Generosidade
A generosidade é marca do caráter de Deus e vocação do cristão. Deus ama ao que dá com alegria. Quem semeia generosamente, generosamente colherá.
Dar com alegria
Deus ama ao que dá com alegria. Cada um contribua segundo propôs no coração — não com tristeza ou por necessidade.
ଦାନ୍ ଦେବାକେ ତମେ ଜେନ୍ତି କାତାବାର୍ତା ଅଇଆଚାସ୍, ସେନ୍ତାରି ଦେବାର୍ଆଚେ । ଦୁକ୍ ଅଇକରି ନାଇ କି କେ ବାଇଦ କଲାର୍ପାଇ ନାଇ । କାଇକେବଇଲେ ତମେ ସାର୍ଦା ସଙ୍ଗ୍ ଦେଲେ ପର୍ମେସର୍ ସେଟା ମନ୍ କର୍ସି ।
ତମର୍ ମନେ ର । ଜଦି ଗଟେକ୍ ଚାସି ଉନା ବିଅନ୍ ବୁନ୍ସି, ସେ ଉନା ପସଲ୍ ପାଇସି । ଆରି ଜନ୍ ଚାସି ବୁତେକ୍ ବିଅନ୍ ବୁନ୍ସି, ସେ ବୁତେକ୍ ପସଲ୍ ପାଇସି । ଦାନ୍ ଦେବାକେ ତମେ ଜେନ୍ତି କାତାବାର୍ତା ଅଇଆଚାସ୍, ସେନ୍ତାରି ଦେବାର୍ଆଚେ । ଦୁକ୍ ଅଇକରି ନାଇ କି କେ ବାଇଦ କଲାର୍ପାଇ ନାଇ । କାଇକେବଇଲେ ତମେ ସାର୍ଦା ସଙ୍ଗ୍ ଦେଲେ ପର୍ମେସର୍ ସେଟା ମନ୍ କର୍ସି । ଆରି ତମ୍କେ ଜେତ୍କି ଲଡା ଆଚେ, ତାର୍ତେଇଅନି ଅଦିକ୍ ପର୍ମେସର୍ ଦେଇ ପାର୍ସି । ଜେନ୍ତାରିକି ନିଜର୍ପାଇ ଜେତ୍କି ଦର୍କାର୍, ସେତ୍କି ତମର୍ଟାନେ ସବୁ ବେଲେ ରଇସି ଆରି ବିନ୍ ଲକ୍ମନ୍କେ ସାଇଜ କର୍ବାକେ ମିସା ଜବର୍ ରଇସି । ସାସ୍ତର୍ କଇଲାପାରା
ଲଡାକେ ଆଇବା ଲକ୍ମନ୍କେ ସେ ଜବର୍ ଦେଇସି ଆରି
ତାର୍ ଜିବନ୍ ଦୁକାଇଲାଟା କେବେ ମିସା ନ ସାରେ ।
ଆରି ପର୍ମେସର୍ ଜେ କି ବୁନ୍ବାକେ ବିଅନ୍ ଆରି କାଇବାକେ କାଦି ଦେଇସି, । ସେ ତମ୍କେ ଜେତ୍କି ବିଅନ୍ ଦର୍କାର୍ ସେତ୍କି ଦେଇସି । ଆରି ସେଟା ବଡିକରି ବେସି ପସଲ୍ ଅଇସି । କାଇକେବଇଲେ ତମେ ଜବର୍ ଦେଲାସ୍ନି । ସେ ତମ୍କେ ସାଉକାର୍ କୁରାଇସି । ଜେନ୍ତାରି କି ତମେ ସବୁବେଲେ ଜବର୍ ଦେଇପାରାସ୍ । କାଇକେବଇଲେ ଆମର୍ଟାନେଅନି ପାଇରଇବା, ତମେ ଦେଲା ଦାନର୍ପାଇ ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ । ତମେ କର୍ବା ଏ ନିକ କାମର୍ ଲାଗି ପର୍ମେସରର୍ ଲକ୍ମନ୍କେ ଲଡାକେ ଆଇବା ବିସଇ ପୁରାପୁରୁନ୍ ଅଇଲାନି । ଆରି ପର୍ମେସର୍ଟାନେ ଦନିଅବାଦ୍ ଆଜାଡି ଅଇଲାପାରା ମିସା ଅଇଲାନି ।
