Juízo
O juízo de Deus é manifestação de sua justiça e soberania. Ele julga o mundo, julga as nações e julga cada coração com perfeita equidade e misericórdia.
O juízo de Deus
Deus é juiz justo que prova os corações. Seu juízo é verdadeiro e alcança toda obra, secreta ou pública.
ଜେନ୍ତିକି ପର୍ମେସର୍ ସବୁଜାକ କରି ରଇବା କାମ୍, ବଲ୍କି ମନ୍ଦ୍ ସବୁଜାକ ମନର୍ ବିସଇକେ ବିଚାରେ ଆନ୍ସି ।
ବାବା ପର୍ମେସର୍ ଜେନ୍ତି ମଲାଲକ୍ମନ୍କେ ଜିବନ୍ କରି ଉଟାଇସି, ସମାନ୍ ସେନ୍ତି ମୁଇ ମିସା ତାର୍ ପିଲା ଜାକେ ଜାକେ ମନ୍ କର୍ବି, ସେମନ୍କେ ମଲାତେଇଅନି ଉଟାଇବି । ବାବା ପର୍ମେସର୍ କାକେ ମିସା ତାର୍ ପାପ୍ କାମ୍ଲାଗି ବିଚାର୍ ନ କରେ । ମାତର୍ ସବୁ ଲକ୍ମନର୍ ବିଚାର୍ କର୍ବା ପୁରାପୁରୁନ୍ ଅଦିକାର୍ ତାର୍ ପିଲା ମକେ, ଦେଲା ଆଚେ । ତେବେ ସବୁ ଲକ୍ମନ୍ ବାବାକେ ଜେନ୍ତି ସନ୍ମାନ୍ ଦେଲାଇନି, ସେନ୍ତିସେ ତାର୍ ପିଲା ମକେ ମିସା ସନ୍ମାନ୍ ଦେବାଇ । ଜଦି ଜନ୍ ଲକ୍ମନ୍ ତାର୍ ପିଲା ମକେ ସନ୍ମାନ୍ ଦେଅତ୍ ନାଇ, ସେମନ୍ ମକେ ପାଟାଇଲା ବାବାକେ ମିସା ସନ୍ମାନ୍ ଦେଅତ୍ ନାଇ ।
"ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ । ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ । ବାବା ଜେନ୍ତିକି ଜିବନର୍ ମୁଲ୍, ସେନ୍ତାରିସେ ତାର୍ ପିଲା ମୁଇ ମିସା ଜିବନର୍ ମୁଲ୍ । ଆରି ମୁଇ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ଅଇଲାର୍ଲାଗି, ସବୁ ଲକ୍ମନ୍କେ ବିଚାର୍ କର୍ବା ଅଦିକାର୍ ସେ ମକେ ଦେଲାଆଚେ । ତମେ ଏଟାର୍ପାଇ କାବା ଉଆନାଇ, ଏନ୍ତି ବେଲା ଆଇଲାନି, ମରିକରି ତପିଅଇଲା ସବୁ ଲକ୍ମନ୍ ମର୍ କଁଟ୍ସର୍ ସୁନ୍ବାଇ । ଆରି ସେମନ୍ ସମାଦି ଅନି ଆରି ତରେକ୍ ଉଟ୍ବାଇ । କେ କେ ନିକ କାମ୍ କରିଆଚତ୍, ସେମନ୍ ମଲାଟାନେଅନି ଜିବନ୍ ଅଇକରି ଉଟ୍ବାଇ । କାରାପ୍ କାମ୍ କରୁମନ୍ ମିସା ମଲାଟାନେଅନି ଉଟ୍ବାଇ ଆରି ଦସି ବଲାଇଅଇବାଇ ।"
