Gentileza
A gentileza é fruto do Espírito e marca do cristão maduro. Palavras suaves, gestos de bondade e amor ao próximo — a Bíblia nos chama a tratar todos com graça e compaixão.
Seja gentil
A vossa gentileza seja conhecida de todos. A palavra branda desvia a ira, e a boa conduta atrai os que estão distantes.
ଦରମ୍ ଅଇକରି ସବୁ ଲକର୍ ସଙ୍ଗ୍ ଚଲାଚଲ୍ତି କରା । ମାପ୍ରୁ ଆଇବା ଦିନ୍ କେଟି ଆଇଲାନି ବଲି ପାସ୍ରାନାଇ ।
ସୁଆଲ୍ ସୁତର୍ ସଙ୍ଗେ କାତା କଇଲେ ରିସାକେ ସାନ୍ତି କର୍ସି; ମାତର୍ ଦାକା ପୁକା ଦେଇ କଇବା କାତା ରିସା କରାଇସି ।
ମନ୍କେ ସାର୍ଦା ଲାଗ୍ଲା କାତା ମୁଁଉଁ ଚିକନ୍ ପାରା, ସେଟା ମନ୍କେ ସୁଆଦ୍ ଲାଗ୍ସି, ଗାଗଡ୍କେ ନିମାନ୍ ।
ମାପ୍ରୁ ଜିସୁକିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନର୍ତେଇ ଜାଗ୍ରତ୍ ସଙ୍ଗ୍ ଚଲାଚଲ୍ତି କରା । ତମେ ମିଲାଇରଇବା ସବୁ ବେଲା ବୁଦିର୍ ସଙ୍ଗ୍ କରା । ସେମନ୍କେ ସନ୍ମାନ୍ ଦେଇ କାତା ଉଆ । ଜେନ୍ତିକି ତମେ କଇବା ବିସଇ ସେମନ୍ ମନ୍କର୍ବାଇ । ତେବେ ତମେ ବିସ୍ବାସ୍ କର୍ବା ବିସଇଟାନେ କାଇଆଲେ କାତା ଉଟ୍ଲେ, ତମେ ଉତର୍ ଦେଇପାର୍ସା ।
ତେବେ ପର୍ମେସର୍ ତମ୍କେ ତାର୍ ଲକ୍ ଅଇବାକେ ବାଚିରଇଲାର୍ ପାଇ ଆରି ତମ୍କେ ଆଲାଦ୍ କରି ସୁକଲ୍ ଲକ୍ ଅଇବାକେ ବେଗ୍ଲାଇଲାର୍ ପାଇ, ଦୟା ଦେକାଇବାକେ, ଦରମ୍ ଅଇବାକେ, ନିଚ୍ ଅଇବାକେ, ସୁଆଲ୍ ଅଇବାକେ, ମୁର୍ଚିକରି ରଇବାକେ ଜାଗ୍ରତ୍ ଉଆ ।
Gentileza como fruto
O fruto do Espírito inclui bondade e amabilidade. Amem uns aos outros com afeição fraternal e tratem bem a todos.
ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା, ଏ ସବୁର୍ ଚଲନ୍ ମାନ୍ବା ଲକ୍ ନିୟମର୍ ବିରୁଦେ କାଇଟା ନ କରେ ।
ସେନ୍ତି ବଇଲେ ଜେତେକ୍ ତର୍ ବେଲା ପାଇଲୁନି, ସବୁବେଲା ସବୁର୍ସଙ୍ଗ୍, ଜନ୍ଲକ୍ମନ୍ ଆମର୍ ବିସ୍ବାସି କୁଟୁମେ ମିସ୍ଲାଇ ଆଚତ୍, ସେମନର୍ ପାଇ ନିମାନ୍ କର୍ବାର୍ ଆମର୍ ଦାଇତ୍ ।
କିରିସ୍ଟଟାନେ ମିସିବିଡି ରଇବା ବିସ୍ବାସି ବାଇବଇନି ପାରା ଆଲାଦ୍ କରାକରି ଅଇ ରୁଆ । ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।
ସେଟାର୍ ପାଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ବିଚାର୍ କରାନାଇ । ତାର୍ ବାଦୁଲେ ଆମର୍ ବାଇମନର୍ ଚଲାଚଲ୍ତିତେଇ ବିନ୍ ଲକ୍କେ ପାପ୍ କରାଇବା କାଇମିସା ବିସଇ ଆଚେ କି ନାଇ, ସେଟା ଆମେ ନିଜେ ଦେକ୍ବାର୍ ଆଚେ ।
"ତମ୍କେ ସତ୍ କାତା କଇଲିନି, ଜନ୍ ଲକ୍ମନ୍ ମର୍ କବର୍ ନେବା ଲକ୍ମନ୍କେ ନାମ୍ବାଇ, ସେମନ୍ ମକେ ମିସା ନାମ୍ବାଇ, ଆରି ମକେ ପାଟାଇଲା ପର୍ମେସର୍କେ ମିସା ନାମ୍ବାଇ ।"