Irmãos de Jesus
Os irmãos de Jesus são mencionados nos Evangelhos. Embora inicialmente céticos sobre sua missão, alguns, como Tiago, tornaram-se líderes da igreja primitiva.
Menções nos Evangelhos
Jesus teve irmãos chamados Tiago, José, Simão e Judas. Eles conviveram com Ele na casa de Nazaré e participaram de sua vida pública.
ଏ କାଇ ସେ ବାଡଇର୍ ପିଲା ! ମରିୟମ୍ ତାର୍ ମାଆ ! ଜାକୁବ୍, ଜସେପ୍, ସିମନ୍ ଆରି ଜିଉଦା ତାର୍ ବାଇମନ୍ ! ତାର୍ ବଇନିମନ୍ ଇତି ଆଚତ୍ ! ତେବେ ଏ ସବୁ ବପୁ ସେ କନ୍ତିଅନି ମିଲାଇଲା ?"
ଜିସୁର୍ ଗରର୍ ଲକ୍ମନ୍
ଜିସୁ ଜେଡେବେଲା ତେଇ ରୁଣ୍ଡିରଇଲା ଲକ୍ମନ୍କେ କାତା ସୁନାଇତେ ରଇଲା, ତାର୍ ଆୟା ଆରି ବାଇମନ୍ ଆସି ଡାଣ୍ଡେ ଟିଆଅଇରଇଲାଇ । ସେମନ୍ ଜିସୁର୍ ସଙ୍ଗ୍ କାତାଅଇବାକେ ମନ୍ କର୍ତେ ରଇଲାଇ ।
ଜିସୁର୍ ମାଆ ଆରି ବାଇବଇନିମନ୍
ସେଡ୍କିବେଲେ ଜିସୁର୍ ମା ଆରି ବାଇମନ୍ ଆସି ବାଇରେ ଟିଆ ଅଇ ଜିସୁକେ ଡାକାଇପାଟାଇଲାଇ । ତେଇ ତାର୍ ଚାରିବେଡ୍ତି ବସି ରଇବା ଲକ୍ମନ୍ ତାକେ କଇଲାଇ, "ଦେକା, ତମର୍ ମାଆ ଆରି ବାଇ ବଇନି ବାଇରେ ରଇ ତମ୍କେ କଜ୍ଲାଇନି ।" ଜିସୁ ସେମନ୍କେ କଇଲା, "କେ ମର୍ ମା ଆରି ବାଇବଇନିମନ୍ ?" ସେ ତାର୍ ଚାରିବେଡ୍ତି ବସିରଇବା ଲକ୍ମନ୍କେ ଦେକିକରି କଇଲା, "ଏମନ୍ ମର୍ ମାଆ ଆରି ମର୍ ବାଇ ବଇନି । ଜନ୍ ଲକ୍ମନ୍ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାଇ, ସେ ମର୍ ବାଇ, ବଇନି ଆରି ମା ।"
ଜିସୁର୍ ମାଆ ଆରି ବାଇମନ୍
ଜିସୁର୍ ମାଆ ଆରି ବାଇମନ୍ ତାର୍ ଲଗେ ଆଇଲାଇ । ମାତର୍ ଲକ୍ମନ୍ ଜବର୍ ରଇଲାଇକେ ତାର୍ ସଙ୍ଗ୍ ମିସିନାପାର୍ତେ ରଇଲାଇ ।
Da incredulidade à fé
Os irmãos de Jesus não criam nele inicialmente. Mas após a ressurreição, estavam entre os discípulos em oração.
