ବା ଲକ୍ମନର୍ ତେଇ ସବୁ ଅଇସି ।"
ଜିସୁ ସେମନ୍କେ କଇଲା, "ତମେ ପର୍ମେସରର୍ ତେଇ ବିସ୍ବାସ୍ କରିରୁଆ ।
ସେଟାର୍ପାଇଁ ମୁଇ ତମ୍କେ କଇଲିନି, ତମେ ପାର୍ତନାଇ ଜନ୍ଟା ମିଲ୍ସି ବଲି ବିସ୍ବାସ୍ କରି ମାଙ୍ଗ୍ଲେ, ସେଟା ତମ୍କେ ମିଲ୍ସି ।
ଜିସୁ ତାକେ କଇଲା, "ଜା, ତୁଇ ନିମାନ୍ ଅଇଜାଇ ଆଚୁସ୍ । କାଇକେବଇଲେ ତୁଇ ମକେ ବିସ୍ବାସ୍ କରି ଆଁକି ଦେକି ପାର୍ଲୁସ୍ନି ।" ସେଦାପ୍ରେସେ କାଣା ଆଁକି ଦେକି ବାଟେ ବାଟେ ଜିସୁର୍ ପଚେ ଜିବାର୍ ଦାର୍ଲା ।
Fé e confiança
Confia no Senhor de todo o coração. A fé não depende de circunstâncias — ela se apoia na fidelidade de Deus.
ତମେ ମନ୍ପରାନ୍ ଦେଇ ସବୁବେଲର୍ ମାପ୍ରୁର୍ ଲଗେ ବିସ୍ବାସ୍ କରା ଆରି ନିଜର୍ ବୁଦି ସଙ୍ଗ୍ କରା ନାଇଁ । ତମେ ଜେନେ ଗାଲେ ମିସା ତାକେ ମନେ ଏତାଆ; ତାର୍ପଚେ ସେ ତମର୍ ଇଣ୍ଡ୍ବା ବାଟ୍ ସଲକ୍ କର୍ସି ।
ଏ ଜଗତେ ରଇବା ଆମର୍ ଜିବନ୍, ପର୍ମେସର୍ଟାନେ ବିସ୍ବାସ୍ କରି ରଇଲୁନି । କାଇକେବଇଲେ ଜନ୍ ଜାଗାଇ ଆମେ ବାସା ଅଇବାକେ ଗାଲୁନି, ସେ ଜାଗା ଏବେଜାକ ଆମେ ଦେକୁ ନାଇତା ।
ଏ ଜଗତେ ରଇବା ଆମର୍ ଜିବନ୍, ପର୍ମେସର୍ଟାନେ ବିସ୍ବାସ୍ କରି ରଇଲୁନି । କାଇକେବଇଲେ ଜନ୍ ଜାଗାଇ ଆମେ ବାସା ଅଇବାକେ ଗାଲୁନି, ସେ ଜାଗା ଏବେଜାକ ଆମେ ଦେକୁ ନାଇତା ।
ତେବର୍ପାଇ ମର୍ ସିକିଆ ଆରି ମୁଇ ସୁନାଇବା ବାକିଅ, ମର୍ ନିଜର୍ ଗିଆନେ ଅନି ନ ରଇଲା । ଚାଲାକି କାତା କଇକରି ମୁଇ ସୁନାଇଲାଟା ତମ୍କେ ବିସ୍ବାସ୍ କରାଇନାଇ । ମାତର୍ ପର୍ମେସରର୍ ଆତ୍ମା ଆରି ତାର୍ ବପୁ ସଙ୍ଗ୍ ମୁଇ କଇଲା ବିସଇ ସତ୍ ବଲି ଜାନାପଡ୍ଲା ।
ସେନ୍ତାରି ମକେ ମାପ୍ରୁର୍ ବାକିଅ ବୁଜାଇବା ବପୁ ରଇଲେ ମିସା, କି ମୁଇ ସବୁ ବିସଇ ଜାନିରଇଲେ ମିସା, ଟିକି ନିକି ବିସଇ ବୁଜିରଇଲେ ମିସା ଆରି ମର୍ ବିସ୍ବାସ୍ ଏଡେକ୍ ଡାଟ୍ ଆଚେ ଜେ, ଡଙ୍ଗର୍ ଉଟ୍କାଇବା ପାରା ମର୍ ଡାଁଟର୍ ବିସ୍ବାସ୍ ରଇଲେ ମିସା ବାଇମନର୍ ପାଇ ଆଲାଦ୍ ନାଇ ବଇଲେ ମୁଇ ଚୁଚାଇସେ ।
ତମେ ଜାଗ୍ରତ୍ ରଇକରି ବିସ୍ବାସେ ଡାଁଟ୍ ରୁଆ । ବପୁ ଅଇକରି ସାଆସେ ରୁଆ ।
Pedidos pela fé
Se tiverdes fé como um grão de mostarda, nada vos será impossível. Jesus elogiou a grande fé dos que o buscaram.