ଆରି ପର୍ମେସର୍ ଜେ କି ବୁନ୍ବାକେ ବିଅନ୍ ଆରି କାଇବାକେ କାଦି ଦେଇସି, । ସେ ତମ୍କେ ଜେତ୍କି ବିଅନ୍ ଦର୍କାର୍ ସେତ୍କି ଦେଇସି । ଆରି ସେଟା ବଡିକରି ବେସି ପସଲ୍ ଅଇସି । କାଇକେବଇଲେ ତମେ ଜବର୍ ଦେଲାସ୍ନି ।
ସେ ତମ୍କେ ସାଉକାର୍ କୁରାଇସି । ଜେନ୍ତାରି କି ତମେ ସବୁବେଲେ ଜବର୍ ଦେଇପାରାସ୍ । କାଇକେବଇଲେ ଆମର୍ଟାନେଅନି ପାଇରଇବା, ତମେ ଦେଲା ଦାନର୍ପାଇ ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ ।
କାଇକେ ବଇଲେ ଜଦି ତମ୍କେ ଦାନ୍ ଦେବାକେ ମନ୍ଆଚେ, ତମର୍ ପାର୍ବା ଏତେକ୍ ଦେଲାସ୍ନି । ତମେ ଦେବାଟା ପର୍ମେସର୍ ସଙ୍ଗଇସି । କାଇକେବଇଲେ, ତମେ ନାପାର୍ବା ଏତ୍କି ଦିଆ ବଲି ମାଙ୍ଗେ ନାଇ ।
Partilhar e abençoar
Quem dá aos pobres empresta ao Senhor. A generosidade abre portas de bênção sobre quem dá e sobre quem recebe.
ଜନ୍ ଲକ୍ ଦୁକି ସୁକି ଲକ୍ମନ୍କେ ଦାନ୍ ଦେଇସି, ସେ ଲକ୍ ଆସିର୍ବାଦ୍ ପାଇସି, ଆରି ଜେ ବିନ୍ ଲକ୍କେ ପାନି ଚିଚ୍ସି, ସେ ନିଜେ ପାନି ଚିଚି ଅଇସି ।
କେ କେ ନିମାନ୍ କାମ୍ କର୍ବାକେ ବେସି କର୍ଚ କରି ବଡ୍ ଲକ୍ ଅଇବାଇ, ଆରି କେ କେ ବେସି କର୍ଚ ନ କରି ଲବ୍ରା ଅଇ ମିସା ତାକର୍ ଅବାବ୍ ଅଇସି । ଜନ୍ ଲକ୍ ଦୁକି ସୁକି ଲକ୍ମନ୍କେ ଦାନ୍ ଦେଇସି, ସେ ଲକ୍ ଆସିର୍ବାଦ୍ ପାଇସି, ଆରି ଜେ ବିନ୍ ଲକ୍କେ ପାନି ଚିଚ୍ସି, ସେ ନିଜେ ପାନି ଚିଚି ଅଇସି ।
ତମେ ତମର୍ ଦନ୍ ଆରି ସବୁ ପର୍ତୁମ୍ ପଲ୍ଲା ପଲ୍ ସବୁବେଲର୍ ମାପ୍ରୁକେ ଦେଇ ଆଲାଦ୍ କରା । ତାର୍ପଚେ ତମର୍ ବଣ୍ଡାର୍ ଗରେ ବେସି ଦନ୍ସଁପତି ଅଇସି ଆରି ତମର୍ ଅଙ୍ଗୁର୍ କୁଣ୍ଡେ ନୁଆ ଅଙ୍ଗୁର୍ ରସ୍ ପୁରୁନ୍ ଅଇ ଉଚ୍ଲି ଜାଇସି ।
ଜଦି ଗଟେକ୍ ଲକ୍କେ ଉପ୍କାର୍ କର୍ବା ସକ୍ତି ତମର୍ ଆତେ ରଇଲେ, ଦାନ୍ କର୍ବା ଲକ୍ମନ୍କେ ମନା କରା ନାଇଁ ।
ଜନ୍ ଲକ୍ କାକୁର୍ତି ଲକ୍ମନର୍ କାତା ନ ସୁନେ, ସେ ମିସା କେବେଆଲେ ଡାକ୍ସି, ମାତର୍ କାଇ ବଲିକରି ଉତର୍ ନ ପାଏ ।
O ensino de Jesus
Dai e dar-se-vos-á. A quem te pedir, dá. O que fizestes a um destes mais pequeninos, a mim o fizestes.
