Liberdade
Cristo nos libertou para a liberdade. A Bíblia proclama a libertação do pecado, da condenação e de toda forma de escravidão espiritual. Na verdade de Cristo, somos verdadeiramente livres.
Liberdade em Cristo
Para a liberdade Cristo nos libertou. Se o Filho vos libertar, verdadeiramente sereis livres. Não volteis ao jugo da escravidão.
ତମର୍ ମୁକଲ୍ଲାଟା ଜତନ୍ କରା
ଏବେ ଆମେ ବାନ୍ଦ୍ନେଅନି ମୁକ୍ଲିଆଚୁ । ଆମ୍କେ କିରିସ୍ଟ ବାନ୍ଦନେଅନି ମୁକ୍ଲାଇଆଚେ । ସେଟାର୍ ପାଇ ଆମେ ବାନ୍ଦନ୍ କୁସ୍ଲାଇ ଡାଟ୍ ସଙ୍ଗ୍ ରଉଁ । ଆରି ତରେକ୍ ଗତିଦାଙ୍ଗ୍ଡାର୍ ବାନ୍ଦନେ ବାନ୍ଦିଅଇବାକେ ନ ଦେଉ ।
ତମର୍ ମୁକଲ୍ଲାଟା ଜତନ୍ କରା
ଏବେ ଆମେ ବାନ୍ଦ୍ନେଅନି ମୁକ୍ଲିଆଚୁ । ଆମ୍କେ କିରିସ୍ଟ ବାନ୍ଦନେଅନି ମୁକ୍ଲାଇଆଚେ । ସେଟାର୍ ପାଇ ଆମେ ବାନ୍ଦନ୍ କୁସ୍ଲାଇ ଡାଟ୍ ସଙ୍ଗ୍ ରଉଁ । ଆରି ତରେକ୍ ଗତିଦାଙ୍ଗ୍ଡାର୍ ବାନ୍ଦନେ ବାନ୍ଦିଅଇବାକେ ନ ଦେଉ ।
ସେଟାର୍ପାଇଁ ମୁଇ ଜଦି ତମ୍କେ ମୁକ୍ଲାଇବି ବଇଲେ, ସତଇସେ ତମେ ମୁକଲ୍ସା ।
ସେଟାର୍ପାଇଁ ମୁଇ ଜଦି ତମ୍କେ ମୁକ୍ଲାଇବି ବଇଲେ, ସତଇସେ ତମେ ମୁକଲ୍ସା ।
ସତ୍ ବିସଇ ତମ୍କେ ମୁକ୍ଲାଇସି
ଜିସୁ ତାର୍ଟାନେ ବିସ୍ବାସ୍ କରିରଇବା ଜିଉଦି ଲକ୍ମନ୍କେ କଇଲା, "ଜଦି ତମେ ମର୍ ସିକିଆ ମାନିକରି ତବିର୍ ଅଇ ରଇସା, ବଇଲେ ସତଇସେ ମର୍ ସିସ୍ ଅଇସା । ଆରି ତମେ ସତ୍ ବିସଇ ଜାନ୍ସା, ସେ ସତ୍ ତମ୍କେ ମୁକ୍ଲାଇସି ।"
ସତ୍ ବିସଇ ତମ୍କେ ମୁକ୍ଲାଇସି
ଜିସୁ ତାର୍ଟାନେ ବିସ୍ବାସ୍ କରିରଇବା ଜିଉଦି ଲକ୍ମନ୍କେ କଇଲା, "ଜଦି ତମେ ମର୍ ସିକିଆ ମାନିକରି ତବିର୍ ଅଇ ରଇସା, ବଇଲେ ସତଇସେ ମର୍ ସିସ୍ ଅଇସା । ଆରି ତମେ ସତ୍ ବିସଇ ଜାନ୍ସା, ସେ ସତ୍ ତମ୍କେ ମୁକ୍ଲାଇସି ।"
Livres da condenação
Não há condenação para os que estão em Cristo Jesus. A lei do Espírito nos libertou da lei do pecado e da morte.