ଜିସୁ ସେମନ୍କେ କଇଲା, "ତମର୍ ବିସ୍ବାସ୍ ବେସି ଦୁର୍ବଲ୍ । ମୁଇ ତମ୍କେ ସତ୍ କଇଲିନି, ଜଦି ଗଟେକ୍ ସର୍ସୁ ମୁଞ୍ଜି ଏତ୍କି ତମର୍ ବିସ୍ବାସ୍ ରଇଲେ, ଏ ଡଙ୍ଗର୍, ଇତିଅନି ତେଇ ଗୁଚି ଜିବାକେ କଇଲେ, ସେଟା ଗୁଚି ଜାଇସି । ବିସ୍ବାସର୍ ଲାଗି ତମେ ସବୁ ବିସଇ କରିପାରାସ୍ ।"

ଜିସୁ କଇଲା, "ମୁଇ ତମ୍କେ ସତ୍ କଇଲିନି, ତମର୍ ମନେ ଅଇସି କି ନ ଅଏ ବଲି ଅଲପ୍ ମିସା ନ ବାବିକରି ଜଦି ପୁରାପୁରୁନ୍ ବିସ୍ବାସ୍ କର୍ସା ବଇଲେ ମୁଇ ଏ ଡୁମ୍ରି ଗଚ୍କେ ଜେନ୍ତି କରିଆଚି, ତମେ ମିସା ସେନ୍ତି କରିପାରାସ୍ । ସେତ୍କି ଆକା ନଏଁ, ଏ ଡଙ୍ଗର୍ ଉଲ୍ଟିକରି ସମ୍ଦୁରେ ଜାଇ ଅଦର୍ ବଲି କଇଲେ ମିସା ସେଟା ଅଇସି ।
ତମେ ବିସ୍ବାସ୍ କରି ପାର୍ତନାଇ ଜନ୍ଟା ମାଙ୍ଗ୍ସା, ସେଟା ମିଲ୍ସି ।"
ଜିସୁ ତାକେ କଇଲା, "ତମେ ଗଟେକ୍ ଡାଟ୍ସଙ୍ଗ୍ ବିସ୍ବାସ୍ କର୍ବା ମାଇଜି । ତୁଇ ମନ୍କଲାଟା ପୁରୁନ୍ ଅଇସି ।" ସେଦାପ୍ରେ ତାର୍ ଟକି ନିମାନ୍ ଅଇଲା ।
ତାର୍ ପଚେ ଜିସୁ ସେମନର୍ ଆଁକି ଚିଇକରି କଇଲା, "ମକେ ବିସ୍ବାସ୍ କଲାର୍ ଲାଗି ତମର୍ ଆଁକି ଡିସ ।"
ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, "ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।"
Fé como virtude
Segue a justiça, a fé, o amor, a paz. Combati o bom combate, completei a carreira, guardei a fé.
