Gratidão
A gratidão é a resposta natural do coração que reconhece as bênçãos de Deus. A Bíblia transborda de exortações a dar graças — em tudo, por tudo, sempre e com todo o coração.
Dai graças em tudo
Em tudo dai graças, porque esta é a vontade de Deus em Cristo Jesus para convosco. A gratidão é mandamento, não opção.
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
Gratidão como louvor
Entrai pelas portas com ação de graças e nos átrios com louvor. A gratidão é o perfume do louvor que sobe a Deus.
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ
ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର;
ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର;
ଗାନ କରି ତାହାଙ୍କ ଛାମୁକୁ ଆସ।
ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ;
ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ;
ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ
ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର;
ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ,
ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ,
ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ,
ବୀଣାର ଗମ୍ଭୀର ଧ୍ୱନିରେ,
ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ,
ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ,
ବୀଣାର ଗମ୍ଭୀର ଧ୍ୱନିରେ,
ଏହା ସଦାପ୍ରଭୁଙ୍କ କୃତ ଦିନ;
ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି;
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;
ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।
ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ;
ଯେଉଁ ଜନ ଆପଣା ଗତି ସରଳ କରେ,
ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।"
Reconhecer a Deus
Rendei graças ao Senhor porque Ele é bom. Sua misericórdia dura para sempre. Cada bênção é motivo de gratidão.
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;
ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ
ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ,
ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ,
ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର;
ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
ଆଉ, ତୁମ୍ଭେମାନେ କୁହ, "ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର,
ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର,
ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା
ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।"
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର
ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି;
ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।
Gratidão nas cartas apostólicas
Paulo sempre iniciava suas cartas com ação de graças a Deus pelos irmãos. A gratidão é essência da vida cristã.
ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର; ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।
ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।
ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।
ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
Agradecer a Deus
Graças a Deus que nos dá a vitória por nosso Senhor Jesus Cristo! A gratidão reconhece a fonte de toda boa dádiva.
କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
"ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ;
ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।"
କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,
Louvor e ação de graças
Ofereçamos sacrifício de louvor e ação de graças ao Senhor. A gratidão é o coração de toda adoração verdadeira.
ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି,
"ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ,
ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।"
"ଆମେନ୍;
ପ୍ରଶଂସା, ଗୌରବ,
ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ
ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର,
ଆମେନ୍।"
"ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର,
ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ,
କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି
ରାଜତ୍ୱ ଗ୍ରହଣ କରିଅଛ।
ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି,
ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ
ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ;
କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।"
ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର;
ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି
ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,
ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି
ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର
ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର;
କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।"
ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।
ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;
ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି;
ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।"
ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;
ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି;
ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।"
ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;
ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି;
ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।"
ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ
ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ;
ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ;
ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,