ଆତ୍ମାଇ ଜିବନ୍ ରଇବାଟା
ତେବେ ଆମେ ଜେତ୍କି ଲକ୍ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଆଚୁ, ଆମର୍ପାଇଁ ଆରି ପର୍ମେସରର୍ ଡଣ୍ଡ୍ ନାଇ । ଜିସୁ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ ସୁକଲ୍ଆତ୍ମା ଆମ୍କେ ନୁଆ ଜିବନ୍ ଦେଲାଆଚେ । ତେଇଅନି, ପାପ୍ କଲେ ମର୍ବା ନିୟମେଅନି, ଆମ୍କେ ମୁକ୍ଲାଇ ଆଚେ ।
ଆତ୍ମାଇ ଜିବନ୍ ରଇବାଟା
ତେବେ ଆମେ ଜେତ୍କି ଲକ୍ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଆଚୁ, ଆମର୍ପାଇଁ ଆରି ପର୍ମେସରର୍ ଡଣ୍ଡ୍ ନାଇ । ଜିସୁ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ ସୁକଲ୍ଆତ୍ମା ଆମ୍କେ ନୁଆ ଜିବନ୍ ଦେଲାଆଚେ । ତେଇଅନି, ପାପ୍ କଲେ ମର୍ବା ନିୟମେଅନି, ଆମ୍କେ ମୁକ୍ଲାଇ ଆଚେ । ସେ ଆମର୍ ଗୁନ୍ଚଲନ୍ ନିକ ନ ରଇଲାକେ, ମସା ଦେଇରଇବା ରିତିନିତି ମାନୁ ନାଇ । ତେଇ ନିୟମ୍ ସାଇଜ କରି ନାପାର୍ଲା । ମାତର୍ ସେଟା ପର୍ମେସର୍ କରିଆଚେ । ସେ ଆମର୍ ପାରା ପାପିମନର୍ ଗଟେକ୍ ଗାଗଡ୍ ଦାରାଇ ତାର୍ ପଅକେ ପାଟାଇଲା । ଆରି ସେ ଏନ୍ତାରିକରି ଆମର୍ ଉପ୍ରେ ରଇବା ପାପର୍ ସାସନ୍ କୁରୁପ୍ନାସ୍ କଲା । ଆମେ ଜେନ୍ତାରି କି ନିୟମର୍ ସବୁ ଆଦେସ୍ ମାନିକରି ରଇବୁ, ସେଟାର୍ ପାଇ ପର୍ମେସର୍ ଏନ୍ତି କଲାଆଚେ । ଆମେ ଏବେ ମୁନୁସର୍ ଚଲାଚଲ୍ତି ନ କରି ସୁକଲ୍ଆତ୍ମାର୍ ବାଟେ ଇଣ୍ଡ୍ଲେସେ ଏନ୍ତି କରିଅଇସି ।
କାଇକେବଇଲେ ପରମେସର୍ ତିଆର୍ କରିରଇବା ସବୁଜାକ, ଅବିସାପେ ପୁରୁନ୍ ଅଇଲାଆଚେ । ଜନ୍ବାଟେ ଜିବାର୍ ରଇଲା ସେ ବାଟେ ନ ଜାଇ, ବିନ୍ ବାଟେ ଗାଲାଆଚେ । ମାତର୍ ଏଟା ତାର୍ ନିଜର୍ ମନ୍ କଲା ଇସାବେ ଅଏନାଇ । ପର୍ମେସର୍ ମନ୍ କଲାକେସେ ଅଇଲା । ଏଲେମିସା ତାର୍ ଆସା ରଇଲା, ଜେନ୍ତିକି ଗଟେକ୍ ଦିନେ କୁଇଜିବାଟାନେ ଅନି ମୁକ୍ଲିକରି ପର୍ମେସରର୍ କୁଟୁମର୍ ଡାକ୍ପୁଟାଇ ମିସ୍ବୁ ।