ମାତର୍ ଏ ତିମତି, ତୁଇ ଗଟେକ୍ ପର୍ମେସରର୍ ଲକ୍ । ତୁଇ ଏଟାମନ୍ ଚାଡିଦେସ୍ । ସତ୍ ବିସଇଆକା କର୍ବାକେ ବେସି ଆବଡ୍ ଅ । ପର୍ମେସର୍ ଜେନ୍ତି ମନ୍ କଲାନି, ସେନ୍ତାରି ଚଲାଚଲ୍ତି କର୍ । କିରିସ୍ଟକେ ବିସ୍ବାସ୍ କର୍ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ପର୍ମେସର୍ ତିଆର୍ଲାଟା ମାନ୍ବାକେ କେ ଚାଡ୍ନାଇ । ଲକ୍ମନର୍ ସଙ୍ଗ୍ ରିସା ଅ ନାଇ ।

ଆରାଜିତାଟାନେ ମୁଇ ନିକସଙ୍ଗ୍ ଜୁଇଦ୍ କଲିଆଚି । ଜେତ୍କି ପାଲାଇବାର୍ ରଇଲା ମୁଇ ନିକସଙ୍ଗ୍ ସାରାଇଲି । ଆରି ମୁଇ ମର୍ ବିସ୍ବାସ୍ ଆରାଇନାଇ ।
ମାତର୍ ଆମେ ବିସ୍ବାସ୍ କର୍ବାଟା ଏଲା କଲେ ମିସା
ସେ କାତା ଦେଇରଇବାଟା ସବୁ କରିସାରାଇସି ।
କାଇକେବଇଲେ ସେ ତାର୍ କାତା ନ ବାଦ୍ଲାଏ ।
ତମେ ବିସ୍ବାସ୍ କରି କେନ୍ତି ଚଲାଚଲ୍ତି କଲାସ୍ନି ଆରି ତମର୍ ତମର୍ ବିତ୍ରେ ରଇବା ଆଲାଦର୍ ଲାଗି, ମିସିବିଡି କେନ୍ତି ସାଇଜ କରାକରି ଅଇଲାସ୍ନି ଆରି ମାପ୍ରୁ ଜିସୁ କିରିସ୍ଟ ଟାନେ ତମର୍ ବିସ୍ବାସ୍ କେନ୍ତି ଡାଟ୍ ଅଇଆଚାସ୍ ।
ତେବେ ଏ ବାଇବଇନିମନ୍, ଆମେ କାକୁର୍ତି ଅଇ ଦୁକ୍ କସ୍ଟ ପାଇଲା ବେଲେ ତମର୍ ବିସ୍ବାସର୍ଲାଗି ସାର୍ଦା ଅଇଲୁନି । ତମର୍ ବିସ୍ବାସ୍ ଆକା ଆମ୍କେ ସାଆସ୍ ଦେଇକରି ସଙ୍ଗଇଆଚେ ।
ଏନ୍ତାରିଅଇ ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ ସଙ୍ଗ୍ ବଁଚ୍ବାକେ ଆସା କର୍ବାଇ । କାଇକେବଇଲେ କାଇଟା ତିଆର୍ ନ ଅଇତେ କାଲ୍କାଲ୍ ଜୁଗ୍ଜୁଗ୍ ତାର୍ ଲକ୍ ତାର୍ ସଙ୍ଗ୍ ବଁଚ୍ବାଇ ବଲି ପର୍ମେସର୍ କାତା ଦେଇରଇଲା । ଏଟା ପୁରାପୁରୁନ୍ ସତ୍ ବଲି ଆମେ ଜାନ୍ଲୁନି । କାଇକେବଇଲେ ସେ କେବେ ମିଚ୍ ନ କଏ ।
କାଇକେବଇଲେ ପର୍ମେସର୍, ଇସ୍ରାଇଲର୍ ସୁକଲ୍ ସବୁବେଲର୍ ମାପ୍ରୁ ଲକ୍ମନ୍କେ କଇଲା, ବାଉଡି କରି ଆସା, ତେବେ ତମେ ଉଦାର୍ ପାଇସା; ସୁସ୍ତା ଆରି ବିସ୍ବାସ୍ ସଙ୍ଗ୍ ତମେ ବପୁ ପାଇସା, ତମେ ଜଦି ରାଜି ଅଇସା ବଇଲେ।
Fé viva
A fé sem obras é morta. Peça com fé, sem duvidar. A fé nos conecta com o poder de Deus e produz frutos eternos.