ବିନ୍ ଲକ୍କେ ଦାନ୍ କରା, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦାନ୍ ଦେଇସି, ଲକ୍ମନ୍ ମାନ୍ଟାନେ କାଦି ପୁରୁନ୍କରି ତାକେ ଚାପି ଜୁଲାଇ, ଉଚ୍ଲାଇକରି, ତମର୍ ଅଁଟିତେଇ ଦେବାଇ, କାଇକେବଇଲେ ଜନ୍ ଇସାବେ ତମେ ନାପ୍ସା, ସେ ଇସାବେ ସେ ତମ୍କେ ନାପି ଦିଆଅଇସି ।"
ବିନ୍ ଲକ୍କେ ଦାନ୍ କରା, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦାନ୍ ଦେଇସି, ଲକ୍ମନ୍ ମାନ୍ଟାନେ କାଦି ପୁରୁନ୍କରି ତାକେ ଚାପି ଜୁଲାଇ, ଉଚ୍ଲାଇକରି, ତମର୍ ଅଁଟିତେଇ ଦେବାଇ, କାଇକେବଇଲେ ଜନ୍ ଇସାବେ ତମେ ନାପ୍ସା, ସେ ଇସାବେ ସେ ତମ୍କେ ନାପି ଦିଆଅଇସି ।"
ଜେ ତମ୍କେ ମାଙ୍ଗ୍ସି, ତାକେ ଦିଆସ୍ । ଆରି ଜେ ତମର୍ ଦନ୍ ସଁମ୍ପତି ଉଦାର୍ ନେଇସି, ତାର୍ଟାନେଅନି ସେଟା ଆରିତରେକ୍ ମାଙ୍ଗାନାଇ ।
ତେବେ ତମେ କରାପ୍ ଲକ୍ ଅଇଲେ ମିସା, ନିଜର୍ ନିଜର୍ ପିଲାମନ୍କେ ନିକ ନିକ ବିସଇ ଦେବାର୍ ଜାନାସ୍ । ତେବେ ଜନ୍ ବାବା ସର୍ଗେଅନି ଦାନ୍ କଲାନି, ସେ ଜାନେ, ସେ ତାକେ ମାଙ୍ଗ୍ବା ଲକ୍କେ କେତେକ୍ ଅଦିକ୍ ସୁକଲ୍ ଆତ୍ମା ଦେଇସି !"