ମାତର୍ ତମେ ଏବେ ପାପେଅନି ମୁକ୍ଲିକରି ପରମେସରର୍ ଗତିଦାଙ୍ଗ୍ଡା ଅଇଆଚାସ୍ । ଏଟାର୍ ଲାବ୍ ଅଇଲାନି, ପରମେସରର୍ତେଇ ପୁରାପୁରୁନ୍ ସଲଦ୍ । ଆରି ଇତିଅନି ମିଲ୍ବାଟା ଅଇଲାନି ନ ସାର୍ବା ଜିବନ୍ ।
ମାତର୍ ତମେ ଏବେ ପାପେଅନି ମୁକ୍ଲିକରି ପରମେସରର୍ ଗତିଦାଙ୍ଗ୍ଡା ଅଇଆଚାସ୍ । ଏଟାର୍ ଲାବ୍ ଅଇଲାନି, ପରମେସରର୍ତେଇ ପୁରାପୁରୁନ୍ ସଲଦ୍ । ଆରି ଇତିଅନି ମିଲ୍ବାଟା ଅଇଲାନି ନ ସାର୍ବା ଜିବନ୍ ।
ଦରମ୍ ଗତିଦାଙ୍ଗ୍ଡା
ସେନ୍ତିଆଲେ ଆମେ ନିୟମର୍ ତଲେ ନ ରଇ, ପରମେସରର୍ ଜିବନ୍ଦୁକାନି ପାଇଲୁ ଆଚୁ ବଲି ପାପ୍ କର୍ତେ ରଉଁ କି ? ନାଇ, କେବେ ମିସା ନଏଁ ।
ବିସ୍ବାସ୍ କରି ଦରମ୍ ବଲାଇଅଇବାଟା
ମାତର୍ ଏବେ ଲକ୍ମନ୍ ତାର୍ ମୁଆଟେ ଦରମ୍ ବଲି ଏଜାଇ ଅଇବାକେ, ପରମେସର୍ ଜନ୍ଟା ଜଜ୍ନା କରି ରଇଲା, ସେଟା ସେ ଆମ୍କେ ଜାନାଇଦେଲାଆଚେ । ମାତର୍ ଏଟା ନିୟମ୍ ମାନ୍ଲାକେ ଅଏନାଇ । ଏ ଜଜ୍ନା ମସାର୍ ନିୟମେ ଆରି ବିନ୍ ବବିସତ୍ବକ୍ତାମନର୍ ଟାନେ ମିସା ରଇଲା । ଉଜେ ଜିସୁକିରିସ୍ଟକେ ବିସ୍ବାସ୍ କଲାକେ ଏବେ ଆମେ ପରମେସରର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇ ଅଇଆଚୁ । ପରମେସର୍ କେତେ ଲକ୍କେ ଆଲାଦ୍ କରି ଆରି କେତେକ୍ ଲକ୍କେ ଗିନ୍ କରେନାଇ । କିରିସ୍ଟକେ ବିସ୍ବାସ୍କର୍ବା ସବୁ ଲକ୍ମନ୍କେ ଏ ଅଦିକାର ଦେଲାଆଚେ । ସବୁ ଲକ୍ ପାପ୍ କଲାଇ ଆଚତ୍ ଆରି ପରମେସରର୍ ପୁରାପୁରୁନ୍ ମଇମାଇଅନି ଉନା ଅଇଗାଲାଇ ଆଚତ୍ । ମାତର୍ ପରମେସର୍ କିରିସ୍ଟ ଜିସୁର୍ତେଇଅନି ଇନାମେ ନ ସାର୍ବା ଜିବନ୍ ଦୁକାନି ଦାନ୍ କଲାଆଚେ । ଜନ୍ ଲକ୍ମନ୍ ସେଟା ମିଲାଇଆଚତ୍, ସେମନ୍କେ ମାପ୍ରୁ ଜିସୁ ମୁକ୍ତି ଦେଇସି । ସେମନ୍ ପରମେସରର୍ ମୁଆଟେ ଦରମ୍ ଲକ୍ ବଲାଇ ଅଇବାଇ ।
O Espírito liberta
Onde está o Espírito do Senhor, aí há liberdade. Olhe onde temos liberdade de acessar o trono da graça com confiança.
