Jesus te ama
Jesus te ama — esta é a mensagem mais poderosa do universo. O amor de Cristo excede todo entendimento e nos alcança onde quer que estejamos, como somos.
O amor de Jesus
Ninguém tem maior amor do que aquele que dá a vida pelos amigos. Jesus demonstrou o amor supremo na cruz do Calvário.
ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।
ମୁଇ ତମ୍କେ ଜେନ୍ତି ଆଲାଦ୍ କଲିଆଚି, ସମାନ୍ ସେନ୍ତି ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ରୁଆ । ଏଟାସେ ମର୍ ଆଦେସ୍ ।
ମର୍ ବାବା ଜେନ୍ତି ମକେ ଆଲାଦ୍ କଲା ଆଚେ, ସେନ୍ତି ମୁଇ ମିସା ତମ୍କେ ଆଲାଦ୍ କଲିନି । ମର୍ ଆଲାଦେ ତବିର୍ ଅଇରୁଆ ।
ଜିସୁ ତାକେ କଇଲା, "ଜନ୍ ଲକ୍ ମକେ ଆଲାଦ୍ କର୍ସି ସେ ମୁଇ ସିକାଇବା ବାକିଅ ମାନ୍ସି । ସେନ୍ତି କଲେ ମର୍ ବାବା ପର୍ମେସର୍ ତାକେ ଆଲାଦ୍ କର୍ସି । ବାବା ଆରି ମୁଇ ଆସି ସେ ଲକର୍ ଟାନେ ରଇବୁ ।
ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ ।
Amados por Ele
Deus prova seu amor em que Cristo morreu por nós quando ainda éramos pecadores. O amor de Jesus é incondicional e eterno.
ମାତର୍ ଆମେ ପାପି ରଇଲାବେଲେ ଜିସୁ ଆମର୍ ପାଇ ନିଜର୍ ଜିବନ୍ ସର୍ପିଦେଲା । ଇତିଅନି ପରମେସର୍ ଆମ୍କେ କେତେକ୍ ଆଲାଦ୍ କଲାନି, ସେଟା ଜାନାପଡିଆଚେ ।
ଜେନ୍ତାର୍ କି କିରିସ୍ଟ ଆମ୍କେ ଆଲାଦ୍ କରି ଆମର୍ ପାଇ ମରି ରଇଲା । ଗଟେକ୍ ସୁନ୍ଦର୍ ବାସ୍ନା ଅଇବା ବଲି ପାରା ସେ ତାର୍ ଜିବନ୍ ପର୍ମେସର୍କେ ସର୍ପିଦେଲା ।
ମୁଇ ପାର୍ତନା କଲିନି ଜେନ୍ତିକି ସେ ତାର୍ ନ ସାର୍ବା ମଇମାଇଅନି, ତାର୍ ଆତ୍ମା ତମ୍କେ ବପୁ ଦେଇସି, ଜେନ୍ତିକି ତମର୍ ମନ୍ ଡାଟ୍ ଅଇସି । ମୁଇ ପାର୍ତନା କଲିନି, ଜେନ୍ତିକି ତମର୍ ବିସ୍ବାସର୍ ଲାଗି, କିରିସ୍ଟ ତମର୍ ବିତ୍ରେ ବାସା ଅଇସି । ଆରି, ତମେ ପର୍ମେସର୍କେ ଆରି ବିନ୍ ଲକ୍କେ ଆଲାଦ୍ କଲାଟାନେଅନି, ବୁଏଁ ଜାଇତେରଇବା ଗଚର୍ ଚେର୍ପାରା ଆରି କୁନାଦି ଉପ୍ରେ ତିଆର୍ ଅଇଲା ଗର୍ ପାରା ଡାଟ୍ ଅଇସା । ମୁଇ ପାର୍ତନା କଲିନି ତମେ ପର୍ମେସରର୍ ଲକ୍ମନର୍ ସଙ୍ଗ୍ ମିସିକରି କିରିସ୍ଟର୍ ଆଲାଦ୍ ବୁଜ୍ବାକେ ବପୁ ପାଇସା । ତାର୍ ବଡ୍ ଆଲାଦ୍ ସଙ୍ଗ୍ ସେ ଆମ୍କେ ଆଲାଦ୍ କଲା ଆଚେ । ଉଁ, ନର୍ଲକ୍ ବୁଜ୍ବା ତେଇଅନି ଅଦିକ୍ କିରିସ୍ଟ ଆମ୍କେ ଆଲାଦ୍ କଲା ଆଚେ, ସେ ଆଲାଦ୍ ତମେ ଜାନା ବଲି ମୁଇ ପାର୍ତନା କଲିନି । ଜେନ୍ତାରିକି ତମର୍ ଚାଲାଚାଲ୍ତି ପରମେସରର୍ ପାରା ଅଇ ଆଇସି ।
ଆମେ ତାକେ ଆଲାଦ୍ କର୍ବା ଆଗ୍ତୁ ପର୍ମେସର୍ ଆମ୍କେ ଆଲାଦ୍ କଲା । ସେଟାର୍ପାଇଁ ଆମେ ତାକେ ଆଲାଦ୍ କଲୁନି ।
ଆମର୍ ମାପ୍ରୁ ମକେ ବେସି ଦୟା ଦେକାଇଲା । ଜେନ୍ତାରି କି, କିରିସ୍ଟ ଜିସୁର୍ ସଙ୍ଗ୍ ମିସ୍ଲାର୍ପାଇ ମୁଇ ତାକେ ବିସ୍ବାସ୍ କରି ବିନ୍ ଲକ୍ମନ୍କେ ଆଲାଦ୍ କରିପାର୍ଲି ।