ମୁଇ ମର୍ ନିଜର୍ ଅଦିକାରେ କାଇଟା ମିସା କରିନାଇ, ବାବା ମକେ କେନ୍ତି କଇଲା ଆଚେ, ସେନ୍ତିସେ ବିଚାର୍ କର୍ବି । ଆରି ମୁଇ କର୍ବାଟା ଟିକ୍ସେ । କାଇକେବଇଲେ ମୁଇ ନିଜେ ମନ୍କଲାଟା ପୁରାପୁରୁନ୍ କର୍ବାକେ ନାଇ, ମାତର୍ ମକେ ପାଟାଇଲା ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କଲିନି । ମର୍ ନିଜର୍ ପାଇ ଜଦି ମୁଇ ସାକି ଦେବି, ସେଟା ସତ୍ ବଲି ଦାରା ନ ଜାଏ ।
ମୁଇ ତମ୍କେ ସତ୍କାତା କଇଲିନି, ମୁଇ ଉଟିଜିବା ବିସଇ ତମର୍ ପାଇ ଗଟେକ୍ ମଙ୍ଗଲର୍ ବିସଇ ଅଇସି । କାଇକେ ବଇଲେ ମୁଇ ନ ଗାଲେ ସାଇଜକାରିଆ ତମର୍ଟାନେ ନ ଆସେ, ମୁଇ ଗାଲେ ତାକେ ତମର୍ଟାନେ ପାଟାଇଦେବି । ସେ ଆସିକରି ଦୁନିଆର୍ ଲକ୍ମନ୍କେ ପାପ୍, ଦରମ୍ ଆରି ନିଆଇ ବିସଇର୍ ସାକି ଦେଇସି । ଏ ଦୁନିଆର୍ ଲକ୍ମନ୍ ପାପ୍ ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । ସେ ଦେକାଇ ଦେଇସି ଜେ, ମକେ ବିସ୍ବାସ୍ ନ କର୍ବାଟାସେ ପାପ୍ ।
ଜିସୁ ସେ ଲକ୍ମନ୍କେ କଇଲା, "ଏ ସବଦ୍ ମର୍ ପାଇ ଅଏନାଇ, ମାତର୍ ତମର୍ ପାଇସେ ଅଇଲା । ଏବେ ଏ ଦୁନିଆର୍ ବିଚାର୍ କର୍ବା ଦିନ୍ କେଟ୍ଲା ଆଚେ, ଏ ଦୁନିଆର୍ ସାସନ୍ କରୁକେ ମୁଇ ବାଇରେ ପିଙ୍ଗିଦେବି । ଆରି ମକେ କୁର୍ସେ ଟେକ୍ଲେ, ସବୁ ଲକ୍ମନ୍କେ ମର୍ବାଟେ ଜିକ୍ବି " ବଲି କଇଲା ।
ସେବେଲାଇ ସେ କଇଲା, "ମାପ୍ରୁ ମୁଇ ତକେ ବିସ୍ବାସ୍ କଲିନି ।" ଆରି ଜିସୁର୍ ମୁଆଟେ ମାଣ୍ଡିକୁଟା ଦେଇ ଜୁଆର୍ କଲା ।
ଜିସୁ କଇଲା, "ମୁଇ ଏ ଦୁନିଆର୍ ଲକ୍ମନ୍କେ ବିଚାର୍ କର୍ବାର୍ ଆସିଆଚି । ସେଟାର୍ ପାଇ କାଣା ଲକ୍ମନ୍ ଦେକିପାର୍ବାଇ, ଆରି ଦେକିପାର୍ବା ଲକ୍ମନ୍ କାଣା ଅଇଜିବାଇ ।"
Prestando contas
Cada um prestará contas de si mesmo a Deus. O juízo começa pela casa de Deus e depois alcança os que não obedecem ao evangelho.
