Sermos imitadores de Cristo
Ser imitador de Cristo é o chamado supremo do cristão. Paulo exortou: 'Sede meus imitadores, como eu sou de Cristo.' Fomos criados à imagem de Deus para refletir seu caráter.
Imitar a Cristo
Sede imitadores de Deus como filhos amados. Cristo se esvaziou e se humilhou — esse é o padrão que devemos seguir.
ପ୍ରେମରେ ଆଚରଣ
ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;
ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା
ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
କିନ୍ତୁ ମନୁଷ୍ୟ ସଦୃଶ ହୋଇ
ଦାସରୂପ ଧାରଣ କରି
ଆପଣାକୁ ଶୂନ୍ୟ କଲେ;
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ,
ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ
ଆପଣାକୁ ଅବନତ କଲେ।
ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।
ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,
Criados à imagem de Deus
Deus nos criou à sua imagem e semelhança. Adorar em espírito e verdade é viver refletindo o caráter do Criador.
ଏଥିଉତ୍ତାରେ ପରମେଶ୍ୱର କହିଲେ, "ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।"
ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।"