ତେବେ, ଆତ୍ମା ଚାଡିଗାଲେ ଲକ୍ମନର୍ ଗାଗଡ୍ ଜେନ୍ତିକି ମଲା ସମାନ୍, ସେନ୍ତାରିସେ ନିକ କାମ୍ ନ କଲେ, ବିସ୍ବାସ୍ ମିସା ମଲା ସମାନ୍ ଆଚେ ।
କାଇକେବଇଲେ, ଏନ୍ତାରି ଦୁକ୍ କସ୍ଟ ଆଇଲେ ତମର୍ ବିସ୍ବାସ୍ ପରିକାକରି ଡାଁଟ୍ ଆଚେବଲି ଦେକାଇସି । ଆରି ମୁରଚ୍ବାଟା ଅଦିକ୍ ଅଦିକ୍ ଅଇସି ବଲି ତମେ ଜାନିଆଚାସ୍ ।
କାଇକେବଇଲେ, ଏନ୍ତାରି ଦୁକ୍ କସ୍ଟ ଆଇଲେ ତମର୍ ବିସ୍ବାସ୍ ପରିକାକରି ଡାଁଟ୍ ଆଚେବଲି ଦେକାଇସି । ଆରି ମୁରଚ୍ବାଟା ଅଦିକ୍ ଅଦିକ୍ ଅଇସି ବଲି ତମେ ଜାନିଆଚାସ୍ ।
ମାତର୍ ତମର୍ ବିତ୍ରେ ଜଦି କାକେ ଗିଆନ୍ ଉନା ରଇ, ଗିଆନ୍ ପାଇବାର୍ଆଲେ ପର୍ମେସର୍କେ ମାଙ୍ଗା । ସେ ତାର୍ ଆତ୍ ମେଲାକରି, ଦସ୍ ନ ଦାରି ସବୁକେ ଦାନ୍ କର୍ସି । ମାତର୍ ସେ ଅଇସି କି ନ ଅଏ ବଲିକରି ନ ବାବି, ବିସ୍ବାସର୍ ସଙ୍ଗ୍ ପାର୍ତନା କର୍ବାର୍ଆଚେ । କାଇକେ ବଇଲେ ଜେ ଅଇସି କି ନ ଅଏ ବଲିକରି ବାବ୍ସି, ସେ ପବନ୍ସଙ୍ଗ୍ ଇଣ୍ଡ୍ତେ ରଇବା ସମ୍ଦୁରର୍ ଉଲ୍କା ପାନି ପାରା ଗଟେକ୍ ଲକ୍ । ସେ ରକାମ୍ ଲକ୍ ମାପ୍ରୁର୍ ଟାନେଅନି କାଇଟା ଆଲେ ପାଇବି ବଲିକରି ଆସା ନ କର । ସେ ତା, ଦୁଇମନିଆ ଲକ୍, ସେ କର୍ବା ସବୁ କାମ୍ଟାନେ ତବିର୍ ନ ରଏ ।
ମାତର୍ ସେ ଅଇସି କି ନ ଅଏ ବଲିକରି ନ ବାବି, ବିସ୍ବାସର୍ ସଙ୍ଗ୍ ପାର୍ତନା କର୍ବାର୍ଆଚେ । କାଇକେ ବଇଲେ ଜେ ଅଇସି କି ନ ଅଏ ବଲିକରି ବାବ୍ସି, ସେ ପବନ୍ସଙ୍ଗ୍ ଇଣ୍ଡ୍ତେ ରଇବା ସମ୍ଦୁରର୍ ଉଲ୍କା ପାନି ପାରା ଗଟେକ୍ ଲକ୍ ।
ଚନେକର୍ପାଇ ତମର୍ ଜିବନେ ବିନ୍ ବିନ୍ ଦୁକ୍କସ୍ଟ ଆଇଲାକେ ମୁର୍ଚିକରି ରଇବାକେ ପଡ୍ଲେ ମିସା, ସେଟାର୍ପାଇଁ ତମେ ସାର୍ଦା ଅଇକରି ରୁଆ । ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା । ଏବେ ତମେ ତାକେ ନ ଦେକିରଇଲେ ମିସା ଆଲାଦ୍ କଲାସ୍ନି ଆରି ବିସ୍ବାସ୍ କଲାସ୍ନି । ସେଟାର୍ପାଇଁ ତମର୍ ସାର୍ଦା ବେସି ବଡ୍ । ତମେ ବିସ୍ବାସ୍ କଲାର୍ପାଇ ତମ୍କେ ସର୍ଗେ ନ ସାର୍ବା ଜିବନ୍ ଆଚେ ।