ଏ ଚିଟିତେଇ ମାପ୍ରୁ ବଲି କଇବାଟା ଅଇଲାନି ଆତ୍ମା ଆରି ମାପ୍ରୁର୍ ଆତ୍ମା ଜନ୍ତି ମିସା ରଇଲେ, ତେଇ ଆମେ ମୁକ୍ଲି କରି ଆଚୁ ।
ଏ ଚିଟିତେଇ ମାପ୍ରୁ ବଲି କଇବାଟା ଅଇଲାନି ଆତ୍ମା ଆରି ମାପ୍ରୁର୍ ଆତ୍ମା ଜନ୍ତି ମିସା ରଇଲେ, ତେଇ ଆମେ ମୁକ୍ଲି କରି ଆଚୁ ।
କିରିସ୍ଟର୍ ତେଇ ବିସ୍ବାସ୍ କଲାର୍ ପାଇ ଆରି ତାର୍ ସଙ୍ଗ୍ ମିସି ରଇଲାର୍ ପାଇ, ନ ଡର୍ତେ, ସାଆସ୍ ଅଇକରି, ପର୍ମେସରର୍ ମୁଆଟେ ଟିଆ ଅଇବୁ ।
"ମାପ୍ରୁର୍ ଆତ୍ମା ମର୍ ସଙ୍ଗ୍ ଆଚେ,
ତେବର୍ପାଇ ନଇଲା ମଇଲା ଲକ୍ମନର୍ଟାନେ ସୁବ୍ କବର୍ ଜାନାଇବାକେ, ପର୍ମେସର୍ ମକେ ବାଚିକରି ପାଟାଇଲା,
ବନ୍ଦି ଗରେ ରଇବା ଲକ୍ମନ୍କେ ମୁକ୍ଲାଇବାକେ,
କାଣା ଲକ୍ମନ୍କେ ଦେକାଇବା ବିସଇ ଜାନାଇବାକେ ଆରି
ଦୁକର୍ ଲକ୍ମନ୍କେ ମୁକ୍ଲାଇବାକେ,

ମୁକ୍ତି ପାଇବା ସୁବ୍କବର୍
ସବୁବେଲର୍ ମାପ୍ରୁ ପର୍ମେସରର୍ ଆତ୍ମା ମର୍ ଲଗେ ବାସା ଅଇସି; କାଇକେ ବଇଲେ ଦରମ୍ ଲକ୍ମନର୍ ଲଗେ ସୁବ୍କବରର୍ କାତା ଜାନାଇବାକେ ସବୁବେଲର୍ ମାପ୍ରୁ ମକେ ଅବିସେକ୍ କରି ଆଚେ; ଦୁର୍ବଲ୍ ଅଇ ରଇବା ଲକ୍ମନ୍କେ ସଗତ୍ କର୍ବାକେ, ବନ୍ଦି ଲକ୍ମନର୍ ମୁକ୍ତି ଆରି ଜଇଲେ କାନାଇ ରଇଲା ଲକ୍ମନର୍ ପାଇଁ ବନ୍ଦି ଲଗେ ଅନି ମୁକ୍ଲାଇବା କାତା ଜାନାଇବାକେ;
Liberdade responsável
Fomos chamados à liberdade, mas não usemos a liberdade como pretexto para a carne. Tudo é lícito, mas nem tudo convém.
