Frutos do Espírito
Os frutos do Espírito são evidências visíveis da presença de Deus na vida do crente. Amor, alegria, paz, paciência — são marcas que diferenciam os filhos de Deus no mundo.
O fruto do Espírito
O fruto do Espírito é amor, alegria, paz, paciência, amabilidade, bondade, fidelidade, mansidão e domínio próprio. Contra estas coisas não há lei.
ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା, ଏ ସବୁର୍ ଚଲନ୍ ମାନ୍ବା ଲକ୍ ନିୟମର୍ ବିରୁଦେ କାଇଟା ନ କରେ ।
କାଇକେବଇଲେ ଆଗ୍ତୁ ତମେ ଆନ୍ଦାରେ ରଇଲାସ୍ । ମାତର୍ ଏବେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଉଜଲେ ପୁରି ଆଚାସ୍ । ତେବର୍ପାଇ ଉଜଲେ ରଇବା ଲକ୍ମନର୍ପାରା ଚଲାଚଲ୍ତି କରା । କାଇକେବଇଲେ, ଉଜ୍ଲେ ରଇଲେ ତେଇଅନି ସବୁ ରକାମର୍ ନିକ, ଦରମ୍, ଆରି ସତ୍ ବିସଇ ବାରଇସି । ପର୍ମେସର୍କେ ସାର୍ଦା କରାଇବା ବିସଇ କଜିକରି ମିଲାଆ ।
ମାତର୍ ପର୍ମେସର୍ ସିକାଇବା ଗିଆନ୍ ଜନ୍ଲକ୍ମନ୍କେ ଆଚେ, ତାକର୍ ଗୁନ୍ଚଲନେ ସେମନ୍ ସୁକଲ୍ ଅଇରଇବାଇ, ସାନ୍ତିସଙ୍ଗ୍ ରଇବାଇ, ସୁଆଲେ ରଇବାଇ, ଦୟା ଦେକାଇବାଇ, ଜିବନ୍ଦୁକାଇବାଇ ଆରି ତାକର୍ ସବୁ କାମ୍ ନିକ ରଇସି । ସେମନ୍ ଲକ୍ମନ୍କେ ବଡ୍ ସାନ୍ ଇସାବେ ନ ଦେକତ୍ ଆରି ଚଲାନିକାତା ନ କଅତ୍ । ଜନ୍ ଲକ୍ମନ୍ ସାନ୍ତିର୍ପାଇ କାମ୍ କର୍ବାଇ, ସାନ୍ତି ସଙ୍ଗ୍ ରଇକରି ଦରମର୍ ବିଅନ୍ ବୁନ୍ବାଇ, ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ, ନିକ କାମର୍ ଦାନ୍ କାଟ୍ବାଇ ।
ଏ ମର୍ ବାଇବଇନିମନ୍, ତମେ ମିସା ସମାନ୍ ସେନ୍ତାରିସେ । ନିୟମ୍ ଇସାବେ କିରିସ୍ଟର୍ ଗାଗ୍ଡେ ମିସ୍ଲାର୍ପାଇ ତମେମିସା ମରିଆଚାସ୍ । ଏବେ ତମେ ତାର୍ଟା । ପର୍ମେସର୍ ତାକେ ମରନେଅନି ଉଟାଇଆଚେ । ଜେନ୍ତାରିକି ତାର୍ ସେବାକାମେ ଆମେ ମିସା ମିସ୍ବୁ । ଜେତେଦିନ୍ ଜାକ ଆମେ ଗାଗଡ୍ ମନ୍ କଲା ଇସାବେ ବାନ୍ଦିଅଇରଇଲୁ, ନିୟମ୍ ଆମ୍କେ ନାଇ ବଲି କଇତେରଇଲା । ସେଟା ଆମର୍ ପାପ୍ ଅଦିକ୍ ଅଦିକ୍ କରାଇତେ ରଇଲା । ଆରି ଆମେ ମରନ୍ ବାଟେ ଜାଇତେରଇଲୁ । ଏବେ ଆମେ ନିୟମର୍ ସାସନେଅନି ମୁକଲ୍ଲୁ ଆଚୁ, କାଇକେବଇଲେ ଜନ୍ଟା ଆମ୍କେ ଦିନେକ୍ ବନ୍ଦି କରି ସଙ୍ଗାଇରଇଲା, ସେଟା ଆମର୍ ବିତ୍ରେ ମରିଗାଲାଆଚେ । ଆମେ ଆରି ଆଗ୍ତୁର୍ ପାରା ଲେକାଅଇଲା ନିୟମ୍ ଇସାବେ ପର୍ମେସର୍କେ ସେବାକରୁ ନାଇ । ଏବେ ସୁକଲ୍ ଆତ୍ମା ଦେକାଇଲା ବାଟେ ଇଣ୍ଡ୍ଲୁନି ।
ଏବେ ତମ୍କେ ଜନ୍ କାମ୍ମନ୍ କର୍ବାକେ ଲାଜ୍ଲାଗ୍ଲାନି, ସେଡ୍କିବେଲେ ସେ ସବୁ କର୍ତେ ରଇଲାସ୍ । ତେଇଅନି ତମ୍କେ କାଇ ଲାବ୍ ଅଇଲା ? ସେ ସବୁ କାମର୍ ଦସା ଅଇଲାନି ମରନ୍ । ମାତର୍ ତମେ ଏବେ ପାପେଅନି ମୁକ୍ଲିକରି ପରମେସରର୍ ଗତିଦାଙ୍ଗ୍ଡା ଅଇଆଚାସ୍ । ଏଟାର୍ ଲାବ୍ ଅଇଲାନି, ପରମେସରର୍ତେଇ ପୁରାପୁରୁନ୍ ସଲଦ୍ । ଆରି ଇତିଅନି ମିଲ୍ବାଟା ଅଇଲାନି ନ ସାର୍ବା ଜିବନ୍ ।
Permanecer em Cristo
Quem permanece em Cristo dá muito fruto. Toda árvore boa produz bons frutos — e é pelo fruto que se conhece a árvore.