ଜଦି କେତେକ୍ ଲକ୍ କିରିସ୍ଟକେ ବିସ୍ବାସ୍ କଲାଇନି, ମାତର୍ ତାକର୍ ବିସ୍ବାସ୍ ଡାଁଟ୍ନାଇ, ସେମନ୍କେ ମିସା ଡାକି ମିସାଆ । ମାତର୍ ସେମନର୍ ଚିନ୍ତା କର୍ବାଟା ତମର୍ପାରା ନ ରଇଲେ, ତାକର୍ ସଙ୍ଗ୍ ଦଦାପେଲା ଉଆ ନାଇ । କେତେକ୍ ଲକର୍ ବିସ୍ବାସ୍, ଜେନ୍ତି ରକାମର୍ କାଦିକେ ମିସା ଉଁ ବଲି କଇବାଇ । ମାତର୍ ଜାର୍ ବିସ୍ବାସ୍ ଏବେଜାକ ଡାଁଟ୍ନାଇ ସେମନ୍ କାଇ ମାଉଁସ୍ ମିସା କାଇବାର୍ ନଏଁ, ଅବ୍କା ସାଗ୍ଡାଲ୍ସେ କାଇବାଇ । ଜନ୍ ଲକ୍ମନ୍ ସବୁଜାକ କାଇବାଇ, ସେମନ୍ ଆମେ ଅବ୍କା ସାଗ୍ଡାଲ୍ କାଇବା ଲକର୍ଟାନେଅନି ବଡ୍ ବଲି ବାବ୍ବାର୍ ନାଇ । ସେନ୍ତାରିସେ ଜନ୍ଲକ୍ମନ୍ ଅବ୍କା ସାଗ୍ଡାଲ୍ସେ କାଇବାଇ, ସେମନ୍ ଆମେ ସବୁରକାମର୍ କାଦିକାଇବା ଲକ୍ମନର୍ଟାନେଅନି ବଡ୍ ବଲି ବାବ୍ବାର୍ନାଇ । କାଇକେବଇଲେ ପର୍ମେସର୍ ଦୁଇ ଦଲର୍ ଲକ୍ମନ୍କେ ମିସା ବାଚ୍ଲା ଆଚେ । ବିନ୍ ଲକର୍ ଦାଙ୍ଗ୍ଡାମନ୍କେ ଆମେ ବିଚାର୍ କର୍ବାର୍ ନାଇ । କାଇକେବଇଲେ ସେମନ୍ କର୍ବା କାମ୍ କଲାଇ ଆଚତ୍ କି ନାଇ ବଲି ତାକର୍ ସାଉକାର୍ ଦେକ୍ସି । ଆରି ପର୍ମେସର୍ ଜନ୍ଟା ମନ୍ କଲାନି, ସେମନ୍ ସେଟା କର୍ବାଇ । କାଇକେବଇଲେ ପର୍ମେସର୍ ସେମନ୍କେ ସାଇଜ କଲାନି ।
ସେବେଲେ ଆମେ ସବୁ ଲକ୍ ପରମେସରର୍ ଲଗେ ଟିଆଅଇ ଆମେ କରିରଇବା କାମର୍ ଇସାବ୍ ଦେବାକେ ପଡ୍ସି ।
ସେଟାର୍ ପାଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ବିଚାର୍ କରାନାଇ । ତାର୍ ବାଦୁଲେ ଆମର୍ ବାଇମନର୍ ଚଲାଚଲ୍ତିତେଇ ବିନ୍ ଲକ୍କେ ପାପ୍ କରାଇବା କାଇମିସା ବିସଇ ଆଚେ କି ନାଇ, ସେଟା ଆମେ ନିଜେ ଦେକ୍ବାର୍ ଆଚେ । ଜିସୁ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ପର୍ମେସର୍ ଦେକ୍ବା ଇସାବେ କାଇ କାଦି ମିସା ନିଚ୍ବାଟା ନାଇ ବଲି ମୁଇ ଜାନି । ମାତର୍ କାଇମିସା ଗଟେକ୍ କାଦି ପର୍ମେସର୍ ନିଚ୍ଲା ଆଚେ ବଲି ଗଟେକ୍ ଲକ୍ ବିସ୍ବାସ୍ କଲେ, ସେଟା ସେ ନ କାଇଲେ ତାର୍ପାଇ ନିକ ।
କାଇକେବଇଲେ ପର୍ମେସର୍ ସବୁ ଲକ୍କେ ବିଚାର୍ କର୍ବାଦିନ୍ ଲଗେ କେଟ୍ଲା ଆଚେ । ଆରି ସେ ତାର୍ ନିଜର୍ ଲକ୍କେ ପର୍ତୁମ୍ ବିଚାର୍ କର୍ସି । ଜଦି ସେଟା ଆମର୍ ସଙ୍ଗ୍ ଆରାମ୍ ଅଇଲେ, ତାର୍ ସୁବ୍ କବର୍ ଚାଡିଦେଲା ଲକ୍ମନର୍ ଦସା କେନ୍ତାର୍ ଅଇସି ?