ଏ ବାଇବଇନିମନ୍, ନିୟମର୍ ଡଣ୍ଡେଅନି ମୁକ୍ଲାଇ ଅଇବାକେ ପର୍ମେସର୍ ତମ୍କେ ଡାକ୍ଲାଆଚେ । ମାତର୍ ଜାଗ୍ରତ୍, ଏବେ ଆରି ଗାଗଡର୍ ମନ୍ କର୍ବାଟା ସବୁ ପୁରାପୁରୁନ୍ କରିଅଇସି ବଲି କୁଆନାଇ । ମାତର୍ ଆଲାଦେଅନି ଚଲାଚଲ୍ତି ଅଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସେବା କରା ।

ତମେ ମୁକଲ୍ଲା ଲକ୍ମନ୍ ବଲି ତମର୍ ଜିବନର୍ ଚଲାଚଲ୍ତିତେଇ ଦେକାଆ । ମାତର୍ ଆମ୍କେ ମୁକ୍ତି ମିଲ୍ଲାଆଚେ ବଲି କାଇଟା ମିସା କର୍ବୁ ବଲି ନ ବାବିକରି ପର୍ମେସର୍କେ ସେବା କରା ।
ତମେ ମୁକଲ୍ଲା ଲକ୍ମନ୍ ବଲି ତମର୍ ଜିବନର୍ ଚଲାଚଲ୍ତିତେଇ ଦେକାଆ । ମାତର୍ ଆମ୍କେ ମୁକ୍ତି ମିଲ୍ଲାଆଚେ ବଲି କାଇଟା ମିସା କର୍ବୁ ବଲି ନ ବାବିକରି ପର୍ମେସର୍କେ ସେବା କରା ।
ବେବିଚାରେ ଅନି ବାଉଡା
ତମର୍ ବିତ୍ରେ କେତେଲକ୍ କଇବାଇ, "ମୁଇ ଜନ୍ଟା ମନ୍ କଲିନି, ସେଟା କର୍ବି" । ମୁଇ କଇବି, "ଉଁ, ସେଟା ସତ୍, ମାତର୍ ସବୁ ବିସଇ ମର୍ ପାଇ ନିକ ନଏଁ ।" କେତେଲକ୍ କଇବାଇ ସବୁ କର୍ବାକେ ମର୍ ଅଦିକାର୍ ଆଚେ, । ମାତର୍ ମୁଇ କଇବି, ଜନ୍ ବିସଇ ମିସା ମକେ ଦାରି ରକିରଇବାକେ ମୁଇ ନ ଦେଇ, ।
ମାତର୍ ମୁନୁସର୍ ମୁକ୍ତି ପାଇ ଗଟେକ୍ ପୁରାପୁରୁନ୍ ନିୟମ୍ ଆଚେ । ଜେ ସେ କାତା ସୁନିକରି ନ ପାସ୍ରେ, ଆରି ତାର୍ଲାଗି ସବୁ ମନ୍ପରାନ୍ ଦେଇକରି ନିଜର୍ ଜିବନ୍ତେଇ ମାନିକରି ରଇସି ବଇଲେ ପର୍ମେସର୍ ତାର୍ କରିରଇବା ସବୁ କାମ୍ ମଙ୍ଗଲ୍ କର୍ସି ।
ମାତର୍ ମୁନୁସର୍ ମୁକ୍ତି ପାଇ ଗଟେକ୍ ପୁରାପୁରୁନ୍ ନିୟମ୍ ଆଚେ । ଜେ ସେ କାତା ସୁନିକରି ନ ପାସ୍ରେ, ଆରି ତାର୍ଲାଗି ସବୁ ମନ୍ପରାନ୍ ଦେଇକରି ନିଜର୍ ଜିବନ୍ତେଇ ମାନିକରି ରଇସି ବଇଲେ ପର୍ମେସର୍ ତାର୍ କରିରଇବା ସବୁ କାମ୍ ମଙ୍ଗଲ୍ କର୍ସି ।
A liberdade que permanece
Conhecer a verdade é o caminho da liberdade duradoura. Cristo nos resgatou e nos fez livres para viver em plenitude.