କେ ଜଦି ତମ୍କେ କାଇଆଲେ ଜିନିସ୍ ମାଙ୍ଗ୍ସି ବଇଲେ, ମନା ନ କରି ତାକେ ଦିଆସ୍ । କେ ମିସା କାଇଆଲେ ଉଦାର୍ ମାଙ୍ଗ୍ଲେ ତାକେ ଦିଆସ୍ ।"
ତେବେ ଗଟେକ୍ ଗରିବ୍ ଲକ୍କେ ଦାନ୍ ଦେବା ବେଲେ କୁଟିଆଲ୍ମନର୍ ପାରା ଦେକାଇ ନ ଉଆ । ସେମନ୍ ଲକ୍ମନର୍ତେଇ ଅନି ଡାକ୍ପୁଟା ପାଇବାକେ ପାର୍ତନା ଗରେ ଆରି ସାଇ ମଜାଇ ଦାନ୍ଦରମ୍ ଦେକାଇବାଇ । ମୁଇ ସତ୍ କଇଲିନି ଜେ, ସେମନ୍ ଇତିଅନି ସେମନର୍ ବୁତି ପୁରାପୁରୁନ୍ ପାଇସାରି ଆଚତ୍ । ମାତର୍ ତମେ ଅବାବେ ରଇଲା ଲକ୍କେ ସାଇଜ କଲାବେଲେ, ଏନ୍ତାରି କରା, ଜେନ୍ତିକି ତମର୍ ଲଗର୍ ମଇତର୍ ମିସା ଏ କାତା ନାଜାନ । ତମର୍ ଏ ଦାନ୍ ଲୁଚ୍ତେ ଅଇରଇଲେ ମିସା ସବୁ ଦେକ୍ବା ବାବା ପର୍ମେସର୍ ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।
ପଚେ, ମୁଇ ସେମନ୍କେ କଇବି, ମୁଇ ତମ୍କେ ସତ୍କଇଲିନି, ଏ ମର୍ ବାଇମନର୍ ବିତ୍ରେ ସବୁର୍ଟାନେଅନି ଗଟେକ୍ ସାନ୍ ଲକର୍ ପାଇ, ଜାଇଟା ସବୁ କରିଆଚାସ୍, ସେଟା ମର୍ ପାଇ କରିଆଚାସ୍ ।
Generosidade de Deus
Se Deus dá sabedoria generosamente a quem pede, quanto mais nos dará Ele forças e suprimento em toda necessidade?
ମାତର୍ ତମର୍ ବିତ୍ରେ ଜଦି କାକେ ଗିଆନ୍ ଉନା ରଇ, ଗିଆନ୍ ପାଇବାର୍ଆଲେ ପର୍ମେସର୍କେ ମାଙ୍ଗା । ସେ ତାର୍ ଆତ୍ ମେଲାକରି, ଦସ୍ ନ ଦାରି ସବୁକେ ଦାନ୍ କର୍ସି ।
ଜଦି ଗଟେକ୍ ବିସ୍ବାସି ବାଇ କି ବଇନିକେ, ସେ ଦିନର୍ ପାଇ କାଇବାକେ କି ପିନ୍ଦ୍ବାକେ ନ ରଇଲେ, ତମର୍ ବିତ୍ରେ କେଆଲେ ଗଟେକ୍ ଲକ୍ ତାର୍ ଲଗେ ଜାଇ, ତକେ ପେଟ୍କେ କାଦି ଆରି ଗାଗଡ୍କେ ଲୁଗା ମିଲ ବଲି କଇସା । ତମେ ତାକେ ଲଡାକେ ଲାଗ୍ବାଟା ନ ଦେଇ ଏନ୍ତାରି କଇଲେ କାଇ ଲାବ୍ ? ସେନ୍ତାରିସେ ଗଟେକ୍ ବିସ୍ବାସ୍ କର୍ବା ଲକ୍ ତାର୍ ବିସ୍ବାସ୍ ସଙ୍ଗ୍ ନିକ କାମ୍ ମିସା ନ ଡିସ୍ଲେ ତାର୍ ବିସ୍ବାସ୍ ମରିଗାଲା ଆଚେ ।
ସେ ତାକ୍ଲା ଲକ୍ମନ୍କେ ବପୁ ଦେଇସି ଆରି ବପୁ ନଇଲା ଲକ୍ମନ୍କେ ବପୁ ଦେଇସି ।