ତମେ ମର୍ସଙ୍ଗ୍ ମିସିକରି ରୁଆ । ସେନ୍ତି ବଇଲେ ମୁଇ ମିସା ତମର୍ ସଙ୍ଗ୍ ରଇବି । କେନ୍ଦା ଜଦି ବୁନ୍ଦ୍ସଙ୍ଗ୍ ମିସିକରି ନ ରଇଲେ ନିଜେ ପଲ୍ ନ ଦାରେ, ସେନ୍ତି ତମେ ମିସା ମର୍ତେଇ ମିସି ନ ରଇଲେ, ପଲ୍ ଦାରିନାପାରାସ୍ ।"
"ମୁଇ ଅଇଲିନି ମୁଲ୍ ଅଙ୍ଗୁର୍ ମାଲ୍, ତମେ ଅଇଲାସ୍ନି ପିଲ୍କା ମାଲ୍ । ଜେ ମର୍ତେଇ ରଇସି ଆରି ମୁଇ ଜାର୍ତେଇ ରଇବି ସେ ବେସି ପଲ୍ ଦାର୍ସି, କାଇକେ ବଇଲେ ମକେ ଚାଡିକରି ତମେ କାଇଟା କରି ନାପାରାସ୍ ।
ତମେ ବେସି ପଲ୍ ଦାର୍ଲେ, ମର୍ ବାବା ଡାକ୍ପୁଟା ପାଇସି, ଆରି ଇତିଅନି ତମେ ମର୍ ସତ୍ ସିସ୍ମନ୍ ବଲି ଜାନ୍ବାଇ ।
"ନିକ ଗଚେ କାରାପ୍ ପଲ୍ ନ ପଲେ, କାରାପ୍ ଗଚେ ନିକ ପଲ୍ ନ ପଲେ । କାଇକେବଇଲେ ଗଚ୍ମନ୍କେ ତାର୍ ପଲର୍ଲାଗି ଜାନିଅଇସି । କାଟା ଗଚେଅନି ଲକ୍ମନ୍ ଡୁମ୍ରି ପଲ୍ ନ ତଲତ୍, କି କାଟା ବୁଟାଇଅନି ଅଙ୍ଗୁର୍ ପଲ୍ ନ ତଲତ୍ । ନିକ ଲକ୍ ନିଜର୍ ମନ୍ ବିତ୍ରର୍ ଗରବ୍ବିତ୍ରେ ଅନି ନିକଟା ବାର୍କରାଇସି । ଆରି କାରାପ୍ ଲକ୍ମନ୍ ନିଜର୍ ମନ୍ ବିତ୍ରର୍ ଗରବ୍ଟାନେ ଅନି କାରାପ୍ଟା ବାର୍କରାଇବାଇ । କାଇକେବଇଲେ, ମନ୍ବିତ୍ରେ ଚିନ୍ତା କର୍ବାଟା, ଟଣ୍ଡ୍ କାତା କଇସି ।"
ତେବର୍ ପାଇ, ଜଦି ପାପ୍ କାମ୍ କର୍ବାଟା ଚାଡିଆଚାସ୍, ସେନ୍ତାର୍ଆଲେ ନିକ କାମ୍ କରି ଦେକାଆ ।
Semear e colher
Quem semeia na justiça colherá fruto de vida. Os frutos do Espírito são a colheita de uma vida plantada no Senhor.
ତମେ ଦରମର୍ ବିସଇରେ କୁଆ ଜେ ଜେନ୍ତିକି ତାର୍ ମଙ୍ଗଲ୍ ଅଇସି, କାଇକେ ବଇଲେ ସେମନ୍ ତାକର୍ ନିଜର୍ ନିଜର୍ କାମ୍କଲା କରମର୍ ପଲ୍ ପାଇବାଇ।
ଆମେ, ପରମେସର୍ ଦେଲା ପର୍ତୁମର୍ ଦାନ୍ ପାରା ସୁକଲ୍ଆତ୍ମା ପାଇଲୁଆଚୁ, ଆମେ ମିସା ବିତ୍ରେ ବିତ୍ରେ "ଆନା, ଆୟା !" ଅଇଲୁନି । ଏଲେମିସା ପରମେସର୍ ଆମ୍କେ କୁଟୁମର୍ ଲକ୍ କରାଇକରି ପୁରାପୁରୁନ୍ ମୁକ୍ଲାଇସି ବଲି ଜାଗିକରି ଆଚୁ ।
ମର୍ ପଲ୍ କାନ୍ଟି ସୁନା ତେଇ ଅନି ନିମାନ୍; ଆରି, ମର୍ କାମାନି ଅଦିକ୍ ରୁପା ତେଇଅନି ନିକ ।