Ganância
A ganância é raiz de todos os males. A Bíblia alerta contra a cobiça, o acúmulo egoísta e o amor ao dinheiro, chamando-nos ao contentamento e à confiança em Deus.
O amor ao dinheiro
O amor ao dinheiro é raiz de todos os males. Quem quer enriquecer cai em tentação, armadilha e desejos insensatos.
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
"କେ ମିସା ଗଟେକ୍ ଲକ୍ ଦୁଇଟା ସାଉକାରର୍ ସେବାକରି ନାପାରେ । ସେ ଗଟେକ୍ ଲକ୍କେ ମାନ୍ସି ଆରି ଗଟେକ୍ ଲକ୍କେ ଗିନ୍ କର୍ସି । ନଇଲେ ଗଟେକ୍ ଲକ୍କେ ବିସ୍ବାସ୍ କର୍ସି ଆରି ଗଟେକ୍ ଲକ୍କେ ବିସ୍ବାସ୍ ନ କରେ । ତମେ ଏକାତର୍ ପର୍ମେସର୍କେ ଆରି ଡାବୁକାସୁକେ ସେବାକରି ନାପାରାସ୍ ।"
ତମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ପାପ୍ କାମ୍ କର୍ତେରଇଲାସ୍, ସେଟାମନ୍ ଆରି କରାନାଇ । ଜେନ୍ତାରି କି ବେସିଆ କାମ୍, ସୁକଲ୍ ନ ରଇବା ଚଲାଚଲ୍ତି, ଗାଗଡର୍ ଲାଲ୍ସାଅଇବାଟା, କାରାପ୍ ବିସଇ ମନ୍ କର୍ବାଟା, ଆରି ଲବ୍ ଅଇବାଟା, ଏ ସବୁ ବିସଇ ପୁତ୍ଲାମନ୍କେ ଜୁଆର୍ କର୍ବାଟା ସଙ୍ଗ୍ ସମାନ୍ ।
ମାତର୍ ତମର୍ ବିତ୍ରେ ବେସିଆ ଇସାବେ ରଇବା ଚଲାଚଲ୍ତି, କି କାଇ ରକାମର୍ ସୁକଲ୍ ନ ଅଇବାଟା କି ଲବ୍ ଅଇବାଟା ଆଚେ, ବଲି ବିନ୍ ଲକ୍ମନ୍ ନ କଅତ୍ । କାଇକେବଇଲେ ଏଟା ସବୁ ପର୍ମେସରର୍ ସୁକଲ୍ ଲକ୍ମନ୍ କର୍ବା ଟିକ୍ ବିସଇ ନଏ ।
Contentamento
Tende cuidado e guardai-vos de toda espécie de ganância. A vida de um homem não consiste na abundância dos bens que possui.
ଆରି ଜିସୁ ସେମନ୍କେ କଇଲା, "ଜାଗର୍ତା, ସବୁରକାମର୍ ଲବ୍ କର୍ବାଟାନେଅନି ନିଜେ ନିଜେ ଦୁରେ ରୁଆ । କାଇକେବଇଲେ ଗଟେକ୍ ଲକର୍ ଜିବନ୍ଟାନେଅନି ଦନ୍ସଁପତି ବଡ୍ ବିସଇ ନଏ ।"
ଜଦି ଗଟେକ୍ ଲକ୍ ଦୁନିଆର୍ ସବୁ ଜିନିସ୍ ପାଇକରି, ନିଜର୍ ଜିବନ୍ ଆରାଇସି, ସେଟା ତାର୍ପାଇ କାଇ ଲାବ୍ ନାଇ ।
"ଏ ଦୁନିଆଇ ନିଜର୍ପାଇ ଦନ୍ ଅର୍ଜା ନାଇ । ଇତି ସଙ୍ଗଇଲା ଦନ୍ ଅଲ୍ମା କାଇ ଚିଲମ୍ ଦାର୍ସି ଆରି ଚର୍ମନ୍ କତି କାଣା କରି ଚରାଇନେବାଇ । ସର୍ଗେ ତମର୍ ପାଇ ଏନ୍ତାରି ଦନ୍ ଅର୍ଜି ସଙ୍ଗୁଆ । ତେଇ ଅଲ୍ମା ଆରି ଚିଲମ୍ ନ ଦାରେ । ଆରି ଚର୍ମନ୍ ମିସା କତି କାଣାକରି ଚରାଇ ନେଇ ନାପାରତ୍ । ଜାଗ୍ରତ୍ !
ସାଉକାର୍ ଅଇବାକେ ନିଜର୍ ଗାଗଡ୍କେ କସ୍ଟ ଦିଆସ୍ ନାଇଁ; ଆରି ନିଜର୍ ବୁଦିରେ ଚାଲାକି ଉଆ ନାଇଁ ।
ଲନ୍ଦ୍ପନ୍ଦ୍ କରି ଅରଜ୍ଲା ଦନ୍ ସଁପତି ନସ୍ଟ ଅଇ ଜାଇସି, ମାତର୍ ନିଜେ କସ୍ଟ କରି କାମାଇଲା ଦନ୍ ଅଦିକ୍ ଅଇସି ।
Riqueza ilusória
As riquezas são passageiras. Quem ama o dinheiro nunca terá o suficiente. O contentamento com o que se tem é verdadeira riqueza.
ଜନ୍ ଲକ୍ ରୁପାକେ ନିକ ବଲ୍ବାଇ, ସେ ଟାଙ୍କା ପାଇଲେ ମିସା ସାନ୍ତି ନ ପାଏ; ଆରି ଜନ୍ଲକ୍ ବେସି ଦନ୍କେ ଆସା ଅଇସି, ସେ ଜେତେକ୍ କାମାଇଲେ ମିସା ଆସା ନ ଚାଡେ; ଏଟା ସବୁଜାକ ବେକାର୍ ।
ସେ ମାର୍ ପେଟେ ଅନି ଜେନ୍ତି ଡୁମ୍ଣ୍ଡା ଅଇ ଆଇଲା, ସେ ରକାମ୍ ସେ, ମଲାବେଲେ ମିସା ଡୁମ୍ଣ୍ଡା ଅଇସେ ଜାଇସି, ଆରି ସେ କସ୍ଟ କରି ଅର୍ଜି ରଇଲା ଦନ୍କେ ଆତେ ଦାରି ନ ଜାଏ, ସେ ରକାମ୍ କାଇଟା ମିସା ନେଇକରି ନ ଜାଏ।
କେତେକ୍ ଲକ୍ ଦିନ୍ସାରା ବେସି ଦାନ୍ ଦେବାକେ ଲବ୍ କର୍ବାଇ; ମାତର୍ ଦରମ୍ ଲକ୍ ଦାନ୍ ଦେବାକେ, ଲବ୍ ନ କରତ୍ ।
ଏଟାର୍ପାଇ ତମେ ସିସ୍ତୁ ମିସା ଦେଲାସ୍ନି, କାଇକେବଇଲେ ସାସନ୍କାରିଆମନ୍ ଟିକ୍ସଙ୍ଗ୍ କାମ୍ କଲାବେଲେ ପରମେସରର୍ ସେବା କର୍ତେ ରଇବାଇ ।