ସେଟାର୍ପାଇଁ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
କାଇକେବଇଲେ ତମେ ବିନ୍ ଲକର୍ ଦସ୍ ଜେନ୍ତି ବିଚାର୍ କର୍ତେରଇସା, ସେନ୍ତାରିସେ ପର୍ମେସର୍ ତମର୍ ବିଚାର୍ କର୍ସି । ତମେ ବିନ୍ ଲକ୍ମନ୍କେ ଜନ୍ ନିୟମ୍ କର୍ସା, ପର୍ମେସର୍ ତମ୍କେ ସେ ନିୟମ୍ କର୍ସି । ତମର୍ ଆଁକିତେଇ ବଡ୍ କାଚ୍ରା ରଇଲେ ମିସା, କାଇକେ ତମର୍ ବାଇର୍ ଆଁକିଟାନେ ରଇବା କାଚ୍ରା, ନିକସଙ୍ଗ୍ ଦେକ୍ଲାସ୍ନି ? ନିଜର୍ ଆଁକିତେଇ ବଡ୍ କାଚ୍ରା ରଉରଉ ତମେ କାଇ ସାଆସେ ତମର୍ ବାଇର୍ ଆଁକିତେଇ ରଇବା କାଚ୍ରା ବାର୍କରାଇ ଦେବି ବଲି କଇଲାସ୍ନି ?
Justiça e redenção
O juízo de Deus é também redenção. Ele livrou Israel do Egito com juízos e salva os arrependidos pela cruz de Cristo.
ସେଟାର୍ପାଇଁ ଇସ୍ରାଏଲର୍ ଲକ୍ମନ୍ କେ କୁଆ, ଆମେ ସବୁବେଲର୍ ମାପ୍ରୁ, ମିସ୍ରିଅ ଲକ୍ମନର୍ କାମ୍ କର୍ବା ତେଇଅନି ଆରି ସେମନ୍ ଗତିଦାଙ୍ଗ୍ଡା ଦାରଲା ତେଇଅନି ମୁକ୍ଲାଇବୁ, ଆରି ତାକର୍ ଉପରେ ବଡ୍ ବଡ୍ ଡଣ୍ଡ୍ ତେଇଅନି ତମ୍କେ ଉଦାର୍ କର୍ବୁ ।
ସେଟାର୍ପାଇଁ ଆମେକଇଲୁନି, ଆଜି ରାତିକେ ମିସର୍ ଦେସର୍ ବାଟ୍ ଦେଇ ମୁଇ ଜିବି ଆରି ମିସର୍ ଦେସର୍ ଲକର୍ ଆରି ପସୁର୍ ପର୍ତୁମ୍ ପିଲାକେ ମରାଇବି ଆରି ମିସର୍ ଦେସର୍ ସର୍ତେ ଦେବ୍ତାକେ ଡଣ୍ଡ ଦେବି, ମୁଇ ସବୁବେଲର୍ ମାପ୍ରୁ ପରମେସର୍ ।
ତାର୍ପଚେ ସର୍ଗେ ଗଟେକ୍ ଜାଗାଇ ମାନ୍ଦା ଲକ୍ ଆଉଲିଅଇକରି ଏନ୍ତାରି କଇବାଟା ମୁଇ ସୁନ୍ଲି । "ପର୍ମେସର୍କେ ଜୁଆର୍ କରା । ସେ ଆମ୍କେ ମୁକ୍ତି ଦେଲାଆଚେ । ଆମର୍ ପର୍ମେସର୍କେ ଡାକ୍ପୁଟା ଆରି ବପୁ ଅ ।" ତାର୍ ବିଚାର୍ନା ଜାକ ସତ୍ ଆରି ଅନିଆଇ ନ ଅଇତେ ଜନ୍ ବେସିଆ ମାଇଜି ଗୁଲାଇ ଜଗତ୍କେ ତାର୍ କାରାପ୍ ଚଲାଚଲ୍ତି ସଙ୍ଗ୍ ନସାଇତେରଇଲା, ସେ ତାକେ ଦସ୍ ଦେଲାଆଚେ । ତାର୍ ଦାଙ୍ଗ୍ଡାମନ୍କେ ସେ ମରାଇଲାକେ ତାକେ ସେ ଡଣ୍ଡ୍ ଦେଲାଆଚେ । ସେମନ୍ ଆରିତରେକ୍ ଆଉଲିଅଇଲାଇ । "ପର୍ମେସର୍କେ ଜୁଆର୍ କରା । ସେ ବଡ୍ ନଅର୍ ଜଇଲଗେ ପଡ୍ଲାର୍ପାଇ ଉଟ୍ଲା ଦୁଆଁ କେବେ ନ ସାରେ ।"