Sermos imitadores de Cristo
Ser imitador de Cristo é o chamado supremo do cristão. Paulo exortou: 'Sede meus imitadores, como eu sou de Cristo.' Fomos criados à imagem de Deus para refletir seu caráter.
Imitar a Cristo
Sede imitadores de Deus como filhos amados. Cristo se esvaziou e se humilhou — esse é o padrão que devemos seguir.
ଉଜଲର୍ ଜିବନ୍
ପର୍ମେସର୍କେ ବେସି ଆଲାଦ୍ କର୍ବା ତାର୍ ପିଲାମନ୍ ଅଇବାକେ, ତାର୍ପାରା ଅଇ ଗଟେକ୍ ଆଲାଦର୍ ଚଲାଚଲ୍ତି କରା ।
କିରିସ୍ଟ ଜିସୁର୍ ମନ୍ ଜେନ୍ତି ରଇଲା, ତମର୍ ମନ୍ମିସା ସେ ରକାମ୍ ଅ ।
ସେ ପର୍ମେସରର୍ ପାରା ସବୁ ରକାମ୍ ରଇଲେ ମିସା, ତାର୍ ସଙ୍ଗ୍ ସମାନ୍ଅଇ ରଇବା ଅଦିକାର୍ ନିଜର୍ପାଇ ଦାରିକରି ରଇବି ବଲି ମନ୍ କରେ ନାଇ ।
ତାର୍ ବାଦୁଲେ ସେ ନିଜେ ମନ୍କରି, ତାକେ ରଇଲା ସବୁଟା ଚାଡିଦେଇ ଗଟେକ୍ ଗତିଦାଙ୍ଗ୍ଡାର୍ ରୁପ୍ ଦାରିଆଇଲା । ନର୍ ଲକ୍ ପାରା ଅଇକରି ନର୍ ଲକର୍ ବାନିମୁର୍ତି ଦାରି ଜାତ୍ଅଇଲା ।
ନର୍ଲକ୍ ପାରା ଅଇ ଆଇଲାପଚେ, ସେ ପର୍ମେସରର୍ ଆଦେସ୍ ମାନିକରି, ନିଜ୍କେ ଆରି ଅଦିକ୍ ସାନ୍କଲା । ଲକ୍ମନ୍ ମରାଅତ୍ବଲି ସର୍ପାଇଅଇଲା । ଅବ୍କା ମର୍ବାକେ ନାଇ, ମାତର୍ କୁରୁସ୍ କାଟେ କୁଟିମାରାଇଅଇ ଚଗାଇଅଇବାକେ ମିସା ।
ମୁଇ ଜେନ୍ତାରି ମାପ୍ରୁର୍ ପଚେ ପଚେ ଗାଲିନି, ତମେମନ୍ ମିସା ସେନ୍ତାରି ମର୍ ପଚେ ପଚେ ଆସା ।
ତମେ ଚଲାଚଲ୍ତିତେଇ ଆମର୍ ପାରା ଆରି ମାପ୍ରୁର୍ ପାରା ରଇଲାସ୍ । ତମ୍କେ ଦୁକ୍କସ୍ଟ ଅଦିକ୍ ରଇଲେ ମିସା ସୁକଲ୍ ଆତ୍ମାର୍ ଟାନେଅନି ମିଲାଇରଇବା ସାର୍ଦା ସଙ୍ଗ୍ ସୁବ୍ କବର୍ ମାନ୍ଲାସ୍ ।
Criados à imagem de Deus
Deus nos criou à sua imagem e semelhança. Adorar em espírito e verdade é viver refletindo o caráter do Criador.
ତାର୍ପଚେ ପର୍ମେସର୍ କଇଲା, ମର୍ ନିଜର୍ ବାନିମୁର୍ତି ପାରା ଆରି ନିଜର୍ ପାରା କରି ଗଟେକ୍ ନର୍କେ ତିଆର୍ କର୍ବି। ସେମନ୍ ପାନି ତେଇ ଜିଇବା ମାଚ୍ ମନ୍କେ ଆରି ଉଡି ବୁଲ୍ବା ଚଡଇ ମନ୍କେ ଆରି ପସୁମନ୍କେ ଆରି ସବୁ ପୁର୍ତିବିର୍ ବୁଏଁ ପେଟ୍ ସଙ୍ଗ୍ ରାଙ୍ଗ୍ବା ଜିବ୍ଜନ୍ତୁ ସବୁକେ ସାସନ୍ କର୍ସି।
ପର୍ମେସର୍ ଅଇଲାନି ଆତ୍ମା । ଆରି ଜନ୍ଲକ୍ମନ୍ ତାକେ ଉପାସନା କଲାଇନି, ସେମନ୍ ସତ୍ସଙ୍ଗ୍ ଆତ୍ମାଇ ଉପାସନା କର୍ବାର୍ଆଚେ ।"