ତେବର୍ପାଇ ମର୍ ଏ ଇସ୍ରାଏଲର୍ ବାଇମନ୍, ତମେ ଏଟା ଜାନିରୁଆ । ଜିସୁ କରିରଇବା କାମେଅନି ସେ, ତମର୍ ପାପ୍ କେମା ଅଇସି । ମସାର୍ ନିୟମ୍ ମାନିକରି ଆଚୁ ବଇଲେ ପାପ୍ କେମା ନ ଅଇତା । ମାତର୍ ଜିସୁର୍ ଟାନେ ବିସ୍ବାସ୍ କଲାର୍ପାଇ ଆମେ ସବୁଲକ୍ ପାପେ ଅନି ମୁକ୍ଲି ଆଚୁ, ସେଟା ତମେ ଜାନ୍ବାର୍ ଆଚେ ।

ଗଟେକ୍ ବେଲାଇ ତମେ ପର୍ମେସରର୍ ଟାନେଅନି ବେଗ୍ଲି ରଇଲାସ୍ । ତମେ କରିରଇବା ଆରି ମନେ ବାବିରଇବା କାରାପ୍ ବିସଇର୍ ଲାଗି ତାର୍ ସତ୍ରୁ ଅଇରଇଲାସ୍ ।
ଜିସୁ ସତ୍ ଅଙ୍ଗୁର୍ ମାଲ୍
"ମୁଇ ଅଇଲିନି ସତ୍ ଅଙ୍ଗୁର୍ ମାଲ୍ ଆରି ମର୍ ବାବା ଅଇଲାନି ଚାସି । ମର୍ଟାନେ ରଇବା ପିଲ୍କା ମାଲେ ପଲ୍ ନ ଦାର୍ଲେ, ସେ କାଟି ପାକାଇସି । ଆରି ଜନ୍ ମାଲେ ପଲ୍ ଦାର୍ସି ସେ ମାଲ୍ ଅଦିକ୍ ପଲ୍ ଦାର୍ବାକେ ପରିଚଲ୍ କର୍ସି । ମର୍ତେଇ ଅନି ପାଇରଇବା ସିକିଆଇ ଅନି ତମେ ପରିଚଲ୍ ଅଇସାରି ଆଚାସ୍ । ତମେ ମର୍ସଙ୍ଗ୍ ମିସିକରି ରୁଆ । ସେନ୍ତି ବଇଲେ ମୁଇ ମିସା ତମର୍ ସଙ୍ଗ୍ ରଇବି । କେନ୍ଦା ଜଦି ବୁନ୍ଦ୍ସଙ୍ଗ୍ ମିସିକରି ନ ରଇଲେ ନିଜେ ପଲ୍ ନ ଦାରେ, ସେନ୍ତି ତମେ ମିସା ମର୍ତେଇ ମିସି ନ ରଇଲେ, ପଲ୍ ଦାରିନାପାରାସ୍ ।"
"ମୁଇ ଅଇଲିନି ମୁଲ୍ ଅଙ୍ଗୁର୍ ମାଲ୍, ତମେ ଅଇଲାସ୍ନି ପିଲ୍କା ମାଲ୍ । ଜେ ମର୍ତେଇ ରଇସି ଆରି ମୁଇ ଜାର୍ତେଇ ରଇବି ସେ ବେସି ପଲ୍ ଦାର୍ସି, କାଇକେ ବଇଲେ ମକେ ଚାଡିକରି ତମେ କାଇଟା କରି ନାପାରାସ୍ । ଜେ ମର୍ତେଇ ନ ରଏ, ତାକେ ଗଟେକ୍ ଗର୍ଣ୍ଡି କରି ପିଙ୍ଗ୍ଲା ମାଲ୍ପାରା ବାଇରେ ପିଙ୍ଗି ଦେବାଇ ଆରି ସେଟା ସୁକି ଜାଇସି । ଏନ୍ତାରି ମାଲ୍ମନ୍କେ ଟୁଲିଆଇ ଜଇତେଇ ପିଙ୍ଗି ଦେବାଇ ଆରି ସେଟା ପଡି ଜାଇସି । ଜଦି ତମେ ମର୍ସଙ୍ଗ୍ ମିସିକରି ରଇସା ଆରି ମର୍ ବାକିଅ ତମର୍ ମନେ ରଇସି, ତମେ ମନ୍କରି କାଇ ବିସଇ ମାଙ୍ଗ୍ସା ବଇଲେ ସେଟା ମିଲାଇସା । ତମେ ବେସି ପଲ୍ ଦାର୍ଲେ, ମର୍ ବାବା ଡାକ୍ପୁଟା ପାଇସି, ଆରି ଇତିଅନି ତମେ ମର୍ ସତ୍ ସିସ୍ମନ୍ ବଲି ଜାନ୍ବାଇ ।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.