ଏବେ ତମେ ତାକେ ନ ଦେକିରଇଲେ ମିସା ଆଲାଦ୍ କଲାସ୍ନି ଆରି ବିସ୍ବାସ୍ କଲାସ୍ନି । ସେଟାର୍ପାଇଁ ତମର୍ ସାର୍ଦା ବେସି ବଡ୍ । ତମେ ବିସ୍ବାସ୍ କଲାର୍ପାଇ ତମ୍କେ ସର୍ଗେ ନ ସାର୍ବା ଜିବନ୍ ଆଚେ ।
ତମେ ବିସ୍ବାସ୍ କଲାର୍ପାଇ ତମ୍କେ ସର୍ଗେ ନ ସାର୍ବା ଜିବନ୍ ଆଚେ ।
ବିସ୍ବାସେ ଡାଟ୍ ରଇକରି ତାକେ ବିରଦ୍ କରା । ଗୁଲାଇ ଦୁନିଆଇ ରଇବା ତମର୍ ବିସ୍ବାସି ବାଇବଇନିମନ୍, ଏନ୍ତାରି ଦୁକ୍ କସ୍ଟ ପାଇ ମୁରଚ୍ଲାଇନି ବଲି ତମେ ଜାନିଆଚାସ୍ ।
Promessas da fé
Quem crer terá a vida eterna. A fé abre as portas do impossível e nos dá acesso às promessas de Deus.
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।
ଆରି କେ ପର୍ମେସରର୍ ପିଲାକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ମାତର୍ ଜେ ପର୍ମେସରର୍ ପିଲାକେ ନାମେ ନାଇ, ସେ ନ ସାର୍ବା ଜିବନ୍ ନ ପାଏ । ଆରି ପର୍ମେସରର୍ ଡଣ୍ଡ୍ ପାଇବାକେ ସେ ରଇସି । "
ତାର୍ ପଚେ ଜିସୁ ସେମନ୍କେ କଇଲା, "ମୁଇ ସେ ଜିବନର୍ କାଦି । ଜନ୍ ଲକ୍ ମର୍ ଲଗେ ଆଇସି, ସେ କେବେ ମିସା ବୁକେ ନ ରଏ । ଆରି କେ ମକେ ବିସ୍ବାସ୍ କର୍ସି ତାକେ କେବେ ମିସା ସସ୍ ନ ଲାଗେ ।
ଜିସୁ ତାକେ କଇଲା, "ମୁଇ ଜିବନ୍ ଆରି ମରିକରି ଆରିତରେକ୍ ଉଟ୍ବା ଲକ୍ । ଜେ ମକେ ବିସ୍ବାସ୍ କର୍ସି, ସେ ମଲେ ମିସା, ବଁଚ୍ସି । ଆରି ଜେ ଜଦି ବଁଚି ରଇକରି ବିସ୍ବାସ୍ କର୍ସି, ସେ କେବେ ମିସା ନ ମରେ । ଏ କାତା ବିସ୍ବାସ୍ କଲାସ୍ନି କି ?"
