Filho do homem
Filho do Homem é o título que Jesus mais usou para si mesmo. Ele conecta sua humanidade plena com a visão profética de Daniel sobre o Messias glorioso que receberá domínio eterno.
A profecia de Daniel
Daniel viu alguém como o Filho do Homem vindo com as nuvens do céu. Foi-lhe dado domínio, glória e reino eterno.
ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ,
ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ;
ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ,
ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ,
ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା;
ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ,
ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;
ପୃଥିବୀର ଶସ୍ୟ ଅମଳ
ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।
"ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।"
Jesus, o Filho do Homem
O Filho do Homem veio buscar e salvar o que se havia perdido. Ele tem autoridade para perdoar pecados e julgar.
[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି।]
ସେ ଉତ୍ତର ଦେଲେ, "ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର;
କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ପୁନଃସୂଚନା
ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, "ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।"
ଅନ୍ତିମ ବିଚାର
"ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,
କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।
କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।"
କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର," ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, "ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।"
ଯୀଶୁ ତାହାଙ୍କୁ କହିଲେ, "କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।"
କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ।
Glória e autoridade
Quando o Filho do Homem for levantado, atrairá todos a si. Ele é plenamente humano e plenamente divino.
ଅତଏବ, ଯୀଶୁ କହିଲେ, "ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ।
ପୁଣି, ସେ ତାହାଙ୍କୁ କହିଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।"
କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି,
"ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ?
ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ?