Homem de Deus
O homem de Deus é aquele que busca a justiça, a piedade, a fé e o amor. A Bíblia apresenta modelos de homens íntegros que andaram com Deus e marcaram a história.
Características do homem de Deus
O homem de Deus foge das paixões e segue a justiça, a piedade, a fé, o amor, a perseverança e a mansidão.
ପାଉଲର୍ ସାରାସାରି କାତା
ମାତର୍ ଏ ତିମତି, ତୁଇ ଗଟେକ୍ ପର୍ମେସରର୍ ଲକ୍ । ତୁଇ ଏଟାମନ୍ ଚାଡିଦେସ୍ । ସତ୍ ବିସଇଆକା କର୍ବାକେ ବେସି ଆବଡ୍ ଅ । ପର୍ମେସର୍ ଜେନ୍ତି ମନ୍ କଲାନି, ସେନ୍ତାରି ଚଲାଚଲ୍ତି କର୍ । କିରିସ୍ଟକେ ବିସ୍ବାସ୍ କର୍ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ପର୍ମେସର୍ ତିଆର୍ଲାଟା ମାନ୍ବାକେ କେ ଚାଡ୍ନାଇ । ଲକ୍ମନର୍ ସଙ୍ଗ୍ ରିସା ଅ ନାଇ ।
ତକେ ଦାଙ୍ଗ୍ଡା ଆଚେ ବଲି କେ ମିସା ଇନ୍ ନ କର । ମାତର୍ ସବୁ ବିସ୍ବାସି ମନର୍ପାଇ ଗଟେକ୍ ସାକିପାରା ନିକ ଚଲାଚଲ୍ତି କର୍ । ସବୁ ବେଲେ ସତ୍ କାତା କଇତେର, ନିକସଙ୍ଗ୍ ଚଲାଚଲ୍ତି କର୍ତେରଇବା, ଲକ୍ମନ୍କେ ଆଲାଦ୍ କର୍ତେରଇବା, କିରିସ୍ଟକେ ବିସ୍ବାସ୍ କର୍ତେରଇବା, ପାପେ ରଅନାଇ ।
ସାରାସାରିର୍ କାତା
ତମେ ଜାଗ୍ରତ୍ ରଇକରି ବିସ୍ବାସେ ଡାଁଟ୍ ରୁଆ । ବପୁ ଅଇକରି ସାଆସେ ରୁଆ । ତମେ କର୍ବା ସବୁ କାମ୍ ଆଲାଦେ ସାରାଇବାର୍ ଆଚେ ।
Exemplos bíblicos
Noé era justo e íntegro entre seus contemporâneos. Jó era homem reto que temia a Deus e se desviava do mal.
ନଅର୍ କାତାନି
ନଅର୍ ବଁସର୍ ତାଲିକା ଏଟା , ନଅ ନିଜର୍ ସମଏଁ ଲକମନର୍ ବିତ୍ରେ ଅନି ଦରମ୍ ଆରି ସାଦୁ ଲକ୍ ରଇଲା , ନଅ ପର୍ମେସରର୍ ସଙ୍ଗେ ଇଣ୍ଡାବୁଲା କର୍ତେ ରଇଲା ।
ପର୍ମେସର୍, ଜଅନ୍ ନାଉଁର୍ ଗଟେକ୍ ଲକ୍କେ ତାର୍ କବର୍ନେଉ କରି ପାଟାଇଲା । ସେ ଲକ୍ମନ୍କେ ଉଜଲ୍ ବିସଇ କଇବାର୍ ଆସିରଇଲା । ଜେନ୍ତାରିକି ଗୁଲାଇ ଜଗତର୍ ଲକ୍ମନ୍ ତାର୍ତେଇଅନି ସେ ଉଜଲର୍ ବିସଇ ସୁନ୍ବାଇ ଆରି ବିସ୍ବାସ୍ କର୍ବାଇ ।
ବୁଦିମାନ୍ ଲକର୍ ଆଁକି ଲଗେ ଗିଆନ୍ ରଇସି, ମାତର୍ ମୁର୍କର୍ ଆଁକି ଲଗେ ପୁର୍ତିବିର୍ ମରୁ ବୁଇଁ ଲଗେ ରଇସି ।
Viver como filho de Deus
Quem faz a vontade de Deus é eleito. Medite na Palavra e ande nos caminhos do Senhor como verdadeiro discípulo.
ମାତର୍ ଜେ ଜେ ତାକେ ନାମ୍ଲାଇ, ଆରି ତାକେ ବିସ୍ବାସ୍ କଲାଇ, ସେ ଲକ୍ମନ୍କେ ପର୍ମେସରର୍ ପିଲାଜିଲା ଅଇଜିବାକେ ସେ ଅଦିକାର୍ ଦେଲା । ସେମନ୍ ମୁନୁସ୍ମନ୍ ମନ୍କଲା ଇସାବେ ଜନମ୍ ଅଅତ୍ନାଇ, କି ଗାଗଡର୍ ବନି ଇସାବେ ଅଅତ୍ନାଇ । ନିଜେ ପର୍ମେସର୍ ସେମନର୍ ବାବା ।
ପାପି ଲକ୍ମନର୍ ପାର୍ତନା ପର୍ମେସର୍ ନ ସୁନେ ବଲି ସବୁ ଲକ୍ମନ୍ ଜାନିଆଚତ୍ । ମାତର୍ ଜନ୍ ଲକ୍ ପର୍ମେସର୍କେ ଜୁଆର୍ କରି ସେ ମନ୍କଲା ଇସାବେ ଚଲାଚଲ୍ତି କଲାନି, ସେ ତାର୍ କାତା ସୁନ୍ସି ।
ଆଗ୍ତୁ ଜନ୍ ପୁର୍ନା ଚଲାଚଲ୍ତି କରି ତମେ ଜିଉନା କାଉନା କର୍ତେ ରଇଲାସ୍, ସେଟା ଚାଡ୍ବାକେ ତମ୍କେ ସିକାଇ ରଇଲାଇ । ତମର୍ ମନେ କାରାପ୍ ଚିନ୍ତା ଆଇବାଟା, ତମ୍କେ ନାଡାଇକରି ତମର୍ ଜିବନ୍ ନସାଇ ଦେଲାଇ । ତମେ ଚିନ୍ତା କର୍ବାଟା ପର୍ମେସର୍ ନୁଆକରି ବାଦ୍ଲାଇବାକେ ତାକେ ସର୍ପି ଦିଆସ୍ ବଲି ସିକାଇଲାଇ ଆଚତ୍ । ପର୍ମେସର୍ ତମ୍କେ ତାକର୍ ଗୁନ୍ଚଲନ୍ ପାରା ରଇବା ନୁଆ ଗୁନ୍ଚଲନ୍ ଦେଲାଆଚେ । ତେବର୍ପାଇ ସେ ରକାମ୍ ଚଲାଚଲ୍ତି କରା । ପୁରାପୁରୁନ୍ ଦରମ୍ ଅଇକରି ସୁକଲ୍ ଅଇରୁଆ ।