ସେଟାର୍ପାଇଁ ଜିସୁର୍ ବାଇମନ୍ ତାକେ କଇଲାଇ, "ତୁଇ ଏ ଜାଗା ଚାଡିକରି ଜିଉଦା ଦେସେ ପରବ୍ କାଇବାର୍ ଜା, ତେବେ ତୁଇ କର୍ବା କାବାଅଇଜିବା କାମ୍ମନ୍ ତର୍ ସିସ୍ମନ୍ ଦେକି ପାରତ୍ ।" ଜେ ଡାକ୍ପୁଟା ବଲି ଜାନାଇ ଅଇବାକେ ମନ୍କଲାନି, ସେ ନିଜର୍ କାମ୍ ଲୁଚାଇକରି ନ ସଙ୍ଗଇ ରଏ । ଜେଡେବେଲା ତମେ ଏସବୁ କରିପାର୍ଲାସ୍ନି ବଇଲେ, ଦୁନିଆର୍ ସବୁଲକ୍ ତମ୍କେ ଜାନ୍ବାଇ । କାଇକେ ବଇଲେ ଜିସୁର୍ ନିଜର୍ ବାଇମନ୍ ମିସା ତାକେ ବିସ୍ବାସ୍ ନ କର୍ତେ ରଇଲାଇ ।
ଜିସୁ ତାକେ କଇଲା, "ମକେ ଦାରି ର ନାଇ, ଏବେ ଜାକ ମୁଇ ବାବା ପର୍ମେସର୍ ଲଗେ ଜାଇନାଇ । ମାତର୍ ତୁଇ ଜାଇକରି ମର୍ ବାଇମନ୍କେ କଅ, ମୁଇ, ମର୍ ବାବା ଆରି ସେମନର୍ ବାବା, ମର୍ ପର୍ମେସର୍ ଆରି ସେମନର୍ ପର୍ମେସରର୍ ଲଗେ ବାଉଡି ଗାଲିନି ।"
ସେମନ୍ ତର୍କେତର୍ ଗଟେକ୍ ଦଲ୍ ଇସାବେ ପାର୍ତନା କର୍ବାକେ ରୁଣ୍ଡ୍ତେ ରଇଲାଇ । ଆରି ସେମନର୍ସଙ୍ଗ୍ ଜିସୁର୍ ଆୟା ମରିୟମ୍, ବିନ୍ ମାଇଜିମନ୍ ଆରି ଜିସୁର୍ ବାଇମନ୍ ମିସା ମିସ୍ତେରଇଲାଇ ।
ମାତର୍ ମାପ୍ରୁର୍ ବାଇ ଜାକୁବ୍କେ ଚାଡ୍ଲେ ଆରି ମୁଇ କନ୍ ପେରିତ୍ ସିସ୍କେ ମିସା ବେଟ୍ ଅଇନାଇ ।
ପର୍ମେସର୍ ସବୁ ବିସଇ ତିଆର୍କରି ସଙ୍ଗଇଲା ଆଚେ । ସେଟାର୍ପାଇଁ ଜିସୁକେ ଦୁକ୍ କସ୍ଟ ପାଇବାକେ ସେ ଦେଲା । ଏନ୍ତାରି ଅଇ ସେ ସିଦ୍ ଅଇଲା ଆରି ଆମର୍ ବିତ୍ରେଅନି ବେସି ଲକ୍, ତାର୍ ପଅ ଅଇଗାଲୁ । ଜେନ୍ତାରି କି ଆମେ ମିସା ତାର୍ ମଇମା କଲାଟାନେ ମିସ୍ବୁ, କାଇକେବଇଲେ ଜିସୁ ପାପର୍ ଡଣ୍ଡେଅନି ଆମ୍କେ ମୁକ୍ଲାଇଲା ।
ସେ ଆମ୍କେ ପାପେ ଅନି ସୁକଲ୍ କଲାଆଚେ । ଆରି ଆମେ ଜେ କି ସୁକଲ୍ ଅଇଆଚୁ, ଆରି ଜେ କି ଆମ୍କେ ସୁକଲ୍ କରିଆଚେ, ନର୍ଲକ୍ମନର୍ ଗଟେକ୍ ସେ ବାବା । ଏଟାର୍ଲାଗି ଜିସୁ ସେମନ୍କେ ବାଇବଇନି ବଲିକରି କଇବାକେ ଲାଜ୍ ଅଏ ନାଇ । ମାତର୍ ତାର୍ କୁଟୁମ୍ ବଲି ଡାକ୍ସି ।