ଜିସୁ ମାର୍ତାକେ କଇଲା, "ତୁଇ ଜଦି ବିସ୍ବାସ୍ କର୍ସୁ ବଇଲେ ପର୍ମେସରର୍ ମଇମା ଦେକ୍ସୁ ବଲି ମୁଇ ତକେ କଇ ନ ରଇଲି କି ?"
କାଇକେବଇଲେ ପର୍ମେସରର୍ଟାନେ କାଇଟା ମିସା ନ ଅଇବା କାମ୍ ନାଇ, ବଲି କଇଲା ।
ପର୍ମେସରର୍ ପାଇ ବଁଚ୍ବାକେ ମକେ କିରିସଟର୍ ସଙ୍ଗ୍ କୁର୍ସେ ମରାଇଆଚେ । ଏବେ ମୁଇ ଜିଇକରି ରଇନାଇ । ମାତର୍ କିରିସ୍ଟ ମର୍ଟାନେ ଜିଇକରି ଆଚେ । ଏବେ ମର୍ ଗାଗଡ୍ ବିସ୍ବାସର୍ ଲାଗି ଜିବନ୍ ଆଚେ । ଜନ୍ଟା କି ପର୍ମେସରର୍ ପଅ ଜିସୁ କିରିସ୍ଟ ମକେ ଆଲାଦ୍ କରି ମର୍ପାଇ ସେ ନିଜେ ସର୍ପି ଅଇଲା । ତାକେ ବିସ୍ବାସ୍ କରି ମୁଇ ଜିଇଲି ଆଚି ।
ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ । ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ ।
ମାତର୍ ଆମେ ଆସାକଲୁନି ଜେ, ପରମେସର୍ ଆମ୍କେ ତାର୍ ବିଚାର୍ ଇସାବେ ଦସ୍ ନଇଲା ଲକ୍ ବଲି କଇସି, ଜନ୍ ସୁକଲ୍ ଆତ୍ମାର୍ ବପୁ ବିସ୍ବାସର୍ ଲାଗି ଆମର୍ ବିତ୍ରେ କାମ୍ କଲାନି, ସେ ବପୁର୍ ଲାଗି ସେଟା ଅଇସିବଲି ଆମେ ଜାଗ୍ଲୁନି ।
ଆରି ମୁଇ ସାର୍ଦା ଅଇତେରଇବି । କାଇକେବଇଲେ ତମେ ମର୍ପାଇ ପାର୍ତନା କଲାସ୍ନି ବଲି ମୁଇ ଜାନି । ଆରି ଜିସୁକିରିସ୍ଟର୍ ସୁକଲ୍ ଆତ୍ମାର୍ ସାଇଜର୍ଲାଗି ପର୍ମେସର୍ ମକେ ମୁକ୍ଲାଇସି ।
ଜିଉଦି ନ ଅଇଲା ଲକ୍ମନର୍ ପାଇ ସେ ଟିକ୍ କରିରଇବା ମଇମାସଙ୍ଗର୍ ଜଜ୍ନା ତାର୍ ଲକ୍ମନ୍କେ ଜାନାଇବାକେ ପର୍ମେସର୍ ଟିକ୍କଲା । ସେ ଲୁଚିରଇବା ବିସଇ ଅଇଲାନି, ଜିଉଦି ନଇଲା ଲକ୍ମନର୍ଟାନେମିସା କିରିସ୍ଟ ରଇସି । ଆରି ସେ କାତା ଦେଇରଇବା ସବୁ ରକାମର୍ ମଇମା ତମେମିସା ପାଇସା ବଲି ଜାନିରୁଆ ।